Latest Odisha News

BREAKING NEWS

Browsing Category

ଫିଚର

ଲକଡାଉନରେ କିଏ ଅଫିସ୍ ଆସିବେ ? ତାଲିକା ଦେବାକୁ ସଂସ୍ଥାକୁ ପୋଲିସ କମିଶନରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଚେନ୍ ଭାଙ୍ଗିବାକୁ ଲକଡାଉନ୍ ଲାଗୁ ହୋଇଛି । ଲକଡାଉନ୍ ସମୟରେ ଅତ୍ୟାବଶ୍ୟକ ସେବା ସହ ବିଭିନ୍ନ ଜରୁରୀକାଳୀନ ସଂସ୍ଥାରେ ନିୟୋଜିତ କର୍ମଚାରୀଙ୍କୁ ଅଫିସ୍ ଯିବା ପାଇଁ ଅନୁମତି ମିଳିଛି । ତେବେ, ପୋଲିସ୍ ଏଥିପାଇଁ କୌଣସି ପାସ୍ ଦେଉନାହିଁ । କେବଳ…

ଶାଗ ତୋଳିବା ବେଳେ କଚାଡ଼ି ମାରିଲା ହାତୀ: ଦୁଇ ମୃତ ଓ ଜଣେ ଗୁରୁତର

ରାଇରଙ୍ଗପୁର: ଶାଗ ତୋଳିବାକୁ ଜଙ୍ଗଲକୁ ଯାଇଥିବା ବେଳେ ହାତୀ ଆକ୍ରମଣ କଲା । ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକଙ୍କ ଭିତରେ ଜଣେ ନାବାଳିକା ଅଛି । ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ବିଶୋଇ ରେଞ୍ଜ ଅନ୍ତର୍ଗତ ଟୁଙ୍ଗରୁ ଜଙ୍ଗଲରେ ଏହି ଘଟଣା ଘଟିଛି…

କଟକରେ କରୋନାର ଗୋଷ୍ଠୀ ସଂକ୍ରମଣ ଭଳି ସ୍ଥିତି !

କଟକ: କରୋନା କଟକ ଜିଲ୍ଲାରେ କାୟା ବିସ୍ତାର କରୁଛି । ବଢୁଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ବିଶେଷ କରି ମହାନଗର ନିଗମ ଅଞ୍ଚଳରୁ ଅଧିକ ସଂକ୍ରମିତ ବାହାରୁଛନ୍ତି । ଗୋଷ୍ଠୀ ସଂକ୍ରମଣ ହୋଇଥାଇ ପାରେ । ଏଭଳି ଆଶଙ୍କା କରିଛନ୍ତି କଟକର ପରିଚାଳନା ଦାୟିତ୍ୱରେ ଥିବା ନୋଡାଲ ଅଧିକାରୀ । ତେବେ…

ଓଡ଼ିଶାରେ କରୋନା ରେଡ୍ ହଟ୍ ଜିଲ୍ଲା ଖୋର୍ଦ୍ଧା-ସୁନ୍ଦରଗଡ଼-କଟକ

ଭୁବନେଶ୍ୱର: ରାଜ୍ୟରେ କରୋନାର ରେଡ୍ ହଟ୍ ଜିଲ୍ଲା ପାଲଟିଛନ୍ତି ଖୋର୍ଦ୍ଧା, ସୁନ୍ଦରଗଡ଼ ଓ କଟକ । ସେକେଣ୍ଡ ଓ୍ୱେଭରେ ବିଭିନ୍ନ ସମୟରେ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରେ ଦୈନିକ ସଂକ୍ରମଣ ହଜାରେ ପାର କରିଛି । ଆଜି କଟକରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଛି । ରାଜ୍ୟରୁ ଦିନକରେ…

ଶୋଇଛି ସରକାର ? କରୋନା ରୋଗୀଙ୍କୁ ମିଳୁନି, ନଦୀରେ ଭାସୁଛି ରେମଡେସିଭର ଇଞ୍ଜେକ୍ସନ୍

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ମାମଲା ସମସ୍ତଙ୍କ ନିଦ ହଜାଇ ଦେଇଛି । ଦେଶରେ ଅକ୍ସିଜେନ୍, ବେଡଠୁ ନେଇ ଔଷଧ ସବୁକିଛିର ଅଭାବ ଦେଖା ଦେଇଛି । କେଉଁଠି ଅକ୍ସିଜେନ୍ ପାଇଁ ଛଟପଟ ହୋଇ ଜୀବନ ଯାଉଛି ତ ଆଉ କେଉଁଠି ଔଷଧ ପାଇଁ । ଏହାରି ଭିତରେ ପଞ୍ଜାବର ଏକ ଭିଡିଓକୁ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ…

