Latest Odisha News

BREAKING NEWS

Browsing Category

ଫିଚର

ନିଆଁ ଆଁରେ ୧୫ ବଖରା ଭସ୍ମ, ୫ ଆହତ

କେନ୍ଦ୍ରାପଡ଼ା/ଭଞ୍ଜନଗର: ବଡ଼ହାଟ ଇମାମବାଡ଼ିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ନିଆଁ ଲାଗି ସମ୍ପୂର୍ଣ୍ଣ ଭାବେ ୮ ବଖରା ପୋଡ଼ିପାଉଁଶ ହୋଇଯାଇଛି । ଅଗ୍ନିକାଣ୍ଡରେ ୫ ଜଣ ଆହତ ହୋଇଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଆହତ ସମସ୍ତ ୫ ଜଣ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି…

ଭାଇ ୟୁସୁଫଙ୍କ ପରେ ଇରଫାନ ବି କୋଭିଡ୍ ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି । କରୋନା ମହାମାରୀ ବ୍ୟାପିବା ପରେ ସ୍ରଂକମିତଙ୍କ ସଂଖ୍ୟା ଦ୍ରୁତଗତିରେ ବଢ଼ି ଚାଲିଛି । ବଡ଼ ଭାଇ ୟୁସୁଫ ପଠାଣଙ୍କ ପରେ ଏବେ ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଇରଫାନ୍ ପଠାଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।…

୧୩ତମ ଜାତୀୟ ହ୍ୱିଲଚେୟାର ଫେନ୍ସିଂ ଚାମ୍ପିଅନସିପରେ ଓଡ଼ିଶାକୁ ୨୪ଟି ପଦକ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ହରିୟାଣାର କର୍ଣ୍ଣଲରେ ଅନୁଷ୍ଠିତ ୧୩ତମ ଜାତୀୟ ହ୍ୱିଲଚେୟାର ଫେନ୍ସିଂ ଚାମ୍ପିଅନସିପରେ ଓଡ଼ିଶାକୁ ୨୪ଟି ପଦକ ମିଳିଛି । ଓଡ଼ିଶା ଦଳ ଉତ୍ତମ ପ୍ରଦର୍ଶନ କରି ୨୪ଟି ମେଡାଲ ପାଇଥିବା ବେଳେ ସେଥିରେ ୯ଟି ସ୍ୱର୍ଣ୍ଣ ପଦକ, ୮ଟି ରୌପ୍ୟ ପଦକ ଓ ୭ଟି ବ୍ରୋଞ୍ଜ ପଦକ ରହିଛି ।…

ଭାଇରାଲ୍ ପୋଷ୍ଟମୋର୍ଟମ୍‌: ପ୍ରଚାର ମୈଦାନରେ କାହିଁକି ଦୌଡିଲେ ସାୟୋନୀ ଘୋଷ ?

ଭୁବନେଶ୍ୱର: ସୋସିଆଲ୍ ମିଡିଆରେ ସାୟୋନୀ ଘୋଷଙ୍କ ଭାଇରାଲ୍ ଭିଡିଓ ଘୁରିବୁଲୁଛି । ଭିଡିଓ ଦେଖିଲେ ଘଟଣା ସତ ଲାଗୁଛି । ହେଲେ କ୍ୟାପ୍ସନ୍ ସହ ଘଟଣାର ସତ୍ୟତାକୁ ନେଇ ମନ ବୁଝୁନି । କାହିଁକି ନା ତୃଣମୂଳ କଂଗ୍ରେସର ଗଡ ବୋଲାଉଥିବା ରାଜ୍ୟରେ କେତେଦୂର ସମ୍ଭବ ସାୟୋନୀଙ୍କୁ ଅଶାଳୀନ ବ୍ୟବହାର ?

ପାକିସ୍ତାନ ରାଷ୍ଟ୍ରପତିଙ୍କୁ କରୋନା

ଲାହୋର: ପାକିସ୍ତାନ ରାଷ୍ଟ୍ରପତି ଆରଫି ଆଲଭି କରୋନା ସଂକ୍ରମିତ ହୋଇଥିବା ସ୍ପଷ୍ଟ ହୋଇଛି । ସେ କରୋନା ଭ୍ୟାକ୍ସିନର ପ୍ରଥମ ଡୋଜ ନେଇଥିଲେ ବି ତାଙ୍କ ଟେଷ୍ଟ ପଜିଟିଭ ଆସିଛି । ସେ ଟୁଇଟ କରିଛନ୍ତି ଯେ,ସମସ୍ତ କୋଭିଡ-୧୯ ଆକ୍ରାନ୍ତଙ୍କୁ ସୁସ୍ଥ ରଖନ୍ତୁ । ଦ୍ୱିତୀୟ ଡୋଜ ନେବା ପରେ ଆଂଟିବଡି…

