Latest Odisha News

BREAKING NEWS

Browsing Category

ଫିଚର

କରୋନାରେ ଆଖି ବୁଜିଲେ ଉତ୍ତରପ୍ରଦେଶର ରାଜସ୍ୱ ଓ ବନ୍ୟା ନିୟନ୍ତ୍ରଣ ମନ୍ତ୍ରୀ

ଲକ୍ଷ୍ନୌ: ଘାତକ ହେଉଛି କରୋନା । ଅକାଳରେ ନେଇଯାଉଛି ଜୀବନ । ଉତ୍ତରପ୍ରଦେଶରେ କରୋନାରେ ଜଣେ ମନ୍ତ୍ରୀଙ୍କ ମୃତ୍ୟୁ ହୋଇଛନ୍ତି । ରାଜସ୍ୱ ଓ ବନ୍ୟା ନିୟନ୍ତ୍ରଣ ରାଷ୍ଟ୍ରମନ୍ତ୍ରୀ ବିଜୟ କଶ୍ୟପ କରୋନାରେ ମୃତ୍ୟୁବରଣ କରିଛନ୍ତି । ଗୁରୁଗାଁର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ପ୍ରାଣ…

ଆଜି ଓଡ଼ିଶାରୁ ୧୧ହଜାର ୯୯ କରୋନା ପଜିଟିଭ୍, ଖୋର୍ଦ୍ଧାରୁ ସର୍ବାଧିକ ୧୪୬୦

ଭୁବନେଶ୍ୱର: ରାଜ୍ୟରେ ଏବେ ସମାନ୍ତରାଳ ସ୍ଥିତିରେ ରହୁଛି କରୋନା ସଂକ୍ରମଣ । ୧୦ ହଜାର ଉପରେ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୧ହଜାର ୯୯ ନୂଆ ସଂକ୍ରମିତ । କ୍ୱାରେଣ୍ଟାଇନରୁ ୬ହଜାର ୨୧୪ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୪ହଜାର ୮୮୫ । ଖୋର୍ଦ୍ଧାରୁ…

ନେପାଳର ପୋଖରାରେ ୫.୩ ତୀବ୍ରତାର ଭୂମିକମ୍ପ

କାଠମାଣ୍ଡୁ: ନେପାଳର ପୋଖରାରେ ବଡ଼ ଧରଣର ଭୂମିକମ୍ପା ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୫.୩ ରହିଛି । ସ୍ଥାନୀୟ ସମୟ ପ୍ରାୟ ୫ଟା ୪୨ରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା । ଭୂମିକମ୍ପର କେନ୍ଦ୍ରସ୍ଥଳ ଲାମଜଙ୍ଗ ଜିଲ୍ଲାର ଭୁଲଭୁଲେ ବୋଲି ଜଣାପଡ଼ିଛି । ଏଯାବତ୍…

ଆଜି ଗୁଜରାଟ ଓ ଡିଉରେ ବାତ୍ୟା କ୍ଷୟକ୍ଷତିର ସ୍ଥିତି ପରଖିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ବାତ୍ୟା ତାଉ’ତେ ପ୍ରଭାବରେ ଗୁଜରାଟ ଓ ଡିଉରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ପ୍ରଭାବିତ ଅଞ୍ଚଳର ଆଜି ସ୍ଥିତି ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଗୁଜରାଟ ଓ ଡିଉ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ । ଦିଲ୍ଲୀରୁ ସକାଳ ସାଢ଼େ ୯ଟାରେ ବାହାରି ଭାବନଗରରେ ପହଞ୍ଚିବେ ।…

ଆଜି ୨ ଜିଲ୍ଲାରେ ବନ୍ଦ ରହିବ କୋଭିଡ୍ ଟିକାକରଣ

ଭୁବନେଶ୍ୱର: ସଂକ୍ରମଣ ୧୦ ହଜାର ତଳକୁ ଆସୁନଥିବା ବେଳେ ରାଜ୍ୟରେ ଟିକାକରଣ ଜାରି ରହିଛି । ଗତକାଲି ଗୋଟିଏ ଦିନରେ ୧ ଲକ୍ଷ ୧୫ ହଜାର ୯୯୭ ଜଣ କୋଭିଡ୍ ଟିକା ନେଇଛନ୍ତି । ଏଯାବତ୍ ରାଜ୍ୟରେ ୬୭ ଲକ୍ଷ ୩୫ ହଜାର ୬୪୦ ଡୋଜ୍ କୋଭିଡ୍ ଟିକା ଦିଆଯାଇଛି । ଆଜି ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ…

