Latest Odisha News

BREAKING NEWS

Browsing Category

ଫିଚର

କଳିଙ୍ଗ ଷ୍ଟାଡିୟମରେ ଖେଳାଯିବା ମହିଳା ଏସିଆନ୍ କପ୍ ଇଣ୍ଡିଆ-୨୦୨୨ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱର: କଳିଙ୍ଗରେ ହେବ ଫୁଟବଲ ମହାସମର । ଭୁନେଶ୍ୱର କଳିଙ୍କ ଷ୍ଟାଡିୟମ ଆୟୋଜନ କରିବ ଆଉ ଏକ ଅନ୍ତର୍ଜତାୟୀ କ୍ରୀଡ଼ା ଇଭେଣ୍ଟ । ୨୦୨୨ AFC ମହିଳା ଏସିଆନ୍ କପ୍ ଇଣ୍ଡିଆ ଟୁର୍ଣ୍ଣାମେଣ୍ଟ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ । ଭୁବନେଶ୍ୱର ସମେତ ମୁମ୍ବାଇ ଓ ଅହମ୍ମଦାବାଦରେ ମଧ୍ୟ ମ୍ୟାଚ୍…

ସଂକ୍ରମଣ ବଢୁଥିବାରୁ ରାଜ୍ୟରେ ଏସବୁ ପର୍ବପର୍ବାଣୀ ଉପରେ ଲାଗିଲା କଟକଣା

ଭୁବନେଶ୍ୱର: ରାଜ୍ୟରେ ଗତ କିଛି ଦିନ ହେବ ବଢୁଛି କରୋନା ସଂକ୍ରମଣ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ମାସ ପରେ ଦୁଇ ଶହ ଟପିଛି । ଲଗାତାର ଦ୍ୱିତୀୟ ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ଶହ ଉପରେ ରହିଛି । ସଂକ୍ରମଣ ବଢୁଥିବାରୁ ବଢ଼ିଲା କଟକଣା । ରାଜ୍ୟରେ ଆଗକୁ ହେବାକୁ ଥିବା…

ନୂଆପଡ଼ାରେ ବଢୁଛି କରୋନା କାୟା, ଆଜି ରାଜ୍ୟରୁ ୨୩୪ ପଜିଟିଭ୍

ଭୁବନେଶ୍ୱର: ପଡ଼ୋଶୀ ଛତିଶଗଡ଼ରେ କରୋନା ସଂକ୍ରମଣ ବଢୁଛି । ଓଡ଼ିଶା ସୀମାନ୍ତ ଜିଲ୍ଲା ମାଲକାନଗିରି, ନୂଆପଡ଼ା ଓ ନବରଙ୍ଗପୁରରୁ ବଢୁଛି ଭୟ । ଗତ ୨୪ ଘଣ୍ଟାରେ ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩୩ ଜଣ କରୋନା ସଂକ୍ରମିତ ହୋଇଛନ୍ତି । ଯାହାକି ଜିଲ୍ଲା ପ୍ରଶାସନ ପାଇଁ ଚିନ୍ତାର କାରଣ । ଗତ ୨୪…

ଆଜି ଭାରତ-ଇଂଲଣ୍ଡ ଦ୍ୱିତୀୟ ଦିନିକିଆ, ସୂର୍ଯ୍ୟକୁମାରଙ୍କୁ ମିଳିପାରେ ସୁଯୋଗ

ପୁନେ: ଆଜି ଭାରତ-ଇଂଲଣ୍ଡ ମଧ୍ୟରେ ଖେଳାଯିବ ଦ୍ୱିତୀୟ ଦିନିକିଆ । ପୁନେରେ ଏହି ମ୍ୟାଚ ଖେଳାଯିବ । ଏହି ମ୍ୟାଚ୍ ଜିତି ଆଗୁଆ ସିରିଜ କବଜା କରିବା ଲକ୍ଷ୍ୟରେ ମୈଦାନକୁ ଓହ୍ଲାଇବ ଟିମ୍ ଇଣ୍ଡିଆ । ତେବେ ପ୍ରଥମ ଦିନିକିଆରେ ଆହତ ହୋଇଥିବା ରୋହିତ ଶର୍ମା ଖେଳିବା ନେଇ ସସପେନ୍ସ ଦେଖାଦେଇଛି । ଏଯାଏ…