ଜଙ୍ଗଲରେ ନିଆଁ ଲିଭାଉଥିବା ବେଳେ ଓ୍ବାଚରଙ୍କ ଦେହରେ ଲାଗିଲା ନିଆଁ

ମୟୂରଭଞ୍ଜ : ମୟୂରଭଞ୍ଜ ରାଇରଙ୍ଗପୁର ବନଖଣ୍ଡ ବାଦାମପାହାଡ଼ ରେଞ୍ଜ ଅନ୍ତର୍ଗତ ଉକାମପାହାଡ଼ ଜଙ୍ଗଲରେ ଅଭାବନୀୟ ଘଟଣା । ଜଙ୍ଗଲରେ ନିଆଁ ଲିଭାଉଥିବା ବେଳେ ଜଣେ ଓ୍ବାଚରଙ୍କ ଦେହରେ ନିଆଁ ଲାଗିଯାଇଛି । ଗୁରୁତର ଅବସ୍ଥାରେ ତାଙ୍କୁ ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା…

ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଛୁରାମାଡ଼

ନୂଆପଡ଼ା : ନୂଆପଡ଼ାରେ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଛୁରାମାଡ଼ । କୋମନା ଥାନା ଉଦ୍ୟାନବନ୍ଧ ଗାଁ ନିକଟରେ ଥିବ ପେଟ୍ରୋଲ ପମ୍ପର ୨ ଜଣ କର୍ମଚାରୀଙ୍କୁ ଛୁରାମାଡ଼ କରିଛନ୍ତି ଦୁର୍ବୃତ୍ତ । ଛୁରାମାଡ଼ରେ ୨ ଜଣ କର୍ମଚାରୀଙ୍କ ଗୁରୁତର ଅଛନ୍ତି । ସେମାନଙ୍କୁ ଗୁରୁତର ଅବସ୍ଥାରେ କୋମନା…

ଚାଲିଗଲେ ଟିଏମସି ଗୁଣ୍ଡାଙ୍କ ମାଡରେ ଗୁରୁତର ଆହତ ହୋଇଥିବା ୮୫ ବର୍ଷୀୟା ବୃଦ୍ଧା ଶୋଭା ମଜମୁଦାର

କୋଲକାତା: ନିର୍ବାଚନରେ କ୍ଷମତା ହାତେଇବା ନିଶାରେ ଏବେ ଅଧିକାଂଶ ପାର୍ଟି ହିଂସାକୁ ଆପଣାଇ ନେଇଛନ୍ତି । ଏହି ପରିପ୍ରେକ୍ଷୀରେ ପଶ୍ଚିବଙ୍ଗର ୮୫ ବର୍ଷୀୟା ବୃଦ୍ଧା ଶୋଭା ମଜମୁଦାରଙ୍କ ମୃତ୍ୟୁ ଘଟିଛି । କିଛି ଦିନ ତଳେ ଟିଏମସିର କେତେକ ଗୁଣ୍ଡା ବିଜେପି କର୍ମୀ ଗୋପାଳ ମଜମୁଦାର ଏବଂ ତାଙ୍କ ମାଆ…

‘ବେଗମ ପଶ୍ଚିମବଙ୍ଗକୁ ମିନି ପାକିସ୍ତାନ କରିଦେବେ’

କୋଲକାତା: ପଶ୍ଚିମବଙ୍ଗ ନିର୍ବାଚନରେ ମୂଖ୍ୟ କେନ୍ଦ୍ର ବିନ୍ଦୁ ସାଜିଥିବା ବିଜେପିର ଶୁଭେନ୍ଦୁ ଅଧିକାରୀ ଆଜି ଟିଏମସି ମୂଖ୍ୟ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି । ଯଦି ବେଗମଙ୍କୁ ସୁଯୋଗ ଦିଆଯାଏ ତାହାହେଲେ ସେ ପଶ୍ଚିମବଙ୍ଗକୁ ମିନି ପାକିସ୍ତାନ କରିଦେବେ । ଇଦ୍ ମୁବାରକ କହି କହି…

ରାଜ୍ୟରେ ଉପରମୁହାଁ ପାରଦ, ୪୦ ଡିଗ୍ରି ଉପରେ ୧୪ ଜିଲ୍ଲା

ଭୁବନେଶ୍ବର : ରାଜ୍ୟରେ ଉପରମୁହାଁ ପାରଦ । ପ୍ରବଳ ତାତିରେ ସିଝୁଛି ଓଡ଼ିଶା । ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ତାପମାତ୍ରା ବଢ଼ିଥିବା ବେଳେ, ଲୋକେ ହୋଇଛନ୍ତି ହନ୍ତସନ୍ତ । ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଜି ୪୦ ଡିଗ୍ରି ଉପରେ ରହିଛି ରାଜ୍ୟର ୧୪ ଜିଲ୍ଲା । ତେବେ ଟିଟିଲାଗଡରେ…