Latest Odisha News

BREAKING NEWS

Browsing Category

ଫିଚର

ମମତା ସରକାରଙ୍କୁ ଝଟକା, ମନ୍ତ୍ରୀ ଫିରହାଦ ହାକିମଙ୍କୁ ସିବିଆଇର ଜେରା

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବନାର୍ଜୀଙ୍କୁ ସୋମବାର ବଡ ଝଟକା ଲାଗିଛି । ମନ୍ତ୍ରୀ ଫିରହାଦ ହାକିମଙ୍କୁ ସିବିଆଇ ନାରଦ ଷ୍ଟିଙ୍ଗ ମାମଲାରେ ପଚରା ଉଚରା କରିବା ପାଇଁ ନେଇଯାଇଛି । ହାକିମଙ୍କ ବ୍ୟତୀତ ପୂର୍ବତନ ମେୟର ଶୋଭନ ଚାଟାର୍ଜୀ, ମଦନ ମିତ୍ରା ଓ ସୁବ୍ରତ ମୁର୍ଖାଜୀଙ୍କ ଘରେ…

ଭ୍ୟାକସିନେସନ୍ ଆଟ୍ ଡୋର୍: ବୃଦ୍ଧବୃଦ୍ଧା ଓ ଦିବ୍ୟାଙ୍ଗଙ୍କ ପାଇଁ ଆଜିଠୁ ବ୍ରହ୍ମପୁରରେ ଆରମ୍ଭ

ବ୍ରହ୍ମପୁର: ବୃଦ୍ଧବୃଦ୍ଧା ଓ ଦିବ୍ୟାଙ୍ଗଙ୍କୁ ଟିକାକରଣ ପାଇଁ ବ୍ରହ୍ମପୁରରେ ଆଜିଠୁ ଆରମ୍ଭ ହୋଇଛି ଭ୍ୟାକସିନେସନ୍ ଆଟ୍ ଡୋର୍ । ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳରେ ଏହି ବ୍ୟବସ୍ଥା ଆରମ୍ଭ ହୋଇଛି । ୭୦ ବର୍ଷରୁ ଅଧିକ ବୟସ୍କ ବୃଦ୍ଧବୃଦ୍ଧା ଓ ଦିବ୍ୟାଙ୍ଗଙ୍କୁ ଘର ପାଖରେ ଯାଇ ଟିକାକରଣ କରାଯିବ…

୨୪ ଘଣ୍ଟାରେ ରାଜ୍ୟରୁ ୧୦,୭୫୭ କରୋନା ପଜିଟିଭ୍

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୦ ହଜାର ୭୫୭ ନୂଆ ଆକ୍ରାନ୍ତ । ଗତକାଲି ଅପେକ୍ଷା ୧ ହଜାରରୁ ଅଧିକ ପଜିଟିଭ୍ ବାହାରିଛନ୍ତି । ଗତକାଲି ସଂକ୍ରମିତଙ୍କ ସଂଖ୍ୟା ଥିଲା ୧୧ ହଜାର ୭୩୨। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୬୦୨୪ କ୍ବାରେନଣ୍ଟାଇନ ଓ ୪୭୩୩ ଲୋକାଲ କେସ୍ ରହିଛି।…

ଭୁବନେଶ୍ୱରରେ ବରିଷ୍ଠ ନାଗରିକଙ୍କ ପାଇଁ ଆଜିଠୁ ଟେଷ୍ଟିଂ ଓ ଟିକାକରଣ ନେଇ ବିଏମସିର ନୂଆ ବ୍ୟବସ୍ଥା

ଭୁବନେଶ୍ୱର: କରୋନା ଟେଷ୍ଟ ଓ ଟିକାକରଣ ନେଇ ରାଜଧାନୀରେ ଆଜିଠୁ ବରିଷ୍ଠ ନାଗରିକଙ୍କ ପାଇଁ ଆରମ୍ଭ ହେଉଛି ସ୍ୱତନ୍ତ୍ର ବ୍ୟବସ୍ଥା । ବିଏମସି ପକ୍ଷରୁ ୬୦ ବର୍ଷରୁ ଅଧିକ ବୟସ୍କଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଯେଉଁମାନେ ଘରେ ଏକୁଟିଆ ରହୁଥିବେ ଓ ବାହାରକୁ ଏକାକୀ ଆସିବାରେ ସକ୍ଷମ…

