Latest Odisha News

BREAKING NEWS

Browsing Category

ଫିଚର

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୧୧ ପଜିଟିଭ୍

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ କାୟା ମେଲାଉଛି କରୋନା । ଲଗାତର ଭାବେ ରାଜ୍ୟରେ ସଂକ୍ରମଣ ଉପର ମୁହାଁ ଥିବା ବେଳେ ଏବେ ଭୁବନେଶ୍ବରରୁ ଦିନକୁ ଦିନ ବ୍ୟାପୁଛି ମହାମାରୀ । ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୩୧୧ ଜଣ ପଜିଟିଭ୍ । କ୍ବାରେଣ୍ଟାଇନରୁ ୬୬ ଜଣ ଥିବା ବେଳେ, ସ୍ଥାନୀୟ…

ଖସିଲା ମାଟି ଅତଡା, ଅକାଳରେ ଚାଲିଗଲା ୩ ଜୀବନ

କୋରାପୁଟ: ପଟାଙ୍ଗୀ ଅନ୍ତର୍ଗତ ପୋଡାଗୁଡାରେ ଅଭାବନୀୟ ଘଟଣା । ଚୂନାମାଟି ଆଣିବାକୁ ଯାଇଥିବାବେଳେ ଅତଡା ଖସି ୩ଜଣ ମହିଳାଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ମହିଳା ଗୁରୁତର ଆହତ ହୋଇଥିବା ସୂଚନା ରହିଛି । ଆହତ ମହିଳାଙ୍କୁ ଗୁରୁତର ଅବସ୍ଥାରେ ପଟାଙ୍ଗୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।…

ଟ୍ବିନ୍ ସିଟିରେ ପୁଣି ଚାଲିବ ପିଙ୍କ୍ ଅଟୋ

ଭୁବନେଶ୍ବର : ଟ୍ବିନ୍ ସିଟିରେ ପୁଣି ଥରେ ଚାଲିବ ପିଙ୍କ ଅଟୋ । ମହିଳାଙ୍କ ସୁରକ୍ଷିତ ଯାତ୍ରାକୁ ନଜରରେ ରଖି ପୁଣି ଥରେ ଚାଲିକ ପିଙ୍କ୍ ଅଟୋ । ଏହି ପିଙ୍କ୍‌ ଅଟୋ ସେବାକୁ ପୁଣିଥରେ ଆରମ୍ଭ କରିବା ଲାଗି ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଲେ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ମଧୁସୂଦନ…

ନୂଆ ଜୀବନ ପାଇଲା ଗର୍ଭବତୀ ନାଗ ସାପ

ଭୁବନେଶ୍ୱର: ସାପ ପାଟିରେ ଲଗାଯାଇଥିଲା ରାସାୟନିକ ଅଠା । ଦୀର୍ଘ ୧ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ଖୋଲାଯାଇଥିଲା ସାପ ପାଟି । ଏଭଳି ଏକ ଅଭାବନୀୟ ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଛି ରାଜଧାନୀ ଭୁବନେଶ୍ୱର । ଗତକାଲି ରଥ ରୋଡ ବ୍ୟାଙ୍କ କଲୋନୀ ନିକଟସ୍ଥ ଗୋବିନ୍ଦେଶ୍ୱର ରୋଡରେ ଥିବା ତାରିଣୀ…

କେମିତି କଟକରୁ ହାଇଦ୍ରାବାଦ ଖସି ଯାଇଥିଲା ହାଇଦର ? କହିଲେ ପୋଲିସ କମିଶନର

କଟକ: ଗାଙ୍ଗଷ୍ଟର ହାଇଦର ଗିରଫ ନେଇ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କଟକ ପୋଲିସକୁ ପ୍ରଶଂସା କରିଛନ୍ତି । ପୋଲିସ କମିଶନର ପ୍ରେସମିଟ୍ କରି କହିଛନ୍ତି- ୧୨୦ଘଣ୍ଟାର ଅପରେସନ ପରେ ତେଲଙ୍ଗାନାରୁ ହାଇଦରକୁ ଗିରଫ କରାଯାଇଛି । ୨ଟି ମାମଲାରେ ସମ୍ବଲପୁର ଜେଲରେ ଆଜୀବନ ସଜ୍ଜା କାଟୁଛି…

ଟିକା ଅଭାବରୁ ୮୦୦ଟି କେନ୍ଦ୍ରରେ ଟିକାକରଣ ବନ୍ଦ, ଆଜି ପହଞ୍ଚିବ ଆଉ ୩ ଲକ୍ଷ କୋଭିସିଲ୍ଡ

ଭୁବନେଶ୍ୱର: ରାଜ୍ୟରେ ଏବେବି ଟିକା ଅଭାବ ଲାଗି ରହିଛି । ଫଳରେ ଗତକାଲି ୧୦୫୦ ଟିକାକରଣ କେନ୍ଦ୍ରରେ ଟିକା ଦିଆଯାଇଥିବା ବେଳେ ଆଜି ମାତ୍ର ୭୦୦ଟି କେନ୍ଦ୍ରରେ ଟିକାକରଣ କରାଯାଉଛି । ଭ୍ୟାକ୍ସିନ୍ ନିଅଣ୍ଟ କାରଣରୁ ଆଜି ରାଜ୍ୟର ୮୦୦ ଟି କେନ୍ଦ୍ରରେ ଟିକାକରଣ ବନ୍ଦ ରହିଛି । କୋରାପୁଟ ଜିଲ୍ଲାରେ…

ଦିନକରେ ଦେଶରେ ୨ ଲକ୍ଷ ୧୭ ହଜାରରୁ ଉର୍ଦ୍ଧ୍ବ କରୋନା ସଂକ୍ରମିତ, ୧୧୮୫ ମୃତ

ନୂଆଦିଲ୍ଲୀ: ଦେଶରେ ଦୈନିକ ଏବେ ଧିରେଧିରେ କରୋନା ଗ୍ରାଫ୍ ବଢୁଥିବା ନଜରକୁ ଆସିଛି। ଗତ ୨୪ ଘଣ୍ଟାରେ ସାରା ଦେଶରେ କରୋନା ସଂକ୍ରମିତ ହୋଇଛନ୍ତି ୨ ଲକ୍ଷ ୧୭ ହଜାର ୩୫୩ ଜଣ । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା…

କରୋନା ନେଲା ସିବିଆଇର ପୂର୍ବତନ ନିର୍ଦ୍ଦେଶକ ରଣଜିତ ସିହ୍ନାଙ୍କ ଜୀବନ

ନୂଆଦିଲ୍ଲୀ: ଦେଶରେ ଲଗାତାର ଦ୍ୱିତୀୟ ଦିନ ଲାଗି ଦୈନିକ ସଂକ୍ରମଣ ସଂଖ୍ୟା ୨ ଲକ୍ଷ ଉପରେ ରହିଛି । ସଂକ୍ରମଣ ଭଳି ମୃତ୍ୟୁ ସଂଖ୍ୟା ବଢ଼ୁଛି । କରୋନାରେ ସିବିଆଇର ପୂର୍ବତନ ନିର୍ଦ୍ଦେଶକ ରଣଜିତ ସିହ୍ନାଙ୍କ ମୃତ୍ୟୁ ହୋଇଛି । ଶୁକ୍ରବାର ସକାଳେ ରଣଜିତ ସିହ୍ନାଙ୍କ ମୃତ୍ୟୁ ଦିଲ୍ଲୀରେ ହୋଇଛି ।…

ଆଜି ଛତିଶାନିଯୋଗ ବୈଠକ, ଜଗା ଦର୍ଶନକୁ ନେଇ ଆସିପାରେ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି

ପୁରୀ: ସାରା ରାଜ୍ୟରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପୁଣି ଥରେ କଟକଣା କଡାକଡି କରାଯାଇଛି। ସାରା ରାଜ୍ୟରେ ନାଇଟ କର୍ଫ୍ୟୁ ନେଇ ଘୋଷଣା କରାଯାଇଥିଲା ବେଳେ କୀର୍ତ୍ତିରାଜି ଗୁଡିକରେ ପର୍ଯ୍ୟଟକଙ୍କ ଆଗମନକୁ ବନ୍ଦ କରାଯାଇଛି। ଏହି ପରିପ୍ରେକ୍ଷୀରେ…

ବିମାନବନ୍ଦରରେ ପହଞ୍ଚିବା ପରେ ହାଇଦରକୁ କଟକ ନେଲା ପୋଲିସ

ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଲା ହାଇଦ୍ରାବାଦରୁ ଗିରଫ ଗ୍ୟାଙ୍ଗଷ୍ଟର ହାଇଦର । ସକାଳ ପ୍ରାୟ ୯ଟା ସମୟରେ ଭୁବନେଶ୍ୱର ବିମାନବନ୍ଦରରେ ହାଇଦରକୁ ନେଇ ପୋଲିସ ପହଞ୍ଚିଥିଲା । ସେଠାରେ ହାଇଦରର କରୋନା ଟେଷ୍ଟ କରାଯାଇଥିଲା । ତା'ପରେ ପୋଲିସ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗିରଫ ହାଇଦରକୁ…