ଟିକାଦାନ କେନ୍ଦ୍ରରେ ଅସନ୍ତୋଷ, କର୍ମଚାରୀ ବିଳମ୍ବରେ ଆସୁଥିବା ଅଭିଯୋଗ

ସୋନପୁର: ଟିକା ନେବାକୁ ଭୋରରୁ ଲାଗୁଛି ଲାଇନ୍ । ରାତି ସାଢ଼େ ୩ଟାରୁ ଟିକାଦାନ କେନ୍ଦ୍ରରେ ଲାଇନ୍ ଦେଉଛନ୍ତି ଲୋକ । କିନ୍ତୁ ସକାଳ ୮ଟା ସୁଦ୍ଧା ସେଣ୍ଟରକୁ ଆସୁ ନାହାନ୍ତି କର୍ମଚାରୀ । ଫଳରେ ଟିକାକରଣ ବିଳମ୍ବ ହେଉଛି । ଏଭଳି ଅଭିଯୋଗରେ ସୁବର୍ଣ୍ଣପୁର ଜିଲ୍ଳା ମୁଖ୍ୟ ଚିକିତ୍ସାଳୟରେ ଥିବା…

ଚୀନ୍ ଟିକାର ଜରୁରୀ ବ୍ୟବହାରକୁ ଅନୁମତି ଦେଲା WHO

ନୂଆଦିଲ୍ଲୀ: କରୋନା ବିରୋଧୀ ଲଢ଼େଇରେ ଚୀନ୍ ଟିକାର ଜରୁରିକାଳୀନ ବ୍ୟବହାର ପାଇଁ ଅନୁମତି ଦେଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । ଚୀନର ସିନୋଫାର୍ମ ପ୍ରସ୍ତୁତ କୋଭିଡ୍ ଟିକାକୁ ଗ୍ରୀନ୍ ସିଗନାଲ ମିଳିଛି । ଏହା ହେଉଛି ଚୀନର ପ୍ରଥମ ଟିକା ଯାହାକୁ ମିଳିଛି WHO ମଞ୍ଜୁରୀ । ଏନେଇ ଏକ ସାମ୍ବାଦିକ…

ଭାରତରେ ବ୍ୟବହାର ହେବ ବ୍ରିଟେନ୍ ପଠାଯିବାକୁ ଥିବା ୫୦ ଲକ୍ଷ ‘କୋଭିସିଲ୍ଡ’

ନୂଆଦିଲ୍ଲୀ: ବ୍ରିଟେନ୍ ପଠାଯିବାକୁ ଥିବା ‘କୋଭିସିଲ୍ଡ’ ଭ୍ୟାକ୍ସିନର ୫୦ ଲକ୍ଷ ଡୋଜର ବ୍ୟବହାର ଭାରତ କରାଯିବ । ଏହି ଡୋଜକୁ ଦେଶର ୨୧ ରାଜ୍ୟର ଓ କେନ୍ଦ୍ରଶାସିତ ଅଞ୍ଚଳରେ ୧୮ରୁ ୪୪ ବର୍ଷ ବୟସ୍କ ଲୋକଙ୍କୁ ଦେବା ପାଇଁ ନିଷ୍ପତ୍ତି ହୋଇଛି । ପୂର୍ବରୁ ଏହି ଡୋଜକୁ ସେରମ ଇନଷ୍ଟିଚ୍ୟୁଟ୍ ବ୍ରିଟେନ୍…

କରୋନା ସଙ୍କଟ ବେଳେ ପୁଣି ପ୍ରଭୁ ଶ୍ରୀରାମଙ୍କ ଦର୍ଶନ, ଖୁବଶୀଘ୍ର ଟିଭି ପରଦାରେ ରାମାୟଣ !

ନୂଆଦିଲ୍ଲୀ: ରାମାନନ୍ଦ ସାଗରଙ୍କ ଲୋକପ୍ରିୟ ଗାଥା ରାମାୟଣ ପୁଣି ଥରେ ଖୁବସୀଘ୍ର ଟିଭି ପରଦରେ ଦେଖିବାର ସୁଯୋଗ ମିଳିବ । ଆସନ୍ତା ଗୁରୁବାରଠାରୁ କଲର୍ସ ଚ୍ୟାନେଲରେ ଏହାର ପ୍ରସାରଣ ହେବ । କରୋନା ସଙ୍କଟ ଭିତରେ ଏବେ ଦେଶର ବିଭିନ୍ନ ରାଜ୍ୟରେ ଲକଡାଉନ୍ ଓ କରୋନା କର୍ଫ୍ୟୁ ଲାଗିଛି । ସମସ୍ତେ ଘରେ…

ଅଭିନେତ୍ରୀ କଙ୍ଗନା ରଣାୱତଙ୍କୁ କରୋନା, କହିଲେ- ‘ଭୂତାଣୁକୁ ହରାଇବି’

ମୁମ୍ବାଇ: କଙ୍ଗନାଙ୍କୁ କରୋନା । ବି-ଟାଉନର ଚର୍ଚ୍ଚିତ, ବିଭିନ୍ନ ପ୍ରସଙ୍ଗରେ ବାରମ୍ବାର ବିବାଦରେ ରହୁଥିବା ବଲିଉଡ୍ ନାୟିକା କଙ୍ଗନା ରଣାୱତ କରୋନା ସଂକ୍ରମିତ ହୋଇଛନ୍ତି । ଏନେଇ ଖୋଦ୍ କଙ୍ଗନା ଇନଷ୍ଟାଗ୍ରାମରେ ସୂଚନା ଦେଇଛନ୍ତି । View this post…