Latest Odisha News

BREAKING NEWS

Browsing Category

ଫିଚର

୫୦%ରୁ ଅଧିକ ହେବନି ସଂରକ୍ଷଣ, ମରାଠା ସଂରକ୍ଷଣ ଅସାମ୍ବିଧାନିକ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଶିକ୍ଷା ଓ ଚାକିରି କ୍ଷେତ୍ରରେ ସଂରକ୍ଷଣକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ୫୦ ପ୍ରତିଶତରୁ ଅଧିକ ହୋଇପାରିବ ନାହିଁ ସଂରକ୍ଷଣ । ମହାରାଷ୍ଟ୍ରରେ ମରାଠା ସମ୍ପ୍ରଦାୟଙ୍କୁ ଶିକ୍ଷା ଓ ଚାକିରି କ୍ଷେତ୍ରରେ ସଂରକ୍ଷଣକୁ ଅସାମ୍ବିଧାନିକ କହିଛନ୍ତି…

ବାଲୁକା କଳାରେ ଲକଡାଉନ୍ ନେଇ ସଚେତନତା ବାର୍ତ୍ତା

ପୁରୀ: କରୋନା ଚେନ୍ ଭାଙ୍ଗିବା ପାଇଁ ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ଲକଡାଉନ୍ । ଯାତାୟାତ ଓ ଜନଗହଳି କମାଇ ସଂକ୍ରମଣ ରୋକିବା ଲକଡାଉନର ମୁଖ୍ୟ ଉଦ୍ଦେଶ୍ୟ । ଏହାକୁ ମାନିବା ପାଇଁ ବାଲୁକାକଳା ମାଧ୍ୟମରେ ସଚେତନତାର ବାର୍ତ୍ତା ଦେଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ।…

ପ୍ରାଣଘାତୀ କରୋନା: ଦିନକରେ ଦେଶରୁ ରେକର୍ଡ ୩୭୮୦ ମୃତ, ସାଢ଼େ ୩ଲକ୍ଷରୁ ଖସୁନି ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ: କରୋନାର ସେକେଣ୍ଡ ଓ୍ୱେଭ୍ ସାଂଘାତିକ ହେଉଛି । ଅଧିକ ଜୀବନ ନେଉଛି । ଦେଶରେ ସାଢ଼େ ୩ହଜାର ତଳକୁ ଖସୁନି ଦୈନିକ ମୃତ୍ୟୁସଂଖ୍ୟା । ସେହିପରି ପ୍ରତିଦିନ ସାଢ଼େ ୩ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ କରୋନା ଦିନକରେ ରେକର୍ଡ ୩ହଜାର ୭୮୦ ଜୀବନ ନେଇଛି ।…

ରେଡ୍ ଜୋନରେ ଓଡ଼ିଶାର ୨୩ ଜିଲ୍ଲା, ଗ୍ରୀନ୍ ଜୋନରେ କେବଳ ମାଲକାନଗିରି

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା ମେଲାଉଛି । ଏଥିସହ ଗୋଟିଏ ପରେ ଗୋଟିଏ ଜିଲ୍ଲା ରେଡ୍ ଜୋନକୁ ଯାଉଛି । କାଲି ୨୧ ଜିଲ୍ଲା ରେଡ୍ ଜୋନରେ ଥିଲା । ଆଜି ଏହି ସଂଖ୍ୟା ୨୩କୁ ବୃଦ୍ଧି ପାଇଛି । ରେଡ୍ ଜୋନ୍ ତାଲିକାରେ ଆଜି ବୌଦ୍ଧ ସମ୍ୱଲପୁର ଜିଲ୍ଲା ଯୋଡ଼ି ହୋଇଛି । ଗତ ୨୪ ଘଣ୍ଟାରେ ବୌଦ୍ଧରୁ ୧୨୯…

ବଙ୍ଗରେ ଦିଦିଙ୍କ ରାଜ: ମୁଖ୍ୟମନ୍ତ୍ରୀ ଭାବରେ ଆଜି ଶପଥ ନେବେ ମମତା ବାନାର୍ଜୀ

କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ହାଟ୍ରିକ ବିଜୟ ହାସଲ କରିଛି ତୃଣମୂଳ କଂଗ୍ରେସ । ଆଜି ତୃତୀୟ ଥର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ଟିଏମସି ସୁପ୍ରିମୋ ମମତା ବାନାର୍ଜୀ । ଅପରାହ୍ଣରେ ରାଜଭବନରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ । କୋଭିଡ୍ କଟକଣା ଭିତରେ ଅଳ୍ପ ସଂଖ୍ୟକ…

