Latest Odisha News

BREAKING NEWS

Browsing Category

ଫିଚର

ବିରୋଧ ସତ୍ତ୍ୱେ କୋଟିଆରେ ଆନ୍ଧ୍ରର ନିର୍ବାଚନ, ପ୍ରଶାସନ ମୁହାଁମୁହିଁ

କୋରାପୁଟ: ପୁଣି କୋରାପୁଟ କୋଟିଆରେ ପଶି ଆନ୍ଧ୍ର ଦାଦାଗିରି କରିଛି । ଓଡ଼ିଶାର ବିରୋଧ ସତ୍ତ୍ୱେ ଆନ୍ଧ୍ର ଆଜି ନିର୍ବାଚନ କରୁଛି । ଏହାକୁ ନେଇ କୋରାପୁଟ ଜିଲ୍ଲା ପ୍ରଶାସନ ଆପତ୍ତି ଉଠାଇଛି । କୋଟିଆର ନେରିଡିୱାଲାସରେ ଆନ୍ଧ୍ର ପୋଲିଂ ବୁଥ୍ କରିଛି । ଏଥିରେ କୋଟିଆ ଅଞ୍ଚଳର ୫ରୁ ୭ ଜଣ ଭୋଟ୍…

ଦେଖା ଦେବନି ରକ୍ତାଭାବ, A ବ୍ଲଡ୍ ଗ୍ରୁପ ବି ସମସ୍ତଙ୍କୁ ଦେଇପାରିବେ ରକ୍ତ

ନୂଆଦିଲ୍ଲୀ: ଚିକିତ୍ସା ବିଜ୍ଞାନକୁ ଆଉ ଏକ ବଡ଼ ସଫଳତା । ଅନେକ ସମୟରେ ଅଧିକାଂଶ ରୋଗୀ ରକ୍ତାଭାବ ସହ ଯୁଝିଥାନ୍ତି । କାରଣ ସେମାନଙ୍କ ବ୍ଲଡ୍ ଗ୍ରୁପର ରକ୍ତ ଉପଲବ୍ଧ ନଥାଏ । ଏବେ ଆଉ ରକ୍ତାଭାବ ଦେଖାଦେବ ନାହିଁ । ଦୁନିଆରେ ଏବେ କେବଳ O ବ୍ଲଡ୍ ଗ୍ରୁପ୍ ସମସ୍ତଙ୍କୁ ରକ୍ତ ଦେଇପାରିବେ ତା’ନୁହେଁ…

କଟକରେ କୋଚିଂ ସେଣ୍ଟର ସିଲ୍ କଲା ସିଏମସି

କଟକ: କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ କଟକରେ କୋଚିଂ ସେଣ୍ଟର ସିଲ୍ । ଅରୁଣଦୋୟ ନଗରସ୍ଥିତ ମହିନ୍ଦ୍ରା କୋଚିଂ ସେଣ୍ଟରକୁ ସିଏମସି ସିଲ କରିଛି । କ୍ଳାସ ରୁମ୍‌ରେ ସାମାଜିକ ଦୂରତା ଗାଇଡଲାଇନର ଉଲ୍ଲଂଘନ ନେଇ ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ ହୋଇଛି । କିଛି ଦିନ ତଳେ ସହରରେ ଆଉ ଏକ କୋଚିଂ…

ଖୋର୍ଦ୍ଧା ଓ ସୁନ୍ଦରଗଡ଼ରେ ଉପରମୁହାଁ କରୋନା, ଆଜି ରାଜ୍ୟରୁ ୮୭୯ ପଜିଟିଭ

ଭୁବନେଶ୍ୱର: ଓଡ଼ିଶାରେ ଚଳିତବର୍ଷ କରୋନା ଭାଙ୍ଗୁଛି ରେକର୍ଡ । ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ବିଶେଷ କରି ଛତିଶଗଡ଼ ସୀମାନ୍ତ ଜିଲ୍ଲାରେ ଦୈନିକ ସଂକ୍ରମଣ ବ୍ୟାପୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮୭୯ ନୂଆ ଆକ୍ରାନ୍ତ । ଗତକାଲି ଅପେକ୍ଷା ଏହି ସଂଖ୍ୟା…

ଚିନ୍ତା ବଢ଼ାଉଛି କରୋନା ସଂକ୍ରମଣ; ଦିନକରେ ୬୮୫ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଗୁରୁବାର ଦିନ ୧,୨୬,୭୮୯ ରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ସଂଖ୍ୟା ୧,୨୯,୨୮,୫୭୪କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି ।…

