Latest Odisha News

BREAKING NEWS

Browsing Category

ଫିଚର

ବରିଷ୍ଠ ନାଗରିକଙ୍କ ପାଇଁ ବିଏମସିର ପଦକ୍ଷେପ; ୧୯୨୯କୁ କଲ୍ କରି ଘରେ କରିପାରିବେ କରୋନା ଟେଷ୍ଟିଂ

ଭୁବନେଶ୍ୱର: ଭୁବନେଶ୍ୱର: ରାଜଧାନୀରେ କରୋନା ସଂକ୍ରମଣ ସ୍ଥିତି ନେଇ ବିଏମସିର ନୂତନ କମିଶନର ସଞ୍ଜୟ ସିଂ ପ୍ରେସମିଟରେ ସୂଚନା ଦେଇଛନ୍ତି । ଲକଡାଉନ୍ ଓ ସଟଡାଉନ୍ ମାନି ଚଳିବା । କରୋନାର କୌଣସି ଲକ୍ଷଣ ଦେଖାଗଲେ ଏଡ଼ାଇ ଯାଆନ୍ତୁ ନାହିଁ । ବିଏମସିର ୧୯୨୯ କଲ୍ ସେଣ୍ଟର କାର୍ଯ୍ୟକ୍ଷମ ରହିଛି ।…

ବ୍ରହ୍ମପୁରରେ ଘରେଘରେ ବୁଲି କୋଭିଡ୍ ଭାକ୍ସନ୍ ଦେବ ପୌରପାଳିକା

ବ୍ରହ୍ମପୁର: ବଡ ଘୋଷଣା । ସୋମବାରଠୁ ଘରଘର ବୁଲି କୋଭିଡ୍ ଭାକ୍ସନ୍ ଦେବ ବ୍ରହ୍ମପୁର ପୌରପାଳିକା । ତେବେ ଏହି ସେବା କେବଳ ବରିଷ୍ଠ ନାଗରିକଙ୍କ ପାଇଁ ଉଦ୍ଧିଷ୍ଟ । ଏଥିପାଇଁ ସ୍ୱତନ୍ତ୍ର ଯୋଜନା ପ୍ରସ୍ତୁତ ହୋଇଥିବା ସୂଚନା ରହିଛି । Vaccination at doorstep. BeMC will start…

ପଶ୍ଚିମ ଓଡ଼ିଶାରେ ଖସୁଛି ସଂକ୍ରମଣ, ଗ୍ଲୋବାଲ୍ ଟେଣ୍ଡର ଜରିଆରେ ୩ କୋଟି ୮୦ ଲକ୍ଷ ଟିକା କିଣିବେ ସରକାର

ଭୁବନେଶ୍ୱର: ରାଜ୍ୟରେ କରୋନା ସ୍ଥିତି ନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପ୍ରେସମିଟରେ ସୂଚନା ଦେଇଛନ୍ତି । ରାଜ୍ୟରେ ସଂକ୍ରମଣ ହାର୍ କମାଇବା ପାଇଁ ପଦକ୍ଷେପ ନିଆଯାଉଛି । ଟିକା ପାଇଁ ସରକାର ଗ୍ଲୋବାଲ୍ ଇ-ଟେଣ୍ଡର ଆହ୍ୱାନ କରିଛନ୍ତି । ୩ କୋଟି ୮୦ ଲକ୍ଷ ଟିକା କିଣିବା ପାଇଁ…

ଷ୍ଟେରଏଡର ଅପବ୍ୟବହାର ମ୍ୟୁକରମାଇକୋସିସ୍ ସଂକ୍ରମଣର କାରଣ: ଡକ୍ଟର ଗୁଲେରିଆ

ନୂଆଦିଲ୍ଲୀ: କୋଭିଡର ଦ୍ୱିତୀୟ ପ୍ରବାହରେ ସଂକ୍ରମଣ ବଢ଼ିଛି । ଏହି ସମୟରେ ଫଙ୍ଗାଲ୍ ଓ ବ୍ୟାକ୍ଚେରିଆଲ୍ ସଂକ୍ରମଣ ଯୋଗୁଁ ଅଧିକ ମୃତ୍ୟୁ ହେଉଛି ବୋଲି କହିଛନ୍ତି ଏମ୍ସ ନିର୍ଦ୍ଦେଶକ ରଣଦୀପ ଗୁଲେରିଆ କହିଛନ୍ତି । ମହାମାରୀ କରୋନା ସମୟରେ ଆତଙ୍କ ସୃଷ୍ଟି କରିଥିବା ମ୍ୟୁକରମାଇକୋସିସ୍ ଭୂତାଣୁ…

ଟ୍ୱିନ୍ ସିଟିରେ କୋଭିଡ୍ ICU ବେଡ୍ ଯାଞ୍ଚ ପାଇଁ ୪ଟି ସ୍ୱତନ୍ତ୍ର ଟିମ୍ ଗଠନ

ଭୁବନେଶ୍ୱର: ଗୁରୁତର ନାହାଁନ୍ତି ତଥାପି ଘରୋଇ ହସ୍ପିଟାଲରେ କୋଭିଡ୍ ଆଇସିୟୁ ମାଡ଼ି ବସୁଛନ୍ତି । କଟକ-ଭୁବନେଶ୍ୱର ଟ୍ୱିନ୍ ସିଟିରେ ଏମିତି ଅଭିଯୋଗ ଆସିବା ପରେ ସରକାର ସ୍ୱତନ୍ତ୍ର ଟିମ୍ ଗଠନ କରିଛନ୍ତି । ଘରୋଇ ହସ୍ପିଟାଲରେ କୋଭିଡ୍ ଆଇସିୟୁ ବେଡ୍ ସ୍ଥିତି ଅନୁଧ୍ୟାନ ପାଇଁ ୪ଟି ସ୍ୱତନ୍ତ୍ର…

