Latest Odisha News

BREAKING NEWS

Browsing Category

ଫିଚର

ସ୍ଥଗିତ ରହିଲା ପିପିଲି ଉପନିର୍ବାଚନ

ପୁରୀ : କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ବିୟୋଗ ପରେ ସ୍ଥଗିତ ରହିଲା ପିପିଲି ଉପନିର୍ବାଚନ । ଏନେଇ ସୂଚନା ଦେଇଛନ୍ତି ପୁରୀ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ । ଉପନିର୍ବାଚନ ସ୍ଥଗିତ ସମ୍ପର୍କିତ କପି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଓ ନିର୍ବାଚନ କମିଶନଙ୍କୁ ପଠାଯାଇଛି ।…

କରୋନା ଯୋଗୁ ଶାହାରୁଖ, ସଲମାନ ଓ ପ୍ରଭାସଙ୍କ ଫିଲ୍ମ ଶୁଟିଂରେ ବ୍ରେକ୍‌

ମୁମ୍ବାଇ: ପ୍ରାୟ ୧ ବର୍ଷ ପରେ କରୋନାରୁ ସ୍ଥିତି ସାଧାରଣ ହେଉଥିବା ବେଳେ ଅବହେଳା ଯୋଗୁ ଏହା ପୁନର୍ବାର ଭୟଙ୍କର ରୂପ ନେଇଛି । ଏହି ଜାଲରେ ସମସ୍ତେ ପଡିଥିବା ବେଳେ ବଲିଉଡ କିପରି ବାଦ୍ ପଡନ୍ତା । ବିଭିନ୍ନ ବିଗ ବଜେଟ ଫିଲ୍ମର ଶୁଟିଂ ଜୋର ସୋରରେ ଆରମ୍ଭ ହେଉଥିବା ବେଳେ ଏବେ ଏଥିରେ ବ୍ରେକ୍…

ଆଗ ବ୍ୟାଟିଂ କରିବ ବାଙ୍ଗାଲୋର

ଚେନ୍ନାଇ:ଚଳିତ ଇଣ୍ଡିଆନ ପ୍ରିମିୟର ଲିଗରେ ବୁଧବାର ମୁକାବିଲାରେ ଟସ୍ ଜିତି ସନରାଇଜର୍ସ ହାଇଦ୍ରାବାଦ ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଛି । ବିରାଟ କୋହଲି ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମେ ବ୍ୟାଟିଂ କରିବ । ଏଠାକାର ପିଚରେ ପ୍ରଥମେ ବ୍ୟାଟିଂ କରୁଥିବା ଦଳର…

ତାତିରୁ ସାମାନ୍ୟ ଆଶ୍ବସ୍ତି, ୪୦ ଡିଗ୍ରୀ ଉପରେ ବାରିପଦା ଓ ଝାରସୁଗୁଡ଼ା

ଭୁବନେଶ୍ବର : ରାଜ୍ୟରେ ତାତିରୁ ମିଳିଛି ଆଶ୍ବସ୍ତି । ଆଜି ସାରା ରାଜ୍ୟରେ ପାରଦ ହ୍ରାସ ପାଇଥିବା ବେଳେ, ଗ୍ରୀଷ୍ମ ପ୍ରବାହରୁ ଲୋକଙ୍କୁ ମିଳିଛି ସାମାନ୍ୟ ଆଶ୍ବସ୍ତି । ଆଜି ବାରିପଦାରେ ତାପମାତ୍ରା ସର୍ବାଧିକ ୪୨.୪ ଡିଗ୍ରୀ ଥିବା ବେଳେ, ଝାରସୁଗୁଡ଼ାରେ ତାପମାତ୍ରା ୪୦ ଡିଗ୍ରୀ ରହିଛି । ଏନେଇ…

ଜିମ୍ବାୱେ କ୍ରିକେଟର ହିଥ ଷ୍ଟ୍ରିକ ୮ ବର୍ଷ ପାଇଁ ବାସନ୍ଦ

ଦୁବାଇ: ଆନ୍ତର୍ଜାତୀୟ କ୍ରିକେଟ କାଉନସିଲ ଜିମ୍ବାୱେର ପୂର୍ବତନ ଅଧିନାୟକ ତଥା କୋଚ ହିଥ ଷ୍ଟ୍ରିକଙ୍କୁ ୮ ବର୍ଷ ପାଇଁ ବାସନ୍ଦ କରିଛି । ୨୦୨୯ ମାର୍ଚ୍ଚ ୨୭ ପର୍ଯ୍ୟନ୍ତ ସେ କ୍ରିକେଟ ସହ କୌଣସି ପ୍ରକାର ଯୋଡି ହୋଇ ପାରିବେ ନାହିଁ । ଆଇସିସି ଦୁର୍ନୀତି ନିବାରଣ ନିୟମ ଉଲ୍ଲଂଘନ କରିଥିବା ଯୋଗୁ ସେ…

ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରୁ ୩୦୭ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଉଛି କରୋନା ସଂକ୍ରମଣ । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଆକ୍ରାନ୍ତ ସଂଖ୍ୟା ଦୁଇ ହଜାର ଟପିଥିବା ବେଳେ, ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୩୦୭ ଜଣ ସଂକ୍ରମିତ । ଏଥିରୁ ୬୯ ଜଣ କ୍ବାରେଣ୍ଟାଇନରୁ ଥିବା ବେଳେ, ଲୋକାଲ କେସ୍ ରହିଛି ୨୩୮ ।…

ରାଜ୍ୟରୁ ସୁସ୍ଥ ହେଲେ ୬୧୦ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ମୁଣ୍ଡ ଟେକୁଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ୬୧୦ ଜଣ ଆକ୍ରାନ୍ତ । ସମସ୍ତଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଛି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ଆଜି ନୂଆପଡ଼ାରୁ ସର୍ବାଧିକ ୧୨୦ ଜଣ…

ପିପିଲି ଉପନିର୍ବାଚନ ପାଇଁ ଘୋଷଣା ହେବ ସାନି ତାରିଖ

ଭୁବନେଶ୍ବର : କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ଦେହାନ୍ତ ପରେ ବନ୍ଦ ହେବ ପିପିଲି ଉପନିର୍ବାଚନ । ସାନି ଉପନିର୍ବାଚନ ପାଇଁ ଘୋଷଣା ହେବ ସାନି ତାରିଖ । ଜିଲ୍ଲା ରିଟର୍ଣ୍ଣିଂ ଅଫିସରଙ୍କ ରିପୋର୍ଟ ପରେ ଏ ଦିଗରେ ପଦକ୍ଷେପ ନିଆଯିବ । ତେବେ ରିପୋର୍ଟ ମିଳିବା ପରେ ମୁଖ୍ୟ ନିର୍ବାଚନ…

ପ୍ରଥମ ଡୋଜ୍ ଟିକା ନେବା ପରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ କରୋନା

ଲକ୍ଷ୍ନୌ: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କୋଭିଡ୍ ସଂକ୍ରମିତ ହୋଇଛନ୍ତି । ଏନେଇ ସେ ଟ୍ୱିଟରରେ ସୂଚନା ଦେଇଛନ୍ତି । ପ୍ରାଥମିକ ଲକ୍ଷଣ ଦେଖା ଦେବା ପରେ ସେ କୋଭିଡ୍ ପରୀକ୍ଷା କରାଇଥିଲେ । ତାଙ୍କ ରିପୋର୍ଟ କୋଭିଡ୍ ପଜିଟିଭ୍ ଆସିଛି । କରୋନା ସଂକ୍ରମିତ ହେବା ପରେ ସେ ଏବେ…

ହାଇଦର ଫେରାର୍ ପଛରେ ଷଡ଼ଯନ୍ତ୍ରର ଗନ୍ଧ ବାରିଲେ ବିଜେପି ନେତା ପ୍ରକାଶ ମିଶ୍ର

ଭୁବନେଶ୍ୱର: ଗ୍ୟାଙ୍ଗଷ୍ଟର ହାଇଦର ଫେରାର୍ ଘଟଣାକୁ ୫ ଦିନ ବିତିଲାଣି । ପୋଲିସ ଖୋଜୁଛି ପାଉନି । କୁହାଯାଉଛି କେନ୍ଦ୍ରାପଡ଼ାର ଜମ୍ବୁ ଦେଇ ବାଲାଂଦେଶ ପଳାଇଛି ହାଇଦର । ଅନ୍ୟପଟେ ହାଇଦର ନିଖୋଜକୁ ନେଇ ପୋଲିସ ଉପରେ ପ୍ରଶ୍ନ ଉଠିବାରେ ଲାଗିଛି । ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପ୍ରେସମିଟ୍…