Latest Odisha News

BREAKING NEWS

Browsing Category

ଫିଚର

ଶୋଇଛି ସରକାର ? କରୋନା ରୋଗୀଙ୍କୁ ମିଳୁନି, ନଦୀରେ ଭାସୁଛି ରେମଡେସିଭର ଇଞ୍ଜେକ୍ସନ୍

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ମାମଲା ସମସ୍ତଙ୍କ ନିଦ ହଜାଇ ଦେଇଛି । ଦେଶରେ ଅକ୍ସିଜେନ୍, ବେଡଠୁ ନେଇ ଔଷଧ ସବୁକିଛିର ଅଭାବ ଦେଖା ଦେଇଛି । କେଉଁଠି ଅକ୍ସିଜେନ୍ ପାଇଁ ଛଟପଟ ହୋଇ ଜୀବନ ଯାଉଛି ତ ଆଉ କେଉଁଠି ଔଷଧ ପାଇଁ । ଏହାରି ଭିତରେ ପଞ୍ଜାବର ଏକ ଭିଡିଓକୁ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ…

ଟିକାଦାନ କେନ୍ଦ୍ରରେ ଅସନ୍ତୋଷ, କର୍ମଚାରୀ ବିଳମ୍ବରେ ଆସୁଥିବା ଅଭିଯୋଗ

ସୋନପୁର: ଟିକା ନେବାକୁ ଭୋରରୁ ଲାଗୁଛି ଲାଇନ୍ । ରାତି ସାଢ଼େ ୩ଟାରୁ ଟିକାଦାନ କେନ୍ଦ୍ରରେ ଲାଇନ୍ ଦେଉଛନ୍ତି ଲୋକ । କିନ୍ତୁ ସକାଳ ୮ଟା ସୁଦ୍ଧା ସେଣ୍ଟରକୁ ଆସୁ ନାହାନ୍ତି କର୍ମଚାରୀ । ଫଳରେ ଟିକାକରଣ ବିଳମ୍ବ ହେଉଛି । ଏଭଳି ଅଭିଯୋଗରେ ସୁବର୍ଣ୍ଣପୁର ଜିଲ୍ଳା ମୁଖ୍ୟ ଚିକିତ୍ସାଳୟରେ ଥିବା…

ଚୀନ୍ ଟିକାର ଜରୁରୀ ବ୍ୟବହାରକୁ ଅନୁମତି ଦେଲା WHO

ନୂଆଦିଲ୍ଲୀ: କରୋନା ବିରୋଧୀ ଲଢ଼େଇରେ ଚୀନ୍ ଟିକାର ଜରୁରିକାଳୀନ ବ୍ୟବହାର ପାଇଁ ଅନୁମତି ଦେଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । ଚୀନର ସିନୋଫାର୍ମ ପ୍ରସ୍ତୁତ କୋଭିଡ୍ ଟିକାକୁ ଗ୍ରୀନ୍ ସିଗନାଲ ମିଳିଛି । ଏହା ହେଉଛି ଚୀନର ପ୍ରଥମ ଟିକା ଯାହାକୁ ମିଳିଛି WHO ମଞ୍ଜୁରୀ । ଏନେଇ ଏକ ସାମ୍ବାଦିକ…

ଭାରତରେ ବ୍ୟବହାର ହେବ ବ୍ରିଟେନ୍ ପଠାଯିବାକୁ ଥିବା ୫୦ ଲକ୍ଷ ‘କୋଭିସିଲ୍ଡ’

ନୂଆଦିଲ୍ଲୀ: ବ୍ରିଟେନ୍ ପଠାଯିବାକୁ ଥିବା ‘କୋଭିସିଲ୍ଡ’ ଭ୍ୟାକ୍ସିନର ୫୦ ଲକ୍ଷ ଡୋଜର ବ୍ୟବହାର ଭାରତ କରାଯିବ । ଏହି ଡୋଜକୁ ଦେଶର ୨୧ ରାଜ୍ୟର ଓ କେନ୍ଦ୍ରଶାସିତ ଅଞ୍ଚଳରେ ୧୮ରୁ ୪୪ ବର୍ଷ ବୟସ୍କ ଲୋକଙ୍କୁ ଦେବା ପାଇଁ ନିଷ୍ପତ୍ତି ହୋଇଛି । ପୂର୍ବରୁ ଏହି ଡୋଜକୁ ସେରମ ଇନଷ୍ଟିଚ୍ୟୁଟ୍ ବ୍ରିଟେନ୍…

କରୋନା ସଙ୍କଟ ବେଳେ ପୁଣି ପ୍ରଭୁ ଶ୍ରୀରାମଙ୍କ ଦର୍ଶନ, ଖୁବଶୀଘ୍ର ଟିଭି ପରଦାରେ ରାମାୟଣ !