ଉତ୍ତରପ୍ରଦେଶର ଏସବୁ ସ୍ଥାନରେ ଲାଗିଲା ନାଇଟକର୍ଫ୍ୟୁ

ଲକ୍ଷ୍ନୌ: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ବଢୁଛି । ତାସହ ବଢ଼ିଲା କଟକଣା । ବିଭିନ୍ନ ଜିଲ୍ଲାରେ ସଂକ୍ରମଣ ବ୍ୟାପୁଥିବାରୁ ଫେରିଲା ନାଇଟକର୍ଫ୍ୟୁ । ଲକ୍ଷ୍ନୌ, ପ୍ରୟାଗରାଜ, କାନପୁର ଓ ବାରଣାସୀରେ ଆଜିଠାରୁ ରାତ୍ରିକାଳୀନ କର୍ଫ୍ୟୁ ଜାରି କରିଛନ୍ତି ଉତ୍ତରପ୍ରଦେଶ ସରକାର । ପ୍ରୟାଗରାଜରେ…

ଟିଟିପିଏସ ବନ୍ଦ ପ୍ରତିବାଦ: ତାଳଚେରରେ ୧୨ ଘଣ୍ଟିଆ ବନ୍ଦ ପାଳନ

ତାଳଚେର(ଅନୁଗୋଳ): ଟିଟିସିଏସ୍ ବନ୍ଦକୁ ନେଇ ତେଜୁଛି ବିରୋଧ । ଆଜି ତାଳଚେରରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ସକାଳ ୬ ଟା ଠାରୁ ସନ୍ଧ୍ୟା ୬ଟା ଯାଏ ବନ୍ଦ ଡକରା ଦେଇଛି ତାଳଚେର କ୍ରିୟାନୁଷ୍ଠାନ କମିଟି । ସମସ୍ତ କୋଇଲା ଖଣିରେ ଉତ୍ପାଦନ ଓ ପରିବହନ ବନ୍ଦ କରିଛନ୍ତି ଆନ୍ଦୋଳନକାରୀ । ଫଲରେ…

ସିଆରପି ଓଭରବ୍ରିଜ ଉପରେ ଦୁର୍ଘଟଣା, ଟ୍ରକକୁ ପଛରୁ ପିଟିଲା ଟ୍ରକ୍

ଭୁବନେଶ୍ୱର: ପଛକୁ ପଛ ପିଟି ହେଲା ଟ୍ରକ୍ । ଭୁବନେଶ୍ୱର ସିଆରପି ଓଭରବ୍ରିଜ୍ ଉପରେ ଏହି ଦୁର୍ଘଟଣା ଘଟିଛି । ଏଥିରେ ଦୁଇ ଜଣ ଆହତ ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ କ୍ୟାପିଟାଲ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆଜି ସକାଳୁ ସକାଳୁ ଘଟିଛି ଏହି ଦୁର୍ଘଟଣା । ଜୟଦେବ ବିହାର ପଟରୁ…

ଭାରତରେ ବଢ଼ୁଛି କରୋନା, ନ୍ୟୁଜିଲାଣ୍ଡ ଜାରି କଲା କଟକଣା

ୱେଲିଂଟନ୍: ଭାରତରେ ବଢ଼ୁଥିବା କରୋନା ସଂକ୍ରମଣକୁ ଦେଖି ନ୍ୟୁଜିଲାଣ୍ଡ କଟକଣା ଜାରି କରିଛି । ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଜାକିଣ୍ଡା ଆର୍ଦେନ ଭାରତରୁ ନ୍ୟୁଜିଲାଣ୍ଡ ଯାଉଥିବା ଯାତ୍ରୀଙ୍କ ଗସ୍ତ ଉପରେ ସାମୟିକ ପ୍ରତିବନ୍ଧକ ଲଗାଇଛନ୍ତି ।…

କରୋନା ସ୍ଥିତି ନେଇ ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ରାଜ୍ୟରେ କରୋନା ସ୍ଥିତି ବେକାବୁ । ଲକ୍ଷେ ଟପିଛି ସଂକ୍ରମଣ । ଏଭଳି ସ୍ଥିତିରେ ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିଡିଓ କନଫରେନ୍ସିଂରେ ବୈଠକ ବସିବ । କରୋନା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ…