Latest Odisha News

BREAKING NEWS

Browsing Category

ଫିଚର

ଭୁବନେଶ୍ୱରରୁ ଆବୁଧାବି ସିଧାସଳଖ ବିମାନ ଉଡ଼ାଣ, ଏହି ମାସରୁ ଆରମ୍ଭ 

ଭୁବନେଶ୍ୱର: ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରୁ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରାଜଧାନୀ ଆବୁଧାବିକୁ ସିଧାସଳଖ ବିମାନ ସେବା ଜୁନ୍ ୨୦୨୫ରୁ ଆରମ୍ଭ ହେବ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ଦିନ ସୂଚନା ଦେଇଛନ୍ତି। ଏହି ସେବା ବିଲଡିଂ ଆଣ୍ଡ ମ୍ୟାନେଜମେଣ୍ଟ ଅଫ୍ ଆଭିଏସନ୍ ଆସେଟ୍ସ…

ଏନଆଇଏର ଅପିଲ; ପହଲଗାମ ଆକ୍ରମଣ ସହ ଜଡ଼ିତ ଫଟୋ, ଭିଡିଓ ଥିଲେ ସେୟାର କରନ୍ତୁ…

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣର ତଦନ୍ତ କରୁଛି ଏନଆଇଏ। ଏହାରି ମଧ୍ୟରେ ଏନଆଇଏ ଆକ୍ରମଣ ସମୟରେ ପହଲଗାମରେ ଥିବା ସମସ୍ତ ପର୍ଯ୍ୟଟକ ଏବଂ ସ୍ଥାନୀୟ ଲୋକଙ୍କୁ ଏକ ଅପିଲ କରିଛି। ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସହିତ ଜଡିତ କୌଣସି ସୂଚନା, ଫଟୋଗ୍ରାଫ୍…

ଓଡ଼ିଶାରେ ବାଜିଲା ସାଇରନ୍, ୧୨ ଜିଲ୍ଲାରେ ମକଡ୍ରିଲ୍ 

ଭୁବନେଶ୍ୱର: ପହଲଗାମରେ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ପର୍ଯ୍ୟଟକଙ୍କର ମୃତ୍ୟୁ ହୋଇଥିଲା। ଯାହା ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଏସବୁ ପରିସ୍ଥିତି ମଧ୍ୟରେ ଗୃହ ମନ୍ତ୍ରଣାଳୟ ଦ୍ଵାରା ଦେଶବ୍ୟାପୀ ନାଗରିକ ମାନଙ୍କ ସୁରକ୍ଷା ପାଇଁ ବୁଧବାର ଦିନ ମକ୍…

କେମିତି ଥିଲା ‘ଅପରେସନ ସିନ୍ଦୂର’, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ: ଏପ୍ରିଲ ୨୨ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ରେ ୨୬ ନିରୀହ ପର୍ଯ୍ୟଟକଙ୍କ ଜୀବନ ଚାଲିଯାଇଥିଲା। ସେହି ଆକ୍ରମଣରେ ଧର୍ମ ପଚାରି ହତ୍ୟା କରାଯାଇଥିଲା ଯାହାର ଫଳସ୍ଵରୁପ ଅନେକ ମହିଳାଙ୍କ ମୁଣ୍ଡରୁ ସିନ୍ଦୂର ଲିଭି ଯାଇଥିଲା। ଯାହା ପରେ ଭାରତ ପାକିସ୍ତାନ ବିରୋଧରେ କଡା…

ରାଜ୍ୟ ସରକାର ୩ ସମନ୍ୱିତ ଆୟୁଷ ଚିକିତ୍ସାଳୟ ପ୍ରତିଷ୍ଠା କରିବେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର ସ୍ଥିତ ଡଃ ଅଭିନଚନ୍ଦ୍ର ହୋମିଓପାଥିକ୍ ମେଡିକାଲ କଲେଜ ଓ ହସ୍ପିଟାଲର ଛାତ୍ର ସଂସଦର ବାର୍ଷିକ ଉତ୍ସବରେ ଯୋଗ ଦେଇ ଏକ ନୂତନ ଏମରଜେନ୍ସି ୟୁନିଟର ଶିଳାନ୍ୟାସ କରିବା ସହିତ କଲେଜ୍‌ରେ ଏକ ହୋମିଓପାଥି ଗବେଷଣା ଓ ବିଶ୍ଳେଷଣ ବିଭାଗ…