ନୂଆଦିଲ୍ଲୀ: ରାମାନନ୍ଦ ସାଗରଙ୍କ ଲୋକପ୍ରିୟ ଗାଥା ରାମାୟଣ ପୁଣି ଥରେ ଖୁବସୀଘ୍ର ଟିଭି ପରଦରେ ଦେଖିବାର ସୁଯୋଗ ମିଳିବ । ଆସନ୍ତା ଗୁରୁବାରଠାରୁ କଲର୍ସ ଚ୍ୟାନେଲରେ ଏହାର ପ୍ରସାରଣ ହେବ । କରୋନା ସଙ୍କଟ ଭିତରେ ଏବେ ଦେଶର ବିଭିନ୍ନ ରାଜ୍ୟରେ ଲକଡାଉନ୍ ଓ କରୋନା କର୍ଫ୍ୟୁ ଲାଗିଛି । ସମସ୍ତେ ଘରେ…

ଅଭିନେତ୍ରୀ କଙ୍ଗନା ରଣାୱତଙ୍କୁ କରୋନା, କହିଲେ- ‘ଭୂତାଣୁକୁ ହରାଇବି’

ମୁମ୍ବାଇ: କଙ୍ଗନାଙ୍କୁ କରୋନା । ବି-ଟାଉନର ଚର୍ଚ୍ଚିତ, ବିଭିନ୍ନ ପ୍ରସଙ୍ଗରେ ବାରମ୍ବାର ବିବାଦରେ ରହୁଥିବା ବଲିଉଡ୍ ନାୟିକା କଙ୍ଗନା ରଣାୱତ କରୋନା ସଂକ୍ରମିତ ହୋଇଛନ୍ତି । ଏନେଇ ଖୋଦ୍ କଙ୍ଗନା ଇନଷ୍ଟାଗ୍ରାମରେ ସୂଚନା ଦେଇଛନ୍ତି । View this post…

କୋଭିଡ୍ ଡ୍ୟୁଟି ପାଇଁ ଏସସିବି ମେଡିକାଲରୁ ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ନେଇ ଯାଉଥିବା ବସ୍ ଦୁର୍ଘଟଣାଗ୍ରସ୍ତ

ନୟାଗଡ଼: ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ନେଇ ଯାଉଥିବା ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ନୟାଗଡ଼ ଜିଲ୍ଲା ବାଣିଗୋଚ୍ଛା ଥାନା ଦୁର୍ଗାପ୍ରସାଦ ନିକଟରେ ବସଟି ଗଛରେ ଧକ୍କା ହୋଇଛି । ଟର୍ଣ୍ଣିଂ ବୁଲିବା ବେଳେ ଭାରସାମ୍ୟ ହରାଇ ଓଏସଆରଟିସି ବସଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ୭ ଜଣ ଢାକ୍ତରୀ…

ଆସାମରେ କିଏ ମୁଖ୍ୟମନ୍ତ୍ରୀ: ସସପେନ୍ସ ଭିତରେ ସର୍ବାନନ୍ଦ ସୋନଓ୍ୱାଲ ଓ ହିମନ୍ତ ବିଶ୍ୱଶର୍ମାଙ୍କୁ ଦିଲ୍ଲୀ ଡକରା

ନୂଆଦିଲ୍ଲୀ: ଆସାମରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଅଙ୍କ ଛିଣ୍ଡୁନି । କିଏ ହେବେ ବିଜେପିର ମୁଖ୍ୟମନ୍ତ୍ରୀ ? ସର୍ବାନନ୍ଦ ସୋନୋଓ୍ୱାଲ ନା ହିମନ୍ତ ବିଶ୍ୱଶର୍ମା ? ଦିନ ଗଡ଼ିବା ସହ ସସପେନ୍ସ ବଢୁଛି । ଦୁଇ ଜଣଙ୍କ ନାଁକୁ ନେଇ ଚର୍ଚ୍ଚା ଭିତରେ ଆଜି ଦିଲ୍ଲୀରେ ବିଜେପି କରିବ ମାନସମନ୍ଥନ । ଏଥିପାଇଁ…

ବ୍ରହ୍ମପୁର ଗସ୍ତରେ ପୋଲିସ ଡିଜି, ଦକ୍ଷିଣ ଓଡ଼ିଶାରେ କୋଭିଡ୍ ଏନଫୋର୍ସମେଣ୍ଟ ସ୍ଥିତି ସମୀକ୍ଷା କରିବେ

ବ୍ରହ୍ମପୁର: ଦିନିକିଆ ବ୍ରହ୍ମପୁର ଗସ୍ତରେ ଯାଉଛନ୍ତି ପୋଲିସ ଡିଜି ଅଭୟ । ସେ ଦକ୍ଷିଣ ଓଡ଼ିଶାରେ କୋଭିଡ ଏନଫୋର୍ସମେଣ୍ଟର ସ୍ଥିତି ସମୀକ୍ଷା କରିବେ । ବିଶେଷ କରି ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନା ସୀମାନ୍ତବର୍ତ୍ତୀ ଅଞ୍ଚଳରେ କିଭଳି ପୋଲିସର ଏନଫୋର୍ସମେଣ୍ଟ ଚାଲିଛି ତାର ଅନୁଧ୍ୟାନ କରିବେ ପୋଲିସ…

ଡ୍ରୋନରେ ହେବ ଭ୍ୟାକ୍ସିନ୍ ଡେଲିଭରୀ, ଅନୁମତି ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ

ହାଇଦ୍ରାବାଦ: ଡ୍ରୋନରେ ହେବ ଭ୍ୟାକ୍ସିନ୍ ଡେଲିଭରୀ । ଏନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ତେଲଙ୍ଗାନାକୁ ସର୍ତ୍ତମୂଳକ ଅନୁମତି ପ୍ରଦାନ କରିଛି । ତେଲଙ୍ଗାନାକୁ ଏହି ଅନୁମତି ଏକ ବର୍ଷ ପାଇଁ ପରବର୍ତ୍ତୀ ନିର୍ଦ୍ଦେଶନାମା ଯାଏ ଦିଆଯାଇଛି । ତେବେ, ଡ୍ରୋନରେ ଭ୍ୟାକ୍ସିନ୍ ଡେଲିଭରୀ…