Latest Odisha News

BREAKING NEWS

Browsing Category

ଫିଚର

ଦିଲ୍ଲୀ ଗଙ୍ଗାରାମ ହସ୍ପିଟାଲର ୩୭ ଡାକ୍ତର କରୋନା ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ ରାଜଧାନୀ ଦିଲ୍ଲୀରେ ପୁଣି ଭୟଙ୍କର ରୂପ ଧାରଣ କଲାଣି କରୋନା । ଦୈନିକ ସଂକ୍ରମଣ ୭ହଜାର ପାର କଲାଣି । ଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ୩୭ ଜଣ ଡାକ୍ତର କରୋନା ସଂକ୍ରମିତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି ।…

ଆଜିଠୁ ବ୍ରହ୍ମପୁରରେ ମାଆ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା, କୋଭିଡ୍ କଟକଣାରେ ପାଳନ

ବ୍ରହ୍ମପୁର: ଆଜିଠୁ ଆରମ୍ଭ ହେଉଛି ବ୍ରହ୍ମପୁରର ପ୍ରସିଦ୍ଧ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା । ଶାଶୁ ଘରୁ ବାପା ଘରକୁ ଆଗମନ କରିବେ ମାଆ ସାଆନ୍ତାଣୀ । ମଧ୍ୟରାତ୍ରିରେ ମାଆଙ୍କ ଆଗମନ ନେଇ ଲଗ୍ନ ସ୍ଥିର ହୋଇଛି । ଏଥିପାଇଁ ଦେଶୀ ବେହେରା ସାହିରେ ସରିଛି ସମସ୍ତ ପ୍ରସ୍ତତି । କୋଭିଡ୍ କଟକଣା ଯୋଗୁ…

ଓଡ଼ିଶାରେ ହଜାରେ ଡେଇଁଲା ଦୈନିକ ସଂକ୍ରମଣ, ଦିନକରେ ୧୨୮୨ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କରୋନାର ମାରୁଛି ଲମ୍ବା ଲମ୍ଫ । ଆଜି ହଜାରେ ପାର କରିଛି ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ୧୨ଶହ ୮୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ର୭୫୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୫୨୭ଟି । ୨୮ ଜିଲ୍ଲାରୁ ପଜିଟିଭ୍ ଚିହ୍ନଟ ହୋଇଛନ୍ତି…

ଆଗାମୀ ୪ ଦିନ ଯାଏ କାଳବୈଶାଖୀ, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଗୁରୁବାର ଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଥିବା କାଳବୈଶାଖୀ ଆଉ ୪ ଦିନ ଲାଗି ରହିବ । ଏନେଇ ପାଣିପାଗ ବିଭାଗ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । କାଳବୈଶାଖୀ ଫଳରେ ତାତି ଓ ଗୁଳୁଗୁଳିରୁ ଆଶ୍ୱସ୍ତ ମିଳିଛି । ୧୨ ତାରିଖ ଯାଏ କାଳବୈଶାଖୀ ବର୍ଷା ଜାରି…

IIT ରୁରକୀରେ ୯୦ ଛାତ୍ରଛାତ୍ରୀଙ୍କୁ କରୋନା, ସିଲ୍ ହେଲା ହଷ୍ଟେଲ

ରୁରକୀ: ଉତ୍ତରାଖଣ୍ଡ ରୁରକୀ ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (IIT)ର ୯୦ ଜଣ ଛାତ୍ରଛାତ୍ରୀ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ଆଇଆଇଟି ରୁରକୀର ମିଡିଆ ସେଲ୍ ଇନଚାର୍ଜ ସୋନିକା ଶ୍ରୀବାସ୍ତବ ସୂଚନା ଦେଇଛନ୍ତି । ପାଖାପାଖି ଶହେ ଜଣ ଛାତ୍ରଛାତ୍ରୀ କରୋନା ସଂକ୍ରମିତ…

ଆଜିଠୁ ଆଇପିଏଲ୍ ମହାସମର, ଉଦଘାଟନୀ ମ୍ୟାଚରେ ମୁମ୍ବାଇ-ବେଙ୍ଗଳୁରୁ ମୁକାବିଲା

ଚେନ୍ନାଇ: ଫଟାଫଟ୍ କ୍ରିକେଟ୍ ଆଇପିଏଲର ୧୪ ତମ ସଂସ୍କରଣ ଆଜିଠୁ ଆରମ୍ଭ ହେବ । ଉଦଘାଟନୀ ମ୍ୟାଚକୁ ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା । ଚେନ୍ନାଇରେ ମୁମ୍ବାଇ ଇଣ୍ଡିଆନ୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗଳୁରୁ ମଧ୍ୟରେ ମୁକାବିଲାରୁ ଆରମ୍ଭ ହେବ ଆଇପିଏଲ୍ ମହାସମର । ମହାମାରୀ କରୋନା ବ୍ୟାପୁଥିବାରୁ…

କରୋନା ପାଇଁ ଛତିଶଗଡ଼କୁ ଗାଡ଼ି ମୋଟର ବନ୍ଦ

ଭୁବନେଶ୍ବର : ରାଜ୍ୟରେ ଦୃତ ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ । ଏହାକୁ ନଜରରେ ରଖି କଠୋର ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ପଡ଼ୋଶୀ ଛତିଶଗଡ଼ରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ଛତିଶଗଡ଼କୁ ଯାତାୟାତ ଉପରେ କଟକଣା ଜାରି କରିଛନ୍ତି ରାଜ୍ୟ ସରକାର । ଉଭୟ…

ଲାଗୁ ହେଲା କଟକଣା, ନେଗେଟିଭ୍ ରିପୋର୍ଟ ନଥିଲେ କ୍ବାରେଣ୍ଟାଇନ

ଭୁବନେଶ୍ବର : କରୋନା ସଂକ୍ରମଣ ବଢୁଥିବାରୁ ରାଜ୍ୟରେ କଡ଼ାକଡ଼ି ହେଲା କଟକଣା । ରାଜ୍ୟ ବାହାରୁ ଫେରୁଥିବା ଲୋକଙ୍କ ପାଇଁ ଜାରି ହୋଇଛି ନୂଆ ଗାଇଡ୍ ଲାଇନ୍ । ଯଦି କୌଣସି ବ୍ୟକ୍ତି ବାହାର ରାଜ୍ୟରୁ ଓଡ଼ିଶାକୁ ଫେରୁଛନ୍ତି, ତେବେ ସେମାନେ ୭୨ ଘଣ୍ଟା ପୂର୍ବର କୋଭିଡ୍ ଆରଟି-ପିସିଆର୍…

ଆଇପିଏଲ: ଚାମ୍ପିୟନ ମୁମ୍ବାଇ ଓ ବାଙ୍ଗାଲୋର ମଧ୍ୟରେ ଉଦଘାଟନୀ ମୁକାବିଲା

ଚେନ୍ନାଇ: କରୋନା ମହାମାରୀ କାଳରେ ପୁନର୍ବାର ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୪ତମ ସଂସ୍କରଣ । ୫ଥର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ବିରାଟ କୋହଲି ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ଉଦଘାଟନୀ ମୁକାବିଲାରେ ଭେଟିବ । ସନ୍ଧ୍ୟା ୭ଟା୩୦ରେ ବିନା ଦର୍ଶକରେ ଏହି…

୪୦ ଡିଗ୍ରୀ ଉପରେ ରାଜ୍ୟର ୯ଟି ସହରର ତାପମାତ୍ରା

ଭୁବନେଶ୍ବର : ତାତିରେ ଆଉଟୁ ପାଉଟୁ ସାରା ରାଜ୍ୟ । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଅସ୍ତବ୍ୟସ୍ତ ହେଲାଣି ଜନଜୀବନ । ଆଜି ଉପକୂଳବର୍ତ୍ତି ଜିଲ୍ଲାରେ ପାରଦ ସାମାନ୍ୟା ହ୍ରାସ ପାଇଛି ସତ । ହେଲେ ସୂର୍ଯ୍ୟଙ୍କ ପ୍ରକୋପରେ ତାତିଛି ପଶ୍ଚିମ ଓଡ଼ିଶା । ଆଜି ୪୨ ଡିଗ୍ରୀ ସହ ଟିଟିଲାଗଡ଼ରେ ସର୍ବୋଚ୍ଚ…