Latest Odisha News

BREAKING NEWS

Browsing Category

ଫିଚର

କେସିଆରଙ୍କୁ ଫସାଇଦେଲା କଂଗ୍ରେସ ଗ୍ୟାରେଣ୍ଟି, ରାହୁଲଙ୍କ ଉପରେ ରାଗିଲେ କବିତା !

ଭୁବନେଶ୍ୱର: ରାତି ପାହିଲେ ତେଲେଙ୍ଗାନା ବିଧାନସଭା ନିର୍ବାଚନ ପାଇଁ ମତଦାନ ହେବ। ପ୍ରଚାର ଶେଷ ହେବା ପରେ ବିଭିନ୍ନ ରାଜନୈତିକ ଦଳ ପାର୍ଟି କ୍ୟାଡ଼ର ମାନଙ୍କୁ ଆକ୍ଟିଭ କରୁଛନ୍ତି। ସେପଟେ ପ୍ରମୁଖ ରାଜନୈତିକ ଦଳର ନେତାଙ୍କ ମଧ୍ୟରେ ବୟାନବାଜି ତୀଵ୍ର ହେବାରେ ଲାଗିଛି। ତେଲେଙ୍ଗାନାରେ ଶାସକ…

ଭାରତୀୟ ଟିମ କୋଚ ଭାବେ ଡ୍ରାଭିଡଙ୍କ କାର୍ଯ୍ୟକାଳ ବୃଦ୍ଧି

ମୁମ୍ବାଇ: ଭାରତ ୨୦୨୩ ଦିନିକିଆ ବିଶ୍ୱକପ କ୍ରିକେଟ ଫାଇନାଲରେ ଅଷ୍ଟ୍ରେଲିଆଠାରୁ ହାରି ରନର୍ସଅପରେ ସନ୍ତୁଷ୍ଟ ହୋଇଛି । ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଂଟରେ ଭାରତର ପ୍ରଦର୍ଶନ ପ୍ରଶଂସନୀୟ ରହିଥିଲା । ବିଶ୍ୱକପ ପରେ ଡ୍ରାଭିଡଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା । ବିସିସିଆଇ ତାଙ୍କ ସହିତ ଆଲୋଚନା କରିବା…

ପରଲୋକରେ ପୂର୍ବତନ ବାଚସ୍ପତି ଶରତ କରଙ୍କ ପତ୍ନୀ

ଭୁବନେଶ୍ୱର : ପରଲୋକରେ ଅନିମା କର । ସେ ହେଉଛନ୍ତି ପୂର୍ବତନ ବାଚସ୍ପତି ଶରତ କରଙ୍କ ପତ୍ନୀ । ମଙ୍ଗଳବାର ବିଳମ୍ବିତ ରାତିରେ ତାଙ୍କର ଦେହାନ୍ତ ଘଟିଛି  । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା । ଦୀର୍ଘ ଦିନ ହେବ ଅନିମା ଯକୃତ ରୋଗରେ ପୀଡିତ ଥିଲେ  । ଦୁଇ ତିନି  ମାସ ହେବ ଏକ…

ସମସ୍ତେ ଏବେ ନବୀନ ଓଡ଼ିଶାର ସାରଥୀ !

ଭୁବନେଶ୍ୱର: ଦେଶର ସାଧାରଣ ନିର୍ବାଚନ ଓ ଓଡ଼ିଶାର ବିଧାନସଭା ନିର୍ବାଚନକୁ ଆଉ ମାତ୍ର ମାସ କେଇଟା ବାକି ଅଛି। କିନ୍ତୁ ତା ପୂର୍ବରୁ ଓଡ଼ିଶାରେ ନିର୍ବାଚନ ବାତାବରଣ ସରଗରମ ହେବା ଆରମ୍ଭ ହେଲାଣି। ବିଜେଡି ଠାରୁ ଆରମ୍ଭ କରି ଦୁଇ ଜାତୀୟ ଦଳ ବିଜେପି ଓ କଂଗ୍ରେସ ନିଜ ନିଜର ରାଜନୈତିକ…

୪ମାସ ହେଲା ମିଳୁନି ଚାଉଳ , ଓଳିଏ ଖାଇଲେ ଓଳିଏ ଉପାସ ଲୋକେ

ନୂଆପଡା : ନୂଆପଡା ଜିଲ୍ଲା କୋମନା ବ୍ଳକର ଲର୍କୀ ଗାଁ। ଏହା ହେଉଛି ଏକ ଆଦିବାସୀ ବହୁଳ ପଛୁଆ ଗାଁ । ଏହି ଗାଁର ପ୍ରାୟ ଅଧିକାଂଶ ଲୋକ ଚାଷବାସ ସହ ଶ୍ରମିକ ଭାବେ କାମ କରି ନିଜ ପେଟ ପୋଷନ୍ତି । ଏମାନେ ସାଧାରଣତଃ ପିଡିଏସ ଚାଉଳ ଉପରେ ନିର୍ଭର କରିଥାନ୍ତି । ହେଲେ ଗଣ୍ଡାମେର ପଞ୍ଚାୟତ ର ଏହି…

