Latest Odisha News

BREAKING NEWS

Browsing Category

ଫିଚର

ଲକଡାଉନରେ କ’ଣ ଖୋଲା ଓ କ’ଣ ବନ୍ଦ ?

ଭୁବନେଶ୍ୱର: ଆଜିଛୁ ଓଡ଼ିଶାରେ ଲକଡାଉନ୍ । ଏହି ୧୪ ଦିନ ଭିତରେ ଲୋକଙ୍କୁ କାମ ନଥିଲେ ଘରୁ ବାହାରିବା ପାଇଁ ମନା କରାଯାଇଛି । କିନ୍ତୁ କୋଭିଡ୍ ଟେଷ୍ଟିଂ ପାଇଁ ହସ୍ପିଟାଲକୁ ଯାଇପାରିବେ । ଟିକାକରଣ କାମ ଜାରି ରହିବ । ଟିକା ନେବାକୁ ଲୋକ ଯାଇପାରିବେ । ଲକଡାଉନର ମୁଖ୍ୟ ଉଦ୍ଦେଶ୍ୟ ହେଲା…

ଓଡ଼ିଶାରେ ୭ ଜିଲ୍ଲାରୁ କରୋନା ନେଲା ଆଉ ୧୬ ଜୀବନ

ଭୁବନେଶ୍ୱର: ସଂକ୍ରମଣ ସହ ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ୭ଟି ଜିଲ୍ଲାରୁ କରୋନାରେ ଆଉ ୧୬ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଗଜପତି ଓ କଳାହାଣ୍ଡି ଜିଲ୍ଲାରୁ ଆଉ ୩ ଜଣ…

ଓଡ଼ିଶା ଲକଡାଉନ୍: ଆଜିଠୁ ୧୪ ଦିନ ଗାଁଠୁ ସହର ଶୂନଶାନ

ଭୁବନେଶ୍ୱର: କରୋନା ଚେନ୍ ଭାଙ୍ଗିବାକୁ ଆଜିଠୁ ଓଡ଼ିଶାରେ ଲକଡାଉନ୍ । ଆସନ୍ତା ୧୯ ତାରିଖ ଯାଏ ବଳବତ୍ତର ରହିବ । ଗାଁଠୁ ସହର ଶୂନଶାନ । ଜରୁରୀ ସେବାକୁ ଲକଡାଉନରୁ ବାଦ ଦିଆଯାଇଛି । ନହେଲେ ଘରୁ ଗୋଡ଼ କାଢ଼ିବା ମନା । ରାସ୍ତାଘାଟ ଶୂନଶାନ । କୋଳାଙଳର ସହର ଶୋଇ ପଡ଼ିଛି । ବିଭିନ୍ନ ସ୍ଥାନରେ…

ରାଜ୍ୟରୁ ଆଜି ୯୮୮୯ କରୋନା ସଂକ୍ରମିତ, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତକାଲି ଅପେକ୍ଷା ଆଜି ବଢ଼ିଛନ୍ତି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୯ହଜାର ୮୮୯ ପଜିଟିଭ୍ । ଗତକାଲି ଏହି ସଂଖ୍ୟା ଥିଲା ୮ହଜାର ୨୧୬ । ଖୋର୍ଦ୍ଧା ଓ ସୁନ୍ଦରଗଡ଼ରେ ହଜାରେ ଉପରେ ରହିଛି ଦୈନିକ…

ଲକଡାଉନରେ ଖୋଲା ରହିବ ଆହାର କେନ୍ଦ୍ର

ଭୁବନେଶ୍ବର : ଆସନ୍ତାକାଲିଠାରୁ ସାରା ରାଜ୍ୟରେ ଲାଗୁ ହେଉଛି ୧୪ ଦିନିଆ ଲକଡାଉନ୍ । ଏହି ସମୟରେ କେବଳ ଜରୁରୀ ସେବା ଛଡ଼ା ବାକି ସବୁ କିଛି ବନ୍ଦ ରହିବ । ତେବେ ରାଜ୍ୟରେ ଲାଗୁ ହେଉଥିବା ଲକଡାଉନ ସମୟରେ ଖୋଲା ରହିବ ଆହାର କେନ୍ଦ୍ର । ଏନେଇ ଜିଲ୍ଲା ଆହାର ସୋସାଇଟିକୁ ଚିଠି ଲେଖିଛନ୍ତି ଓଏସଡି…