ଅକ୍ସିଜେନ୍ ପାଇଁ ଗଠନ ହେଲା ଟାସ୍କଫୋର୍ସ

ଭୁବନେଶ୍ବର : ରାଜ୍ୟରେ ଅକ୍ସିଜେନ୍ ପାଇଁ ଗଠନ ହେଲା ଟାସ୍କ ଫୋର୍ସ । ୯ ଜଣିଆ ଟାସ୍କଫୋର୍ସ ଗଠନ କରିଛନ୍ତି ରାଜ୍ୟ ସରକାର । ଗଠିତ ହୋଇଥିବା ଏହି ଟାସ୍କ ଫୋର୍ସରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତାଙ୍କୁ ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି । ମେଡିକାଲ ଅକ୍ସିଜେନ୍ ଉତ୍ପାଦନ ଓ…

ଛୁଆଙ୍କୁ କରୋନା ବିପଦ; କ’ଣ ଏହି ସିଙ୍ଗାପୁର ଭାରିଆଣ୍ଟ, ପିଲାଙ୍କ ପ୍ରତି ହୋଇପାରେ କେତେ ଘାତକ ?

ନୂଆଦିଲ୍ଲୀ: ଦେଶରେ କରୋନର ଦ୍ୱିତୀୟ ଲହର ସମସ୍ତଙ୍କୁ ଡରାଇ ସାରିଥିବା ବେଳେ ତୃତୀୟ ଲହର ଛୁଆଙ୍କୁ ଅଧିକ ପ୍ରଭାବିତ କରିବ । ଏନେଇ ବିଶେଷଜ୍ଞ ପୂର୍ବାନୁମାନ କରୁଛନ୍ତି । ଏହାରି ଭିତରେ କରୋନାର ସିଙ୍ଗାପୁର ଷ୍ଟ୍ରେନ ଛୁଆଙ୍କ ଲାଗି ଘାତକ ବୋଲି କୁହାଯାଉଛି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ…

ତାମିଲନାଡ଼ୁରେ ପ୍ରବାସୀ ଓଡ଼ିଆଙ୍କୁ ନିର୍ଯାତନାର ଭିଡିଓ ଭାଇରାଲ୍, ସହାୟତା କଲେ ସବ୍ୟସାଚୀ

ଭୁବନେଶ୍ୱର: ତାମିଲନାଡ଼ୁରେ ପ୍ରବାସୀ ଓଡ଼ିଆଙ୍କୁ ନିର୍ଯାତନା । ଜଣେ ବ୍ୟକ୍ତି ୪ରୁ ୫ ଜଣ ଯୁବକଙ୍କୁ ଏକ କୋଠରୀରେ ରଖି ଏକ ମୋଟା କାଠରେ ପିଟୁଛନ୍ତି । ଯେତେ କାକୁତି ମିନତି ହେଲେ ବି ଶୁଣୁନାହାଁନ୍ତି ନିର୍ଦ୍ଦୟ ବ୍ୟକ୍ତ ଜଣଙ୍କ । ଏମିତି ଏକ ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଥିଲା । ଆଉ…

କୋଭିସିଲ୍ଡ ଟିକାର ଦ୍ବିତୀୟ ଡୋଜ ଅବଧି ବୃଦ୍ଧି କରିବାକୁ ଚିଠି

ଭୁବନେଶ୍ବର : କୋଭିସିଲ୍ଡ ଟିକାର ଦ୍ବିତୀୟ ଡୋଜ ଅବଧି ବୃଦ୍ଧି କରିବାକୁ ଚିଠି । ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ଶାସନ ସଚିବ ଏନେଇ ଚିଠି ଲେଖିଛନ୍ତି । ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ମହାନଗର ନିଗମ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ଏସିଏସ ପ୍ରଦୀପ୍ତ ମହାପାତ୍ର । କୋଭିସିଲ୍ଡର ପ୍ରଥମ ଡୋଜ…

ଦୈନିକ ହେବ ୭୦ ହଜାର ଟେଷ୍ଟ

ଭୁବନେଶ୍ବର : ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମଣ । ପଜିଟିଭ୍ ହାର ତୁଳନାରେ ସୁସ୍ଥ ସଂଖ୍ୟା ବଢ଼ିବାରେ ଲାଗିଛି । ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା ପରେ ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ । ଦେଶରେ ମେ ୮ ତାରିଖରେ ସଂକ୍ରମଣ ପିକରେ ଥିଲା ।…