Latest Odisha News

BREAKING NEWS

Browsing Category

ଫିଚର

କରୋନାରେ ରାଜ୍ୟରେ ଆଖି ବୁଜିଲେ ଆଉ ୩ ଜଣ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୩ ହଜାର ପାର୍ କରିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଆଉ ୩ ଜଣଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୧୯୩୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା…

IPL: ଭାଙ୍ଗିଲା ୧୩ ବର୍ଷର ରେକର୍ଡ, ୱାଙ୍ଖେଡେରେ ପ୍ରଥମଥର ଗୋଟିଏ ଇନିଂସରେ ନାହିଁ କୌଣସି ଛକା

ମୁମ୍ବାଇ: ଆଇପିଏଲର ସପ୍ତମ ମୁକାବିଲାରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୩ ୱିକେଟରେ ହରାଇଛି ରାଜସ୍ଥାନ ରୟାଲ୍ସ । ମୁମ୍ବାଇ ୱାଙ୍ଖେଡେ ଷ୍ଟାଡିୟମରେ ଖେଳା ଯାଇଥିବା ମ୍ୟାଚରେ ଦିଲ୍ଲୀ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୮ ୱିକେଟ୍ ହରାଇ ୧୪୭ ରନ୍ କରିଥିଲା । ଦିଲ୍ଲୀର ଇନିଂସରେ ଯାହା…

ରାଜ୍ୟରେ ୩ ହଜାର ଡେଇଁଲା ଦୈନିକ ସଂକ୍ରମଣ, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ୫୦୦ରୁ ଅଧିକ ପଜିଟିଭ୍

ଭୁବନେଶ୍ୱର: ଏପ୍ରିଲ୍ ମାସ ଆରମ୍ଭରୁ ପ୍ରତିଦିନ ରେକର୍ଡ ଭାଙ୍ଗୁଛି କରୋନା । ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଚଳିତବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ଦୈନିକ ଦୈନିକ ସଂକ୍ରମଣ ୩ ହଜାର ଟପିଛି । ଗତ ୨୪ ଘଣ୍ଟାରେ ମଧ୍ୟରେ ୩,୧୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

ପନ୍ତଙ୍କ ଅର୍ଦ୍ଧଶତକ, ରାଜସ୍ଥାନ ସମ୍ମୁଖରେ ୧୪୮ ରନର ଟାର୍ଗେଟ

ମୁମ୍ବାଇ: ଏଠାରେ ଚାଲିଥିବା ଆଇପିଏଲ ମ୍ୟାଚରେ ବୁଧବାର ଦିଲ୍ଲୀ କ୍ୟାପିଟାଲ୍ସ ୧୪୮ ରନର ବିଜୟ ଲକ୍ଷ୍ୟ ରାଜସ୍ଥାନ ରୟାଲ୍ସ ସମ୍ମୁଖରେ ରଖିଛି । ରାଜସ୍ଥାନ ଅଧିନାୟକ ସଞ୍ଜୁ ସାମସନ ଟସ୍ ଜିତି ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଥିଲେ । ଦିଲ୍ଲୀ ୩୭ ରନରେ ୪ଟି ଉଇକେଟ ହରାଇ ବିପଦରେ…

ପଶ୍ଚିମବଙ୍ଗ ନିର୍ବାଚନ: ଦିଲୀପ ଘୋଷଙ୍କ ଉପରେ ଇସିଙ୍କ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ:ପଶ୍ଚିମବଙ୍ଗ ନିର୍ବାଚନରେ ଉତେଜନାମୂଳକ ଭାଷଣ ଦେବା ନେଇ ନିର୍ବାଚନ କମିଶନ ବିଜେପିର ଦିଲୀପ ଘୋଷଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଗୁରୁବାର ସନ୍ଧ୍ୟାରୁ ୨୪ ଘଂଟା ପର୍ଯ୍ୟନ୍ତ ତାଙ୍କ ନିର୍ବାଚନ ପ୍ରଚାର ଉପରେ ଇସି ନିଷେଧାଦେଶ ଜାରୀ କରିଛି । ପଶ୍ଚିମବଙ୍ଗ ବିଜେପି…

