Latest Odisha News

BREAKING NEWS

Browsing Category

ଫିଚର

ଚିଲିକାରେ ଇରାଓ୍ବାଡି ଡ଼ଲଫିନ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର: ଗତ ବର୍ଷ ଠାରୁ ଚଳିତ ଥର ଚିଲିକାରେ ଇରୱାଡି ଡଲଫିନ୍ ସଂଖ୍ୟାରେ ବହୁ ମାତ୍ରାରେ ବୃଦ୍ଧି ଘଟିଛି। ୨୦୨୦ ରେ ୧୪୬ ରହିଥିବା ବେଳେ ୨୦୨୧ ରେ ଏହି ସଂଖ୍ୟା ୧୬୨ କୁ ବୃଦ୍ଧି ପାଇଛି। ଫେବୃଆରୀରେ ଚିଲିକା ବିକାଶ ପ୍ରାଧିକରଣ (ସିଡିଏ) ଏବଂ ଷ୍ଟେଟ ୱାଇଲ୍ଡ ଲାଇଫ ୱିଙ୍ଗ ଦ୍ୱାରା…

ଜେଲରେ ପଶିଲା କରୋନା, ୧୬ କଏଦୀ ସଂକ୍ରମିତ

ବାରିପଦା: ଉତ୍ତର ଓଡ଼ିଶାରେ କରୋନା ସଂକ୍ରମଣ ମାମଲା ବଢ଼ୁଥିବା ବେଳେ ମୟୂରଭଞ୍ଜ ଜିଲ୍ଲାର ଜେଲରେ ପଶିଛି କରୋନା । ରାଇରଙ୍ଗପୁର ଉପକାରାଗାରର ୧୬ ଜଣ ଅନ୍ତେବାସୀ କୋଭିଡ୍ ସଂକ୍ରମିତ ଟିହ୍ନଟ ହୋଇଛନ୍ତି । ସୂଚନା ଅନୁସାରେ, ୨୬ଟି ନମୁନା ରାଇରଙ୍ଗପୁର ଉପଖଣ୍ଡ ଡାକ୍ତରଖାନାକୁ ପଠା ଯାଇଥିବା ବେଳେ…

SCB ମେଡିକାଲ ନର୍ସିଂ କଲେଜ ଅନ୍ୟାଦେଶ ଯାଏ ବନ୍ଦ

କଟକ: ଏସସିବି ମେଡିକାଲ ନର୍ସିଂ କଲେଜ ବନ୍ଦ । ଅନ୍ୟାଦେଶ ଯାଏ ବନ୍ଦ ରହିବ । କରୋନା ସଂକ୍ରମଣ ବୃଦ୍ଧି ଯୋଗୁଁ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ନିର୍ଦ୍ଦେଶରେ ବନ୍ଦ ରହିବ ନର୍ସିଂ କଲେଜ । ଆଜି ସଂଧ୍ୟା ୫ଟା ସୁଦ୍ଧା ହଷ୍ଟେଲ ଛାଡ଼ିବାକୁ ଅନ୍ତେବାସୀଙ୍କୁ…

୭୦ ଦିନରେ ରାଜ୍ୟରେ ଦିଆଯାଇଛି ୪୦ ଲକ୍ଷ ଡୋଜ୍ ଟିକା

ଭୁବନେଶ୍ୱର: ଜାନୁଆରୀ ୧୬ ରାଷ୍ଟ୍ରୀୟ ଟିକାକରଣ ଦିବସରୁ ଆରମ୍ଭ ହୋଇଥିବା ଟିକାକରଣ ରାଜ୍ୟରେ ଜାରି ରହିଛି । ଏପ୍ରିଲ୍ ୯ ସୁଦ୍ଧା ୭୦ ଦିନ ଭିତରେ ଓଡ଼ିଶା ୪୦ ଲକ୍ଷ ଡୋଜ୍ କୋଭିଟ୍ ଟିକା ଦେଇଛି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେବା ସହ ଏଥିପାଇଁ…

କୋଭିଡ୍ ହସ୍ପିଟାଲରେ ନିଆଁ ଲାଗି ୪ ମୃତ, ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ

ମୁମ୍ବାଇ: ମହାରାଷ୍ଟ୍ରର ନାଗପୁର ସହରର ୱେଲଟ୍ରିଟ୍ କୋଭିଡ୍ ହସ୍ପିଟାଲରେ ନିଆଁ ଲାଗି ୪ ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ କିଛି ଜଣ ଆହତ ହୋଇଛନ୍ତି । ଏହାକୁ ନେଇ ଶୋକବ୍ୟକ୍ତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ…

ଦିନକରେ ସର୍ବାଧିକ ୧୩୭୪ କରୋନା ପଜିଟିଭ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ…

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୨୯ ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଛନ୍ତି ୧୩୭୪ ନୂଆ ଆକ୍ରାନ୍ତ । ଏମାନଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୮୧୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୫୬୨ଟି । ତନ୍ମଧ୍ୟରୁ ସୁନ୍ଦରଗଡରୁ…

ଉଦଘାଟନୀ ମ୍ୟାଚ୍ ହାରିବା ପରେ ଏମିତି କହିଲେ ରୋହିତ ଶର୍ମା…

ଚେନ୍ନାଇ: ଇଣ୍ଡିଆନ୍ ପ୍ରିମିୟର୍ ଲିଗ୍ (IPL)ରେ ନବମ ଥର ପାଇଁ ପ୍ରଥମ ମ୍ୟାଚରେ ପରାଜୟ ବରଣ କରିଛି ମୁମ୍ବାଇ ଇଣ୍ଡିଆନ୍ସ । ହାରକୁ ନେଇ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ରୋହିତ ଶର୍ମା କହିଛନ୍ତି ଆମେ ନିରାଶ ନୁହଁ । କାରଣ ‘ଚାମ୍ପିଅନସିପ୍ ଜିତିବା ମହତ୍ତ୍ୱପୂର୍ଣ୍ଣ, ମ୍ୟାଚ୍ ନୁହେଁ ।’…

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ; ଚତୁର୍ଥ ପର୍ଯ୍ୟାୟ ମତଦାନ ଜାରି

କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଚତୁର୍ଥ ମତଦାନ ସକାଳ ୭ଟାରୁ ଚାଲିଛି । ୫ ଜିଲ୍ଲାର ୪୪ଟି ଆସନ ପାଇଁ ହେଉଛି ଭୋଟ୍ ଗ୍ରହଣ । ମୈଦାନରେ ୩୭୩ ଜଣ ପ୍ରାର୍ଥୀ ନିଜ ନିଜ ଭାଗ୍ୟ ପରୀକ୍ଷା କରୁଛନ୍ତି । ଚତୁର୍ଥ ପର୍ଯ୍ୟାୟରେ ହାଇପ୍ରୋଫାଇଲ୍ ମୁକାବିଲାରେ ବିଜେପିର ୨ ସାଂସଦ, ବିଧାୟକ…

ବାଙ୍ଗାଲୋର ସମ୍ମୁଖରେ ୧୬୦ ରନର ଲକ୍ଷ୍ୟ, ହର୍ଷଲଙ୍କୁ ୫ ଉଇକେଟ

ଚେନ୍ନାଇ: ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଶୁକ୍ରବାର ଆଇପିଏଲ ଆରମ୍ଭ ହୋଇଯାଇଛି । ଉଦଘାଟନୀ ମୁକାବିଲାରେ ପ୍ରଥମେ ବ୍ୟାଟିଂ କରି ମୁମ୍ବାଇ ଇଣ୍ଡିଆନ୍ସ ୧୬୦ ରନର ବିଜୟ ଲକ୍ଷ୍ୟ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ସମ୍ମୁଖରେ ରଖିଛି । ଟସ୍ ଜିତି ବାଙ୍ଗାଲୋର ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି…

କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ସିଲ୍ ହେଲା ଆରସିଏମ କଲେଜ

ଭୁବନେଶ୍ବର : ମହଙ୍ଗା ପଡ଼ିଲା କୋଭିଡ ନିୟମ ଉଲ୍ଲଂଘନ । କରୋନା ଗାଇଡଲାଇନ୍ ଉଲ୍ଲଂଘନ ଅଭିଯୋଗରେ ସିଲ୍ ହୋଇଛି ରିଜିଓନାଲ କଲେଜ୍ ଅଫ୍ ମ୍ୟାନେଜମେଣ୍ଟ ବା ଆରସିଏମ୍ କଲେଜ୍ । ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି । କୋଭିଡ କଟକଣାକୁ ଦୁଷ୍ଟିରେ ରଖି କୌଣସି ସାଂସ୍କୃତିକ…