Latest Odisha News

BREAKING NEWS

Browsing Category

ଫିଚର

ମହାମାରୀରୁ ବି ଲାଭ କମାଉଛି ଚୀନ !

ବେଜିଂ: କରୋନା ମହାମାରୀରୁ ମୁକିଳିବା ପାଇଁ ସାରା ବିଶ୍ୱ ଏକତ୍ର ହେଉଥିବା ବେଳେ ଚୀନ କିନ୍ତୁ ଏଥିରୁ ବାଦ୍ ପଡିଛି । ବିପତି ବେଳେ କିଭଳି ଅଧିକ ଲାଭ ଆଦାୟ କରାଯାଇ ପାରିବ ସେ ନେଇ ମୁଣ୍ଡ ଖେଳାଉଛି । ଚୀନ କୋଭିଡ ସହ ଜଡିତ ସାମଗ୍ରୀର ଦାମ ୨ଗୁଣା ବୃଦ୍ଧି କରିଛି । ସପ୍ଲାୟ ଚେନ୍ ଖୋଲା ରହିଲେ…

କୋଭିସିଲ୍ଡ ଡୋଜ୍ ମଧ୍ୟରେ ବ୍ୟବଧାନ ୧୨ରୁ ୧୬ ସପ୍ତାହ ରଖିବାକୁ ସୁପାରିସ୍

ନୂଆଦିଲ୍ଲୀ: କୋଭିସିଲ୍ଡ ଡୋଜ୍ ମଧ୍ୟରେ ବଢିବ ବ୍ୟବଧାନ । ଏନେଇ ନୀତି ଆୟୋଗ ସଦସ୍ୟ ଭିକେ ପାଉଲ ସରକାରଙ୍କୁ ସୁପାରିସ୍ କରିଛନ୍ତି । କୋଭିସିଲ୍ଡର ପ୍ରଥମ ଓ ଦ୍ୱିତୀୟ ଡୋଜ୍ ମଧ୍ୟରେ ୧୨ରୁ ୧୬ ସପ୍ତାହ ଅନ୍ତର ରଖିବାକୁ ସୁପାରିସ୍ କରାଯାଇଛି । ଏବେ ପ୍ରଥମ ଡୋଜ୍ କୋଭିସିଲ୍ଡ ନେବାର ୬ରୁ ୮ ସପ୍ତାହ…

୨୬ ବର୍ଷ ପରେ ଆଶେଜ ସିରିଜର ଶେଷ ମ୍ୟାଚ ସିଡନୀ ବଦଳରେ ପର୍ଥରେ ଖେଳାଯିବ

ସିଡନୀ: ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ମଧ୍ୟରେ ବହୁଚର୍ଚ୍ଚିତ ଆଶେଜ କ୍ରିକେଟ ସିରିଜରେ ୨୬ ବର୍ଷରେ ପ୍ରଥମ ଥର ପାଇଁ ଶେଷ ମ୍ୟାଚ ସିଡନୀ ବଦଳରେ ପର୍ଥରେ ଖେଳାଯିବ । ୯ ଡିସେମ୍ବରରୁ ବ୍ରିସବେନରୁ ଏହି ସିରିଜ ଆରମ୍ଭ ହେବ । ବ୍ରିସବେନ, ଆଡିଲେଡ, ମେଲବୋର୍ଣ୍ଣ, ସିଡନୀ ଓ ପର୍ଥରେ ୫ଟି ଯାକ ଟେଷ୍ଟ…

୨-୧୮ ବର୍ଷ ପିଲାଙ୍କ ଉପରେ କୋଭାକ୍ସିନ୍ ଟିକାର ଟ୍ରାଏଲକୁ DCGIର ଅନୁମତି

ନୂଆଦିଲ୍ଲୀ: ଖୁବଶୀଘ୍ର ଦେଶରେ ୨ବର୍ଷରୁ ଅଧିକ ଛୁଆଙ୍କୁ ମିଳିପାରେ କରୋନା ଟିକା । ୨-୧୮ ବର୍ଷ ପିଲାଙ୍କ ଉପରେ କୋଭାକ୍ସିନ ଟିକାର କ୍ଲିନିକାଲ୍ ଟ୍ରାଏଲ ପାଇଁ ଭାରତ ବାୟୋଟେକକୁ ଅନୁମତି ଦେଇଛି ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ୍ ଅଫ ଇଣ୍ଡିଆ ବା DCGI । ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ଟିକା…

କରୋନା କାଳରେ କରୁଣ ଚିତ୍ର: ଗଙ୍ଗା ନଦୀ ବାଲିରେ ମୃତଦେହକୁ ପୋତି ଦେଉଛନ୍ତି ଲୋକ

ଉତ୍ତରପ୍ରଦେଶ: କରୋନା ଏମିତି କଷଣ ଦେଉଛି ଯେ ଯାହା ମଣିଷ କେବେ ଦେଖିନଥିଲା କି ଭାବି ନଥିଲା । ପ୍ରତିଦିନ ସାମନାକୁ ଆସୁଛି ବିଚଳିତ କରିବା ଭଳି ଚିତ୍ର । ନିକଟରେ ଉତ୍ତରପ୍ରଦେଶ ଓ ବିହାରରେ ଗଙ୍ଗା ନଦୀରେ ସନ୍ଦିଗ୍ଧ କରୋନା ରୋଗୀଙ୍କ ମୃତଦେହ ଭାସୁଥିବା ଚିତ୍ର ସାମନାକୁ ଆସିଥିଲା । ଏବେ…