ଭୟଙ୍କର ହେଉଛି ଚାଇନା ନିମୋନିଆ: ଭାରତରେ ଆଲର୍ଟ ଜାରି, କୋଭିଡ ପ୍ରୋଟକଲ ଲାଗୁ କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଚାଇନାରେ ବ୍ୟାପିଥିବା ଅଜଣା ରୋଗକୁ ନେଇ ବଢିଯାଇଛି ଚିନ୍ତା। ଭୟଙ୍କର ହେଉଛି ଚାଇନା ନିମୋନିଆ। ଚାଇନାର ପିଲାଙ୍କୁ ବ୍ୟାପିଥିବା ଭାଇରାଲ ଜ୍ୱର ଓ ନିମୋନିଆ ଭାରତ ସରକାରଙ୍କର ମୁଣ୍ଡବିନ୍ଧା ବଢାଇଛି। ଏହାକୁ ନେଇ ଭାରତର କେତେକ ସ୍ଥାନରେ ସତର୍କତା ଜାରି କରାଯାଇଛି। ଦେଶରେ କୋଭିଡ…

ବାତ୍ୟା ଆଶଙ୍କା : ୭ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଏସଆରସିଙ୍କ ଚିଠି

ଭୁବନେଶ୍ବର :  ଦକ୍ଷିଣ ଆଣ୍ଡାମାନ ସାଗରରେ ଗତକାଲି ଏକ  ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି  । ଯାହାକି ଆଜି ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆସନ୍ତାକାଲି ସୁଦ୍ଧା ଅବପାତର ରୂପ ନେବାର ସମ୍ଭାବନା ରହିଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଘନୀଭୂତ ହୋଇ ବାତ୍ୟା ରୂପ ନେବ । ଏ ନେଇ…

ମଝି ଆକାଶରେ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା, ଦିଲ୍ଲୀରେ ଜରୁରୀ ଅବତରଣ କଲା ଲୁଫଥାନ୍ସା ବିମାନ

ନୂଆଦିଲ୍ଲୀ: ମଝି ଆକାଶରେ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ହେଲା କଳି। ବାଧ୍ୟହୋଇ ଜରୁରୀ ଅବତରଣ କରାଗଲା ବିମାନ। ଲୁଫଥାନ୍ସା ବିମାନ ସ୍ବିଜରଲାଣ୍ଡର ମ୍ୟୁନିଚ ସହରରୁ ଉଡାଣ ଆରମ୍ଭ କରିବା ବେଳେ ମଝି ଆକାଶରେ ହଠାତ୍ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡା ଆରମ୍ଭ ହୋଇଥିଲା। ଏହି ବିମାନ ବ୍ୟାଙ୍କକକୁ…

ଆହୁରି ୫ବର୍ଷ ମିଳିବ ମାଗଣା ଚାଉଳ

ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି  । ଏହି ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ଆଉ ୫ବର୍ଷ ମାଗଣା ଚାଉଳ ଦେବାକୁ କ୍ୟାବିନେଟରେ ମଞ୍ଜୁରୀ ହୋଇଛି । ୨୦୨୮ ଡିସେମ୍ବର ଯାଏଁ କେନ୍ଦ୍ର ମାଗଣା…

ଆଜି ସରିବ ଲେଜର ସ୍କାନିଂ: ଦ୍ବିତୀୟ ଦିନରେ ବାହାର ପାର୍ଶ୍ବ କାନ୍ଥର କରାଯାଉଛି ଅନୁଧ୍ୟାନ

ପୁରୀ : ଆଜି ଶେଷ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଲେଜର ସ୍କାନିଂ । ଆଜି ଦ୍ବିତୀୟ ଦିନରେ ଅମୁହାଁ ମନ୍ଦିର ବାହାର ପାର୍ଶ୍ଵ କାନ୍ଥର ଉତ୍ତର ଭାଗରେ ଲେଜର ସ୍କାନିଂ କରାଯାଉଛି । ଆଜି ବାହାର ରତ୍ନ ଭଣ୍ଡାରର ଲେଜର ସ୍କାନିଂ ସମ୍ପର୍ଣ୍ଣ ହେବ  । ବିଭିନ୍ନ ଦିଗକୁ ନଜର ରେ ରଖି ରିପୋର୍ଟ କରାଯିବ ।…