Latest Odisha News

BREAKING NEWS

Browsing Category

ଫିଚର

ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ବର : ରାଜ୍ୟସଭା ସାଂସଦ ତଥା ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ପରଲୋକ । ଆଜି ଅପରାହ୍ନରେ ୭୮ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଭୁବନେଶ୍ବର ଏମସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ସାଂସଦ ରଘୁନାଥ ମହାପାତ୍ରଙ୍କ ପରଲୋକ ହୋଇଥିବା ନେଇ…

ମାଟିର ମଣିଷ ଓ ସତ୍ୟଜିତ ରାୟ

ଚିଠିର ସ୍ପଷ୍ଟରେଖକୁ ଆଗ ପଢନ୍ତୁ , ଏହା ମୂଳ ଚିଠିର ଅବିକଳ । ତେବେ କାଗଜ ଚିରି ଥିବାରୁ ଦୁଇଟି ସ୍ଥାନରେ XXX ଚିହ୍ନ ଦେଇଛି । ଏହାକୁ ମୁଁ ଅନୁମାନ କରି ଲେଖି ପାରିଥାନ୍ତି କିନ୍ତୁ ଜାଣିଶୁଣି କଲି ନାହିଁ, ଆପଣମାନେ ଅନୁମାନ କରିପାରିବେ ଓ ଜାଣିପାରିବେ । SATYAJIT RAY 3 LAKE…

ଓଡ଼ିଶାର ଆଉ ଦୁଇଟି ଜିଲ୍ଲାରେ ପ୍ରତିଷ୍ଠା ହେବ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ

ଭୁବନେଶ୍ୱର: ଓଡ଼ିଶାର ଆଉ ଦୁଇଟି ଜିଲ୍ଲାରେ ପ୍ରତିଷ୍ଠା ହେବ କେନ୍ଦ୍ରୀୟ ବିଦ୍ୟାଳୟ । ସୁନ୍ଦରଗଡ଼ ଓ ଅନୁଗୋଳ ଜିଲ୍ଲାରେ ଦୁଇଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ହେବ । ଏମସିଏଲ୍ ଦ୍ୱାରା ସୁନ୍ଦରଗଡ଼ ଜିଲ୍ଲା ବସୁନ୍ଧରାରେ ଗୋଟିଏ ଏବଂ ଅନୁଗୋଳ ଜିଲ୍ଲାର ଜଗନ୍ନାଥ ଓ ସୁଭଦ୍ରା ଅଞ୍ଚଳରେ…

ଆସାମ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସର୍ବାନନ୍ଦ ସୋନୋଓ୍ୱାଲ

ଗୌହାଟୀ: ଆସାମରେ କିଏ ହେବେ ମୁଖ୍ୟମନ୍ତ୍ରୀ ? ସସପେନ୍ସ ଭିତରେ ଆଜି ମୁଖ୍ୟମନ୍ତ୍ରୀ ପଦରୁ ଅସ୍ତଫା ଦେଇଛନ୍ତି ସର୍ବାନନ୍ଦ ସୋନୋଓ୍ୱାଲ । ସେ ରାଜ୍ୟପାଳ ଜଗଦୀଶ ମୁଖିଙ୍କୁ ନିଜ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ସୋନୋଓ୍ୱାଲଙ୍କ ସମେତ ତାଙ୍କ ମନ୍ତ୍ରିମଣ୍ଡଳ ବି ଇସ୍ତଫା ଦେଇଥିବା ସୂଚନା…

ରାଉରକେଲାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଅସୀତ ତ୍ରିପାଠୀ, କୋଭିଡ୍ ସ୍ଥିତି ସମୀକ୍ଷା

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲାରେ କରୋନା କାୟା ବିସ୍ତାର କରିଛି । ବିଶେଷ କରି ରାଉରକେଲା ମହାନଗର ନିଗମରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ରାଉରକେଲା ଗସ୍ତରେ ଯାଇ କୋଭିଡ୍ ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ…

ଚିଲିକାରେ ବେଆଇନ୍ ପକ୍ଷୀ ଶିକାର, ଜଣେ ଶିକାରୀ ଗିରଫ

ଟାଙ୍ଗୀ: ଲକଡାଉନର ସୁଯୋଗ ନେଇ ଚିଲିକାରେ ମାତିଲେ ପକ୍ଷୀ ଶିକାରୀ ।  ବିଷ ଦେଇ ବିଦେଶାଗତ ପକ୍ଷୀ ଶିକାର କରୁଥିବା ଅଭିଯୋଗ ହୋଇଛି । ପକ୍ଷୀ ଶିକାର ପରେ ବିକ୍ରି ପାଇଁ ନେବା ବେଳେ ଶିକାରୀକୁ ଧରିଲା ବନ୍ୟପ୍ରାଣୀ ବିଭାଗ । ଟାଙ୍ଗି ଭୂଷଣ୍ତପୁର ବିଧାରପୁର ନିକଟରୁ ଜଣେ ଶିକାରୀ ଗିରଫ ହୋଇଛି ।…