ଭାରତ ବନ୍ଦ: ମୋ ବସ୍ ସେବା ପ୍ରଭାବିତ

ଭୁବନେଶ୍ୱର: ଦେଶବ୍ୟାପୀ କୃଷକ ସଂଗଠନ ଦେଇଥିବା ଭାରତ ବନ୍ଦର ପ୍ରଭାବ ଓଡ଼ିଶାରେ ଦେଖିବାକୁ ମିଳିଛି। ଏହି ବନ୍ଦ ଯୋଗୁଁ 'ମୋ ବସ୍' ଚଳାଚଳ ମଧ୍ୟ ପ୍ରଭାବିତ ହୋଇଛି। କ୍ରୁଟ୍ ପକ୍ଷରୁ ଏନେଇ ଟ୍ବିଟ କରାଯାଇଛି। ଟ୍ବିଟ ଅନୁଯାୟୀ ଷ୍ଟ୍ରାଇକ୍ ଯୋଗୁଁ ବିଭିନ୍ନ ସ୍ଥାନରେ ମୋ ବସ୍ ଚଳାଚଳ ବିଳମ୍ବ…

ଦୁଇ ଦିନିଆ ବାଂଲାଦେଶ ଗସ୍ତରେ ଯାଇ ଢାକାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଢାକା: ଦୁଇ ଦିନିଆ ବାଂଲାଦେଶ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସେ ଢାକାରେ ପହଞ୍ଚିଛନ୍ତି । କରୋନା ମହାମାରୀ ପରେ ଏହା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ବିଦେଶ ଗସ୍ତ । ଢାକା ବିମାନବନ୍ଦରରେ ତାଙ୍କୁ ସ୍ୱାଗତ କରିଥିଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଖେଶ ହସିନା । ବାଂଲାଦେଶ…

ଦେଶରେ ବଢୁଛି କରୋନା ସଂକ୍ରମଣ; ୫୯ ହଜାରରୁ ଉର୍ଦ୍ଧ୍ଵ ପଜିଟିଭ

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଦିନକରେ ୫୯ ହଜାର ୧୧୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୧,୧୮,୪୬,୬୫୨କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର…

ଓଡ଼ିଶାରେ ବନ୍ଦ ପାଳନର ପ୍ରଭାବ: ରାସ୍ତାରୋକ ସହ ରେଳ ଅଟକାଇଲେ ଆନ୍ଦୋଳନକାରୀ

ଭୁବନେଶ୍ୱର: ଦେଶବ୍ୟାପୀ କୃଷକ ସଂଗଠନ ଦେଇଥିବା ଭାରତ ବନ୍ଦ ପ୍ରଭାବ ଓଡ଼ିଶାରେ ଦେଖିବାକୁ ମିଳିଛି । ସକାଳୁ ସକାଳୁ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ରାସ୍ତାକୁ ଓହ୍ଲାଇଛନ୍ତି ଚାଷୀ ସଂଗଠନ କର୍ମକର୍ତ୍ତା । ପିକେଟିଂ କରି ରାସ୍ତାରୋକ କରିଛନ୍ତି । ବିଭିନ୍ନ ଷ୍ଟେସନରେ ରେଳରୋକ ବି…

କଏଦୀଙ୍କ ପାଇଁ ଖୋଲିବ ଜେଲ୍ ଅଦାଲତ

ଭୁବନେଶ୍ୱର: ଓଡ଼ିଶା ସରକାର ପ୍ରଥମ ଥର ପାଇଁ ଆସନ୍ତା ଏପ୍ରିଲ ମାସରୁ ଜେଲ ଭିତରେ ଜେଲ୍ ଅଦାଲତ ଖୋଲିବାକୁ ଯାଉଛନ୍ତି। ଝାଡଖଣ୍ଡ, ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନା ପରି କେତେକ ରାଜ୍ୟ ଅନ୍ତେବାସୀଙ୍କ ପାଇଁ ଏଭଳି ନ୍ୟାୟ ପ୍ରଦାନ କରୁଛନ୍ତି। ଜେଲ ଅଦାଲତର ଗଠନର ଉଦ୍ଦେଶ୍ୟ ହେଉଛି କୋର୍ଟ…

ରାଜ୍ୟର ଦୁଇଟି ସ୍ଥାନରେ ସଡ଼କ ଦୁର୍ଘଟଣାରେ ୧୮ ଆହତ

ବୌଦ୍ଧ/ସୁବର୍ଣ୍ଣପୁର: ରାଜ୍ୟର ଦୁଇଟି ସ୍ଥାନରେ ସଡ଼କ ଦୁର୍ଘଟଣାରେ ୧୮ ଜଣ ଆହତ ହୋଇଛନ୍ତି । ବୌଦ୍ଧ ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥ ଖଜୁରୀପଡ଼ା ନିକଟରେ ଯାତ୍ରୀବାହୀ ବସ୍‌ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ୧୦ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଗୁରୁତର…