Latest Odisha News

BREAKING NEWS

Browsing Category

ଫିଚର

ରାଜ୍ୟରେ ୨ ଦିନ ଯାଏଁ କମିବ ତାତି

ଭୁବନେଶ୍ୱର: ଆଗାମୀ ଦୁଇ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ ହ୍ରାସ ପାଇବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରାଜ୍ୟର ୧୦ଟି ସ୍ଥାନରେ ତାପମାତ୍ରା ୪୦ ରୁ ୪୩ ଡିଗ୍ରୀ ସେଲସିୟସ ମଧ୍ୟରେ ରହିଥିଲା। ବୌଦ୍ଧରେ ସର୍ବାଧିକ…

ବାଚସ୍ପତିଙ୍କ ଉପରକୁ ଚପଲ ଫୋପାଡିଲେ ବିରୋଧୀ

ଭୁବନେଶ୍ୱର: ଲୋକାୟୁକ୍ତ ସଂଶୋଧନ ବିଲକୁ ବିରୋଧ କରି ବିଧାନସଭାରେ ଆଜି ଅଭାବନୀୟ ଘଟଣା ଘଟିଛି । ବିରୋଧୀ ବିଧାୟକ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଉପରକୁ ଚପଲ ଫୋପାଡିଥିବା ଅଭିଯୋଗ ହୋଇଛି । ।ବିନା ଆଲୋଚନାରେ ଲୋକାୟୁକ୍ତ ବିଲ୍ ପାସ କରିଥିବାରୁ ଏହାକୁ ବିରୋଧ କରି ଚପଲ ଫିଙ୍ଗିଥିବା…

ଛତିଶଗଡ଼ରେ ମାଡୁଛି ମହାମାରୀ, ପଶ୍ଚିମ ଓଡ଼ିଶା ଏହି ୪ ଜିଲ୍ଲାରେ ବଢୁଛି ଭାଇରସ୍ ଭୟ

ଭୁବନେଶ୍ୱର: ଛତିଶଗଡ଼ରେ କରୋନା କେସ୍ ଉପରମୁହାଁ । ସେଠି ବଢୁଛି ଦୈନିକ ସଂକ୍ରମଣ । ସୀମାନ୍ତବର୍ତ୍ତୀ ପଶ୍ଚିମ ଓଡ଼ିଶା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି । ୪ଟି ଜିଲ୍ଲା ନୂଆପଡ଼ା, ସୁନ୍ଦରଗଡ଼, ବରଗଡ଼ ଓ କଳାହାଣ୍ଡି ଜିଲ୍ଲାରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହେଇଛି । ଏସବୁ…

କରୋନା ସଂକ୍ରମଣରେ ଅନ୍ୟ ରାଜ୍ୟ ତୁଳନାରେ ଭଲ ସ୍ଥିତିରେ ଅଛି ଓଡ଼ିଶା: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଦୁଇ ମାସ ପରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଇଛି । ପାଞ୍ଚ ଶହ ମୁହାଁ ହେଲାଣି । ତେବେ ଭାରତରେ ବିଭିନ୍ନ ରାଜ୍ୟ ତୁଳନାରେ ଓଡ଼ିଶାର ସ୍ଥିତି ଭଲ ଅଛି । ସରକାର ସ୍ଥିତି ଉପରେ ତୀକ୍ଷଣ ନଜର ରଖିଛନ୍ତି । ଏହି ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ।…

ବଢ଼ିଲା ପଜିଟିଭ୍ କେସ୍, ରାଜ୍ୟକୁ ଫେରିଲା କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନାର ଦୈନିକ ସଂକ୍ରମଣ । କଡ଼ାକଡ଼ି ହେଉଛି କଟକଣା । ସଂକ୍ରମଣ ପାଞ୍ଚ ଶହ ମୁହାଁ ହୋଇଥିବା ବେଳେ ମୁକାବିଲା ପାଇଁ ପୁଣି ଫେରିଲା କଣ୍ଟେନମେଣ୍ଟ ଜୋନ୍ । କଳାହାଣ୍ଡି ଜିଲ୍ଲା ବୃନ୍ଦାବାହାଳ ପଞ୍ଚାୟତ ଲିମସେର ଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି ।…

ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଛାତ୍ରଛାତ୍ରୀଙ୍କୁ ସଫଳତାର ମନ୍ତ୍ର ଦେଲେ ଉପରାଷ୍ଟ୍ରପତି

