Latest Odisha News

BREAKING NEWS

Browsing Category

ଫିଚର

ରାଜ୍ୟର ଦୁଇଟି ସ୍ଥାନରେ ସଡ଼କ ଦୁର୍ଘଟଣାରେ ୧୮ ଆହତ

ବୌଦ୍ଧ/ସୁବର୍ଣ୍ଣପୁର: ରାଜ୍ୟର ଦୁଇଟି ସ୍ଥାନରେ ସଡ଼କ ଦୁର୍ଘଟଣାରେ ୧୮ ଜଣ ଆହତ ହୋଇଛନ୍ତି । ବୌଦ୍ଧ ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥ ଖଜୁରୀପଡ଼ା ନିକଟରେ ଯାତ୍ରୀବାହୀ ବସ୍‌ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ୧୦ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଗୁରୁତର…

ହସ୍ପିଟାଲରେ ନିଆଁ: ୧୦ ଜଣଙ୍କର ମୃତ୍ୟୁ, ୭୦ରୁ ଅଧିକ ଉଦ୍ଧାର

ମୁମ୍ବାଇ: ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ । ମୁମ୍ୱାଇର ଏକ ଘରୋଇ ହସ୍ପିଟାଲରେ ନିଆଁ ଲାଗି ୧୦ ଜଣ ପ୍ରାଣ ହରାଇଛନ୍ତି । କିଛି ରୋଗୀ ନିଆଁ ଓ ଧୂଆଁରେ ଅଣନିଶ୍ୱାସୀ ହୋଇଛନ୍ତି । ସେମାନଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ୭୦ରୁ ଅଧିକ ରୋଗୀଙ୍କୁ ଉଦ୍ଧାର କରି ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି ।…

ଭାରତ ବନ୍ଦ: ଦେଶବ୍ୟାପୀ ୧୨ ଘଣ୍ଟିଆ ବନ୍ଦ ପାଳନ କରୁଛନ୍ତି ଚାଷୀ

ନୂଆଦିଲ୍ଲୀ: ନୂଆ କୃଷି ଆଇନକୁ ବିରୋଧ କରି ଚାଷୀ ଚଳାଇଥିବା ଆନ୍ଦୋଳନକୁ ଆଜି ଚାରି ମାସ ପୂରିଛି । ଏଥିପାଇଁ ଆଜି ଦେଶବ୍ୟାପୀ ବନ୍ଦ ପାଳନ କରୁଛନ୍ତି କୃଷକ ସଂଗଠନ । ପ୍ରଭାବରେ ସକାଳ ୬ଟାରୁ ବିଭିନ୍ନ ସ୍ଥାନରେ ରାଜରାସ୍ତାକୁ ଓହ୍ଲାଇଛନ୍ତି ହଜାର ହଜାର ଚାଷୀ । ରାସ୍ତାରୋକ କରିବା ସହ ଟ୍ରେନ…

ଭୋଜି ଖାଇ ୨ଟି ପରିବାରର ୧୦ ଅସୁସ୍ଥ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଝୁମ୍ପୁରା ବ୍ଲକ କଙ୍କଡ଼ାଯୋଡିରେ ଅଭାବନୀୟ ଘଟଣା । ହାତୀଦାରୀ ଆଦିବାସୀ ବସ୍ତିରେ ପାରିବାରିକ ଭୋଜି ଖାଇ ୨ଟି ପରିବାରର ୧୦ ଜଣ ଅସୁସ୍ଥ ହୋଇଛନ୍ତି । ସମସ୍ତ ଅସୁସ୍ଥଙ୍କୁ ଝୁମ୍ପୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଅସୁସ୍ଥ ଥିବା ୧୦…

ପିପିଲି ଉପନିର୍ବାଚନ ପାଇଁ ଆଶ୍ରିତ ପଟ୍ଟନାୟକଙ୍କୁ ପ୍ରାର୍ଥୀ କଲା ବିଜେପି

ଭୁବନେଶ୍ବର : ପିପିଲି ଉପନିର୍ବାଚନ ଲାଗି ପ୍ରାର୍ଥୀ ଘୋଷଣା କଲା ବିଜେପି । ଆଶ୍ରିତ ପଟ୍ଟନାୟକଙ୍କୁ ପିପିଲି ଉପନିର୍ବାଚନ ଲାଗି ପ୍ରାର୍ଥୀ କରିଛି ବିଜେପି । ଏନେଇ ବିଜେପିର ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂହ ଘୋଷଣା କରିଛନ୍ତି । ଗତ ୨୦୧୯ ସାଧାରଣ ନିର୍ବାଚନରେ ମଧ୍ୟ ଆଶ୍ରିତଙ୍କୁ…

କୁଇନ କଙ୍ଗନାଙ୍କୁ ମିଳିଲା ଜାମିନ

ମୁମ୍ବାଇ: ବଲିଉଡର କୁଇନ କଙ୍ଗନା ରାନାୱତଙ୍କୁ ଜାମିନ ମିଳିଛି । ଗୀତିକାର ଜାଭେଦ ଅଖତାର ପକ୍ଷରୁ ତାଙ୍କ ବିରୋଧରେ ମାନହାନୀ ମୋକଦ୍ଦମା ରୁଜୁ କରାଯାଇଥିଲା । କଙ୍ଗନା ୱାରେଂଟକୁ ଖାରଜ କରିବା ସହ ଜାମିନ ପାଇଁ କୋର୍ଟଙ୍କ ନିକଟରେ ଆବେଦନ କରିଥିଲେ । କୋର୍ଟ ତାଙ୍କ ଜାମିନ ମଂଜୁର କରିଛି । ଏକ…

କହୁ କହୁ ଏତେ ବଡ କଥା କହିଦେଲେ ଟିଏମସି ନେତା ଶେଖ ଆଲାମ !

କୋଲକାତା: ପଶ୍ଚିମବଙ୍ଗ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବର୍ତମାନ ଛକାପଞ୍ଝା ଓ ବୟାନବାଜୀର ପାଗଳାମୀ ଆରମ୍ଭ ହୋଇଛି । ଗୁରୁବାର ଟିଏମସି ନେତା ଶେଖ ଆଲାମ କହୁ କହୁ ବହୁତ ବଡ ବିବାଦୀୟ କଥା କହି ଦେଇଛନ୍ତି । ଯାହାକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି । ଭାରତରେ ୩୦ ପ୍ରତିଶତ ମୁସଲମାନ…

ଛତିଶଗଡରେ ଲାଲ୍ ସେନା ଆତଙ୍କ, ଜାଳିଦେଲେ ୧୧ଗାଡି

ମାଲକାନଗିରି: ଛତିଶଗଡରେ ଜାରି ରହିଛି ମାଓବାଦୀଙ୍କ ଔଦ୍ଧତ୍ୟ । ବିକାଶକୁ ଲଗାତାର ବିରୋଧ କରୁଛି ଲାଲ୍ ସେନା । ଆତ୍ମଗର୍ବରେ ବଶୀଭୂତ ହୋଇ ଜାଳିଦେଲେ ୧୧ଟି ଗାଡି । ମାଓବାଦୀଙ୍କ ଲଙ୍କାକାଣ୍ଡରେ ଟ୍ରାକ୍ଟର, ରୋଡ୍ ରୋଲର୍ ଓ ଟ୍ରକ୍ ଜଳିପୋଡି ଧ୍ୱଂସ ହୋଇଥିବା ସୂଚନା ମିଳିଛି । ସଦ୍ୟ ରିପୋର୍ଟ…

ଆସନ୍ତାକାଲି ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ବର : ଆସନ୍ତାକାଲି ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଛି କୃଷକ ସଙ୍ଗଠନ । ଦୋକାନ ବଜାର ସହ ବନ୍ଦ ରହିବ ଗାଡ଼ି ଚଳାଚଳ । ଭାରତ ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ବନ୍ଦ ରହିବ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ । ଏନେଇ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି । ଭାରତ…

୪୦ ଡିଗ୍ରୀ ଉପରେ ରାଜ୍ୟର ୯ ସହର

ଭୁବନେଶ୍ବର : ରାଜ୍ୟରେ ତାତି କରୁଛି କଳବଲ । ପ୍ରବଳ ଖରାରେ ଆଉଟୁ ପାଉଟୁ ହେଲାଣି ରାଜ୍ୟ । ଫଳରେ ଲୋକେ ଘରୁ ବାହାରିବା ବି ମୁସ୍କିଲ ହୋଇପଡିଲାଣି । ଗୋଟିଏ ପଟେ ପାରଦ ବଢ଼ି ଚାଲିଥିବା ବେଳେ, ଆଜି ୪୦ ଉପରେ ରହିଛି ରାଜ୍ୟର ୯ ସହର । ବୌଦ୍ଧ ଆଜି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ହୋଇଥିବା…