Latest Odisha News

BREAKING NEWS

Browsing Category

ଫିଚର

[ଭିଡିଓ] ମାନିଲେନି କରୋନା କଟକଣା, ଶୋଭାଯାତ୍ରା ପାଇଁ ୨୩ ଗିରଫ !

ଅହମଦାବାଦ: କରୋନାର ଦ୍ୱିତୀୟ ଲହରିକୁ ହେୟଜ୍ଞାନ । କରୋନା କଟକଣା ଭାଙ୍ଗି ଶତାଧିକ ଲୋକଙ୍କର ବିଶାଳ ଧାର୍ମିକ ଶୋଭାଯାତ୍ରା । ଗତକାଲି ଅହମଦାବାଦର ନବପୁରା ଗାଁରେ ଶତାଧିକ ମହିଳା ଶ୍ରଦ୍ଧାଳୁଙ୍କ ଶୋଭାଯାତ୍ରାର ଭିଡିଓଟି ଭାଇରାଲ୍ ହୋଇଥିଲା । ଯାହା ପରେ ଆକ୍ସନ ମୋଡକୁ ଆସିଥିଲା ସ୍ଥାନୀୟ ପୋଲିସ…

[ଭିଡିଓ] କରୋନା ଭୟାବହତାର ଆଉ ଏକ ଉଦାହରଣ…

ଶ୍ରୀକାକୁଲମ୍‌ (ଆନ୍ଧ୍ରପ୍ରଦେଶ): କରୋନାର କରାଘାତରେ ତଳେ ପଡିଥିଲା ବାପା । ସେପଟେ ଝିଅଟି ନିଜ ବାପା ମୁହଁରେ ଟିକେ ପାଣି ଦେବାକୁ ଚାହୁଁଥିଲା । ହେଲେ ଭାଗ୍ୟର ବିଡମ୍ବନା । ଖୋଦ ତଳେ ପଡିଥିବା ବ୍ୟକ୍ତିଙ୍କ ସ୍ତ୍ରୀ ଅର୍ଥାତ ଝିଅଟିର ମାଆ ତା ବାପାକୁ ପାଣି ଦେବାକୁ ମନା କରୁଥିଲା । ହେଲେ…

ଗିରଫ ହେଲେ ରେମ୍‌ଡେସେଭିୟର୍ କଳାବଜାରୀ !

ନୂଆଦିଲ୍ଲୀ: ୭୦ ହଜାର ଟଙ୍କାରେ ବିକ୍ରିୟ ହେଉଥିଲା ରେମ୍‌ଡେସେଭିୟର୍ ଇଂଜେକ୍ସନ୍ । କଳାବଜାରୀଙ୍କ ନିକଟରେ ମହଜୁଦ ଥିଲା ଇଂଜେକ୍ସନ ଭାଇଲ୍ । ବହୁ ଖୋଳତାଡ ପରେ ଶେଷରେ ଦିଲ୍ଲୀ ପୋଲିସ ହାତରେ ଧରାପଡିଛନ୍ତି ରେମଡେସେଭିୟର୍ ଇଂଜେକ୍ସନ କଳାବଜାରୀ ଗ୍ୟାଙ୍ଗ । ରେମ୍‌ଡେସେଭିୟର୍ ଇଂଜେକ୍ସନକୁ…

କ୍ରାଇମବ୍ରାଞ୍ଚ STF କବଜାରେ ୨ ଆନ୍ତଃରାଜ୍ୟ ବନ୍ଧୁକ ବେପାରୀ, ୫ ବନ୍ଧୁକ ଜବତ

ଭୁବନେଶ୍ୱର: ଆନ୍ତଃରାଜ୍ୟ ବନ୍ଧୁକ ବେପାର ରାକେଟର ପର୍ଦ୍ଦାଫାସ । ଦୁଇ ଜଣ ବନ୍ଧୁକ ବେପାରୀଙ୍କୁ ବାନ୍ଧିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ସେମାନଙ୍କ ପାଖରୁ ଜବତ ହୋଇଛି ୫ଟି ୭ ଏମଏମ୍ ବନ୍ଧୁକ, ୭ଟି ମାଗାଜିନ୍ ଓ ୭ଟି ଅଫୁଟା ଗୁଳି । ଗିରଫ ଅଭିଯୁକ୍ତମାନେ ହେଲେ ବିହାର ମୁଙ୍ଗେର ଅଞ୍ଚଳର…

୫୦%ରୁ ଅଧିକ ହେବନି ସଂରକ୍ଷଣ, ମରାଠା ସଂରକ୍ଷଣ ଅସାମ୍ବିଧାନିକ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଶିକ୍ଷା ଓ ଚାକିରି କ୍ଷେତ୍ରରେ ସଂରକ୍ଷଣକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ୫୦ ପ୍ରତିଶତରୁ ଅଧିକ ହୋଇପାରିବ ନାହିଁ ସଂରକ୍ଷଣ । ମହାରାଷ୍ଟ୍ରରେ ମରାଠା ସମ୍ପ୍ରଦାୟଙ୍କୁ ଶିକ୍ଷା ଓ ଚାକିରି କ୍ଷେତ୍ରରେ ସଂରକ୍ଷଣକୁ ଅସାମ୍ବିଧାନିକ କହିଛନ୍ତି…

