Latest Odisha News

BREAKING NEWS

Browsing Category

ଫିଚର

ଉତ୍କଳ ଦିବସରେ ଆଜି କଟକରେ ଗାନ୍ଧିଜୀଙ୍କ ବ୍ରୋଞ୍ଚ ପ୍ରତିମୂର୍ତ୍ତି ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

କଟକ: ଉତ୍କଳ ଦିବସ ଅବସରରେ ଆଜି ଲୋକାର୍ପଣ ହେବ ଗାନ୍ଧିଜୀଙ୍କ ସର୍ବବୃହତ ବ୍ରୋଞ୍ଜ ପ୍ରତିମୂର୍ତ୍ତି । କଟକରେ ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ମହାତ୍ମା ଗାନ୍ଧୀଙ୍କ କଟକ ଗସ୍ତ ସମୟରେ କାଠଯୋଡି ନଦୀପଠାରେ କରିଥିବା ବୈଠକର ପ୍ରତିଛବିକୁ ବ୍ରୋଞ୍ଜର…

ଉତ୍କଳ ଦିବସ; ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ‌ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ଗଠନ ହୋଇଥିଲା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ। ଆଜିର ଦିନରେ ଏକ ସ୍ୱତନ୍ତ୍ର ଭାଷା ଭିତ୍ତିକ ରାଜ୍ୟ ଭାବରେ ଘୋଷିତ ହୋଇଥିଲା ଓଡ଼ିଶା । https://twitter.com/narendramodi/status/1377450632110612481?s=19 ଏହି ଅବସରରେ…

ସ୍ୱଳ୍ପ ସଞ୍ଚୟ ଯୋଜନାରେ ସୁଧହାର ହ୍ରାସ ନିଷ୍ପତ୍ତି ପ୍ରତ୍ୟାହାର କଲେ ସରକାର

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ୟୁ-ଟର୍ଣ୍ଣ । ସ୍ୱଳ୍ପ ସଞ୍ଚୟ ଯୋଜନା ଉପରେ ସୁଧ ହାର ହ୍ରାସ ନିଷ୍ପତ୍ତି ସ୍ଥଗିତ ରଖିଛନ୍ତି । ନୂଆ ସୁଧହାର ପରିବର୍ତ୍ତେ ପୁରୁଣା ସୁଧହାର ଲାଗୁ ହେବ । ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ସେ କହିଛନ୍ତି, ସ୍ୱଳ୍ପ…

ଆଜି ଉତ୍କଳ ଦିବସ: ପରାଧୀନତାର ଶୃଙ୍ଖଳରୁ ମୁକ୍ତ ହୋଇ ଗଠନ ହୋଇଥିଲା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ

ଭୁବନେଶ୍ୱର: ଆଜି ଉତ୍କଳ ଦିବସ । ପ୍ରତି ଓଡ଼ିଆଙ୍କ ପାଇଁ ଗର୍ବ ଓ ଗୌରବର ଦିନ । ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ଗଠନ ହୋଇଥିଲା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ । ପରାଧୀନତାର ଶୃଙ୍ଖଳରୁ ମୁକ୍ତ ହୋଇଥିଲା ଉତ୍କଳ । ଦେଶରେ ପ୍ରଥମ ଭାଷା ଭିତ୍ତିକ ରାଜ୍ୟ ଭାବରେ ଓଡ଼ିଶାକୁ ମିଳିଥିଲା ସ୍ୱୀକୃତି ।…

ପଶ୍ଚିମବଙ୍ଗ ଓ ଆସାମରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ: ମମତାଙ୍କ ଭାଗ୍ୟ ପରୀକ୍ଷା

ପଶ୍ଚିମବଙ୍ଗ: ଆଜି ପଶ୍ଚିମବଙ୍ଗ ଓ ଆସାମରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ସକାଳ ୭ଟାରୁ ଆରମ୍ଭ ହୋଇଛି ଭୋଟିଂ । ପଶ୍ଚିମବଙ୍ଗରେ ୩୦ ଓ ଆସାମରେ ୩୯ଟି ବିଧାନସଭା ଆସନରେ ମତଦାନ ଚାଲିଛି । ପଶ୍ଚିମବଙ୍ଗର ୩୦ ବିଧାନସଭା ଆସନ ମଧ୍ୟରେ ବହୁ ଚର୍ଚ୍ଚି ନନ୍ଦିଗ୍ରାମ ପାଇଁ ଆଜି ଭୋଟ୍ ପଡ଼ିବ । ଏଠାରେ…