ଭାଙ୍ଗିଲା ସଂପର୍କ, ବବି ମିଶ୍ର ଓ କୋଏଲ ବାନାର୍ଜିଙ୍କ ବିବାହ ବିଚ୍ଛେଦ

ଭୁବନେଶ୍ୱର: ସାରା ଓଡିଶା ଥିଲା ଅଜଣା । ହେଲେ ୨୦୧୮ରେ ପରସ୍ପରଠୁ ଅଲଗା ହୋଇସାରିଛନ୍ତି ଅଭିନେତ୍ରୀ କୋଏଲ ବାନାର୍ଜି ଓ ଅଭିନେତା ବବି ମିଶ୍ର । ଆଇନଗତ ଦୁହେଁ ପରସ୍ପରଠୁ ପୃଥକ ରହୁଛନ୍ତି । ବୋଧ ହୁଏ ଏହି ଖବର ଓଲିଉଡ ଜଗତ ପାଇଁ ନୂଆ ନୁହେଁ । ହେଲେ ଚଳଚ୍ଚିତ୍ର ପ୍ରେମୀଙ୍କୁ ଏହି ଖବର ଚକିତ…

କମିଶନରେଟ୍ ପୋଲିସରେ ୨୧୦ରୁ ଅଧିକ ପୋଲିସ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜଧାନୀରେ କରୋନା ସଂକ୍ରମଣ ମାମଲା ବଢ଼ୁଥିବା ବେଳେ କୋଭିଡ୍ ଯୋଦ୍ଧା ବି ସଂକ୍ରମିତ ହେଉଛନ୍ତି । ଏବେ ଟ୍ୱିନ୍ ସିଟିରେ କମିଶନରେଟ୍ ପୋଲିସର ୨୧୦ରୁ ଅଧିକ ପୋଲିସ କର୍ମଚାରୀ କରୋନା ସଂକ୍ରମିତ ହୋଇଛନ୍ତି । ୧୪ ଜଣ ଅଧିକାରୀ ମଧ୍ୟ ସଂକ୍ରମିତ ହୋଇଛନ୍ତି । ଶନିବାର ଏନେଇ ପୋଲିସ…

ଘଡ଼ଘଡ଼ି ବର୍ଷା ନେଇ ୫ ଜିଲ୍ଲାକୁ ୩ ଘଣ୍ଟା ଯାଏ ୟେଲୋ ଆଲର୍ଟ

ଭୁବନେଶ୍ୱର: ଆଜି ବି ହେବ କାଳବୈଶାଖୀ । ଅପରାହ୍ଣରେ ରାଜ୍ୟର ୫ଟି ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସାମାନ୍ୟରୁ ମଧ୍ୟମ ଧରଣର ଘଡ଼ଘଡ଼ି ସହ ସାମାନ୍ୟ ବର୍ଷା ଆଶଙ୍କା ରହିଛି । ଏନେଇ କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼,…

କୋଭିସିଲ୍ଡର ୨ଟି ଡୋଜ୍ ଟିକା ମଧ୍ୟରେ ବ୍ୟବଧାନ କମାଇଲା ବ୍ରିଟେନ୍

ଲଣ୍ଡନ: କରୋନା ସହ ଲଢ଼େଇ ପାଇଁ ବ୍ରିଟେନ୍ ଟିକାକରଣ ଦ୍ରୁତଗତିରେ କରୁଛି । ବ୍ରିଟେନ୍ ଏବେ କୋଭିସିଲ୍ଡର ୨ଟି ଡୋଜ୍ ମଧ୍ୟରେ ବ୍ୟବଧାନ ସମୟକୁ କମାଇଛି । ଏବେ ୨ଟି ଡୋଜ୍ ଭିତରେ ୮ ସପ୍ତାହ ବ୍ୟବଧାନ ରଖାଯାଇଛି । ତେବେ, ଏହି ନିୟମ ୫୦ ବର୍ଷ ବୟସରୁ ଅଧିକ ବୟସ୍କଙ୍କ ଲାଗି ଲାଗୁ ହେବ । ଏଥିସହ…

କରୋନାରୁ ବର୍ତ୍ତିବା ପାଇଁ ଚାଲିଛି କରୋନା ମାତାଙ୍କ ପୂଜା

ମାଲକାନଗିରି: ଭାରତରେ ଲୋକେ ୩୩ କୋଟି ଦେବାଦବୀଙ୍କୁ ପୂଜାର୍ଚ୍ଚନା କରିଥାନ୍ତି । ପୁରାଣ ଅନୁସାରେ ଦେବାଦେବୀଙ୍କର ରହିଛି ଅନେକ ବେଶ, ଅନନ୍ୟ ନାମ । ତେବେ ଦେବାଦେବୀଙ୍କର ଏପରି ବି କିଛି ନାମ ରହିଛି ଯାହା ଲୋକଙ୍କୁ ଏକାଧିକ ଥର ଚିନ୍ତା କରିବାକୁ ବାଧ୍ୟ କରିଥାଏ । ଏହି ଧାରାରେ ମାଲକାନଗିରି…