Latest Odisha News

BREAKING NEWS

Browsing Category

ଫିଚର

ଭୁବନେଶ୍ବରରୁ ୩୮ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ । ପଜିଟିଭ୍ ସଂଖ୍ୟା ବଢୁଥିବାରୁ ପ୍ରଶାସନର ଏହା ଉପରେ କଡ଼ା ନଜର ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୪୭୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହା ମଧ୍ୟରୁ ଖୋର୍ଦ୍ଧାରୁ ୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କିନ୍ତୁ ଏହି ୪୦…

୨ ଦିନ ବନ୍ଦ ରହିବ ମା’ ତାରିଣୀଙ୍କ ଦର୍ଶନ

କେନ୍ଦୁଝର : ଦୁଇ ଦିନ ବନ୍ଦ ରହିବ ମା’ ତାରିଣୀଙ୍କ ଦର୍ଶନ । କରୋନା ପାଇଁ ଆସନ୍ତା ୧୩ ଓ ୧୪ ତାରିଖ ଦୁଇ ଦିନ ସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏପ୍ରିଲ ୯ ତାରିଖରୁ ମା’ ତାରିଣୀଙ୍କ ଚଇତି ଯାତ୍ରା ଆରମ୍ଭ ହୋଇ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ ।…

କ୍ରମାଗତ ବିଜୟରେ ବିଶ୍ୱରେକର୍ଡ ସ୍ଥାପନ କଲା ଅଷ୍ଟ୍ରେଲିଆ ମହିଳା କ୍ରିକେଟ ଟିମ୍‌

ସିଡନୀ: ଅଷ୍ଟ୍ରେଲିଆ ମହିଳା କ୍ରିକେଟ ଟିମ୍ ଦିନିକିଆରେ କ୍ରମାଗତ ୨୧ ବିଜୟ ହାସଲ କରି ନୂତନ ବିଶ୍ୱରେକର୍ଡ ସ୍ଥାପନ କରିଛନ୍ତି । ଶନିବାର ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚରେ ବିଜୟ ହାସଲ କରି ଦଳ ଏହି କୀର୍ତିମାନ ସ୍ଥାପନ କରିଛି । ସବୁଠାରୁ ବଡ କଥା ନିଜ ଦେଶରେ ପୁରୁଷ ଟିମକୁ ପଛରେ ପକାଇ ସେମାନେ…

ବିନା ଦର୍ଶକରେ ଖେଳାଯିବ ଆଇପିଏଲ୍

ନୂଆଦିଲ୍ଲୀ : ଗତବର୍ଷ ଭଳି ଏଥର ବି ବିନା ଦର୍ଶକରେ ଖେଳାଯିବ ଆଇପିଏଲ୍ । ଦେଶରେ ହୁ ହୁ ହୋଇ କରୋନା ସଂକ୍ରମଣ ବଢୁଥିବାରୁ ବିବାନ ଦର୍ଶକରେ ଆଇପିଏଲ ମ୍ୟାଚ କରିବାକୁ ନିଷ୍ପତ୍ତି ନେଇଛି ବିସିସିଆଇ । ଦେଶରେ କରୋନାର ଦ୍ବିତୀୟ ଲହରୀ ମାଡି ଚାଲିଥିବା ବେଳେ, ଏପରି ସ୍ଥିତିରେ ଷ୍ଟାଡିୟମରେ ଦର୍ଶକ…

ମମତାଙ୍କ ରାଲୀରେ ଷଣ୍ଢ ଉପଦ୍ରବ, ଅଳ୍ପକେ ବଂଚିଲେ ମୁଖ୍ୟମନ୍ତ୍ରୀ

କୋଲକାତା: ଚଳିତ ପଶ୍ଚିମବଙ୍ଗ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟ ପାଇଁ ପ୍ରଚାର ଜୋର ସୋରରେ ଚାଲିଛି । ତେବେ ଟିଏମସି ମୁଖ୍ୟ ମମତା ବାନାର୍ଜୀ ହାୱାଡାରେ ଏକ ରୋଡ ଶୋ କରୁଥିବା ବେଳେ ହଠାତ୍ ଗୋଟେ ଷଣ୍ଢ ପସି ଆସିଥିଲା । ୧୦୦ ମିଟର ଦୂରରୁ ମମତାଙ୍କ ସୁରକ୍ଷା ପାଇଁ ନିୟୋଜିତ ସୁରକ୍ଷାକର୍ମୀ ଏବଂ…

