Latest Odisha News

BREAKING NEWS

Browsing Category

ଫିଚର

ଆଜି ରାଜ୍ୟରୁ ୧୩୭୯ କରୋନା ପଜିଟିଭ୍, ଏସବୁ ଜିଲ୍ଲାରେ ବଢ଼ିଛି

ଭୁବନେଶ୍ୱର: ରାଜ୍ୟରେ ବଢୁଛି ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୧୩ଶହ ୭୯ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୮୦୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୫୭୧ଟି । ଆଜି ୩୦ଟି ଯାକ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସର୍ବାଧିକ ସୁନ୍ଦରଗଡ଼ ଜିଲ୍ଲାରୁ…

ଅପରେନସ୍ ହାଇଦର: କେଉଁଠି ଲୁଚିଛି ଗ୍ୟାଙ୍ଗଷ୍ଟର ? ଖୋଜୁଛି ପୋଲିସର ୪ଟି ଟିମ୍

ଭୁବନେଶ୍ୱର: ପୋଲିସକୁ ଚକମା ଦେଇ କଟକ ଏସସିବିରୁ ଚମ୍ପଟ ମାରିଥିବା ଗ୍ୟାଙ୍ଗଷ୍ଟାର ହାଇଦର କେଉଁଠୁ ଲୁଚିଛି ? ତାକୁ ଖୋଜୁଛି ପୋଲିସ । ଗତକାଲିଠାରୁ ଏଯାଏ କୌଣସି ପତ୍ତା ମିଳିନି । ହାଇଦରକୁ ଖୋଜିବା ପାଇଁ ୪ଟି ସ୍ପେଶାଲ୍ ଟିମ୍ ଗଠନ କରାଯାଇଛି । ରେଲ୍‌ୱେ ଷ୍ଟେସନ, ବିମାନ ବନ୍ଦର,…

ଆଜିଠାରୁ ଦେଶବ୍ୟାପୀ ୫ଦିନିଆ ଟିକା ଉତ୍ସବ, ଅଧିକରୁ ଅଧିକ ଟିକାକରଣ ଲକ୍ଷ୍ୟ

ନୂଆଦିଲ୍ଲୀ: ଆଜିଠାରୁ ଦେଶବ୍ୟାପୀ ଆରମ୍ଭ ହେଉଛି ପାଞ୍ଚ ଦିନିଆ ଟିକା ଉତ୍ସବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନରେ ଆସନ୍ତା ୧୪ ତାରିଖ ଯାଏ ଚାଲିବ । ଦେଶର ସବୁ ରାଜ୍ୟରେ ଏହି ଟିକା ଉତ୍ସବ ପାଳନ ନେଇ ବ୍ୟାପକ ପ୍ରସ୍ତୁତି ହୋଇଛି । ଅଧିକରୁ ଅଧିକ ଲୋକଙ୍କୁ ଟିକାକରଣ କରିବା ଏହି…

ଅନୁଗୁଳରୁ ବଡ଼ ଧରଣର ରାକେଟର ପର୍ଦ୍ଦାଫାଶ, ନକଲି ଡିଏଲ୍, ପ୍ୟାନ କାର୍ଡ ଜବତ

ଅନୁଗୁଳ : ଅନୁଗୁଳ ପୋଲିସକୁ ସଫଳତା । ପୋଲିସ ପଞ୍ଝାରେ ପଡ଼ିଛି ବଡ଼ ଧରଣର ରାକେଟ୍ । ନକଲି ଡ୍ରାଇଭିଂ ଲାଇସେନ୍ସ, ପ୍ୟାନ କାର୍ଡ, ଆଧାର କାର୍ଡ ଓ କୋଇଲା ଟ୍ରାଞ୍ଜିଟ ପାସ ରାକେଟର ପର୍ଦାଫାଶ କରିଛି ତାଳଚେର କୋଲିୟାରି ପୋଲିସ । ତାଳଚେର ସହରର ତିନୋଟି ଜେରକ୍ସ ଦୋକାନରେ ଏହି ନକଲି…

ଭୁବନେଶ୍ବରରୁ ୧୭୧ ନୂଆ କରୋନା ପଜିଟିଭ୍

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଖ୍ୟାରେ ଦ୍ରୁତ ବୃଦ୍ଧି ଘଟୁଥିବା ବେଳେ, ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୧୭୧ କରୋନା ଆକ୍ରାନ୍ତ । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୪୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ, ୧୨୬ ଜଣ ଲୋକାଲ କେସ୍ । ଏନେଇ ଟ୍ବିଟ୍ କରି ସୂଚନା…

ରାଇନାଙ୍କ ଅର୍ଦ୍ଧଶତକ, ଧୋନୀ ଫେଲ୍‌: ଦିଲ୍ଲୀ ସମ୍ମୁଖରେ ୧୮୯ ରନର ଟାର୍ଗେଟ ରଖିଲା ଚେନ୍ନାଇ

ମୁମ୍ବାଇ: ଇଣ୍ଡିଆନ ପ୍ରିମିୟର ଲିଗର ଶନିବାର ଅନୁଷ୍ଠିତ ମୁକାବିଲାରେ ମହେନ୍ଦ୍ର ସିଂ ଧୋନୀ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗସ ୧୮୯ ରନର ବିଜୟ ଲକ୍ଷ୍ୟ ଦିଲ୍ଲୀ କ୍ୟାପିଟାଲ୍ସ ସମ୍ମୁଖରେ ରଖିଛି । ଦିଲ୍ଲୀ ଅଧିନାୟକ ଋଷଭ ପନ୍ତ ଟସ୍ ଜିତି ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଥିଲେ ।…

କୁଖ୍ୟାତ ଅପରାଧୀ ହାଇଦର ଫେରାର

କଟକ : ପୋଲିସକୁ ଚକମା ଦେଇ କୁଖ୍ୟାତ ଅପରାଧୀ ହାଇଦର ଫେରାର । କଟକ ଏସିସିବି ମେଡିକାଲରୁ ଚିକିତ୍ସାଧିନ ଅବସ୍ଥାରେ ଫେରାର ହୋଇଛି ହାଇଦର । ଏନେଇ ପୋଲିସ ଡିଜି ସ୍ପଷ୍ଟ କରିଛନ୍ତି । ଗ୍ୟାଙ୍ଗଷ୍ଟର ହାଇଦର ଫେରାର ହେବା ପରେ ତାକୁ ଧରିବା ପାଇଁ ଆରମ୍ଭ ହୋଇଛି ସର୍ଚ୍ଚ ଅପରେସନ । ଏକାଧିକ…

ଭାରତ-ଚୀନ ୧୧ତମ କମାଣ୍ଡରସ୍ତରୀୟ ବୈଠକ: ସୈନ୍ୟ ଅପସାରଣ କରିବାକୁ ଡ୍ରାଗନ ମନା କଲା

ନୂଆଦିଲ୍ଲୀ: ଭାରତ-ଚୀନ ୧୧ତମ କମାଣ୍ଡରସ୍ତରୀୟ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି । ଡ୍ରାଗନର ଏକଚାଟିଆ ନୀତି ଯୋଗୁ ବୈଠକ ବିଶେଷ ଫଳପ୍ରଦ ହୋଇ ନ ଥିଲା । ପୂର୍ବ ଲଦାଖର ଗୋଗ୍ରା ଏବଂ ହଟ ସ୍ପ୍ରିଙ୍ଗସ ସଂଘର୍ଷ ସ୍ଥାନରୁ ସୈନ୍ୟ ହଟାଇବା ପାଇଁ ଚୀନ ସମ୍ପୂର୍ଣ୍ଣ ଭାବେ ମନା କରିଦେଇଥିଲା । ଲଦାଖର…

ଫୁରସତରେ ଚା’

ଜୀବନର ବ୍ୟସ୍ତତା ଭିତରେ ଟିକେ ଫୁରସତ ଦରକାର । ଆଉ ସେହି ଫୁରସତରେ ନିହାତି ଭାବେ ନିଜକୁ ତାଜା ରଖିବା ଜରୁରୀ । ଆଉ ଏନେଇ ସକାଳ ହେଉ କି ସଂଧ୍ୟା ଦରକାର ଚା’ କପ୍‌ଟିଏ । ଆଜିକାଲି ରାସ୍ତାକଡରେ ବିଭିନ୍ନ ଟି ଷ୍ଟଲ ଗୁଡିକରେ ଭେରାଇଟି ଚା’ସବୁ ମିଳୁଛି । ହେଲେ ସେହି ଚା’ଭିତରେ ତନ୍ଦୁରୀ ,…

ମହିଳା ରେସଲିଂ: ସୋନମ, ଅଂଶୁଙ୍କୁ ଟୋକିଓ ଅଲିମ୍ପିକ ଯୋଗ୍ୟତା, ସାକ୍ଷୀଙ୍କ ଆଶା ଧୂଳିସାତ୍‌

ନୂଆଦିଲ୍ଲୀ: ଭାରତର ମହିଳା ରେସଲର ସୋନମ ମଲିକ ଓ ଅଂଶୁ ମଲିକ ଟୋକିଓ ଅଲିମ୍ପିକ ଯୋଗ୍ୟତା ହାସଲ କରିଛନ୍ତି । ତେବେ ରିଓ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ସାକ୍ଷୀ ମଲିକ ଯୋଗ୍ୟତା ହାସଲ କରିପାରି ନାହାନ୍ତି । କାଜକସ୍ତାନରେ ଚାଲିଥିବା ଏସିଆନ୍ ଅଲିମ୍ପିକ କ୍ୱାଲିଫିକେଶନର ୬୨ କିଗ୍ରା ବିଭାଗର…