ବାଲୁକା କଳାରେ ଲକଡାଉନ୍ ନେଇ ସଚେତନତା ବାର୍ତ୍ତା

ପୁରୀ: କରୋନା ଚେନ୍ ଭାଙ୍ଗିବା ପାଇଁ ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ଲକଡାଉନ୍ । ଯାତାୟାତ ଓ ଜନଗହଳି କମାଇ ସଂକ୍ରମଣ ରୋକିବା ଲକଡାଉନର ମୁଖ୍ୟ ଉଦ୍ଦେଶ୍ୟ । ଏହାକୁ ମାନିବା ପାଇଁ ବାଲୁକାକଳା ମାଧ୍ୟମରେ ସଚେତନତାର ବାର୍ତ୍ତା ଦେଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ।…

ପ୍ରାଣଘାତୀ କରୋନା: ଦିନକରେ ଦେଶରୁ ରେକର୍ଡ ୩୭୮୦ ମୃତ, ସାଢ଼େ ୩ଲକ୍ଷରୁ ଖସୁନି ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ: କରୋନାର ସେକେଣ୍ଡ ଓ୍ୱେଭ୍ ସାଂଘାତିକ ହେଉଛି । ଅଧିକ ଜୀବନ ନେଉଛି । ଦେଶରେ ସାଢ଼େ ୩ହଜାର ତଳକୁ ଖସୁନି ଦୈନିକ ମୃତ୍ୟୁସଂଖ୍ୟା । ସେହିପରି ପ୍ରତିଦିନ ସାଢ଼େ ୩ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ କରୋନା ଦିନକରେ ରେକର୍ଡ ୩ହଜାର ୭୮୦ ଜୀବନ ନେଇଛି ।…

ରେଡ୍ ଜୋନରେ ଓଡ଼ିଶାର ୨୩ ଜିଲ୍ଲା, ଗ୍ରୀନ୍ ଜୋନରେ କେବଳ ମାଲକାନଗିରି

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା ମେଲାଉଛି । ଏଥିସହ ଗୋଟିଏ ପରେ ଗୋଟିଏ ଜିଲ୍ଲା ରେଡ୍ ଜୋନକୁ ଯାଉଛି । କାଲି ୨୧ ଜିଲ୍ଲା ରେଡ୍ ଜୋନରେ ଥିଲା । ଆଜି ଏହି ସଂଖ୍ୟା ୨୩କୁ ବୃଦ୍ଧି ପାଇଛି । ରେଡ୍ ଜୋନ୍ ତାଲିକାରେ ଆଜି ବୌଦ୍ଧ ସମ୍ୱଲପୁର ଜିଲ୍ଲା ଯୋଡ଼ି ହୋଇଛି । ଗତ ୨୪ ଘଣ୍ଟାରେ ବୌଦ୍ଧରୁ ୧୨୯…

ବଙ୍ଗରେ ଦିଦିଙ୍କ ରାଜ: ମୁଖ୍ୟମନ୍ତ୍ରୀ ଭାବରେ ଆଜି ଶପଥ ନେବେ ମମତା ବାନାର୍ଜୀ

କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ହାଟ୍ରିକ ବିଜୟ ହାସଲ କରିଛି ତୃଣମୂଳ କଂଗ୍ରେସ । ଆଜି ତୃତୀୟ ଥର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ଟିଏମସି ସୁପ୍ରିମୋ ମମତା ବାନାର୍ଜୀ । ଅପରାହ୍ଣରେ ରାଜଭବନରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ । କୋଭିଡ୍ କଟକଣା ଭିତରେ ଅଳ୍ପ ସଂଖ୍ୟକ…

ଆଜି ୧୫ ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ଟିକା ଅଭାବ ସମସ୍ୟା ଲାଗି ରହିଛି । ଟିକା ଅଭାବ ଯୋଗୁ ଆଜି ୧୫ଟି ଜିଲ୍ଲାରେ ଟିକାକରଣକୁ ବନ୍ଦ ରଖାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ଅନୁଗୋଳ, ବାଲେଶ୍ୱର, ବରଗଡ, କଟକ, ବୌଦ୍ଧ, ଜଗତସିଂହପୁର, କନ୍ଧମାଳ, ଦେଓଗଡ, ଗଞ୍ଜାମ, ନବରଙ୍ଗପୁର, କେନ୍ଦୁଝର, କୋରାପୁଟ, ରାୟଗଡା, ସମ୍ବଲପୁର…