Latest Odisha News

BREAKING NEWS

Browsing Category

ଫିଚର

ଆଇପିଏଲ: ବାଙ୍ଗାଲୋରର ପାଡିକଲଙ୍କୁ କରୋନା

ମୁମ୍ବାଇ: ବିରାଟ କୋହଲି ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଟିମର ଓପନର ଦେବଦତ ପାଡିକଲ କରୋନା ସଂକ୍ରମିତ ହୋଇଛନ୍ତି । ଆଇପିଏଲ ୧୪ତମ ସଂସ୍କରଣରେ ହାତ ଗଣତି ଦିନ ବାକି ଥିବା ବେଳେ ଜଣଙ୍କ ପରେ ଜଣେ ଖେଳାଳି କରୋନା ପଜିଟିଭ ଜଣାପଡୁଛନ୍ତି । ବିିସିସିଆଇ ଓ ବାଙ୍ଗାଲୋର ଟିମ ପକ୍ଷରୁ…

ମହାରାଷ୍ଟ୍ରରେ ଲାଗିଲା ନାଇଟ୍ କର୍ଫ୍ୟୁ

ମହାରାଷ୍ଟ୍ର : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଡ଼ା ପଦକ୍ଷେପ ନେଇଛନ୍ତି ମହାରାଷ୍ଟ୍ର ସରକାର । କରୋନା ସଂକ୍ରମଣ ପାଇଁ ପୂରା ରାଜ୍ୟରେ ଲାଗି ହୋଇଛି ରାତ୍ରୀକାଳୀନ କର୍ଫ୍ୟୁ । ରାତି ୮ ଟାରୁ ସକାଳ ୭ ଟା ପର୍ଯ୍ୟନ୍ତ କର୍ଫ୍ୟୁ ବଳବତ୍ତର ରହିବ । ଏହି ସମୟରେ କେବଳ ଜରୁରୀକାଳୀନ ସେବା ଜାରି…

‘ଆସାମ, ବେଙ୍ଗଲ, ତାମିଲନାଡୁ ଓ ପୁଡୁଚେରୀରେ ବିଜେପି ସରକାର କରିବ’

ନୂଆଦିଲ୍ଲୀ: ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆଜି ଦୃଢ଼ତା ସହକାରେ କହିଛନ୍ତି ଆମେ ଏଥର ଆସାମ, ବେଙ୍ଗଲ, ତାମିଲନାଡୁ ଓ ପୁଡୁଚେରୀରେ ସରକାର ଗଠନ କରିବୁ । କେରଳରେ ସରକାର ଗଠନ ନେଇ ସେ ସ୍ପଷ୍ଟ କରି କହି ନ ଥିଲେ ମଧ୍ୟ ଭଲ ପ୍ରଦର୍ଶନ କରିବେ ବୋଲି କହିଛନ୍ତି । ଆସାମର ବିଜେପି…

୭ କର୍ମଚାରୀ କରୋନା ସଂକ୍ରମିତ, ଏସବିଆଇ ମୁଖ୍ୟ ଶାଖା ସିଲ୍

ଭୁବନେଶ୍ୱର: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ)ର ମୁଖ୍ୟ ଶାଖାର ୭ ଜଣ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) ରବିବାର ଦିନ ଅଫିସକୁ ସିଲ୍ କରିଛି। ବିଏମସି କମିଶନର ପ୍ରେମ ଚନ୍ଦ୍ର ଚୌଧୁରୀଙ୍କ ସୂଚନା ଅନୁଯାୟୀ ୟୁନିଟ୍ ୧…

ଭୁବନେଶ୍ୱର ରେଳଷ୍ଟେସନରେ ୨ ଯାତ୍ରୀ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ରେଳଷ୍ଟେସନରେ‌ ରବିବାର ଦିନ ୨ ଜଣ ଯାତ୍ରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) କମିଶନର ପ୍ରେମ ଚନ୍ଦ୍ର ଚୌଧୁରୀ କହିଛନ୍ତି ଯେ ଦୁଇ ସଂକ୍ରମିତ ଯାତ୍ରୀଙ୍କ କଣ୍ଟାକ୍ଟ ଟ୍ରେସିଂ ଏବଂ…

