Latest Odisha News

BREAKING NEWS

Browsing Category

ଫିଚର

ଭୁବନେଶ୍ବରରୁ ୭୦୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ମହାମାରୀ କରୋନାକୁ ନେଇ ହଟସ୍ପଟ ପାଲଟିଛି ରାଜଧାନୀ ଭୁବନେଶ୍ବର । ଦିନକୁ ଦିନ ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଆଜି ଚିହ୍ନଟ ହୋଇଛନ୍ତି ୭୦୮ ପଜିଟିଭ୍ । କ୍ବାରେଣ୍ଟାଇନରୁ ୧୫୧ ଜଣ ଥିବା ବେଳେ, ଲୋକାଲ କେସ୍ ରହିଛି ୫୫୭ । ସେହିପରି ଆଜି ବିଏମସି ଅଞ୍ଚଳରୁ ସୁସ୍ଥ…

ଆସିଲା ପୋଷ୍ଟର୍‌, ରିିଲିଜ୍ ଅପେକ୍ଷାରେ “ଅରୁନ୍ଧତୀ”

ଭୁବନେଶ୍ୱର: କରୋନାର କରାଳ ରୂପରେ ବି ଚଳଚଂଚଳ ଓଲିଉଡ । ରିଲିଜ ଅପେକ୍ଷାରେ ଆକ୍ସନ୍ ଷ୍ଟାର ରାଜବୀର ଓ ଏଲିନାଙ୍କ ଅଭିନୀତ ପ୍ରଥମ ଓଡିଆ ଫିଲ୍ମ “ଅରୁନ୍ଧତୀ” । ଆଜି ଏହାର ପୋଷ୍ଟର ସାମ୍ନାକୁ ଆସିଛି । ରମେଶ ରାଉତଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମର ପ୍ରଯୋଜନା ଦାୟିତ୍ୱ ତୁଲାଇଛନ୍ତି ରମେଶ ବାରିକ ।…

ଭାଇଙ୍କୁ ହତ୍ୟା କରିବା ଅଭିଯୋଗରେ ଗିରଫ ହେଲେ କନ୍ନଡ ଅଭିନେତ୍ରୀ ଶନୟା କାଟୱେ

ହୁବଳି: ଭାଇଙ୍କୁ ହତ୍ୟା କରିବା ଅଭିଯୋଗରେ କନ୍ନଡ ଅଭିନେତ୍ରୀ ଶନୟା କାଟୱେକୁ ସ୍ଥାନୀୟ ପୋଲିସ ଗିରଫ କରିଛି । ଶନୟା ୪ଜଣଙ୍କୁ ହାତ କରି ଭାଇ ରାକେଶ କାଟୱେକୁ ହତ୍ୟା କରାଇଥିଲା । ପୋଲିସ ସୂତ୍ରରୁ ମିଳିଥିବା ତଥ୍ୟ ଅନୁସାରେ ଶନୟା ତାଙ୍କ ଆଗାମୀ ଫିଲ୍ମର ପ୍ରମୋଶନ କରିବା ପାଇଁ ହୁବଳୀ ଯାଇଥିଲେ…

କରୋନା ସଙ୍କଟ ବେଳେ ପିଏମ କେୟାର୍ସ ଫଣ୍ଡକୁ କମିନ୍ସ ଦେଲେ ୫୦ ହଜାର ଡଲାର ସହାୟତା

କୋଲକାତା: ଚଳିତ ଆଇପିଏଲରେ କୋଲକାତା ନାଇଟ ରାଇଡର୍ସ ପକ୍ଷରୁ ଖେଳୁଥିବା ଅଷ୍ଟ୍ରେଲିଆ ପେସ ବୋଲର ପ୍ୟାଟ କୁମିନ୍ସ କରୋନା ସଙ୍କଟ ବେଳେ ସହାୟତା ହାତ ବଢ଼ାଇଛନ୍ତି । ଭାରତରେ ଦ୍ରୁତ ଗତିରେ କରୋନା ବଢ଼ୁଥିବା ବେଳେ ଅକ୍ସିଜେନର ଅଭାବ ପରିଲକ୍ଷିତ ହୋଇଛି । ଏଥିପାଇଁ କୁମିନ୍ସ ୫୦ ହଜାର ଡଲାର ଆର୍ଥୀକ…

ୱଣ୍ଡର ଅଫ ଦି ସିଜର ପ୍ରଥମ ଯାତ୍ରା ପାଇଁ ବୁକିଂ ଆରମ୍ଭ

ନୂଆଦିଲ୍ଲୀ:ବିଶ୍ୱର ସବୁଠାରୁ ବଡ ଜାହାଜ ମାନ୍ୟତା ପାଇଥିବା ୱଣ୍ଡର ଅଫ ଦି ସିଜ ମାର୍ଚ୍ଚ ୨୨ରୁ ଶାଂଘାଇରୁ ପ୍ରଥମ ଯାତ୍ରା ଆରମ୍ଭ କରିବ । ଏଥିପାଇଁ ବୁକିଂ ଆରମ୍ଭ ହୋଇ ସାରିଛି । ରୟାଲ କ୍ୟାରିବିୟାନ ଇଂଟରନ୍ୟାଶନାଲ ଏହାର ପ୍ରଥମ ଫଟୋ ସୋସିଆଲ ସାଇଟରେ ଶେୟାର କରିଛି । ୨ ହଜାରରୁ ଅଧିକ ରୁମ୍…

