Latest Odisha News

BREAKING NEWS

Browsing Category

ଫିଚର

ଭୁବନେଶ୍ବରରୁ ଚିହ୍ନଟ ହେଲେ ୪୭୬ କରୋନା ପଜିଟିଭ୍

ଭୁବନେଶ୍ବର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ବ୍ୟାପୁଥିବା ବେଳେ, ଆଜି ରାଜଧାନୀ ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୪୭୬ ଜଣ ପଜିଟିଭ୍ । କ୍ବାରେଣ୍ଟାଇନରୁ ୮୮ ଜଣ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମଣ ୩୮୮ ଜଣ ଅଛନ୍ତି । ସେହିପରି ୧୪୦ ଜଣ ସୁସ୍ଥ ହୋଇଥିବା ନେଇ ଟ୍ବିଟ୍ କରି…

ଖୁବ୍ ଶୀଘ୍ର ଡିଜିଟାଲ ଡେବ୍ୟୁ କରିବାକୁ ଯାଉଛନ୍ତି ଅଜୟ ଦେବଗନ

ମୁମ୍ବାଇ: ବଲିଉଡର ଲୋକପ୍ରିୟ ଷ୍ଟାର ଅଜୟ ଦେବଗନ ଖୁବ୍ ଶୀଘ୍ର ଡିଜିଟାଲ ଡେବ୍ୟୁ କରିବାକୁ ଯାଉଛନ୍ତି । ଅଜୟ କ୍ରାଇମ ଡ୍ରାମା ରୁଦ୍ର:ଦି ଏଜ ଅଫ ଡାର୍କନେସରେ ପୋଲିସ ଅଫିସର ଭୂମିକାରେ ଅବତୀର୍ଣ୍ଣ ହେବେ । ଏହି ସିରିଜ ହଟଷ୍ଟାର ଭିଆଇପିରେ ଦେଖିବାକୁ ମିଳିବ । ଝିଅ ନ୍ୟାସାର ୧୮ତମ ଜନ୍ମ ଦିବସ…

ଦେଶବାସୀଙ୍କୁ ୩ ବରିଷ୍ଠ ଡାକ୍ତରଙ୍କ ପରାମର୍ଶ, ପଜିଟିଭ୍ ହେଲେ ଭୟଭୀତ ହୁଅ ନାହିଁ

ନୂଆଦିଲ୍ଲୀ : ମହାମାରୀ କରୋନାକୁ ସାରା ଦେଶ ଚିନ୍ତାରେ ଥିବା ବେଳେ, ଆଜି ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି ଦେଶର ୩ ଜଣ ବରିଷ୍ଠ ଡାକ୍ତର । ଦିଲ୍ଲୀ ଏମସ ନିର୍ଦ୍ଦେଶକ ଡକ୍ଟର ରଣଦୀପ ଗୁଲେରିଆ, ନାରାୟଣ ହେଲଥ ଅଧ୍ୟକ୍ଷର ଡକ୍ଟର ଦେବୀ ସେଟ୍ଟୀ ଓ ମେଦାନ୍ତ ହସ୍ପିଟାଲ ଅଧ୍ୟକ୍ଷ ନରେଶ ତ୍ରେହାନ…

ପଞ୍ଜାବର ବ୍ୟାଟିଂ ବିପର୍ଯ୍ୟୟ, ୧୨୦ରେ ଅଲଆଉଟ

ଚେନ୍ନାଇ: ଚଳିତ ଆଇପିଏଲରେ ବୁଧବାର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ପଞ୍ଜାବ କିଙ୍ଗ୍‌ସ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି । ଟସ୍ ଜିତି ପଞ୍ଜାବ ବ୍ୟାଟିଂ ନିଷ୍ପତି ନେଇଥିଲେ ମଧ୍ୟ ଏହା ତାଙ୍କ ପାଇଁ ବୁମେରାଂ ସାବ୍ୟସ୍ତ ହୋଇଛି । ଦଳ ହାଇଦ୍ରାବାଦ ବୋଲିଂର ଉଚିତ ମୁକାବିଲା କରି ନ…

ଝୁଲିଲା ବ୍ୟାନର୍‌, ଲାଲ ବାହିନୀ ଟାର୍ଗେଟ୍‌ରେ କେନ୍ଦୁପତ୍ର ବ୍ୟବସାୟୀ !

ମାଲକାନଗିରି: ସାବଧାନ କେନ୍ଦୁପତ୍ର ବ୍ୟବସାୟୀ ! ଏବେ ତୁମ ପାଳି । ମାଓବାଦୀଙ୍କ ତରଫରୁ କେନ୍ଦୁପତ୍ର ବ୍ୟବସାୟୀଙ୍କୁ କିଛି ଏପରି ଧମକ ମିଳିଛି । ମାଲକାନଗିରି କୋରୁକଣ୍ଡା ବ୍ଲକ ଅନ୍ତର୍ଗତ ନାକାମାମୁଡି ପଂଚାୟର ମୁଖ୍ୟ ରାସ୍ତାରେ ଧମକପୂର୍ନ ଲାଲରଙ୍ଗର ବ୍ୟାନର ଲଗାଇଛି ମାଓ ସଙ୍ଗଠନ ।…

