Latest Odisha News

BREAKING NEWS

Browsing Category

ଫିଚର

ଜଣଙ୍କଠୁ ୩୦ ଜଣ ସଂକ୍ରମିତ ହେଉଛନ୍ତି: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ ଲଗାତାର ଦ୍ୱିତୀୟ ଦିନରେ କରୋନା ସଂକ୍ରମଣ ମାମଲା ୩ ହଜାର ଉପରେ ରହିଛି । ବଢ଼ୁଥିବା ସଂକ୍ରମଣ ମାମଲାକୁ ନେଇ ବଡ଼ ବୟାନ ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ବାହାର ଲୋକ ସଂକ୍ରମଣ ନେଇକି ଆସିଥିବା କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ଛତିଶଗଡ଼ରୁ…

ରାଜ୍ୟର ୩ଟି ଜିଲ୍ଲାରେ ଟିକାକରଣ ସମ୍ପୂର୍ଣ୍ଣ ବନ୍ଦ, ଯାହା ଅଛି ୨-୩ ଦିନରେ ସରିଯିବ

ଭୁବନେଶ୍ୱର: କରୋନା କେସ୍ ବଢୁଛି । ଟିକା ଯୋଗାଣ କମିଛି । ରାଜ୍ୟରେ ଏବେ ବି ଟିକାର ଅଭାବ । ଏଥିପାଇଁ ୩ଟି ଜିଲ୍ଲା ଝାରସୁଗୁଡା, ନୂଆପଡ଼ାଓ  କୋରାପୁଟରେ ଟିକାକରଣ ସମ୍ପୂର୍ଣ୍ଣ ବନ୍ଦ ରହିଛି । ରାଜ୍ୟରେ ମୋଟ୍ ୧୫ଶହ ଟୀକାକରଣ କେନ୍ଦ୍ର ଅଛି । ଏଥିରୁ ଟିକା ନଥିବାରୁ ୧୦୭୩ଟି ସେଣ୍ଟରକୁ ବନ୍ଦ…

ନାସା ରୋଭର ଚ୍ୟାଲେଞ୍ଜରେ ଓଡ଼ିଶା ଟିମ୍ ତୃତୀୟ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅନ୍ତର୍ଜାତୀୟସ୍ତରରେ ପୁଣି ଥରେ କମାଲ କଲେ ଓଡ଼ିଆ । ନାସା ରୋଭର ଚ୍ୟାଲେଞ୍ଜରେ ତୃତୀୟ ସ୍ଥାନ ହାସଲ କରିଛି ଓଡ଼ିଶା ଟିମ୍ । ଏନେଇ ଟ୍ଵିଟ୍‌ କରି ସୂଚନା ଦେଇଛି ନାସା । କଟକ ୪୨ ମୌଜାରୁ ନାସା ରୋଭର୍ ଚ୍ୟାଲେଞ୍ଜରେ ଭାଗ ନେଇଥିଲା ଓଡ଼ିଶା ଟିମ୍ । ଏଥିରେ ବିଭିନ୍ନ ଅଞ୍ଚଳରୁ ଥିଲେ…

ବାୟୁରେ ବ୍ୟାପୁଛି କରୋନା, ଲାନସେଟ୍ ରିପୋର୍ଟର ବଡ଼ ଦାବି

ନୂଆଦିଲ୍ଲୀ: ଭାରତ ସମେତ ଅଧିକାଂଶ ଦେଶରେ କରୋନାର ପ୍ରକୋପ ପୁଣି ଥରେ ଦେଖିବାକୁ ମିଳିଛି । ସଂକ୍ରମଣ ବ୍ୟାପିବା ସହ ଦ୍ରୁତଗତିରେ ରୂପ ବଦଳାଉଛି କରୋନା ଭୂତାଣୁ । ଭାରତରେ ସ୍ଥିତି ବେଶ୍ ଚିନ୍ତାଜନକ ହୋଇପଡ଼ିଛି । ଏହାରି ଭିତରେ ପ୍ରତିଷ୍ଠିତ ଜର୍ଣ୍ଣାଲ ଦ ଲାନସେଟ୍ ଏକ ରିପୋର୍ଟରେ ଦାବି କରିଛି…

ସନ୍ଥଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ, କରୋନା ସଂକ୍ରମଣ ଲାଗି ପ୍ରତୀକାତ୍ମକ ହେଉ କୁମ୍ଭମେଳା

ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ହରିଦ୍ୱାରରେ ଚାଲିଥିବା କୁମ୍ଭମେଳାରେ ଶତାଧିକ ସାଧୁସନ୍ଥ ଓ ଶ୍ରଦ୍ଧାଳୁ କରୋନା ସଂକ୍ରମିତ ହୋଇଥିବା ଖବର ପରେ ପ୍ରଶାସନ ଚିନ୍ତାରେ ପଡ଼ିଛି । କେତେକ ଆଖଡ଼ା କୁମ୍ଭରୁ ଫେରି ଯାଇଛନ୍ତି । ଏହାକୁ ନେଇ ପ୍ରଧାନମନ୍ତ୍ରୀ ଚିନ୍ତାବ୍ୟକ୍ତ କରିବା ସହ ଆଚାର୍ଯ୍ୟ…

ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି: ଖୋଲା ବଜାରରେ ଟିକା ଉପଲବ୍ଧ କରାଇବାକୁ ପ୍ରସ୍ତାବ

ଭୁବନେଶ୍ୱର: ଖୋଲା ବଜାରରେ ଟିକା ଉପଲବ୍ଧ କରାଯାଉ । ଏହାଦ୍ୱାରା ଯେଉଁମାନେ ଟିକା କିଣିବାକୁ ସକ୍ଷମ ସେମାନେ କିଣି ପାରିବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ଏଭଳି ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବର୍ତ୍ତମାନ ସଂକ୍ରମଣ ସ୍ଥିତିକୁ ଦୃଷ୍ଟିରେ ରଖି…

ଚେନ୍ନାଇ ସୁପର୍ କିଙ୍ଗ୍ସର ପ୍ରଥମ ବିଜୟ ପରେ ଚହରଙ୍କୁ ନେଇ କ’ଣ କହିଲେ ଧୋନି ?

ମୁମ୍ବାଇ: ଆଇପିଏଲର ୧୪ ତମ ସଂସ୍କରଣରେ ଶୁକ୍ରବାର ପ୍ରଥମ ମ୍ୟାଚ୍ ଜିତିଛି ଚେନ୍ନାଇ ସୁପର କିଙ୍ଗ୍ସ । ଏହି ମ୍ୟାଚରେ ମାତ୍ର ୧୩ ରନ୍ ଦେଇ ୪ଟି ୱିକେଟ୍ ଅକ୍ତିଆର୍ କରିଛନ୍ତି ଦୀପକ ଚହର । ଯାହାକୁ ନେଇ ସିଏକେର ଅଧିନାୟକ ମହେନ୍ଦ୍ର ସିଂହ ଧୋନି କହିଛନ୍ତି- ଡେଥ୍ ଓଭର ବୋଲର ଭାବେ ଦୀପକ ଚହର…

ପୁଅ ପଛେ ପଛେ ମାଆ: ଦିବଂଗତ କଂଗ୍ରେସ ନେତା ଅଜିତ ମଙ୍ଗରାଜଙ୍କ ମାଆଙ୍କ ଦେହାନ୍ତ

ପୁରୀ: ଚାରି ଦିନ ତଲେ କରୋନା ସଂକ୍ରମିତ ହୋଇ ପୁଅ ପ୍ରାଣ ହରାଇଥିଲେ । ଆଜି ଶେଷ ନିଶ୍ୱାସ ତ୍ୟାଗ କଲେ ମାଆ । ପିପିଲିର ଦିବଂଗତ କଂଗ୍ରେସ ନେତା ଅଜିତ ମଙ୍ଗରାଜଙ୍କ ପରିବାର ପାଇଁ ଆଉ ଏକ ଦୁଃଖଦ ଖବର । ଅଜିତ ମଙ୍ଗରାଜଙ୍କ ପରେ ତାଙ୍କ ମାଆ କ୍ଷେତ୍ରମଣିଙ୍କର ଆଜି ପରଲୋକ ହୋଇଛି । ମୃତ୍ୟୁ ବେଳକୁ…

ମନେ ପଡ଼ନ୍ତି ପ୍ରବାଦ ପୁରୁଷ: ଆଜି ବିଜୁ ପଟ୍ଟନାୟକଙ୍କ ୨୪ତମ ଶ୍ରାଦ୍ଧବାର୍ଷିକୀ

ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧାବାର୍ଷିକୀ । କରୋନା କାୟା ଭିତରେ ଏହାକୁ ନିରାଡମ୍ବର ଭାବରେ ପାଳନ କରାଯାଉଛି । ସାମାଜିକ ଦୂରତା ରକ୍ଷା କରି ସୀମିତ ସଂଖ୍ୟକ ନେତା ଓ କର୍ମୀଙ୍କୁ ନେଇ ଆଜି ବିଜେଡି କାର୍ୟ୍ୟାଳୟରେ ବିଜୁ ବାବୁଙ୍କ…

ଲଗାତାର ଦ୍ୱିତୀୟ ଦିନରେ ରାଜ୍ୟରୁ ୩ ହଜାରରୁ ଅଧିକ ସଂକ୍ରମିତ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର: କରୋନାର ଦ୍ୱିତୀୟ ଲହରରେ ରାଜ୍ୟରେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସଂକ୍ରମଣ ରୋକିବାକୁ ସାରା ରାଜ୍ୟରେ ଆଜିଠୁ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ କରୁଛନ୍ତି ସରକାର । ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୧୪୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୮୨୩ଟି ସଂକ୍ରମଣ ମାମଲା…