Latest Odisha News

BREAKING NEWS

Browsing Category

ଫିଚର

ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ନମୁନା ପ୍ରଶ୍ନପତ୍ର

କଟକ : ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ପଠାଗଲା ନମୁନା ପ୍ରଶ୍ନପତ୍ର। ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ୨୦୨୪ ଦଶମ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କ ସୁବିଧା ପାଇଁ ନମୁନା ପ୍ରଶ୍ନପତ୍ର ପ୍ରସ୍ତୁତ ହୋଇଛି। ଏହି ପ୍ରଶ୍ନପତ୍ର ଛାତ୍ରଛାତ୍ରୀଙ୍କୁ ବଣ୍ଟନ କରିବାକୁ ମାଧ୍ୟମିକ ଶିକ୍ଷା…

ସଫଳ କ୍ୟାରିୟରରୁ ବର୍ବାଦ ଆଡକୁ ପଳାଇ ଯାଇଥିଲେ ବବି ଦେଓଲ..ଏବେ ପୁଣି ଚର୍ଚ୍ଚାରେ

ମୁମ୍ବାଇ: ଆନିମଲ ଫିଲ୍ମ ବକ୍ସ ଅଫିସରେ ଝଡ ସୃଷ୍ଟି କରୁଛି । ରଣବୀର କାପୁର, ବବି ଦେଓଲ ଓ ଅନୀଲ କାପୁରଙ୍କ ଅଭିନୟ ଦର୍ଶକଙ୍କ ମନ ଜିଣୁଛି । ତେବେ ଏହି ଫିଲ୍ମ ବବିଙ୍କ କ୍ୟାରିୟରକୁ ନୂତନ ଦିଗ ପ୍ରଦାନ କରିଛି । ୧୯୯୫ରେ ବରସାତ ଫିଲ୍ମ ମାଧ୍ୟମରେ ବବି ତାଙ୍କ କ୍ୟାରିୟର ଆରମ୍ଭ କରିଥିଲେ । ୨୦୦୨…

ଆୟ ବହିର୍ଭୂତ ସମ୍ପତ୍ତି ଠାବ ଓ ପଞ୍ଜୀକରଣ ମାମଲାରେ ଦେଶରେ ଓଡ଼ିଶା ଭିଜିଲାନ୍ସ ଶୀର୍ଷରେ

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠାବ ଓ ପଞ୍ଜୀକରଣ ମାମଲାରେ ଓଡ଼ିଶା ଭିଜିଲାନ୍ସ ଦେଶର ଶୀର୍ଷ ସ୍ଥାନରେ ରହିଛି। ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନସିଆରବି) ଦ୍ୱାରା ନିକଟରେ ପ୍ରକାଶିତ 'କ୍ରାଇମ ଇନ୍ ଇଣ୍ଡିଆ-୨୦୨୨' ରିପୋର୍ଟ ଅନୁଯାୟୀ, ୨୦୨୨ରେ ସାରା ଦେଶରେ ହୋଇଥିବା ୩୭୨ଟି ଡିଏ ମାମଲା…

ପଦ୍ମପୁର ଜିଲ୍ଲା ମାନ୍ୟତା ଦିଗରେ ଅଗ୍ରସର, ଅନ୍ୟ ଅଞ୍ଚଳକୁ ଜିଲ୍ଲା ଘୋଷଣା କରିବାକୁ ତେଜିଲା ଦାବି

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଓଡ଼ିଶାରେ ବିଭିନ୍ନ ଅଞ୍ଚଳକୁ ଜିଲ୍ଲା ମାନ୍ୟତା ଦାବିରେ ଦୀର୍ଘ ଦିନ ଧରି ଚାଲିଥିବା ଆନ୍ଦୋଳନକୁ ପୁଞ୍ଜି କରି ରାଜନୈତିକ ଦଳଗୁଡ଼ିକ ସମର୍ଥନ ପାଇଁ ଅଣ୍ଟା ଭିଡ଼ିଛନ୍ତି। ବରଗଡ ପଦ୍ମପୁରକୁ ସ୍ୱତନ୍ତ୍ର ଜିଲ୍ଲା ଭାବେ ବିବେଚନା କରିବା…

ତେଲେଙ୍ଗାନା ବିଧାନସଭା ପାଇଲା ୧୫ ଡାକ୍ତର

ହାଇଦ୍ରାବାଦ: ଚଳିତ ତେଲେଙ୍ଗାନା ବିଧାନସଭାରେ ପନ୍ଦର ଜଣ ଡାକ୍ତର ବିଜୟୀ ହୋଇଛନ୍ତି। ସେମାନେ ଡାକ୍ତରଖାନାରେ ରୋଗୀଙ୍କ ଚିକିତ୍ସା କରିବାଠାରୁ ଆରମ୍ଭ କରି ରାଜନୈତିକ କ୍ଷେତ୍ରରେ ନାଗରିକ ସମସ୍ୟା ପାଇଁ ଲଢ଼େଇ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହି ବିଜୟ ଗୁଡିକ ସାରା ରାଜ୍ୟରେ ଚର୍ଚ୍ଚାର…