ଆଜି ଓଡ଼ିଶାରୁ କରୋନା ନେଲା ୨୨ ଜୀବନ, ୬ଟି ଜିଲ୍ଲାରେ ଅଧିକ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଚାରେ ଆଉ ୨୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଆଜି ୬ଟି ଜିଲ୍ଲାରେ ଅଧିକ ରହିଛି ମୃତ୍ୟୁସଂଖ୍ୟା । ସେସବୁ ଜିଲ୍ଲାରୁ ୩ ଜଣ ଲେଖାଏ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । ଏହି ଜିଲ୍ଲାଗୁଡ଼ିକ ହେଲା ବୌଦ୍ଧ,…

ଆଜିଠୁ ଆଣ୍ଟି କରୋନା ଭାଇରାଲ୍ ଔଷଧ 2DGର ବଣ୍ଟନ

ନୂଆଦିଲ୍ଲୀ: କରୋନା ବିରୋଧୀ ଲଢ଼ଇରେ ଆଜିଠୁ ସାମିଲ ହେବ ଡିଆରଡିଓ ପ୍ରସ୍ତୁତ ଆଣ୍ଟି ଭାଇରାଲ୍ ଔଷଧ 2DG । ଦିଲ୍ଲୀର ବିଭିନ୍ନ ହସ୍ପିଟାଲରେ ୧୦ହଜାର ପ୍ୟାକେଟ୍ ବିତରଣ ହେବ । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଉପସ୍ଥିରେ ବଣ୍ଟନ କରାଯିବ । ନିକଟରେ ଏହାର ଜରୁରୀ ବ୍ୟବହାର ପାଇଁ ଅନୁମତି…

ମାଡ଼ି ଆସୁଛି ତାଉ’ତେ: ଅତି ଭୟଙ୍କର ରୂପ ନେଇ ଗୁଜରାଟ ଉପକୂଳ ମୁହାଁ ବାତ୍ୟା

ନୂଆଦିଲ୍ଲୀ: ପ୍ରଳୟଙ୍କରୀ ରୂପ ଧାରଣ କରି ଆରବ ସାଗରରେ ଆଗକୁ ବଢୁଛି ବାତ୍ୟା ତାଉ’ତେ । ଧୀରେ ଧୀରେ ଉପକୂଳ ମୁହାଁ ହେଉଛି ଭେରି ସିଭିୟର ସାଇକ୍ଲୋନିକ୍ ଷ୍କର୍ମ । ଆଗାମୀ କିଛି ଘଣ୍ଟାରେ ଅଧିକ ଘନୀଭୂତ ହେବ । ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ଆଗକୁ ବଢୁଛି ବାତ୍ୟା ।…

ସବୁ କୋଭିଡ ହସପିଟାଲରେ ବାଧ୍ୟତାମୂଳକ ହେବ ହେଲ୍ପ ଡେସ୍କ

ଭୁବନେଶ୍ବର : କରୋନା ମହାମାରୀ ସମୟରେ ରାଜ୍ୟର ସବୁ କୋଭିଡ ହସପିଟାଲରେ ବାଧ୍ୟତାମୂଳକ ହେବ ହେଲ୍ପ ଡେସ୍କ । ସମସ୍ତ ଘରୋଇ ଓ ସରକାରୀ ହସପିଟାଲରେ ଏହି ହେଲ୍ପ ଡେସ୍କ ରହିବ । ହେଲ୍ପ ଡେସ୍କ ଗୁଡିକ ୨୪ ଘଣ୍ଟିଆ କାର୍ଯ୍ୟ କରିବ । ଏନେଇ ରା୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ଶିଶୁଙ୍କ ପାଇଁ ଗଠନ ହେଲା ସ୍ବତନ୍ତ୍ର କମିଟି

ଭୁବନେଶ୍ବର : ରାଜ୍ୟରେ ବୃଦ୍ଧି ପାଉଥିବାରୁ ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ତତ୍ପର ହୋଇଛନ୍ତି ସରକାର । ଖାସକରି ଶିଶୁଙ୍କ କ୍ଷେତ୍ରରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ସଜାଗ ହୋଇଚନ୍ତି ସରକାର । କୋଭିଡ ଆକ୍ରାନ୍ତ ଶିଶୁଙ୍କୁ ପର୍ଯ୍ୟବେକ୍ଷଣ ଲାଗି ଗଠନ ହୋଇଛି ସ୍ବତନ୍ତ୍ର…

ରାଜ୍ୟରୁ ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ?

ଭୁବନେଶ୍ବର : ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି ମହାମାରୀ କରୋନା ସଂକ୍ରମଣ । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢ଼ି ଚାଲିଥିବା ବେଳେ, ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ତେବେ ଏଭଳିସ୍ଥିତିରେ ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ୧୨ ହଜାର ୭୭ ଜଣ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି…