Latest Odisha News

BREAKING NEWS

Browsing Category

ଫିଚର

ଯବାନ ଓ ମାଓବାଦୀ ଗୁଳି ବିନିମୟ, ୫ ଯବାନ ସହିଦ

ଛତିଶଗଡ଼ : ଛତିଶଗଡ ବିଜାପୁର ଜିଲ୍ଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ମାଓବାଦୀଙ୍କ ଗୁଳିରେ ୫ ଜଣ ଯବାନ ସହିଦ ହୋଇଛନ୍ତି । ସୂଚନା ଅନୁସାରେ, ଛତିଶଗଡ ବିଜାପୁର ଜିଲ୍ଲା ସିଲେଗୁର ଜଙ୍ଗଲରେ ମାଓବାଦୀମାନେ କ୍ୟାମ୍ପ୍ କରି ରହିଥିବା ପୋଲିସର ଗୁଇନ୍ଦା ବିଭାଗକୁ ସୂଚନା…

କରୋନା ପାଇଁ ସିଏମସିର ଗାଇଡଲାଇନ୍

କଟକ : ରାଜ୍ୟରେ ମୁଣ୍ଡ ଟେକିଲାଣି କରୋନା ସଂକ୍ରମଣ । କିଛି ଦିନ ପର୍ଯ୍ୟନ୍ତ ୨୦୦ ଉପରେ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏବେ ୪୦୦ ଟପିଛି ପଜିଟିଭ୍ ସଂଖ୍ୟା । କରୋନାକୁ ନେଇ ରାଜ୍ୟ ସରକାର ଗାଇଡଲାଇନ ଜାରି କରିଥିବା ବେଳେ, ଏବେ କଟକରେ ସଜାଗ ହୋଇଛି ପ୍ରଶାସନ । ସଂକ୍ରମଣକୁ ଦୃଷ୍ଟିରେ ରଖି…

ଆସନ୍ତା ୫ ତାରିଖରୁ ଓଡ଼ିଶାର ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ

ଭୁବନେଶ୍ବର : ଓଡ଼ିଶାର ୧୦ଟି ଜିଲ୍ଲାରେ ଲାଗୁ ହୋଇଛି ନାଇଟ୍ କର୍ଫ୍ୟୁ । କରୋନା ସଂକ୍ରମଣ ଦିନକୁ ଦିନ ପୁଣି ବଢୁଥିବା ବେଳେ ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ କଟକଣା ଜାରି କରିଛନ୍ତି ରାଜ୍ୟ ସରକାର । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର,…

ପୁରୀରେ ବାରିକେଡରେ ଫଶିଗଲା ଶିଶୁ କନ୍ୟାର ମୁଣ୍ଡ

ପୁରୀ: ଶ୍ରୀମନ୍ଦିର ଜୋତା ଷ୍ଟାଣ୍ଡ ନିକଟରେ ଆଜି ଏକ ଅଭାବନୀୟ ଘଟଣା ଘଟିଯାଇଛି । ଜୋତାଷ୍ଟାଣ୍ଡ ବାରିକେଡରେ ଏକ ଚାରି ବର୍ଷ ଝିଅ ମୁଣ୍ଡ ପୁରାଇ ଦେବାରୁ ବାହାରି ପାରି ନ ଥିଲା । ଘଟଣା ସ୍ଥଳରେ ପୁଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀମାନେ ମିଶି ଷ୍ଟିଲ ରଡ୍ କାଟି ଝିଅଟିକୁ ସୁରକ୍ଷିତ ବାବେ…

ରାଜ୍ୟରେ ୨ ଦିନ ଯାଏଁ କମିବ ତାତି

ଭୁବନେଶ୍ୱର: ଆଗାମୀ ଦୁଇ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ ହ୍ରାସ ପାଇବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରାଜ୍ୟର ୧୦ଟି ସ୍ଥାନରେ ତାପମାତ୍ରା ୪୦ ରୁ ୪୩ ଡିଗ୍ରୀ ସେଲସିୟସ ମଧ୍ୟରେ ରହିଥିଲା। ବୌଦ୍ଧରେ ସର୍ବାଧିକ…

ବାଚସ୍ପତିଙ୍କ ଉପରକୁ ଚପଲ ଫୋପାଡିଲେ ବିରୋଧୀ

ଭୁବନେଶ୍ୱର: ଲୋକାୟୁକ୍ତ ସଂଶୋଧନ ବିଲକୁ ବିରୋଧ କରି ବିଧାନସଭାରେ ଆଜି ଅଭାବନୀୟ ଘଟଣା ଘଟିଛି । ବିରୋଧୀ ବିଧାୟକ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଉପରକୁ ଚପଲ ଫୋପାଡିଥିବା ଅଭିଯୋଗ ହୋଇଛି । ।ବିନା ଆଲୋଚନାରେ ଲୋକାୟୁକ୍ତ ବିଲ୍ ପାସ କରିଥିବାରୁ ଏହାକୁ ବିରୋଧ କରି ଚପଲ ଫିଙ୍ଗିଥିବା…

ଛତିଶଗଡ଼ରେ ମାଡୁଛି ମହାମାରୀ, ପଶ୍ଚିମ ଓଡ଼ିଶା ଏହି ୪ ଜିଲ୍ଲାରେ ବଢୁଛି ଭାଇରସ୍ ଭୟ

ଭୁବନେଶ୍ୱର: ଛତିଶଗଡ଼ରେ କରୋନା କେସ୍ ଉପରମୁହାଁ । ସେଠି ବଢୁଛି ଦୈନିକ ସଂକ୍ରମଣ । ସୀମାନ୍ତବର୍ତ୍ତୀ ପଶ୍ଚିମ ଓଡ଼ିଶା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି । ୪ଟି ଜିଲ୍ଲା ନୂଆପଡ଼ା, ସୁନ୍ଦରଗଡ଼, ବରଗଡ଼ ଓ କଳାହାଣ୍ଡି ଜିଲ୍ଲାରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହେଇଛି । ଏସବୁ…

କରୋନା ସଂକ୍ରମଣରେ ଅନ୍ୟ ରାଜ୍ୟ ତୁଳନାରେ ଭଲ ସ୍ଥିତିରେ ଅଛି ଓଡ଼ିଶା: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଦୁଇ ମାସ ପରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଇଛି । ପାଞ୍ଚ ଶହ ମୁହାଁ ହେଲାଣି । ତେବେ ଭାରତରେ ବିଭିନ୍ନ ରାଜ୍ୟ ତୁଳନାରେ ଓଡ଼ିଶାର ସ୍ଥିତି ଭଲ ଅଛି । ସରକାର ସ୍ଥିତି ଉପରେ ତୀକ୍ଷଣ ନଜର ରଖିଛନ୍ତି । ଏହି ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ।…

ବଢ଼ିଲା ପଜିଟିଭ୍ କେସ୍, ରାଜ୍ୟକୁ ଫେରିଲା କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନାର ଦୈନିକ ସଂକ୍ରମଣ । କଡ଼ାକଡ଼ି ହେଉଛି କଟକଣା । ସଂକ୍ରମଣ ପାଞ୍ଚ ଶହ ମୁହାଁ ହୋଇଥିବା ବେଳେ ମୁକାବିଲା ପାଇଁ ପୁଣି ଫେରିଲା କଣ୍ଟେନମେଣ୍ଟ ଜୋନ୍ । କଳାହାଣ୍ଡି ଜିଲ୍ଲା ବୃନ୍ଦାବାହାଳ ପଞ୍ଚାୟତ ଲିମସେର ଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି ।…

ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଛାତ୍ରଛାତ୍ରୀଙ୍କୁ ସଫଳତାର ମନ୍ତ୍ର ଦେଲେ ଉପରାଷ୍ଟ୍ରପତି

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଦୀକ୍ଷାନ୍ତ ଭାଷଣରେ ଛାତ୍ରଛାତ୍ରୀଙ୍କୁ ସଫଳତାର ମନ୍ତ୍ର ଦେଇଛନ୍ତି । ଓଡ଼ିଆରେ ସେ ଭାଷଣ ଆରମ୍ଭ କରିଥିଲେ । ଉପରାଷ୍ଟ୍ରପତି କହିଛନ୍ତି, ଚରିତ୍ର ଗଠନ ସହ ଶିକ୍ଷା ସଫଳ ଜୀବନର…