ଜମ୍ମୁ-କଶ୍ମୀରେ ଖାଇକୁ ଖସିଲା ଗାଡ଼ି, ୭ ପର୍ଯ୍ୟଟକ ମୃତ

ଜମ୍ମୁ-କଶ୍ମୀର: ଶ୍ରୀନଗର-ଲେହ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା। ଜୋଜିଲା ଦରେ ଅଞ୍ଚଳରେ ଖାଇକୁ ଭ୍ଯାନ ଖସି ୭ ଜଣଙ୍କ ମୃତ୍ୟୁ ହୋଇଛି। ସମସ୍ତ ମୃତକ କେରଳର ବୋଲି ଜଣାପଡିଛି। ସମସ୍ତେ ଜମ୍ମୁ କଶ୍ମୀର ବୁଲିବା ପାଇଁ ଆସିଥିଲେ। ଦୁର୍ଘଟଣା ବେଳେ ଟ୍ୟାକ୍ସିରେ ଡ୍ରାଇଭର ସମେତ ୮ ଜଣ ଥିବା…

ରାଜସ୍ଥାନରେ ବିଜୟ ସତ୍ବେ ବିଜେପିକୁ ଅଡ଼ୁଆ ବସୁନ୍ଧରା ରାଜେ?

ଜୟପୁର: ରାଜସ୍ଥାନର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ତାହା ଭାରତୀୟ ଜନତା ପାର୍ଟିର ସଂସଦୀୟ ବୋର୍ଡ ନିଷ୍ପତ୍ତି ନେବ ବୋଲି ଦଳର ରାଜ୍ୟ ପ୍ରଭାରୀ ଅରୁଣ ସିଂହ ସୂଚନା ଦେଇଛନ୍ତି। ନିକଟରେ ବିଧାନସଭା ନିର୍ବାଚନରେ ବିଜେପିର ବିଜୟ ପରେ ଅଶୋକ ଗେହଲଟ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି।…

ରାଜ୍ୟ କ୍ୟାବିନେଟରେ ୧୦ ପ୍ରସ୍ତାବକୁ ମଞ୍ଜୁରି

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ବୈଠକରେ ୧୦ଟି ପ୍ରସ୍ତାବ ଉପରେ ଲାଗିଛି ମୋହର। ଗୋପାଳପୁରରେ ଶିଳ୍ପ କରିଡର ପ୍ରସ୍ତାବକୁ ମଞ୍ଜୁରି ମିଳିଛି। ସେହିପରି ଜଟଣୀ ଓ ଭୁବନେଶ୍ବର ତହସିଲ ଅଧିନରେ ଲିଜ୍ ସୂତ୍ରରେ ଜମି ନେଇଥିବା ଭୂମିହୀନଙ୍କୁ ସ୍ଥାୟୀ ପଟ୍ଟା…

ଡିଏମକେ ନେତାଙ୍କ ବିବାଦୀୟ ବୟାନ, ବିଜେପି ‘ଗୋମୂତ୍ର ରାଜ୍ୟ’ରେ ହିଁ କେବଳ ଜିତିବ

ନୂଆଦିଲ୍ଲୀ: ହିନ୍ଦୀ ହାର୍ଟଲ୍ଯାଣ୍ଡରେ ବିଜେପିର ବିଜୟକୁ ଗୋମୂତ୍ର ରାଜ୍ୟ ବୋଲି କହି ବିବାଦରେ ଡିଏମକେ ନେତା। ସେ କହିଛନ୍ତି ବିଜେପି କେବଳ ହିନ୍ଦୀ ଭାଷା ଭାଷି ବା ଗୋମାତାକୁ ଯେଉଁଠି ଗୁରୁତ୍ବ ଦିଆଯାଉଛି ସେଠାରେ ବିଜୟୀ ହୋଇପାରିବ। ଅନ୍ୟ ରାଜ୍ୟରେ ପାଦ ଚିହ୍ନ ରଖିପାରିବ ନାହିଁ।…

ସମ୍ପୂର୍ଣ୍ଣ ଫିଟ ହେବା ପାଇଁ ହାର୍ଦ୍ଦିକଙ୍କୁ ଲାଗିବ ଆହୁରି ୧୮ ସପ୍ତାହ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆଘାତ ସମସ୍ୟାରୁ ମୁକୁଳିବା ପାଇଁ ଉଦ୍ୟମ ଜାରୀ ରଖିଛନ୍ତି । ଆଘାତ ସମସ୍ୟା ଯୋଗୁ ସେ ବିଶ୍ୱକପର ଅଧିକାଂଶ ମ୍ୟାଚ ଖେଳିପାରି ନ ଥିଲେ । ଦକ୍ଷିଣ ଆଫ୍ରିକା ଗସ୍ତରେ ସେ ଦଳକୁ ଫେରିବେ ବୋଲି ଆଶା କରାଯାଉଥିଲେ ମଧ୍ୟ…