Latest Odisha News

BREAKING NEWS

Browsing Category

ଫିଚର

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୨୧ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ କରୋନା ଉପରମୁହାଁ ଥିବା ବେଳେ, ଆଜି ସୁସ୍ଥ ହୋଇଛନ୍ତି ଆଉ ୧୨୧ ଆକ୍ରାନ୍ତ । ସମସ୍ତ ଆକ୍ରାନ୍ତଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଥିବା ନେଇ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁନ୍ଦରଗଡ଼ରୁ ସର୍ବାଧିକ ୨୦ ଜଣ ସୁସ୍ଥ ହୋଇଥିବା ବେଳେ, କଟକରୁ ୧୮,…

ଖୁବ୍ ଶୀଘ୍ର ଆରମ୍ଭ ହେବ ମାଧୁରୀ, ଅନୀଲଙ୍କ ତେଜାବର ରିମେକ୍‌

ମୁମ୍ବାଇ: ଧକ୍ ଧକ୍ ଗାର୍ଲ ମାଧୁରୀ ଦୀକ୍ଷିତ ଓ ଅନୀଲ କାପୁର ଅଭିନୀତ ବହୁ ଚର୍ଚ୍ଚିତ ତେଜାବ ଫିଲ୍ମର ରିମେକର ଶୁଟିଂ ଖୁବ୍ ଶୀଘ୍ର ଆରମ୍ଭ ହେବ । ଏହାର ରାଇଟ୍ସ ମୁରାଦ ଖେତାନୀ ହାତେଇବାରେ ସଫଳ ହୋଇଛନ୍ତି । ଭୁଲଭୁଲେୟାର୨ ପରେ ଖେତାନୀ ଏହି ଫିଲ୍ମର ଶୁଟିଂ ଆରମ୍ଭ କରିବେ ବୋଲି ସୂଚନା…

ଆଇପିଏଲକୁ ଛୁଇଁଲା କରୋନା ସଙ୍କଟ: ନୀତିଶ ରାଣାଙ୍କ ରିପୋର୍ଟ ପଜିଟିଭ

ମୁମ୍ବାଇ:ଇଣ୍ଡିଆନ ପ୍ରିମିୟର ଲିଗର ଆଗାମୀ ସଂସ୍କରଣ ପାଇଁ ଜୋରଦାର ପ୍ରସ୍ତୁତି ଚାଲିଥିବା ବେଳେ ଏଥିରେ ଏବେ କରୋନା ସଙ୍କଟ ଦେଖା ଦେଇଛି । ଆଇପିଏଲର ୮ ଦିନ ପୂର୍ବରୁ କୋଲକାତା ନାଇଟ ରାଇଡର୍ସର ନୀତିଶ ରାଣାଙ୍କ କୋଭିଡ-୧୯ ରିପୋର୍ଟ ପଜିଟିଭ ଆସିଛି । ଗୋଆରେ ଛୁଟି କଟାଇବାରେ ପରେ ରାଣା ଦଳ…

ଆଇପିଏଲରୁ ଓହରିଲେ ହାଜେଲଉଡ

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆର ପେସ ବୋଲର ଜୋସ ହାଜେଲଉଡ ଆଇପିଏଲର ୧୪ତମ ସଂସ୍କରଣରେ ଖେଳିବେ ନାହିଁ । ଚେନ୍ନାଇ ସୁପର କିଙ୍ଗ୍‌ସ ତାଙ୍କୁ ରିଟେନ କରିଥିଲେ ମଧ୍ୟ ପରିବାର ସହିତ ସମୟ କାଟିବା ପାଇଁ ସେ ଏହି ନିଷ୍ପତି ନେଇଛନ୍ତି । ସେ ତୃତୀୟ ଅଷ୍ଟ୍ରେଲିଆ ଖେଳାଳି ଭାବେ ଏହି ନିଷ୍ପତି ନେଇଛନ୍ତି ।…

ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ମହାତ୍ମାଗାନ୍ଧୀ ଜଣେ ଦୃଢ ସମର୍ଥକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକରେ ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ ସହ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ କଟକର କ୍ୟାଣ୍ଟନମେଣ୍ଟ ରୋଡର ଗୋପବନ୍ଧୁ ଛକରେ ଉତ୍କଳମଣି…

