Latest Odisha News

BREAKING NEWS

Browsing Category

ଫିଚର

ମୋବାଇଲ ଛଡାଇ , ଟଙ୍କା ଲୁଟୁଥିଲେ : ବନ୍ଧା ହେଲେ ବର୍ଦ୍ଦି ବାବୁ

ସମ୍ବଲପୁର : ବର୍ଦ୍ଦି ବାବୁଙ୍କ ଦବଙ୍ଗଗିରି  । ମୋବାଇଲ ଛଡାଇବା ଓ ଟଙ୍କା ଲୁଟ ଅଭିଯୋଗରେ ଗିରଫ ହେଲେ ପୋଲିସ କର୍ମଚାରୀ  । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ସମ୍ବଲପୁର ଅଇଁଠାପାଲି ଅଞ୍ଚଳରେ । ସୂଚନା ଅନୁସାରେ ହଠାତ୍ କିଛି ଯୁବକ ଅଇଁଠାପାଲି ଥାନା ପାଞ୍ଚୋଗୋଚ୍ଛିଆ ନିକଟରେ ଥିବା…

ରେଳ ଧାରଣାରେ ଲାଗିଗଲା ଗୋଡ, ମୁକୁଳିବାକୁ ଚେଷ୍ଟା କରୁଥିଲେ… ମାଡ଼ି ଆସିଲା ମୃତ୍ୟୁଦୂତ

ନୂଆପଡା: ମୃତ୍ୟୁ ଏମିତି ଆସେ ଅତର୍କିତ । ଝାମ୍ପିନିଏ ଜୀବନ । ହଠାତ ମୃତ୍ୟୁକୁ ସାମ୍ନାରେ ଦେଖୁଥିବା ମଣିଷ ବି ଅସହାୟ ହୋଇପଡେ । ଚେଷ୍ଟା କରି ବି ନିଜକୁ ବଞ୍ଚାଇ ପାରେନି । ଏମିତି ଏକ ପରିସ୍ଥିତିରେ ସିଗନାଲ ଇଞ୍ଜିନିୟର ଅନୁପ ରାୟଙ୍କର ମୃତ୍ୟୁ ଘଟିଥିଲା । ସେ ଦେଖୁଛନ୍ତି ମୃତ୍ୟୁ ଦୂତ…

ସଂସଦରେ ‘ମହୁଆ’ ଝଡ: ‘ମୁଁ ଦୁର୍ଗା, ଆସିଗଲି.. ବସ୍ତ୍ରହରଣ କରିଥିଲ, ଏବେ ମହାଭାରତ ଯୁଦ୍ଧ ଦେଖ’

ନୂଆଦିଲ୍ଲୀ:ସଂସଦର ଶୀତକାଳୀନ ଅଧିବେଶନ ଆଜି ପଞ୍ଚମ ଦିନ । ଆଜି ଟିଏମସି ସାଂସଦ ମହୁଆ ମୋଇତ୍ରଙ୍କ ବିରୋଧରେ କ୍ୟାଶ ଫର କୋରି ଅଭିଯୋଗରେ ଲୋକସଭାରେ ଏଥିକ୍ସ କିମିଟି ରିପୋର୍ଟ ପ୍ରଦାନ କରିଛି । ରିପୋର୍ଟରେ ମହୁଆ ମୋଇତ୍ରଙ୍କ ସଂସଦ ସଦସ୍ୟତା ରଦ୍ଦ କରିବା ପାଇଁ ସୁପାରିଶ କରାଯାଇଛି ।…

ହାତଠାରି ଡାକୁଥିଲା ମୃତ୍ୟୁ ହେଲେ ଭଗବାନଙ୍କ ଇଚ୍ଛା ଥିଲା କିଛି ଅଲଗା

ବାଙ୍କୀ : କଥାରେ ଅଛି ରଖେ ହରି ତ ମାରେ କିଏ  । ଧରାପୃଷ୍ଠରେ ଯିଏ ଜନ୍ମ ନେଇଛି ମାନେ , ମୃତ୍ୟୁ ସୁନିଶ୍ଚିତ  । ଏହା ନିରାଟ ସତ୍ୟ ହେଲେ  । ହେଲେ ଭଗବାନଙ୍କ ଇଚ୍ଛା ଆଗରେ ସବୁ କିଛି ଫେଲ ମାରିଥାଏ  । ଏମିତି କିଛି ଘଟଣା ଦେଖିବାକୁ କଟକ ଜିଲ୍ଲା ବାଙ୍କୀ ସୁବର୍ଣ୍ଣପୁର ଜାତମୁଣ୍ଡିଆ ବ୍ରିଜ…

ଗୋଡ଼ ଖସି ଯିବାରୁ ପଡିଗଲେ କେସିଆର, ଡାକ୍ତରଖାନାରେ ଭର୍ତ୍ତି

ହାଇଦ୍ରାବାଦ: ତେଲେଙ୍ଗାନା ପୂର୍ବତନ ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଗୁରୁବାର ରାତିରେ ଗୋଡ ଖସି ଯିବାରୁ ପଡିଗଲେ କେସିଆର । ତାଙ୍କୁ ହାଇଦ୍ରାବାଦସ୍ଥିତ ଯଶୋଦା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗତକାଲି ରାତିରେ କେସିଆର…

