Latest Odisha News

BREAKING NEWS

Browsing Category

ଫିଚର

ପଶ୍ଚିମ ଓଡ଼ିଶାରେ ଖସୁଛି ସଂକ୍ରମଣ, ଗ୍ଲୋବାଲ୍ ଟେଣ୍ଡର ଜରିଆରେ ୩ କୋଟି ୮୦ ଲକ୍ଷ ଟିକା କିଣିବେ ସରକାର

ଭୁବନେଶ୍ୱର: ରାଜ୍ୟରେ କରୋନା ସ୍ଥିତି ନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପ୍ରେସମିଟରେ ସୂଚନା ଦେଇଛନ୍ତି । ରାଜ୍ୟରେ ସଂକ୍ରମଣ ହାର୍ କମାଇବା ପାଇଁ ପଦକ୍ଷେପ ନିଆଯାଉଛି । ଟିକା ପାଇଁ ସରକାର ଗ୍ଲୋବାଲ୍ ଇ-ଟେଣ୍ଡର ଆହ୍ୱାନ କରିଛନ୍ତି । ୩ କୋଟି ୮୦ ଲକ୍ଷ ଟିକା କିଣିବା ପାଇଁ…

ଷ୍ଟେରଏଡର ଅପବ୍ୟବହାର ମ୍ୟୁକରମାଇକୋସିସ୍ ସଂକ୍ରମଣର କାରଣ: ଡକ୍ଟର ଗୁଲେରିଆ

ନୂଆଦିଲ୍ଲୀ: କୋଭିଡର ଦ୍ୱିତୀୟ ପ୍ରବାହରେ ସଂକ୍ରମଣ ବଢ଼ିଛି । ଏହି ସମୟରେ ଫଙ୍ଗାଲ୍ ଓ ବ୍ୟାକ୍ଚେରିଆଲ୍ ସଂକ୍ରମଣ ଯୋଗୁଁ ଅଧିକ ମୃତ୍ୟୁ ହେଉଛି ବୋଲି କହିଛନ୍ତି ଏମ୍ସ ନିର୍ଦ୍ଦେଶକ ରଣଦୀପ ଗୁଲେରିଆ କହିଛନ୍ତି । ମହାମାରୀ କରୋନା ସମୟରେ ଆତଙ୍କ ସୃଷ୍ଟି କରିଥିବା ମ୍ୟୁକରମାଇକୋସିସ୍ ଭୂତାଣୁ…

ଟ୍ୱିନ୍ ସିଟିରେ କୋଭିଡ୍ ICU ବେଡ୍ ଯାଞ୍ଚ ପାଇଁ ୪ଟି ସ୍ୱତନ୍ତ୍ର ଟିମ୍ ଗଠନ

ଭୁବନେଶ୍ୱର: ଗୁରୁତର ନାହାଁନ୍ତି ତଥାପି ଘରୋଇ ହସ୍ପିଟାଲରେ କୋଭିଡ୍ ଆଇସିୟୁ ମାଡ଼ି ବସୁଛନ୍ତି । କଟକ-ଭୁବନେଶ୍ୱର ଟ୍ୱିନ୍ ସିଟିରେ ଏମିତି ଅଭିଯୋଗ ଆସିବା ପରେ ସରକାର ସ୍ୱତନ୍ତ୍ର ଟିମ୍ ଗଠନ କରିଛନ୍ତି । ଘରୋଇ ହସ୍ପିଟାଲରେ କୋଭିଡ୍ ଆଇସିୟୁ ବେଡ୍ ସ୍ଥିତି ଅନୁଧ୍ୟାନ ପାଇଁ ୪ଟି ସ୍ୱତନ୍ତ୍ର…

ଭାଙ୍ଗିଲା ସଂପର୍କ, ବବି ମିଶ୍ର ଓ କୋଏଲ ବାନାର୍ଜିଙ୍କ ବିବାହ ବିଚ୍ଛେଦ

ଭୁବନେଶ୍ୱର: ସାରା ଓଡିଶା ଥିଲା ଅଜଣା । ହେଲେ ୨୦୧୮ରେ ପରସ୍ପରଠୁ ଅଲଗା ହୋଇସାରିଛନ୍ତି ଅଭିନେତ୍ରୀ କୋଏଲ ବାନାର୍ଜି ଓ ଅଭିନେତା ବବି ମିଶ୍ର । ଆଇନଗତ ଦୁହେଁ ପରସ୍ପରଠୁ ପୃଥକ ରହୁଛନ୍ତି । ବୋଧ ହୁଏ ଏହି ଖବର ଓଲିଉଡ ଜଗତ ପାଇଁ ନୂଆ ନୁହେଁ । ହେଲେ ଚଳଚ୍ଚିତ୍ର ପ୍ରେମୀଙ୍କୁ ଏହି ଖବର ଚକିତ…

କମିଶନରେଟ୍ ପୋଲିସରେ ୨୧୦ରୁ ଅଧିକ ପୋଲିସ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜଧାନୀରେ କରୋନା ସଂକ୍ରମଣ ମାମଲା ବଢ଼ୁଥିବା ବେଳେ କୋଭିଡ୍ ଯୋଦ୍ଧା ବି ସଂକ୍ରମିତ ହେଉଛନ୍ତି । ଏବେ ଟ୍ୱିନ୍ ସିଟିରେ କମିଶନରେଟ୍ ପୋଲିସର ୨୧୦ରୁ ଅଧିକ ପୋଲିସ କର୍ମଚାରୀ କରୋନା ସଂକ୍ରମିତ ହୋଇଛନ୍ତି । ୧୪ ଜଣ ଅଧିକାରୀ ମଧ୍ୟ ସଂକ୍ରମିତ ହୋଇଛନ୍ତି । ଶନିବାର ଏନେଇ ପୋଲିସ…

ଘଡ଼ଘଡ଼ି ବର୍ଷା ନେଇ ୫ ଜିଲ୍ଲାକୁ ୩ ଘଣ୍ଟା ଯାଏ ୟେଲୋ ଆଲର୍ଟ

ଭୁବନେଶ୍ୱର: ଆଜି ବି ହେବ କାଳବୈଶାଖୀ । ଅପରାହ୍ଣରେ ରାଜ୍ୟର ୫ଟି ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସାମାନ୍ୟରୁ ମଧ୍ୟମ ଧରଣର ଘଡ଼ଘଡ଼ି ସହ ସାମାନ୍ୟ ବର୍ଷା ଆଶଙ୍କା ରହିଛି । ଏନେଇ କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼,…

କୋଭିସିଲ୍ଡର ୨ଟି ଡୋଜ୍ ଟିକା ମଧ୍ୟରେ ବ୍ୟବଧାନ କମାଇଲା ବ୍ରିଟେନ୍

ଲଣ୍ଡନ: କରୋନା ସହ ଲଢ଼େଇ ପାଇଁ ବ୍ରିଟେନ୍ ଟିକାକରଣ ଦ୍ରୁତଗତିରେ କରୁଛି । ବ୍ରିଟେନ୍ ଏବେ କୋଭିସିଲ୍ଡର ୨ଟି ଡୋଜ୍ ମଧ୍ୟରେ ବ୍ୟବଧାନ ସମୟକୁ କମାଇଛି । ଏବେ ୨ଟି ଡୋଜ୍ ଭିତରେ ୮ ସପ୍ତାହ ବ୍ୟବଧାନ ରଖାଯାଇଛି । ତେବେ, ଏହି ନିୟମ ୫୦ ବର୍ଷ ବୟସରୁ ଅଧିକ ବୟସ୍କଙ୍କ ଲାଗି ଲାଗୁ ହେବ । ଏଥିସହ…

କରୋନାରୁ ବର୍ତ୍ତିବା ପାଇଁ ଚାଲିଛି କରୋନା ମାତାଙ୍କ ପୂଜା

ମାଲକାନଗିରି: ଭାରତରେ ଲୋକେ ୩୩ କୋଟି ଦେବାଦବୀଙ୍କୁ ପୂଜାର୍ଚ୍ଚନା କରିଥାନ୍ତି । ପୁରାଣ ଅନୁସାରେ ଦେବାଦେବୀଙ୍କର ରହିଛି ଅନେକ ବେଶ, ଅନନ୍ୟ ନାମ । ତେବେ ଦେବାଦେବୀଙ୍କର ଏପରି ବି କିଛି ନାମ ରହିଛି ଯାହା ଲୋକଙ୍କୁ ଏକାଧିକ ଥର ଚିନ୍ତା କରିବାକୁ ବାଧ୍ୟ କରିଥାଏ । ଏହି ଧାରାରେ ମାଲକାନଗିରି…

ଭାରତରେ କରୋନା ସ୍ଥିତି ଚିନ୍ତାଜନକ: ଡବ୍ଲ୍ୟୁଏଚଓ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ରେକର୍ଡ ଭାଙ୍ଗୁଥିବା ନଜର ଆସୁଛି। ଏପରିକି କ୍ରମାଗତ ଭାବେ ଦେଶରେ ତିନି ଲକ୍ଷରୁ ଅଧିକ ନୂଆ ପଜିଟିଭ ଚିହ୍ନଟ ହେଉଛନ୍ତି। ପରିସ୍ଥିତି ଏତେ ଖରାପ ହେଉଛି ଯେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଧ୍ୟ ଚିନ୍ତା ପ୍ରକଟ କରିଛି। ଗଣମାଧ୍ୟମକୁ ସୂଚନା ଦେଇ…

ସାଇବର ଠକେଇ ନେଇ ହେଲ୍ପଲାଇନ ନଂ ଜାରି କଲେ ଡିସିପି

କଟକ: ସାଇବର ଠକେଇର ଶିକାର ହୋଇଥିବା ଲୋକମାନଙ୍କ ପାଇଁ ହେଲ୍ପଲାଇନ ନଂ ଜାରି କରିଛନ୍ତି କଟକ ଡିସିପି ପ୍ରତୀକ ସିଂ । ଫଳରେ ସେମାନେ ଏହି ନଂ ଯୋଗେ ନିଜ ଅଭିଯୋଗ ଦାଖଲ କରିପାରିବେ। ନଂ ହେଉଛି ପିଟି ଗଣେଶ- ୮୮୯୫୮୧୨୩୦୪ ଏବଂ ଅନିଲ ଦାଶ- ୭୩୨୮୦୭୭୧୪୪। ଏନେଇ ଡିସିପି କହିଛନ୍ତି ଯେ ଯଦି…