ପିପିଲି ଉପନିର୍ବାଚନ; ବ୍ଲକ ଓ ଏନଏସି ପାଇଁ ୬ ବିଜେଡ଼ି ନେତାଙ୍କୁ ଦାୟିତ୍ଵ

ଭୁବନେଶ୍ୱର: ପିପିଲିରେ ଉପନିର୍ବାଚନ ପୂର୍ବରୁ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିନ ପିପିଲିର ଦୁଇଟି ବ୍ଲକ ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ପାଇଁ ୬ଜଣ ଦଳୀୟ ନେତାଙ୍କୁ ଦାୟିତ୍ୱ ଦେଇଛନ୍ତି। ପିପିଲି ବ୍ଲକ ପାଇଁ ସମୀର ରଞ୍ଜନ ଦାଶ ଓ ଅତନୁ ସବ୍ୟସାଚୀ…

ଓଟିଇଟି ପରୀକ୍ଷା ପାଇଁ ଆଜିଠୁ ମିଳୁଛି ଆଡମିଟ୍ କାର୍ଡ

କଟକ: ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସ୍ଇ) ପକ୍ଷରୁ ଏପ୍ରିଲ୍ ୯ ତାରିଖରେ ହେବାକୁ ଥିବା ଓଟିଇଟି ପରୀକ୍ଷା ପାଇଁ ଗୁରୁବାର ଦିନ ଅଫିସିଆଲ୍ ପୋର୍ଟାଲରେ ପରୀକ୍ଷାର୍ଥୀଙ୍କ ଆଡମିଟ୍ କାର୍ଡ ଅପଲୋଡ୍ କରାଯାଇଛି। ପ୍ରାର୍ଥୀମାନେ ସେମାନଙ୍କ ପଞ୍ଜୀକରଣ ନମ୍ବର ଏବଂ ଇ-ମେଲ୍ ଆଇଡିରେ ଲଗ୍ ଇନ୍ କରିବା…

୭୨ ହଜାର ଡେଇଁଲା ଦେଶରେ ଦୈନିକ କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ଅସମ୍ଭାଳ ହେବାରେ ଲାଗିଛି କରୋନା ସ୍ଥିତି। ପ୍ରତିଦିନ ୫୦ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। କେବଳ ଏତିକି ନୁହେଁ ୧୦୦ ଉପରେ ଲୋକଙ୍କର ପ୍ରାଣ ମଧ୍ୟ ଯାଉଛି । https://twitter.com/ANI/status/1377476869033881606?s=19 ସ୍ୱାସ୍ଥ୍ୟ…

ପୁରୀରେ ମାଉସୀ ମା’ ମନ୍ଦିରରୁ ଚୋରି, ରୂପା ଅଳଙ୍କାର ଓ ହୁଣ୍ଡିରୁ ଟଙ୍କା ଚୋରି

ପୁରୀ: ମନ୍ଦିରରୁ ପୁଣି ଲୁଟ୍ । ପୁରୀରେ ମାଉସୀ ମା’ ମନ୍ଦିରରୁ ଲୁଟ୍ ଅଭିଯୋଗ ହୋଇଛି । ମୁଖ୍ୟ ପ୍ରବେଶ ଦ୍ୱାର ଲୁହା ଗେଟରେ ପଡ଼ିଥିବା ତାଲା ଭାଙ୍ଗି ଭିତରେ ପଶିଥିଲେ ଦୁର୍ବୃତ୍ତ । ଏହାସହ ଭିତରେ ୩ଟି ତାଲା କାଟି ମୁଖ୍ୟ ମନ୍ଦିରରେ ପ୍ରବେଶ କରି ଲୁଟପାଟ କରିଛନ୍ତି । ମନ୍ଦିରର ହୁଣ୍ଡି…

ଆଜିଠୁ ବଦଳିଲା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଖୋଲିବା ସମୟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ଵର ଉପକଣ୍ଠରେ ଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏକ ସୁନ୍ଦର ପ୍ରାକୃତିକ ସ୍ଥାନ ଭାବେ ଖୁବ୍ ପରିଚିତ। ଏବେ ଏହି ପ୍ରାଣୀ ଉଦ୍ୟାନ ଖୋଲିବା ସମୟରେ ପରିବର୍ତ୍ତନ କରାଯାଇଛି। କର୍ତ୍ତୃପକ୍ଷଙ୍କ ସୂଚନା ଅନୁଯାୟୀ ଆଜିଠାରୁ ସକାଳ ୭ଟା. ୩୦ମି.ରୁ ଅପରାହ୍ନ ୫ଟା.…