Latest Odisha News

BREAKING NEWS

Browsing Category

ଫିଚର

ପ୍ଲାଟିନମ ଖଣିରେ ଛିଣ୍ଡିଗଲା ଲିଫ୍ଟ: ୧୫ ଶ୍ରମିକଙ୍କ ମୃତ୍ୟୁ

ଜୋହାନ୍ସବର୍ଗ:ଦକ୍ଷିଣ ଆଫ୍ରିକାର ପ୍ଲାଟିନମର ଏକ ଖଣିରେ ବଡ ଦୁର୍ଘଟଣା । ଏକ ଖଣିରେ ଶ୍ରମିକମାନେ ଲିଫ୍ଟରେ ତଳକୁ ଆସୁଥିବାବେଳେ ଏହା ଅଚାନକ ଛିଣ୍ଡିଗଲା । ଫଳରେ ୧୫ ଶ୍ରମିଙ୍କର ମୃତ୍ୟୁ ଘଟିଛି । ଖଣି ପରିଚାଳକଙ୍କ ପକ୍ଷରୁ ଏପରି ସୂଚନା ଦିଆଯାଇଛି । ଘଟଣା ସୋମବାର ସନ୍ଧ୍ୟାରେ ରଷ୍ଟନବର୍ଗରେ…

ପୋଲିସ ପଞ୍ଝାରେ ଚୋର, ଘରେ କେହି ନଥିବାର ସୁଯୋଗ ଦେଖି କଳାକନା ବୁଲାଉଥିଲା ଲୁଟେରା

ଭୁବନେଶ୍ୱର: ପୋଲିସ ପଞ୍ଝାରେ ଲୁଟେରା। ଘରେ କେହି ନଥିବାର ସୁଯୋଗ ଦେଖି କଳାକନା ବଲାଉଥିଲା ଚୋର। ଥାନାରେ ଅଭିଯୋଗ କରିବା ପରେ ଲୁଟେରାକୁ ବାନ୍ଧିଲା ପୋଲିସ। ଏହାସହିତ ଲୁଟେରା ନିକଟରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ଟଙ୍କା ଜବତ ହୋଇଛି। ଏପରି ଚୋରି ଘଟଣା ଘଟିଛି ବରଗଡ଼ ଜିଲ୍ଲାରେ।…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା ! ଆସନ୍ତା ୧ ତାରିଖ ବେଳକୁ ଦକ୍ଷିଣ ପୂର୍ବ ଉପକୂଳରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ମଙ୍ଗଳବାର ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାଶ୍ୱବର୍ତ୍ତୀ ମାଲାକ୍କା ଷ୍ଟ୍ରେଟରେ ଲଘୁଚାପ ସୃଷ୍ଟି ହୋଇଥିବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଫଳରେ ବଙ୍ଗୋପସାଗରରୁ ମାଡ଼ି ଆସୁଛି ଭୀଷଣ ବାତ୍ୟା। ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତା…

ରାସ୍ତାରେ ଡ୍ରେନ୍ ପାଣି : ପ୍ରତିବାଦରେ ବସ୍ତିବାସିନ୍ଦା ଓ ସ୍କୁଲ ଛାତ୍ରଛାତ୍ରୀଙ୍କ ଧାରଣା

ପାରାଦୀପ:   ଅଠରବାଙ୍କୀ ନିକଟ ନିର୍ମାଣ ଧିନ ଓଭରବ୍ରିଜ୍ ଉପରେ ଧାରଣା ରେ ବସିଲେ ସ୍ଥାନୀୟ ବସ୍ତିବାସିନ୍ଦା ଓ ସ୍କୁଲ ଛାତ୍ରଛାତ୍ରୀ। ସୂଚନାନୁଯାୟୀ ପାରାଦୀପ ଅଠରବାଙ୍କୀ ଠାରୁ ଦୋଛକି ପର୍ଯ୍ୟନ୍ତ ଓଭରବ୍ରିଜ୍ ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ରାସ୍ତା ଉପରେ ଡ୍ରେନେଜ ପାଣି ଜମି ହୋଇରହୁଛି।…

ଯେଉଁଠି ହାର ମାନିଲା ବଡ ବଡ ମେସିନ ସେଠି କମାଲ ଦେଖାଇଲା ରାଟ ମାଇନର୍ସଙ୍କ ହାତ: ଦେଖନ୍ତୁ ଭିଡିଓ

ଉତ୍ତରକାଶୀ:ବୋଧହୁଏ ଆଉ କେଇ ଘଣ୍ଟା ପରେ ଶେଷ ହେବ ପ୍ରତୀକ୍ଷା । ସତର ଦିନର ସଂଘର୍ଷ ପରେ ନୂଆ ଜୀବନ ପାଇବେ ଶ୍ରମିକ । ଉତ୍ତରକାଶୀରେ ଫସିଥିବା ୪୧ ଶ୍ରମିକଙ୍କ ଉଦ୍ଧାର କାର୍ଯ୍ୟ ଏବେ ଶେଷ ପର୍ଯ୍ୟାୟରେ । ସୁଡଙ୍ଗ ମୁହଁରେ ଆମ୍ବୁଲାନ୍ସ ଅପେକ୍ଷା କରି ରହିଛି । ଡାକ୍ତରୀ ଟିମ ମଧ୍ୟ ପ୍ରସ୍ତୁତ…