ଓଡ଼ିଶାରେ ପ୍ଲାଟୋ ଷ୍ଟେଜରେ ଅଛି ସଂକ୍ରମଣ, ଖାଲି ଅଛି ୭୦% ବେଡ୍

ଭୁବନେଶ୍ୱର: ରାଜ୍ୟରେ ଏବେ ଦୈନିକ ସଂକ୍ରରଣ ୬ ହଜାର ଉପରେ ରହୁଛି । କରୋନା ଓଡ଼ିଶାରେ ପ୍ଲଟୋ ସ୍ଥିତିରେ ରହିଛି । ଡିଏମଇଟି ଡାକ୍ତର ସିବିକେ ମହାନ୍ତି ଏହି ସୂଚନା ଦେଇଛନ୍ତି । ଅର୍ଥାତ ଗତ ୫ ଦିନ ହେବ ରାଜ୍ୟରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ଗୋଟିଏ ସ୍ତରରେ ରହୁଛି । ସଂକ୍ରମଣ ସଂଖ୍ୟା…

ଶ୍ରୀଲଙ୍କାରେ କରୋନାର ସବୁଠାରୁ ମାରାତ୍ମକ ଭୂତାଣୁ ଚିହ୍ନଟ

କଲମ୍ବୋ: ବର୍ତମାନ କରୋନାର ଦ୍ୱିତୀୟ ଷ୍ଟ୍ରେନ ହାହାକାର ସୃଷ୍ଟି କରିଛି । ଏହି ଚିନ୍ତାଜନକ ପରିସ୍ଥିତି ବେଳେ ଶ୍ରୀଲଙ୍କାରେ କରୋନାର ଆଉ ଏକ ଷ୍ଟ୍ରେନ ଦେଖିବାକୁ ମିଳିଛି । ଏହା ସବୁଠାରୁ ମାରାତ୍ମକ ବୋଲି ଗବେଷକ ମାନେ କହିଛନ୍ତି । ଖୁବ୍ ଶୀଘ୍ର ବାୟୁ ମାଧ୍ୟମରେ ଏହା ଜଣକ ଶରୀରରୁ ଅନ୍ୟକୁ…

ଓଡ଼ିଶା ଯୋଗାଉଛି ସଞ୍ଜୀବନୀ: ୪ ଦିନରେ ୭ ରାଜ୍ୟକୁ ପଠାଯାଇଛି ୧୨ଶହ ମେଟ୍ରିକ୍ ଟନ୍ ଅକ୍ସିଜେନ୍

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକଟ ଭିତରେ ଅକ୍ସିଜେନର ନିଅଣ୍ଟିଆ ସ୍ଥିତି ଦେଖାଦେଇଛି । ଦିଲ୍ଲୀ ସମେତ ଦେଶର ବିଭିନ୍ନ ରାଜ୍ୟରେ ଅକ୍ସିଜେନ୍ ଅସୁବିଧା କରୋନା ରୋଗୀଙ୍କ ଚିକିତ୍ସା କ୍ଷେତ୍ରରେ ବାଧକ ସାଜିଛି । ଏଭଳି ସ୍ଥିତିରେ ଅଭାବ ପୂରଣ ସହ ବଡ଼ ସହାୟତା କରିଛି ଓଡ଼ିଶା । ଗତ ୪ଦିନ ଭିତରେ…

ଆଇପିଏଲରୁ ଓହରି ଯାଉଛନ୍ତି ଷ୍ଟାର ଖେଳାଳି

ମୁମ୍ବାଇ: କରୋନାର ଦ୍ୱିତୀୟ ଲହରୀ ଭୟଙ୍କର ସାବ୍ୟସ୍ତ ହେଉଛି । କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାରଙ୍କ ଉଦ୍ୟମ ସ୍ଥିତି ବେକାବୁ ହେଉଛି । ଏହି ଅବସରରେ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗରୁ ଷ୍ଟାର ଖେଳାଳିମାନେ ଓହରିବା ଆରମ୍ଭ କରିଛନ୍ତି । ଦିଲ୍ଲୀ କ୍ୟାପିଟାଲ୍ସର ଷ୍ଟାର ସ୍ପିନର ରବିଚନ୍ଦ୍ରନ…

ଭାରତରେ କୋଭିଡ୍ ସ୍ଥିତିକୁ ନେଇ ଗଭୀର ମର୍ମାହତ ମାଇକ୍ରୋସଫ୍ଟ ସିଇଓ, ବଢ଼ାଇଲେ ସହାୟତାର ହାତ

ନୂଆଦିଲ୍ଲୀ: ଭାରତରେ କରୋନାର ସେକେଣ୍ଡ ଓ୍ୱେଭ୍ ସାଂଘାତିକ ସ୍ଥିତି ସୃଷ୍ଟି କରିଛି । ସଂକ୍ରମିତଙ୍କ ସଂଖ୍ୟା ସାଢ଼େ ୩ ଲକ୍ଷ ଟପିଥିବା ବେଳେ ଅକ୍ସିଜେନ୍ ସଂକଟକୁ ନେଇ ହାହାକାର ପରିସ୍ଥିତି । ଭାରତର ଏଭଳି ସ୍ଥିତି ମାଇକ୍ରୋସଫ୍ଟ ସିଇଓ ତଥା ଭାରତରେ ଜନ୍ମିତ ସତ୍ୟ ନାଦେଲାଙ୍କୁ ମର୍ମାହତ କରିଛି…