ଚାକିରି ନାଁରେ ୫ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ବାପା-ପୁଅ ଗିରଫ

ଅନୁଗୋଳ: ଚାକିରି ଦେବା ନାଁରେ ୫ ଲକ୍ଷ ଟଙ୍କା ଠକେଇ ଅଭିଯୋଗ । ଅନୁଗୋଳ ଜିଲ୍ଲା ତାଳଚେର ଅଞ୍ଚଳରୁ ଠକ ବାପା-ପୁଅଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ସେମାନେ ହେଲେ ଚାଇଁପାଳ ଗାଁର ପରମାନନ୍ଦ ବେହେରା ଓ ତାଙ୍କ ବାପା ପ୍ରୀତମ ବେହେରା । ଏନେଇ ତାଳଟେର କୋଲିୟରି ଥାନାରେ ଗତ ୭…

ଓଡ଼ିଶାକୁ ପ୍ରଶଂସା କଲା ବ୍ରିଟିଶ ମେଡିକାଲ୍ ଜର୍ଣ୍ଣାଲ୍ “ଲାନସେଟ୍”, କରୋନା ମୁକାବିଲା ପ୍ରସ୍ତୁତି ନେଇ…

ଭୁବନେଶ୍ୱର: ଅନ୍ତର୍ଜାତୀୟ ସ୍ତରରେ ପୁଣି ଥରେ ଓଡ଼ିଶାକୁ ପ୍ରଶଂସା। କରୋନା ମୁକାବିଲା ପ୍ରସ୍ତୁତି ନେଇ ଓଡ଼ିଶାକୁ ପ୍ରଶଂସା କରିଛି ବ୍ରିଟିଶର ପ୍ରତିଷ୍ଠିତ ଓ ସର୍ବପୁରାତନ ମେଡିକାଲ୍ ଜର୍ଣ୍ଣାଲ ଦି ଲାନସେଟ୍ । 'ଭାରତରେ କୋଭିଡ୍ ଏମର୍ଜେନ୍ସୀ' ଶୀର୍ଷକ ସମ୍ପାଦକୀୟରେ ଓଡ଼ିଶାର ଅକ୍ସିଜେନ୍…

ଦେଶରେ ୪ ଲକ୍ଷ ତଳକୁ ଖସୁନି ଦୈନିକ ସଂକ୍ରମଣ, ୪ ହଜାର ଉପରେ ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ: କ୍ରମାଗତ ଚତୁର୍ଥ ଦିନରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪ ଲକ୍ଷ ତଳକୁ ଖସୁନି । ସେହିପରି ଦ୍ୱିତୀୟ ଦିନରେ ମହାମାରୀରେ ୪ହଜାରରୁ ଅଧିକ ପ୍ରାଣ ହରାଇଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୪ଲକ୍ଷ ୩ହଜାର ୭୩୮ ନୂଆ ଆକ୍ରାନ୍ତ । ଏହି ସମୟରେ କରୋନା ନେଇଛି…

ହିମନ୍ତ ବିଶ୍ୱଶର୍ମା ହୋଇପାରନ୍ତି ଆସାମର ନୂଆ ମୁଖ୍ୟମନ୍ତ୍ରୀ, ଆଜି ନିଷ୍ପତ୍ତି

ଗୌହାଟୀ: ଆସାମରେ କିଏ ହେବେ ନୂଆ ମୁଖ୍ୟମନ୍ତ୍ରୀ ? ସର୍ବାନନ୍ଦ ସୋନୋଓ୍ୱାଲ ନା ହିମନ୍ତ ବିଶ୍ୱଶର୍ମା ? କାହା ହାତରେ ବିଜେପି କେନ୍ଦ୍ରୀୟ ନେତୃତ୍ୱ କ୍ଷମତା ଡୋରି ଧରାଇବେ ? ହିମନ୍ତ ବିଶ୍ୱଶର୍ମା ହୋଇପାରନ୍ତି ଆସାମର ନୂଆ ମୁଖ୍ୟମନ୍ତ୍ରୀ । ଆଜି ଆସାମରେ ବିଜେପି ବିଧାୟକ ଦଳ ନେତା ଚୟନ ନେଇ…