ଶେଷ ପର୍ଯ୍ୟାୟରେ ଉତ୍ତରକାଶୀ ଟନେଲ୍ ରେସକ୍ୟୁ, କିଛି କ୍ଷଣ ମଧ୍ୟରେ ଉଦ୍ଧାର ହେବେ ୪୧ ଶ୍ରମିକ

ଉତ୍ତରକାଶୀ: ଶେଷ ପର୍ଯ୍ୟାୟରେ ଉତ୍ତରକାଶୀ ଟନେଲ୍ ରେସକ୍ୟୁ। ଟନେଲ ଭିତରକୁ ପଶିଲେ ଏନଡିଆରଏଫ ଓ ଆମ୍ବୁଲାନ୍ସ। ଦଉଡ଼ି ଓ ସିଡ଼ି ମଧ୍ୟ ଟନେଲ ଭିତରକୁ ପ୍ରବେଶ କରିଥିବା ସୂଚନା ରହିଛି। ସମାନ୍ତରାଳ ପାଇପ ପଶିବା କାର୍ଯ୍ୟ ମଧ୍ୟ ଶେଷ ହୋଇଛି। ଯେ କୌଣସି ମୁହୂର୍ତ୍ତରେ ବାହାରକୁ ଆସିପାରନ୍ତି ୪୧…

ଘରୋଇ ଉପାୟରେ କେମିତି ହେବ ଉତ୍ତମ ନିଦ୍ରା ?

ନୂଆଦିଲ୍ଲୀ : ସାଧାରଣତଃ ରାତିରେ ଭଲ ନିଦ ହେବା ପାଇଁ ଅନେକ ଲୋକ ବିଭିନ୍ନ ସମୟରେ ମେଡିସିନ୍ ଖାଇଥାନ୍ତି  । କିନ୍ତୁ ଏସବୁ ଖାଇବା ଆମ ସ୍ବାସ୍ଥ୍ୟ ପାଇଁ ବହୁ କ୍ଷତିକାରକ  । ଆସନ୍ତୁ ଜାଣିବା ଘରୋଇ ଉପାୟରେ ଭଲ ନିଦ୍ରା ପାଇଁ କଣ କରିବା  । ଏପରି କିଛି ସ୍ୱତନ୍ତ୍ର ଖାଦ୍ୟପେୟ ରହିଛି, ଯାହାକୁ…

ଗଜପତି ପରେ ରାୟଗଡାରେ ଆତଙ୍କ ରଚିଲା ମହାବଳ ବାଘ, ଭୟରେ ଲୋକେ

ରାୟଗଡା: ଗତ କିଛିଦିନ ହେବ ଗଜପତି ଜିଲ୍ଲାରେ ବାଘ ଆତଙ୍କ ରଚିଥିବା ବେଳେ ଏବେ ରାୟଗଡା ବାସୀଙ୍କୁ ଖେଳିଛି ବାଘ ଆତଙ୍କ । ମହାରାଷ୍ଟ୍ର ଜଙ୍ଗଲରରୁ ପଳାଇ ଆସିଥିବା ମହାବଳ ବାଘ ଏବେ ରାୟଗଡ଼ାରେ । ବନବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଲଗାଯାଇଥିବା ଟ୍ରାପ କ୍ୟାମେରାରେ କଏଦ ହୋଇଛି ବାଘ ।…

ଆସୁଛି ‘କାନ୍ତାରା-୨’, କେଜିଏଫ ଓ ବାହୁବଳିକୁ ଦେବ କଡ଼ା ଟକ୍କର !

ମୁମ୍ବାଇ: ରିଲିଜ୍ ହେଲା ‘କାନ୍ତାରା-୨’ର ଟିଜର। ୨୦୨୨ ମସିହାରେ ମୁକ୍ତିଲାଭ କରିଥିବା ଏହି କନ୍ନଡ ଚଳଚ୍ଚିତ୍ର ‘କାନ୍ତାରା’ ସୁପରହିଟ୍ ହୋଇଥିଲା। ଏହାର ଅଭିନୟ ତଥା ନିର୍ଦ୍ଦେଶନା ଦେଇ ଇତିହାସ ସୃଷ୍ଟି କରିଥିଲେ ଅଭିନେତା ଋଷବ ସେଟ୍ଟୀ। ଏହି ଚଳଚ୍ଚିତ୍ରର ଗୋଟିଏ ଭାଗ ବକ୍ସ ଅଫିସରେ…

ଉଦ୍ଧାର କାର୍ଯ୍ୟର ସଫଳତା ପାଇଁ ଭଗବାନଙ୍କୁ ପ୍ରାର୍ଥନା କଲେ ବିଦେଶୀ ବିଶେଷଜ୍ଞ

ଉତ୍ତରକାଶୀ: ୧୭ ଦିନ ବିତିଗଲାଣି । ତଥାପି ମିଳୁନଥିଲା ସଫଳତା ।  ଯେମିତି ବିଜ୍ଞାନ ଏଠି ବିଫଳ ହୋଇ ପଡିଥିଲା ! ପ୍ରକୃତି ପାଖରେ ଯେମିତି ହାର ମାନି ଯାଇଥିଲା ଯନ୍ତ୍ର । ସୂର୍ଯ୍ୟ, ଚନ୍ଦ୍ରରେ ପହଞ୍ଚି ପାରୁଛି..ହେଲେ ୫୦ମିଟର ମାଟିତଳେ ପହଞ୍ଚି ପାରୁନି ମଣିଷ ! ଏହା ପ୍ରକୃତିର ଚାଲେଞ୍ଜ…