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଦୀକ୍ଷାନ୍ତ ଭାଷଣରେ ଛାତ୍ରଛାତ୍ରୀଙ୍କୁ ସଫଳତାର ମନ୍ତ୍ର ଦେଇଛନ୍ତି । ଓଡ଼ିଆରେ ସେ ଭାଷଣ ଆରମ୍ଭ କରିଥିଲେ । ଉପରାଷ୍ଟ୍ରପତି କହିଛନ୍ତି, ଚରିତ୍ର ଗଠନ ସହ ଶିକ୍ଷା ସଫଳ ଜୀବନର…

ଏମ୍ସ ଆଇସିୟୁରୁ ସ୍ୱତନ୍ତ୍ର କ୍ୟାବିନକୁ ଆସିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ନୂଆଦିଲ୍ଲୀ: ବାଇପାସ୍ ସର୍ଜରୀ ପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଆସୁଛି । ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଦିଲ୍ଲୀ ଏମ୍ସର ଆଇସିୟରୁ ସ୍ୱତନ୍ତ୍ର ରୁମକୁ ଅଣାଯାଇଛି । ଲଗାତାର ରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେଉଛି । ଡାକ୍ତରୀ…

ନିର୍ଦ୍ଧାରିତ ଅବଧି ପୂର୍ବରୁ ସରିପାରେ ବିଧାନସଭା ବଜେଟ୍ ଅଧିବେଶନ

ଭୁବନେଶ୍ୱର: ଚଳିତ ଥର ବିଧାନସଭାର ବଜେଟ୍ ଅଧିବେଶନ ନିର୍ଦ୍ଧାରିତ ଅବଧି ପୂର୍ବରୁ ଶେଷ ହେବାର ସମ୍ଭାବନା ରହିଛି। ସୂଚନା ଅନୁଯାୟୀ ଆଜି ଗୃହରେ ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ ୨୦୧୯-୨୦ର ସିଏଜି ରିପୋର୍ଟ ଉପସ୍ଥାପନ କରିବେ । ଗୋଟିଏ ବିଲ୍ ଓ ୪ଟି ସଂଶୋଧନ ବିଲ୍ ଉପରେ ମଧ୍ୟ ଆଲୋଚନା କରାଯିବ।…

୨୮ ଜିଲ୍ଲାରୁ ୪୫୨ କୋଭିଡ୍ ସଂକ୍ରମିତ ଚିହ୍ନଟ, ମାଲକାନଗିରିକୁ ଫେରିଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗତ ୨ ଦିନ ହେଲା ଦୈନିକ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ୪୦୦ ଉପରେ ରହୁଛି । ଗତ ୪୨ ଘଣ୍ଟାରେ ରାଜ୍ୟର ୨୮ ଜିଲ୍ଲାରୁ ୪୫୨ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୨୬୭ଟି ମାମଲା ଆସିଥିବା ବେଳେ ୧୮୫ଟି ହେଉଛି ସ୍ଥାନୀୟ ସଂକ୍ରମଣ ମାମଲା । ଖୋର୍ଦ୍ଧା…

ରାକେଶ ଟିକାୟତଙ୍କ ଗାଡ଼ି ଉପରେ ଆକ୍ରମଣ ଅଭିଯୋଗରେ ୧୪ ଜଣ ଗିରଫ

ଚଣ୍ଡିଗଡ଼: ରାଜସ୍ଥାନର ଅଲୱର ଜିଲ୍ଲାରେ ରାକେଶ ଟିକାୟତଙ୍କ ଉପରେ ଆକ୍ରମଣ ଅଭିଯୋଗରେ ୧୪ ଜଣଙ୍କୁ ଗିରଫ କରିଛି ପୋଲିସ । କଳା ପତାକା ଦେଖାଇବା ଓ ଗାଡ଼ି ଉପରକୁ ଆକ୍ରମଣ ଅଭିଯୋଗରେ ପୋଲିସ ଏହି କାର୍ଯ୍ୟାନୁଷ୍ଠନ ନେଇଛି । କୃଷକ ଆନ୍ଦୋଳନର ନେତୃତ୍ୱ ନେଉଥିବା ରାକେଶ ଟିକାୟତଙ୍କ ଗାଡ଼ି ଉପରେ…