ତେଲେଙ୍ଗାନାରୁ ଧରାପଡ଼ିଲା ଗ୍ୟାଙ୍ଗଷ୍ଟର ହାଇଦର

ଭୁବନେଶ୍ବର : ଶେଷରେ ଧରାପଡ଼ିଲା କୁଖ୍ୟାତ ଅପରାଧୀ ହାଇଦର । ତେଲେଙ୍ଗାନାରୁ ହାଇଦରକୁ ଗିରଫ କରିଛି ପୋଲିସ । କଟକ ଓ ତେଲେଙ୍ଗାନା ପୋଲିସର ମିଳିତ ଉଦ୍ୟମରେ ହାଇଦରକୁ ଗିରଫ କରାଯାଇଥିବା ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ । କଟକ ବଡ଼ ମେଡିକାଲରୁ ଗତ ୧୦ ତାରିଖ ଦିନ ଫେରାର…

କୋହଲିଙ୍କୁ ଦଶନ୍ଧିର ଶ୍ରେଷ୍ଠ ଦିନିକିଆ କ୍ରିକେଟର ଭାବେ ବାଛିଲା ୱିଜଡେନ ଅଲମାନାକ

ନୂଆଦିଲ୍ଲୀ: ୱିଜେଡେନ ଅଲମାନକା ୨୦୧୦ରୁ ୨୦୨୦ ମଧ୍ୟରେ ଟିମ୍ ଇଣ୍ଡିଆ ଅଧିନାୟକ ବିରାଟ କୋହଲିଙ୍କୁ ଶ୍ରେଷ୍ଠ ଦିନିକିଆ କ୍ରିକେଟର ଭାବେ ଚୟନ କରିଛି । ୧୯୭୧ରୁ ୨୦୨୧ ପର୍ଯ୍ୟନ୍ତ ପ୍ରତି ଦଶନ୍ଧିର ଶ୍ରେଷ୍ଠ ଖେଳାଳି ୱିଜଡେନ ମନୋନୀତ କରିଛି । କୋହଲି ୨୫୪ ଦିନିକିଆରେ ୧୨୧୬୯ ରନ ସଂଗ୍ରହ…

ସ୍ଥଗିତ ରହିଲା ନିଟ୍‌ ପିଜି ମେଡିକାଲ ପ୍ରବେଶିକା ପରୀକ୍ଷା

ନୂଆଦିଲ୍ଲୀ : ଭୟଙ୍କର ରୂପ ନେଉଛି କରୋନା ସଂକ୍ରମଣର ଦ୍ବିତୀୟ ଲହର । ଏହାକୁ ଦୃଷ୍ଟିରେ ରଖି ନିଟ୍‌ ପିଜି ମେଡିକାଲ ପ୍ରବେଶିକା ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି କେନ୍ଦ୍ର ସରକାର । ଏନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ । କରୋନା…

ସୁଶାନ୍ତ ସିଂ ରାଜପୁତ କେସ୍‌: ସାହିଲ ଶାହକୁ ମୁଖ୍ୟ ଅଭିଯୁକ୍ତ ଘୋଷଣା କଲା ଏନସିବି

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ କେସ୍ ମୃତ୍ୟୁ ଘଟଣାରେ ଏନସିବି ବୁଧବାର ତଦନ୍ତ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିଛି । ଏହି କେସରେ ମୁଖ୍ୟ ଅଭିଯୁକ୍ତ ଭାବେ ଡ୍ରଗ ଡିଲର ସାହିଲଙ୍କ ନାମ ଘୋଷଣା କରିଛି । ସୁଶାନ୍ତଙ୍କୁ ଫ୍ଲେସକୋ ନାମରେ ପରିଚିତ ସାହିଲ ଡ୍ରଗ୍ସ ସପ୍ଲାୟ କରୁଥିଲା । ୬ ମାସ ଧରି…

ଭୁବନେଶ୍ବରରୁ ୩୭୯ ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୬୬ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଏବେ ନିଦ ହଜାଇଲାଣି କରୋନା । ଦିନକୁ ଦିନ ବଢ଼ି ଚାଲିଛି ଆକ୍ରାନ୍ତ ସଂଖ୍ୟା । ଆଜି ସାରା ରାଜ୍ୟରୁ ପାଖାପାଖି ତିନି ହଜାର ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ଆଜି ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରୁ ଚିହ୍ନଟ ହୋଇଚନ୍ତି ୩୭୯ କରୋନା ଆକ୍ରାନ୍ତ ।…