ଏବେ ଚନ୍ଦକା ଅଭୟାରଣ୍ୟରେ ନେଇପାରିବେ ବୋଟିଂ ମଜା

ଭୁବନେଶ୍ୱର: ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲାଗି ଭୁବନେଶ୍ୱର ଉପକଣ୍ଠସ୍ଥ ଚନ୍ଦକା ହାତୀ ଅଭୟାରଣ୍ୟର ଡେରାସ ଡ୍ୟାମରେ ବୋଟିଂ ସୁବିଧା ଆରମ୍ଭ କରାଯାଇଛି। ବନ ବିଭାଗ ପକ୍ଷରୁ ଦୀର୍ଘ ଦିନ ଧରି ଏହି ସୁବିଧା ଯୋଗାଇଦେବାକୁ ଯୋଜନା କରାଯାଇଥିଲା ବେଳେ ଏହା ଶନିବାର ଠାରୁ ଆରମ୍ଭ ହୋଇଛି।…

ଭୋରରେ ଲାଗିଲା ନିଆଁ, ଜଳିଗଲା ଡ୍ରେସ ଗୋଦାମ

ପୁରୀ: ଭୋରରୁ ଲାଗିଲା ନିଆଁ । ଜଳିଗଲା ଡ୍ରେସ୍ ଗୋଦାମ । ପୁରୀ ଟାଉନ ଥାନା ଅନ୍ତର୍ଗତ ହାଡ଼ଗୋଡ଼ିଆ ସାହିରେ ଏହି ଅଗ୍ନିକାଣ୍ଡ ହୋଇଛି । ଆଜି ଭୋର୍ ପ୍ରାୟ ୩ଟା ବେଳେ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଘରେ ନିଆଁ ଲାଗିଥିଲା । ଏନେଇ ସ୍ଥାନୀୟ ଲୋକ ୧୧୨ ଜରୁରିକାଳୀନ ନମ୍ୱରକୁ ଫୋନ୍ କରିଥିଲେ ।…

ଲଗାତାର ତୃତୀୟ ଦିନ ପାଇଁ ରାଜ୍ୟରେ ୪୦୦ ଉପରେ ସଂକ୍ରମଣ, ସୁନ୍ଦରଗଡ଼ରୁ ସର୍ବାଧିକ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଥମୁନି କରୋନା ସଂକ୍ରମଣ । ଲଗାତାର ତିନିଦିନ ଧରି ରାଜ୍ୟରେ ୪ ଶହରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୭ ଜିଲ୍ଲାରୁ ୪୭୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ସର୍ବାଧିକ ୮୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା…

ଝାରସୁଗୁଡ଼ା ଜିଲ୍ଲାର ୧୨ଟି ସ୍ଥାନ, କଳାହାଣ୍ଡିର ଗୋଟିଏ ଗାଁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍

ଝାରସୁଗୁଡ଼ା/କଳାହାଣ୍ଡି: କରୋନା ସଂକ୍ରମଣ ବଢ଼ିବା ପରେ ଝାରସୁଗୁଡ଼ା ଜିଲ୍ଲାର ୧୨ଟି ସ୍ଥାନ ଓ କଳାହାଣ୍ଡିର ଗୋଟିଏ ଗାଁକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ଝାରସୁଗୁଡ଼ା ପୌରାଞ୍ଚଳର ୮ଟି ସ୍ଥାନ ସହ ବେହେରାମାଳ, ସରବାହାଲ, ଝଣ୍ଡା ଛକ, ବମ୍ବେ ଛକ, ସରବାହାଲ ୧, ରେଲୱେ…

ଧାରଣାରୁ ଉଠିଲେ ବିଜେପି ବିଧାୟକ, ରାଜ୍ୟପାଳଙ୍କୁ ଭେଟିବେ

ଭୁବନେଶ୍ୱର: ବିଧାନସଭା ପରିସରରେ ଥିବା ଗାନ୍ଧି ମୂର୍ତ୍ତି ତଳେ ବସିଥିବା ବିଜେପି ବିଧାୟକମାନେ ଧାରଣାରୁ ଉଠିଲେ । ଗତକାଲିଠାରୁ ସେମାନେ ଧାରଣାରେ ବସିଥିଲେ । ସେଠାରେ ରାତି ବି କାଟିଥିଲେ ବିଜେପି ବିଧାୟକ । ଆଜି ସକାଳେ ବିଜେପି ସହପ୍ରଭାରୀ ବିଜୟପାଲ ସିଂ ତୋମାର ଭେଟିବା ପରେ ସେମାନେ…