Latest Odisha News

BREAKING NEWS

Browsing Category

ଫିଚର

କରୋନାରୁ ସୁସ୍ଥ ହେଲେ ଆଉ ୮୫୪୧ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଧିରେ ଧିରେ କାୟା ମେଲାଉଛି ମହାମାରୀ କରୋନା । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ, ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୮୫୪୧ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ…

ଆଇପିଏଲ ବଳକା ମ୍ୟାଚ କରିବା ପାଇଁ ବିସିସିଆଇ ନିକଟରେ କଣ ରହିଛି ବିକଳ୍ପ

ମୁମ୍ବାଇ:କରୋନା ମହାମାରୀ ଯୋଗୁ ଆଇପିଏଲ-୨୦୨୧ ଅଧାରୁ ବନ୍ଦ କରିବା ପାଇଁ ବିସିସିଆଇ ବାଧ୍ୟ ହୋଇଥିଲା । ଏବେ ଆଇପିଏଲର ଏହି ବଳକା ମ୍ୟାଚ ଆୟୋଜନ କରିବା ନେଇ ଇଂଲଣ୍ଡ, ୟୁଏଇ, ଅଷ୍ଟ୍ରେଲିଆ ଓ ଶ୍ରୀଲଙ୍କା ଆଗ୍ରହ ପ୍ରକାଶ କରିଛନ୍ତି । ଏବେ ବି ଆହୁରି ୨୯ ମ୍ୟାଚ ଖେଳାଯିବା ବାକି ରହିଛି । ଗତ…

ରଘୁନାଥ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର : ଆଉ ନାହାନ୍ତି ରାଜ୍ୟସଭା ସାଂସଦ ତଥା ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ର । କରୋନାରେ ଆଜି ରଘୁନାଥ ମହାପାତ୍ରଙ୍କର ବିୟୋଗ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ବର ଏମସରେ ତାଙ୍କର ପରଲୋକ ହୋଇଛି । ସାଂସଦ ରଘୁନାଥ ମହାପାତ୍ରଙ୍କ ଅକାଳ ବିୟୋଗରେ ଶୋକ…

ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ବର : ରାଜ୍ୟସଭା ସାଂସଦ ତଥା ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ପରଲୋକ । ଆଜି ଅପରାହ୍ନରେ ୭୮ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଭୁବନେଶ୍ବର ଏମସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ସାଂସଦ ରଘୁନାଥ ମହାପାତ୍ରଙ୍କ ପରଲୋକ ହୋଇଥିବା ନେଇ…

ମାଟିର ମଣିଷ ଓ ସତ୍ୟଜିତ ରାୟ

ଚିଠିର ସ୍ପଷ୍ଟରେଖକୁ ଆଗ ପଢନ୍ତୁ , ଏହା ମୂଳ ଚିଠିର ଅବିକଳ । ତେବେ କାଗଜ ଚିରି ଥିବାରୁ ଦୁଇଟି ସ୍ଥାନରେ XXX ଚିହ୍ନ ଦେଇଛି । ଏହାକୁ ମୁଁ ଅନୁମାନ କରି ଲେଖି ପାରିଥାନ୍ତି କିନ୍ତୁ ଜାଣିଶୁଣି କଲି ନାହିଁ, ଆପଣମାନେ ଅନୁମାନ କରିପାରିବେ ଓ ଜାଣିପାରିବେ । SATYAJIT RAY 3 LAKE…

ଓଡ଼ିଶାର ଆଉ ଦୁଇଟି ଜିଲ୍ଲାରେ ପ୍ରତିଷ୍ଠା ହେବ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ

ଭୁବନେଶ୍ୱର: ଓଡ଼ିଶାର ଆଉ ଦୁଇଟି ଜିଲ୍ଲାରେ ପ୍ରତିଷ୍ଠା ହେବ କେନ୍ଦ୍ରୀୟ ବିଦ୍ୟାଳୟ । ସୁନ୍ଦରଗଡ଼ ଓ ଅନୁଗୋଳ ଜିଲ୍ଲାରେ ଦୁଇଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ହେବ । ଏମସିଏଲ୍ ଦ୍ୱାରା ସୁନ୍ଦରଗଡ଼ ଜିଲ୍ଲା ବସୁନ୍ଧରାରେ ଗୋଟିଏ ଏବଂ ଅନୁଗୋଳ ଜିଲ୍ଲାର ଜଗନ୍ନାଥ ଓ ସୁଭଦ୍ରା ଅଞ୍ଚଳରେ…

ଆସାମ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସର୍ବାନନ୍ଦ ସୋନୋଓ୍ୱାଲ

ଗୌହାଟୀ: ଆସାମରେ କିଏ ହେବେ ମୁଖ୍ୟମନ୍ତ୍ରୀ ? ସସପେନ୍ସ ଭିତରେ ଆଜି ମୁଖ୍ୟମନ୍ତ୍ରୀ ପଦରୁ ଅସ୍ତଫା ଦେଇଛନ୍ତି ସର୍ବାନନ୍ଦ ସୋନୋଓ୍ୱାଲ । ସେ ରାଜ୍ୟପାଳ ଜଗଦୀଶ ମୁଖିଙ୍କୁ ନିଜ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ସୋନୋଓ୍ୱାଲଙ୍କ ସମେତ ତାଙ୍କ ମନ୍ତ୍ରିମଣ୍ଡଳ ବି ଇସ୍ତଫା ଦେଇଥିବା ସୂଚନା…

ରାଉରକେଲାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଅସୀତ ତ୍ରିପାଠୀ, କୋଭିଡ୍ ସ୍ଥିତି ସମୀକ୍ଷା

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲାରେ କରୋନା କାୟା ବିସ୍ତାର କରିଛି । ବିଶେଷ କରି ରାଉରକେଲା ମହାନଗର ନିଗମରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ରାଉରକେଲା ଗସ୍ତରେ ଯାଇ କୋଭିଡ୍ ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ…

ଚିଲିକାରେ ବେଆଇନ୍ ପକ୍ଷୀ ଶିକାର, ଜଣେ ଶିକାରୀ ଗିରଫ

ଟାଙ୍ଗୀ: ଲକଡାଉନର ସୁଯୋଗ ନେଇ ଚିଲିକାରେ ମାତିଲେ ପକ୍ଷୀ ଶିକାରୀ ।  ବିଷ ଦେଇ ବିଦେଶାଗତ ପକ୍ଷୀ ଶିକାର କରୁଥିବା ଅଭିଯୋଗ ହୋଇଛି । ପକ୍ଷୀ ଶିକାର ପରେ ବିକ୍ରି ପାଇଁ ନେବା ବେଳେ ଶିକାରୀକୁ ଧରିଲା ବନ୍ୟପ୍ରାଣୀ ବିଭାଗ । ଟାଙ୍ଗି ଭୂଷଣ୍ତପୁର ବିଧାରପୁର ନିକଟରୁ ଜଣେ ଶିକାରୀ ଗିରଫ ହୋଇଛି ।…

ଚାକିରି ନାଁରେ ୫ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ବାପା-ପୁଅ ଗିରଫ

ଅନୁଗୋଳ: ଚାକିରି ଦେବା ନାଁରେ ୫ ଲକ୍ଷ ଟଙ୍କା ଠକେଇ ଅଭିଯୋଗ । ଅନୁଗୋଳ ଜିଲ୍ଲା ତାଳଚେର ଅଞ୍ଚଳରୁ ଠକ ବାପା-ପୁଅଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ସେମାନେ ହେଲେ ଚାଇଁପାଳ ଗାଁର ପରମାନନ୍ଦ ବେହେରା ଓ ତାଙ୍କ ବାପା ପ୍ରୀତମ ବେହେରା । ଏନେଇ ତାଳଟେର କୋଲିୟରି ଥାନାରେ ଗତ ୭…