ଦୀଘା ଜଗନ୍ନାଥ ମନ୍ଦିର ବିବାଦକୁ ନେଇ ଇସ୍କନକୁ ଚିଠି ଲେଖିଲେ ଗଜପତି ମହାରାଜା

ଭୁବନେଶ୍ୱର: ପଶ୍ଚିମବଙ୍ଗ ଦୀଘାରେ ନବ ନିର୍ମିତ ଜଗନ୍ନାଥ ମନ୍ଦିର ପାଇଁ 'ଧାମ' ଟ୍ୟାଗ୍ ବ୍ୟବହାରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଏନେଇ ଗଜପତି ମହାରାଜା ଦିବ୍ୟସିଂହ ଦେବ ବୁଧବାର ଇସ୍କନର ହସ୍ତକ୍ଷେପ ଲୋଡ଼ିଛନ୍ତି। ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଗଜପତି…

କାଲିଠୁ କଲବଲ କରିବ ତାତି, ହିଟୱେଭ ଆଲର୍ଟ ଜାରି

ଭୁବନେଶ୍ୱର: ମେ ୮ରୁ ୧୩ ପର୍ଯ୍ୟନ୍ତ ଓଡ଼ିଶାରେ ଗରମ ସହ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ବୁଧବାର ସୂଚନା ଦେଇଛି। ମେ ୭ରେ ଅପରାହ୍ନ/ସନ୍ଧ୍ୟା ସମୟରେ ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ,…

ଅପରେସନ ସିନ୍ଦୁର ପାଇଁ ଦେଶରେ ଆଲର୍ଟ; ୧୮ ଏୟାରପୋର୍ଟ ବନ୍ଦ, ୨୦୦ ଫ୍ଲାଇଟ ବାତିଲ

ନୂଆଦିଲ୍ଲୀ: ଜମ୍ମୁ ଏବଂ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ୱରୂପ ଭାରତୀୟ ସେନା ମଧ୍ୟରାତ୍ରୀରେ ପାକିସ୍ତାନରେ ୯ଟି ଆତଙ୍କବାଦୀ ଆଡ୍ଡା ଉପରେ ଏୟାର ଷ୍ଟ୍ରାଇକ କରିଥିଲା। 'ଅପରେସନ୍ ସିନ୍ଦୂର' ଅଧୀନରେ ଭାରତ ପାକିସ୍ତାନରେ ଥିବା ଆତଙ୍କବାଦୀ ଶିବିର ଉପରେ…

ବିଜୁ ବାବୁଙ୍କୁ ସମ୍ମାନ ଜଣାଇଲା ଋଷ; ଦୂତାବାସରେ ସ୍ମାରକୀ ଫଳକ ଉନ୍ମୋଚିତ

ଭୁବନେଶ୍ୱର: ନାଜିବାଦ ବିରୁଦ୍ଧରେ ଋଷ ବିଜୟର ୮୦ ତମ ବାର୍ଷିକୀ ଉତ୍ସବ ପାଳନ କରୁଛି। ଏହି ଅବସରରେ ଓଡ଼ିଆ ବୀର ପୁଅ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ସମ୍ମାନ ଜଣାଇଛି ଋଷ। ତେବେ ବିଜୟ ଉତ୍ସବ ପାଇଁ ମେ ୯ ତାରିଖରେ ମସ୍କୋରେ ବିଶାଳ କାର୍ଯ୍ୟକ୍ରମ ଆୟୋଜନ ହେବ। ଦ୍ଵିତୀୟ…

ସଡ଼କ ଦୁର୍ଘଟଣାରେ ପୀଡ଼ିତଙ୍କୁ ୧.୫ ଲକ୍ଷ ଟଙ୍କା ଯାଏଁ ମିଳିବ ମାଗଣା ଚିକିତ୍ସା  

ନୂଆଦିଲ୍ଲୀ: ସଡ଼କ ଦୁର୍ଘଟଣାରେ ପୀଡ଼ିତଙ୍କୁ ୧.୫ ଲକ୍ଷ ଟଙ୍କା ଯାଏଁ ମିଳିବ ମାଗଣା ଚିକିତ୍ସା। ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ଜାରି ହୋଇଥିବା ବିଜ୍ଞପ୍ତି ରେ ସଡ଼କ ଦୁର୍ଘଟଣା ରେ ପିଡୀତ ବ୍ୟକ୍ତି ବିଶେଷ ଙ୍କ ପାଇଁ ଭାରତ ସରକାର କରିଥିବା ଯୋଜନା ବିଷୟରେ ଦର୍ଶାଯାଇଛି।…