Latest Odisha News

BREAKING NEWS

Browsing Category

ଫିଚର

ତାଉ’ତେ ଗଲା, ଆସିବ ୟଶ୍: ଆଉ ଏକ ବାତ୍ୟା ଆଶଙ୍କା, ବଙ୍ଗୋପସାଗର ଉପକୂଳରେ ଲ୍ୟାଣ୍ଡଫଲ୍ !

ନୂଆଦିଲ୍ଲୀ: ଗୋଟିଏ ଗଲା, ଆଉ ଗୋଟିଏ ଆସୁଛି । ଆରବ ସାଗର ପରେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଏହା ଧୀରେ ଧୀରେ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ । ବର୍ତ୍ତମାନର ମଡେଲକୁ ଦେଖି ବିଭିନ୍ନ ପାଣିପାଗ ସଂସ୍ଥା ବାତ୍ୟା ପୂର୍ବନୁମାନ କରୁଛନ୍ତି । ବର୍ତ୍ତମାନ ସମୁଦ୍ର ଭିତରେ…

ବିଶ୍ୱ ଜନ ସଂଖ୍ୟା ତୁଳନାରେ ୬ଗୁଣ ଅଧିକ ପକ୍ଷୀ ବାସ କରୁଛନ୍ତି !

ନୂଆଦିଲ୍ଲୀ: ବିଶ୍ୱ ଜନସଂଖ୍ୟାର ୬ଗୁଣା ଅଧିକ ପକ୍ଷୀ ବାସ କରୁଛନ୍ତି । ପାଖାପାଖି ବିଭିନ୍ନ ପ୍ରଜାତିର ୫୦୦୦ କୋଟି ପକ୍ଷୀ ଏହି ଧରାପୃଷ୍ଠରେ ବାସ କରୁଛନ୍ତି । ନ୍ୟୁ ସାଉଥ ୱେଲ୍ସ ୟୁନିଭରସିଟିର ବୈଜ୍ଞାନିକମାନଙ୍କ ଦ୍ୱାରା କରାଯାଇଥିବା ସର୍ଭେରେ ଏହି ତଥ୍ୟ ସମ୍ମୁଖକୁ ଆସିଛି । ତେବେ…

ରୁଷିଆ-ଚୀନ ମଧ୍ୟରେ ସବୁଠାରୁ ବଡ ପରମାଣୁ ଚୁକ୍ତି

ବେଜିଂ: ରୁଷିଆ ଏବଂ ଚୀନ ମଧ୍ୟରେ ସମ୍ପର୍କ ନୀବିଡ ହେବାରେ ଲାଗିଛି । ଉଭୟ ଦେଶ ମଧ୍ୟରେ ସବୁଠାରୁ ବଡ ପରମାଣୁ ଚୁକ୍ତି ଏହାର ଜ୍ୱଳନ୍ତ ଉଦାହରଣ । ଆମେରିକା ଏବଂ ୟୁରୋପୀୟ ୟୁନିୟନ ସହ ଭାରତର ସମ୍ପର୍କ ବୃଦ୍ଧି ପାଉଥିବା ବେଳେ ରୁଷିଆ ଚୀନର ନିକଟତର ହେଉଛି । ଉଭୟ ଦେଶର କମ୍ପାନୀ ମିଳିତ ଭାବେ…

ଦେଶରେ କରୋନା ମୃତ୍ୟୁରେ ସର୍ବକାଳୀନ ରେକର୍ଡ, ୨୪ ଘଣ୍ଟାରେ ୪ ହଜାର ୫୨୯ ଜଣ ମୃତ

ନୂଆଦିଲ୍ଲୀ: ଦେଶରେ ଦୈନିକ ସଂକ୍ରମଣ ମାମଲା ୪ ଲକ୍ଷରୁ ଖସି ଏବେ ୩ ଲକ୍ଷ ତଳେ ରହିଛି । ସଂକ୍ରମଣ ଯେଉଁ ହାରରେ ହ୍ରାସ୍ ପାଇଛି ସେହି ହାରରେ ମୃତ୍ୟୁଦର ଖସୁନି । ଗତ ୨୪ ଘଣ୍ଟାରେ ଦେଶରେ ୪ ହଜାର ୫୨୯ ଜଣ କରୋନାରେ ପ୍ରାଣ ହରାଇଛନ୍ତି । ଦୈନିକ ମୃତ୍ୟୁରେ ଏହା ପୂର୍ବର ସମସ୍ତ ରେକର୍ଡକୁ…

କରୋନାରେ ସ୍ଥପତି ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତଙ୍କ ଏମ୍ସରେ ଦେହାନ୍ତ