୫୦ ହଜାରରେ ମନ ପସନ୍ଦ ବର

ନୂଆଦିଲ୍ଲୀ : ଆଜିକାଲିର ଦୁନିଆରେ ବିବାହ ଏକ ବଡ ସମସ୍ୟା ପାଲଟିଛି । ଲଭ୍ ମ୍ୟାରେଜ ହେଉ କିମ୍ବା ଆରେଞ୍ଜ୍ ମ୍ୟାରେଜ ନିଜ ପସନ୍ଦର ଜୀବନ ସାଥୀଟିଏ ମିଳିବା ବହୁତ କଷ୍ଟ ହୋଇପଡ଼ିଛି   । କେତେବେଳେ ପୁଅଝିଅଙ୍କ ପସନ୍ଦ ବାପା ମାଆଙ୍କ ମନକୁ ଆସେନି , ତ କେତେବେଳେ ବାପା ମାଆଙ୍କ ପସନ୍ଦ ପିଲା…

ଫାଇଦା ଜାଣି ଚମକି ପଡିବେ..

ନୂଆଦିଲ୍ଲୀ : ସାଧାରଣତଃ ଆମେ ଆମ ସ୍ବାସ୍ଥ୍ୟକୁ ନେଇ ବେଶ୍ ସଚେତନ ରହିଥାଉ  । ଏକ ସୁସ୍ଥ ଶରୀର ଲାଗି ଆମ ନିତିଦିନିଆ ଖାଦ୍ୟ ପ୍ରଣାଳୀ ସଠିକ୍ ରଖିବା ନିହାତି ଆବଶ୍ୟକ  । କିଛି ଲୋକ ସକାଳୁ ବାସି ରୁଟି ଖାଇଥାନ୍ତି । ରୁଟିରେ ସାଧାରଣତଃ ଭିଟାମିନ୍ସ , ମିନେରାଲ୍ସ , କ୍ୟାଲସିୟମ୍ , ଫସଫରସ୍ ,…

କେତେ ସୁରକ୍ଷିତ ପେନକିଲର୍ ?

ନୂଆଦିଲ୍ଲୀ : ଆମେ ସାଧାରଣତଃ କୌଣସି ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ପେନକିଲର୍ ଖାଇଥାଉ  । କିନ୍ତୁ କୌଣସି ଡାକ୍ତରଙ୍କ ପରାମର୍ଶ ନେଇନଥାଉ  । କିନ୍ତୁ ଆପଣ ମାନେ ଜାଣନ୍ତି କି ଏହା ଆମ ଶରୀର ପାଇଁ କେତେ ସୁରକ୍ଷିତ ।  ଗତକାଲି ପେନକିଲର ବାବଦରେ ଏକ ଚେତାବନୀ ଦେଇଛନ୍ତି ଭାରତୀୟ…

ସିଆଇଏସସିଇ ଜାରି କଲା ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଡେଟସିଟ: ଦେଖନ୍ତୁ, କେଉଁଦିନ କ’ଣ ଅଛି ପରୀକ୍ଷା

ନୂଆଦିଲ୍ଲୀ:କାଉନସିଲ ଫର ଦ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏଗ୍ଜାମିନେଶନ (CISCE) ପକ୍ଷରୁ ଆଇସିଏସଇ (ଦଶମ) ଏବଂ ଆଇଏସସି(ଦ୍ୱାଦଶ) ବୋର୍ଡ ପରୀକ୍ଷା ୨୦୨୪ର ଡେଟସିଟ ତଥା ଟାଇମ ଟେବୁଲ ଜାରି କରାଯାଇଛି । ସିଆଇଏସସିଇ ବୋର୍ଡର ୧୦ମ ଏବଂ ଦ୍ୱାଦଶ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀ ବୋର୍ଡର…

‘ସେମିଫାଇନାଲ’ ପରେ ‘ଫାଇନାଲ’ ବିଜୟର ମନ୍ତ୍ର ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ବିରୋଧୀ ଏବେ ୨୦୨୪ ସାଧାରଣ ନିର୍ବାଚନ ବା ଫାଇନାଲ ମୁକାବିଲା ପୂର୍ବରୁ ସେମିଫାଇନାଲ ବା ହିନ୍ଦୀ ହାର୍ଟାଲ୍ଯାଣ୍ଡ ହାରିବାର କାରଣ ଖୋଜୁଥିବା ବେଳେ ଶାସକ ଦଳ ବିଜେପି ଏବେ କିଭଳି ନିଜର ଦବଦବା ଆଗାମୀ ଦିନରେ ଜାରି ରଖିବ ତାଉପରେ ଗୁରୁତ୍ବ ଦେଉଛି। ଗୁରୁବାର ସଂସଦୀୟ ଦଳ ବୈଠକରେ…