ଆଜିଠୁ ୪୫ ବର୍ଷରୁ ଅଧିକ ସମସ୍ତଙ୍କୁ ଟିକାକରଣ

ଭୁବନେଶ୍ୱର: ଆଜିଠାରୁ ଦେଶରେ ତୃତୀୟ ପର୍ଯ୍ୟାୟ ଟିକାକରଣ । ୪୫ ବର୍ଷରୁ ଅଧିକ ସମସ୍ତେ ଟିକା ନେଇ ପାରିବେ । ଏଥିପାଇଁ ଆଉ ମେଡିକାଲ୍ ସାର୍ଟିଫିକେଟ ଆବଶ୍ୟକ ନାହିଁ । ପରିଚୟ ପ୍ରମାଣପତ୍ର ଦେଖାଇ ସରକାର ଓ ଘରୋଇ ସେଣ୍ଟରରେ ଟିକା ନେଇପାରିବେ । ହିତାଧିକାରୀ ଅନଲାଇନ୍‌ କିମ୍ବା ଅନ୍‌-ଦି-ସ୍ପଟ୍‌…

ଜାତୀୟ ଜୁନିୟର ମହିଳା ହକି ଚାମ୍ପିୟନଶିପ ଘୁଂଚିଲା

ଭୁବନେଶ୍ୱର: ଝାଡଖଣ୍ଡ ସିମଡେଗାରେ ହେବାକୁ ଥିବା ଜାତୀୟ ଜୁନିୟର ମହିଳା ହକି ଚାମ୍ପିୟନଶିପକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି । ଏପ୍ରିଲ ୩ରୁ ଏହି ଚାମ୍ପିୟନଶିପ ଆରମ୍ଭ ହେବାର ଥିଲା । ଜଣେ କୋଚ ଏବଂ ୧୧ଜଣ ଖେଳାଳି କୋଭିଡ-୧୯ ସଂକ୍ରିମତ ଥିବା ଜଣାପଡିବା ପରେ ଏହି ପଦକ୍ଷେପ…

ରାମ୍ବୋରେ ଟାଇଗରଙ୍କ ସ୍ଥାନରେ ପ୍ରଭାସ କରିବେ ଲିଡ ରୋଲ !

ମୁମ୍ବାଇ: ସିଲଭେଷ୍ଟର ଷ୍ଟୋଲୋନଙ୍କ କ୍ଲାସିକ ଫିଲ୍ମ ରାମ୍ବୋର ହିନ୍ଦୀ ରିମେକରେ ଟାଇଗର ଶ୍ରଫଙ୍କ ସ୍ଥାନରେ ବାହୁବଳୀ ଫେମ୍ ପ୍ରଭାସଙ୍କ ଏଂଟ୍ରି ହେବାକୁ ଯାଉଛି । ଅବଶ୍ୟ ଏହା ଅଫିସିଆଲ ଭାବେ ସ୍ପଷ୍ଟ କରାଯାଇ ନାହିଁ । ସିଦ୍ଧାର୍ଥ ଆନନ୍ଦଙ୍କ ନିର୍ଦ୍ଦେଶନାରେ ପ୍ରସ୍ତୁତ ହେଉଥିବା ଏହି ଫିଲ୍ମ…

‘ୟୋ ୟୋ ଟେଷ୍ଟକୁ ପୂର୍ବରୁ ଲାଗୁ କରାଯାଇଥିଲେ ସଚିନ, ଗାଙ୍ଗୁଲି ଓ ଲକ୍ଷ୍ମଣଙ୍କ ପରି ଖେଳାଳି ପାଇ ନ ଥାନ୍ତୁ’

ମୁମ୍ବାଇ: ବିସିସିଆଇର ୟୋ ୟୋ ଟେଷ୍ଟକୁ ନେଇ ମୁହଁ ଖୋଲିଛନ୍ତି ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ୱାଗ । ସେ କହିଛନ୍ତି ମୋ ମତରେ ଖେଳାଳି ନିକଟରେ ଦକ୍ଷତା ଥିବା ଜରୁରୀ । ତୁମେ ଯଦି ସମ୍ପୂର୍ଣ୍ଣ ଫିଟ ୧୧ ଖେଳାଳିଙ୍କୁ ଟିମର ନେବ ସେମାନେ ବି ସର୍ବଦା ମ୍ୟାଚ ଜିତାଇ ପାରିବେ…

ନନ୍ଦିଗ୍ରାମରେ ୧୪୪ ଧାରା ଜାରୀ

କୋଲକାତା: ପଶ୍ଚିମବଙ୍ଗ ନିର୍ବାଚନ ଦ୍ୱିତୀୟ ପର୍ଯାୟ ପୂର୍ବରୁ ନନ୍ଦିଗ୍ରାମରେ ୧୪୪ ଧାରା ଲାଗୁ କରାଯାଇଛି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବାହାର ରାଜ୍ୟର ଗୁଣ୍ଡା ଆସି ଧମକାଉଥିବା ଅଭିଯୋଗ କରିବା ପରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ ମତଦାନ…