ଭୁବନେଶ୍ୱର: ବାପାଙ୍କ ପରେ ଚାଲିଗଲା ପୁଅ । ସ୍ଥପତି ରଘୁନାଥ ମହାପାତ୍ରଙ୍କ ଦେହାନ୍ତର ୧୧ ଦିନରେ ତାଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ୱର ସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ଦେହାନ୍ତ ହୋଇଛି । ଏନେଇ ଏମ୍ସ ସୁପରିଟେଣ୍ଡେଣ୍ଟ ସଚ୍ଚିଦାନନ୍ଦ ମହାନ୍ତି…

ଓଡ଼ିଶାର ୧୪ ଜିଲ୍ଲାରୁ କରୋନା ନେଲା ଆଉ ୨୧ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୨୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୧୪ଟି ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୩ ଜଣ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା, କୋରାପୁଟ, ମୟୂରଭଞ୍ଜ…

ରେମଡେସିଭିର କଳାବଜାରୀ ବେଳେ ଆସିଣ୍ଟାଣ୍ଟ ବ୍ୟାଙ୍କ ମ୍ୟାନେଜର ଗିରଫ

ଲକ୍ଷ୍ନୌ: କରୋନା ସଂକଟ କାଳରେ ଅକ୍ସିଜେନ୍, ରେମଡେସିଭିର ଭଳି ଇଞ୍ଜେକ୍ସନର ଚାହିଦା ବଢ଼ିଛି । ପ୍ରିୟ ପରିଜନଙ୍କୁ ବଞ୍ଚାଇବା ଲାଗି ଲୋକେ ଔଷଧ ଖୋଜୁଥିବା ଫାଇଦା ନେଉଛନ୍ତି ଠକ । ଲକ୍ଷ୍ନୌରେ ରେମଡେସିଭିର କଳାବଜାରୀ କରୁଥିବା ବ୍ୟାଙ୍କ ଅଫ୍ ବରୋଦାରେ ଆସିଣ୍ଟାଣ୍ଟ ମ୍ୟାନେଜରଙ୍କୁ ଗିରଫ…

କରୋନାରେ ଆଖି ବୁଜିଲେ ଉତ୍ତରପ୍ରଦେଶର ରାଜସ୍ୱ ଓ ବନ୍ୟା ନିୟନ୍ତ୍ରଣ ମନ୍ତ୍ରୀ

ଲକ୍ଷ୍ନୌ: ଘାତକ ହେଉଛି କରୋନା । ଅକାଳରେ ନେଇଯାଉଛି ଜୀବନ । ଉତ୍ତରପ୍ରଦେଶରେ କରୋନାରେ ଜଣେ ମନ୍ତ୍ରୀଙ୍କ ମୃତ୍ୟୁ ହୋଇଛନ୍ତି । ରାଜସ୍ୱ ଓ ବନ୍ୟା ନିୟନ୍ତ୍ରଣ ରାଷ୍ଟ୍ରମନ୍ତ୍ରୀ ବିଜୟ କଶ୍ୟପ କରୋନାରେ ମୃତ୍ୟୁବରଣ କରିଛନ୍ତି । ଗୁରୁଗାଁର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ପ୍ରାଣ…

ଆଜି ଓଡ଼ିଶାରୁ ୧୧ହଜାର ୯୯ କରୋନା ପଜିଟିଭ୍, ଖୋର୍ଦ୍ଧାରୁ ସର୍ବାଧିକ ୧୪୬୦

ଭୁବନେଶ୍ୱର: ରାଜ୍ୟରେ ଏବେ ସମାନ୍ତରାଳ ସ୍ଥିତିରେ ରହୁଛି କରୋନା ସଂକ୍ରମଣ । ୧୦ ହଜାର ଉପରେ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୧ହଜାର ୯୯ ନୂଆ ସଂକ୍ରମିତ । କ୍ୱାରେଣ୍ଟାଇନରୁ ୬ହଜାର ୨୧୪ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୪ହଜାର ୮୮୫ । ଖୋର୍ଦ୍ଧାରୁ…

ନେପାଳର ପୋଖରାରେ ୫.୩ ତୀବ୍ରତାର ଭୂମିକମ୍ପ

କାଠମାଣ୍ଡୁ: ନେପାଳର ପୋଖରାରେ ବଡ଼ ଧରଣର ଭୂମିକମ୍ପା ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୫.୩ ରହିଛି । ସ୍ଥାନୀୟ ସମୟ ପ୍ରାୟ ୫ଟା ୪୨ରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା । ଭୂମିକମ୍ପର କେନ୍ଦ୍ରସ୍ଥଳ ଲାମଜଙ୍ଗ ଜିଲ୍ଲାର ଭୁଲଭୁଲେ ବୋଲି ଜଣାପଡ଼ିଛି । ଏଯାବତ୍…