ଗଞ୍ଜାମ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନରେ ଲାଗିଲା କଟକଣା

ଗଞ୍ଜାମ : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନରେ ଲାଗିଲା କଟକଣା । ଆସନ୍ତାକାଲିଠାରୁ ମେ ୧୫ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ଧାର୍ମିକ ଅନୁଷ୍ଠାନ ମନ୍ଦିର, ମସଜିଦ୍, ଚର୍ଚ୍ଚରେ ଶ୍ରଦ୍ଧାଳୁଙ୍କ ପ୍ରବେଶ ଉପରେ କଟକଣା ଲାଗିଛି । ନୂଆ କଟକଣା…

ୱେଲଡିଂ ଦୋକାନରୁ ଉଦ୍ଧାର ହେଲା ଝୁଲନ୍ତା ମୃତଦେହ !

ଅନୁଗୁଳ: ଝୁଲୁଥିଲା ମୃତଦେହ । ଆଉ ତା ପୁଣି ୱେଲଡିଂ ଦୋକାନରେ । ଛେଣ୍ଡିପଦା ଥାନା ଅନ୍ତର୍ଗତ ବାଲିପଟା ଗାଁରେ ସାମ୍ନାକୁ ଆସିଛି ଏଭଳି ଅଭାବନୀୟ ଘଟଣା । ମୃତଦେହକୁ ପୋଲିସ ଉଦ୍ଧାର କରିଥିଲାବେଳେ ମୃତକଙ୍କ ପରିଚୟ ଖଲାରୀ ବାସିନ୍ଦା ୩୯ ବର୍ଷୀୟ ହରି ଓରଫ ଅରକ୍ଷିତ ଗଡନାୟକ ବୋଲି ଜଣାପଡିଛି ।…

ଭଲ ଖବର: କରୋନାର ଭିନ୍ନ ଭିନ୍ନ ଷ୍ଟ୍ରେନ୍ ଉପରେ ସଫଳ ହେଉଛି କୋଭାକ୍ସିନ୍ ଟିକା

ନୂଆଦିଲ୍ଲୀ: କରୋନାରେ ସେକେଣ୍ଡ ଓ୍ୱେଭକୁ ନେଇ ଏବେ ଦେଶରେ ହାହାକାର ପରିସ୍ଥିତି । ସଂକ୍ରମଣ ୩ଲକ୍ଷ ମୁହାଁ ହୋଇଛି । ତାସହ ମୃତ୍ୟୁସଂଖ୍ୟା ବି ଉପରମୁହାଁ ହୋଇଛି । ଏଭଳି ସ୍ଥିତିରେ ଆଶ୍ୱସ୍ତିକର ଖବର ଦେଇଛି ଆଇସିଏମଆର୍ । ଟିକାକରଣ ଅଭିଯାନ ଭିତରେ ସ୍ୱଦେଶୀ ଟିକା କୋଭାକ୍ସିନ୍ ସଫଳତା ଉପରେ ଭଲ…

ଗ୍ୟାଙ୍ଗଷ୍ଟାର ବିକାଶ ଦୁବେ ଏନକାଂଉଟର କେସରେ ୟୁପି ପୋଲିସକୁ କ୍ଲିନ ଚିଟ୍‌

କାନପୁର: ଗ୍ୟାଙ୍ଗଷ୍ଟାର ବିକାଶ ଦୁବେ ଏନକାଂଉଟର ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟି ଉତରପ୍ରଦେଶ ପୋଲିସକୁ କ୍ଲିନ ଚିଟ ଦେଇଛନ୍ତି । ୟୁପି ପୋଲିସ ବିପକ୍ଷରେ କୌଣସି ପ୍ରମାଣ ମିଳି ନ ଥିଲା । ଅବସରପ୍ରାପ୍ତ ବିଚାରପତି ବିଏସ ଚୌହ୍ୱାନଙ୍କ ଦ୍ୱାରା ଗଠିତ ୩ଜଣିଆ କମିଟିଙ୍କ ଦ୍ୱାରା…

କୋଭିସିଲ୍ଡ ଟିକା ଦାମ୍ ଘୋଷଣା କଲା ସେରମ୍, ରାଜ୍ୟ ସରକାର ଓ ଘରୋଇ ହସ୍ପିଟାଲ ଦେବେ ଏତିକି ଟଙ୍କା

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ଅନୁସାରେ ଏଣିକି ରାଜ୍ୟଗୁଡ଼ିକ ଟିକା ନିର୍ମାତା କମ୍ପାନୀଠାରୁ ସିଧାସଳଖ ଟିକା କିଣିପାରିବେ । ଏହାସହ ଖୋଲା ବଜାରରେ ବି ଟିକା ମିଳିବ । ଘରୋଇ ହସ୍ପିଟାଲ ବି ଟିକା କିଣିପାରିବେ । ଏଥିପାଇଁ ଦର ଧାର୍ଯ୍ୟ କରିଛି ସେରମ୍ ଇନଷ୍ଟିଚ୍ୟୁଟ୍ । ଘରୋଇ…