ଭୁବନେଶ୍ବର ବିମାନବନ୍ଦରରୁ ୧୦ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଏବେ ଉପରମୁହାଁ କରୋନା ଗ୍ରାଫ୍ । ଦିନକୁ ଦିନ ବଢ଼ି ଚାଲିଛି ସଂକ୍ରମଣ ସଂଖ୍ୟା । ଖାସକରି ରାଜଧାନୀ ଭୁବନେଶ୍ବରରେ ବଢ଼ିବାରେ ଲାଗିଛି ଆକ୍ରାନ୍ତ ସଂଖ୍ୟା । ଯାହାକୁ ନେଇ ପ୍ରଶାସନର ଚିନ୍ତା ବଢ଼ିଲାଣି । ଏହି କ୍ରମରେ ଆଜି ଭୁବନେଶ୍ବର ବିମାନ ବନ୍ଦରରୁ ଚିହ୍ନଟ…

ଆଇପିଏଲ: ବାଙ୍ଗାଲୋରର ପାଡିକଲଙ୍କୁ କରୋନା

ମୁମ୍ବାଇ: ବିରାଟ କୋହଲି ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଟିମର ଓପନର ଦେବଦତ ପାଡିକଲ କରୋନା ସଂକ୍ରମିତ ହୋଇଛନ୍ତି । ଆଇପିଏଲ ୧୪ତମ ସଂସ୍କରଣରେ ହାତ ଗଣତି ଦିନ ବାକି ଥିବା ବେଳେ ଜଣଙ୍କ ପରେ ଜଣେ ଖେଳାଳି କରୋନା ପଜିଟିଭ ଜଣାପଡୁଛନ୍ତି । ବିିସିସିଆଇ ଓ ବାଙ୍ଗାଲୋର ଟିମ ପକ୍ଷରୁ…

ମହାରାଷ୍ଟ୍ରରେ ଲାଗିଲା ନାଇଟ୍ କର୍ଫ୍ୟୁ

ମହାରାଷ୍ଟ୍ର : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଡ଼ା ପଦକ୍ଷେପ ନେଇଛନ୍ତି ମହାରାଷ୍ଟ୍ର ସରକାର । କରୋନା ସଂକ୍ରମଣ ପାଇଁ ପୂରା ରାଜ୍ୟରେ ଲାଗି ହୋଇଛି ରାତ୍ରୀକାଳୀନ କର୍ଫ୍ୟୁ । ରାତି ୮ ଟାରୁ ସକାଳ ୭ ଟା ପର୍ଯ୍ୟନ୍ତ କର୍ଫ୍ୟୁ ବଳବତ୍ତର ରହିବ । ଏହି ସମୟରେ କେବଳ ଜରୁରୀକାଳୀନ ସେବା ଜାରି…

‘ଆସାମ, ବେଙ୍ଗଲ, ତାମିଲନାଡୁ ଓ ପୁଡୁଚେରୀରେ ବିଜେପି ସରକାର କରିବ’

ନୂଆଦିଲ୍ଲୀ: ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆଜି ଦୃଢ଼ତା ସହକାରେ କହିଛନ୍ତି ଆମେ ଏଥର ଆସାମ, ବେଙ୍ଗଲ, ତାମିଲନାଡୁ ଓ ପୁଡୁଚେରୀରେ ସରକାର ଗଠନ କରିବୁ । କେରଳରେ ସରକାର ଗଠନ ନେଇ ସେ ସ୍ପଷ୍ଟ କରି କହି ନ ଥିଲେ ମଧ୍ୟ ଭଲ ପ୍ରଦର୍ଶନ କରିବେ ବୋଲି କହିଛନ୍ତି । ଆସାମର ବିଜେପି…

୭ କର୍ମଚାରୀ କରୋନା ସଂକ୍ରମିତ, ଏସବିଆଇ ମୁଖ୍ୟ ଶାଖା ସିଲ୍

ଭୁବନେଶ୍ୱର: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ)ର ମୁଖ୍ୟ ଶାଖାର ୭ ଜଣ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) ରବିବାର ଦିନ ଅଫିସକୁ ସିଲ୍ କରିଛି। ବିଏମସି କମିଶନର ପ୍ରେମ ଚନ୍ଦ୍ର ଚୌଧୁରୀଙ୍କ ସୂଚନା ଅନୁଯାୟୀ ୟୁନିଟ୍ ୧…