ଆଜି ୧୫ ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ଟିକା ଅଭାବ ସମସ୍ୟା ଲାଗି ରହିଛି । ଟିକା ଅଭାବ ଯୋଗୁ ଆଜି ୧୫ଟି ଜିଲ୍ଲାରେ ଟିକାକରଣକୁ ବନ୍ଦ ରଖାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ଅନୁଗୋଳ, ବାଲେଶ୍ୱର, ବରଗଡ, କଟକ, ବୌଦ୍ଧ, ଜଗତସିଂହପୁର, କନ୍ଧମାଳ, ଦେଓଗଡ, ଗଞ୍ଜାମ, ନବରଙ୍ଗପୁର, କେନ୍ଦୁଝର, କୋରାପୁଟ, ରାୟଗଡା, ସମ୍ବଲପୁର…

ଲକଡାଉନରେ କ’ଣ ଖୋଲା ଓ କ’ଣ ବନ୍ଦ ?

ଭୁବନେଶ୍ୱର: ଆଜିଛୁ ଓଡ଼ିଶାରେ ଲକଡାଉନ୍ । ଏହି ୧୪ ଦିନ ଭିତରେ ଲୋକଙ୍କୁ କାମ ନଥିଲେ ଘରୁ ବାହାରିବା ପାଇଁ ମନା କରାଯାଇଛି । କିନ୍ତୁ କୋଭିଡ୍ ଟେଷ୍ଟିଂ ପାଇଁ ହସ୍ପିଟାଲକୁ ଯାଇପାରିବେ । ଟିକାକରଣ କାମ ଜାରି ରହିବ । ଟିକା ନେବାକୁ ଲୋକ ଯାଇପାରିବେ । ଲକଡାଉନର ମୁଖ୍ୟ ଉଦ୍ଦେଶ୍ୟ ହେଲା…

ଓଡ଼ିଶାରେ ୭ ଜିଲ୍ଲାରୁ କରୋନା ନେଲା ଆଉ ୧୬ ଜୀବନ

ଭୁବନେଶ୍ୱର: ସଂକ୍ରମଣ ସହ ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ୭ଟି ଜିଲ୍ଲାରୁ କରୋନାରେ ଆଉ ୧୬ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଗଜପତି ଓ କଳାହାଣ୍ଡି ଜିଲ୍ଲାରୁ ଆଉ ୩ ଜଣ…

ଓଡ଼ିଶା ଲକଡାଉନ୍: ଆଜିଠୁ ୧୪ ଦିନ ଗାଁଠୁ ସହର ଶୂନଶାନ

ଭୁବନେଶ୍ୱର: କରୋନା ଚେନ୍ ଭାଙ୍ଗିବାକୁ ଆଜିଠୁ ଓଡ଼ିଶାରେ ଲକଡାଉନ୍ । ଆସନ୍ତା ୧୯ ତାରିଖ ଯାଏ ବଳବତ୍ତର ରହିବ । ଗାଁଠୁ ସହର ଶୂନଶାନ । ଜରୁରୀ ସେବାକୁ ଲକଡାଉନରୁ ବାଦ ଦିଆଯାଇଛି । ନହେଲେ ଘରୁ ଗୋଡ଼ କାଢ଼ିବା ମନା । ରାସ୍ତାଘାଟ ଶୂନଶାନ । କୋଳାଙଳର ସହର ଶୋଇ ପଡ଼ିଛି । ବିଭିନ୍ନ ସ୍ଥାନରେ…

ରାଜ୍ୟରୁ ଆଜି ୯୮୮୯ କରୋନା ସଂକ୍ରମିତ, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତକାଲି ଅପେକ୍ଷା ଆଜି ବଢ଼ିଛନ୍ତି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୯ହଜାର ୮୮୯ ପଜିଟିଭ୍ । ଗତକାଲି ଏହି ସଂଖ୍ୟା ଥିଲା ୮ହଜାର ୨୧୬ । ଖୋର୍ଦ୍ଧା ଓ ସୁନ୍ଦରଗଡ଼ରେ ହଜାରେ ଉପରେ ରହିଛି ଦୈନିକ…