କାର୍ଯ୍ୟରତ ସାମ୍ବାଦିକଙ୍କୁ ତୁରନ୍ତ ଟିକାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

ଭୁବନେଶ୍ବର : ମହାମାରୀ ସମୟରେ ରାଜ୍ୟରେ ଜାରି ରହିଛି ଟିକାକରଣ । ସାରା ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଟିକାକରଣ ଚାଲିଛି । ଏଭଳି ସ୍ଥିତିରେ ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କୁ ତୁରନ୍ତ ଟିକା ଦେବାକୁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି । ଏଥିପାଇଁ ସମସ୍ତ ଜିଲ୍ଲାପାଳ ଓ ମ୍ୟୁନିସିପାଲ…

ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାରୁ ଫେରିଲେ କ୍ବାରେଣ୍ଟାଇନ୍‌ ବାଧ୍ୟତାମୂଳକ

ଭୁବନେଶ୍ବର : ମହାମାରୀ କରୋନା ପାଇଁ ସଜାଗ ରାଜ୍ୟ ସରକାର । ସଂକ୍ରମଣକୁ ରୋକିବା ପାଇଁ କାଲିଠୁ ଆରମ୍ଭ ହେଉଛି ଲକଡାଉନ୍ । କିନ୍ତୁ ଏହି ଏବେ ଆହୁରି କଡ଼ା ପଦକ୍ଷେପ ନେଉଛନ୍ତି ସରକାର । ପୂର୍ବରୁ ପଶ୍ଚିମବଙ୍ଗ ଫେରନ୍ତାଙ୍କ ପାଇଁ କଟକଣା ଜାରି କରିଥିଲେ ସ୍ବତନ୍ତ୍ର ରିଲିଫ୍‌ କମିଶନର । ଆଉ…

ଲକଡାଉନ ସୟମରେ ରାଉରକେଲାରେ ଜାରି ରହିବ ଟେଷ୍ଟିଂ ଓ ଟିକାକରଣ

ରାଉରକେଲା : ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠୁ ସାରା ରାଜ୍ୟରେ ଲାଗୁ ହେଉଛି ୧୪ ଦିନିଆ ଲକଡାଉନ୍ । ଏହି ସମୟରେ କେବଳ ଜରୁରୀ ସେବାକୁ ବାଦଦେଲେ ଅନ୍ୟ ସବୁ କିଛି ବନ୍ଦ ରହିବ । ଏଥିପାଇଁ ସରକାରଙ୍କ ପକ୍ଷରୁ ଗାଇଡଲାଇନ୍ ମଧ୍ୟ ଘୋଷଣା କରାଯାଇଛି । ସାରା ରାଜ୍ୟରେ ଲକଡାଉନ…

ମନୋଜ ଦାସଙ୍କ ସ୍ମୃତିରେ ଦିଆଯିବ ଆନ୍ତର୍ଜାତୀୟ ପୁରସ୍କାର ଓ ପ୍ରତିଷ୍ଠା ହେବ ଲାଇବ୍ରେରୀ ଓ ମ୍ୟୁଜିୟମ

ଭୁବନେଶ୍ବର : ଯଶସ୍ବୀ ସାରସ୍ବତ ସାଧକ ସ୍ବର୍ଗତ ମନୋଜ ଦାସଙ୍କୁ ସମ୍ମାନ । ତାଙ୍କ ସ୍ମୃତିରେ ‘ମନୋଜ ଦାସ ଆନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଓଡ଼ିଆ…

ଦୀପିକା ପାଦୁକୋନଙ୍କୁ କରୋନା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ କୋଭିଡ-୧୯ ଟେଷ୍ଟ ପଜିଟିଭ ଆସିଛି । ପୂର୍ବରୁ ପିତା ପ୍ରକାଶ ପାଦୁକୋନ, ମାଆ ଉଜାଲା ପାଦୁକୋନ ଓ ଭଉଣୀ ଅନୀଷା ପାଦୁକୋନ କରୋନା ସଂକ୍ରମିତ ହୋଇଥିଲେ । ପରିବାରଲୋକଙ୍କୁ ଭେଟିବାକୁ ଦୀପିକା ବାଙ୍ଗାଲୋର ଯାଇଥିଲେ । ପ୍ରକାଶ ପାଦୁକୋନ…