୧୨ ଦିନରେ କରୋନାରେ ପରିବାରର ୪ ମୃତ, ଅନାଥ ହୋଇଗଲେ ୨ ଛୁଆ

ଗାଜିଆବାଦ: ମହାମାରୀ କରୋନା ଆତଙ୍କ ଲାଗି ରହିଛି । ପ୍ରତିଦିନ ଦେଶରେ ହଜାର ହଜାର ପ୍ରାଣ ନେଉଛି ଭୂତାଣୁ । ଉତ୍ତରପ୍ରଦେଶ ଗାଜିଆବାଦରେ କରୋନାର କାଳ ନଜର ଏକ ପରିବାରକୁ ଛାରଖାର୍ କରି ଦେଇଛି । ମାତ୍ର ୧୨ ଦିନରେ ଉଜୁଡ଼ି ଯାଇଛି ପରିବାର । ଚାଲି ଯାଇଛି ୪ ଜୀବନ । ଏବେ ପରିବାରରେ ଖାଲି ୨ ଜଣ…

୪ଟି ଜିଲ୍ଲାରେ ୫୫୦ ବେଡ୍ ସହ ଆନୁଷଙ୍ଗିକ ବ୍ୟବସ୍ଥା କରିବ ଏମ୍‌ସିଏଲ, ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ ରଖିଲେ କେନ୍ଦ୍ର…

ଭୁବନେଶ୍ୱର: ସମ୍ୱଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଅନୁଗୋଳ ଜିଲ୍ଲାରେ ୫୫୦ ବେଡ୍ ସହ ଆନୁସଙ୍ଗିକ ବ୍ୟବସ୍ଥା କରିବ ଏମଏସିଏଲ୍ । ଏଥିପାଇଁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ । ଏନେଇ ଖଣି ମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରିଥିଲେ କେନ୍ଦ୍ରମନ୍ତ୍ରୀ…

କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍: ଦିନକରେ ୪୧୨୦ ମୃତ୍ୟୁ, ୩ଲକ୍ଷ ୬୨ହଜାର ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ କରୋନା ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ଦୈନିକ ମୃତ୍ୟୁସଂଖ୍ୟା ୪ହଜାର ଉପରେ ରହୁଛି । ଆଜି ଦେଶରେ ମହାମାରୀରେ ଆଉ ୪ହଜାର ୧୨୦ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଏହି ସମୟରେ ଚିହ୍ନଟ ହୋଇଛନ୍ତି ୩ଲକ୍ଷ ୬୨ହଜାର ୭୨୭ ନୂଆ ଆକ୍ରାନ୍ତ । ଦୈନିକ…

କଟକରେ ସିଏମସି କର୍ମଚାରୀ ଓ ପୋଲିସ ଗାଡ଼ି ଭାଙ୍ଗାରୁଜା ଘଟଣାରେ ୬୭ ବସ୍ତିବାସିନ୍ଦା ଗିରଫ

କଟକ: କାଳବୈଶାଖୀ ଜନିତ ବର୍ଷା ପବନରେ କଟକ ନୂଆପଡ଼ା ବାଲିସାହିରେ ବସ୍ତି ବାସିନ୍ଦାଙ୍କ ଟେଣ୍ଟ ଭାଙ୍ଗିବା ପରେ ଭଙ୍ଗାରୁଜା ଘଟଣାରେ କାର୍ୟ୍ୟାନୁଷ୍ଠାନ । ସିଏମିସି କର୍ମଚାରୀ ଓ ପୋଲିସ ଉପରେ ଆକ୍ରମଣ ଓ ଗାଡ଼ି ଭଙ୍ଗାରୁଜା ଘଟଣାରେ ୬୭ ଜଣ ବସ୍ତି ବାସିନ୍ଦାଙ୍କୁ ଗିରଫ କରାଯାଇଛି । ଆକ୍ରମଣ…

ଓଡ଼ିଶାରୁ କରୋନା ନେଲା ଆଉ ୧୯ ଜୀବନ, ମୃତ୍ୟୁସଂଖ୍ୟା ୨୧ଶହ ୫୧କୁ ବୃଦ୍ଧି

ଭୁବନେଶ୍ୱର: ଓଡ଼ିଶାରେ କରୋନା ସଂକ୍ରମଣ ସହ ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୧୯ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ୧୫ ଜିଲ୍ଲାରୁ ସଂକ୍ରମିତ । ଅନୁଗୋଳ ଜିଲ୍ଲାରେ ଦୈନିକ ସଂକ୍ରମଣ ସହ ବଢୁଛି ମୃତ୍ୟୁସଂଖ୍ୟା । ଆଜି ଆଉ ୩ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି ।…