Latest Odisha News

BREAKING NEWS

Browsing Category

ଫିଚର

ଆଜି ଭାରତ-ଇଂଲଣ୍ଡ ଦ୍ୱିତୀୟ ଦିନିକିଆ, ସୂର୍ଯ୍ୟକୁମାରଙ୍କୁ ମିଳିପାରେ ସୁଯୋଗ

ପୁନେ: ଆଜି ଭାରତ-ଇଂଲଣ୍ଡ ମଧ୍ୟରେ ଖେଳାଯିବ ଦ୍ୱିତୀୟ ଦିନିକିଆ । ପୁନେରେ ଏହି ମ୍ୟାଚ ଖେଳାଯିବ । ଏହି ମ୍ୟାଚ୍ ଜିତି ଆଗୁଆ ସିରିଜ କବଜା କରିବା ଲକ୍ଷ୍ୟରେ ମୈଦାନକୁ ଓହ୍ଲାଇବ ଟିମ୍ ଇଣ୍ଡିଆ । ତେବେ ପ୍ରଥମ ଦିନିକିଆରେ ଆହତ ହୋଇଥିବା ରୋହିତ ଶର୍ମା ଖେଳିବା ନେଇ ସସପେନ୍ସ ଦେଖାଦେଇଛି । ଏଯାଏ…

ଭାରତ ବନ୍ଦ: ମୋ ବସ୍ ସେବା ପ୍ରଭାବିତ

ଭୁବନେଶ୍ୱର: ଦେଶବ୍ୟାପୀ କୃଷକ ସଂଗଠନ ଦେଇଥିବା ଭାରତ ବନ୍ଦର ପ୍ରଭାବ ଓଡ଼ିଶାରେ ଦେଖିବାକୁ ମିଳିଛି। ଏହି ବନ୍ଦ ଯୋଗୁଁ 'ମୋ ବସ୍' ଚଳାଚଳ ମଧ୍ୟ ପ୍ରଭାବିତ ହୋଇଛି। କ୍ରୁଟ୍ ପକ୍ଷରୁ ଏନେଇ ଟ୍ବିଟ କରାଯାଇଛି। ଟ୍ବିଟ ଅନୁଯାୟୀ ଷ୍ଟ୍ରାଇକ୍ ଯୋଗୁଁ ବିଭିନ୍ନ ସ୍ଥାନରେ ମୋ ବସ୍ ଚଳାଚଳ ବିଳମ୍ବ…

ଦୁଇ ଦିନିଆ ବାଂଲାଦେଶ ଗସ୍ତରେ ଯାଇ ଢାକାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଢାକା: ଦୁଇ ଦିନିଆ ବାଂଲାଦେଶ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସେ ଢାକାରେ ପହଞ୍ଚିଛନ୍ତି । କରୋନା ମହାମାରୀ ପରେ ଏହା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ବିଦେଶ ଗସ୍ତ । ଢାକା ବିମାନବନ୍ଦରରେ ତାଙ୍କୁ ସ୍ୱାଗତ କରିଥିଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଖେଶ ହସିନା । ବାଂଲାଦେଶ…

ଦେଶରେ ବଢୁଛି କରୋନା ସଂକ୍ରମଣ; ୫୯ ହଜାରରୁ ଉର୍ଦ୍ଧ୍ଵ ପଜିଟିଭ

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଦିନକରେ ୫୯ ହଜାର ୧୧୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୧,୧୮,୪୬,୬୫୨କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର…

ଓଡ଼ିଶାରେ ବନ୍ଦ ପାଳନର ପ୍ରଭାବ: ରାସ୍ତାରୋକ ସହ ରେଳ ଅଟକାଇଲେ ଆନ୍ଦୋଳନକାରୀ

ଭୁବନେଶ୍ୱର: ଦେଶବ୍ୟାପୀ କୃଷକ ସଂଗଠନ ଦେଇଥିବା ଭାରତ ବନ୍ଦ ପ୍ରଭାବ ଓଡ଼ିଶାରେ ଦେଖିବାକୁ ମିଳିଛି । ସକାଳୁ ସକାଳୁ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ରାସ୍ତାକୁ ଓହ୍ଲାଇଛନ୍ତି ଚାଷୀ ସଂଗଠନ କର୍ମକର୍ତ୍ତା । ପିକେଟିଂ କରି ରାସ୍ତାରୋକ କରିଛନ୍ତି । ବିଭିନ୍ନ ଷ୍ଟେସନରେ ରେଳରୋକ ବି…

କଏଦୀଙ୍କ ପାଇଁ ଖୋଲିବ ଜେଲ୍ ଅଦାଲତ

ଭୁବନେଶ୍ୱର: ଓଡ଼ିଶା ସରକାର ପ୍ରଥମ ଥର ପାଇଁ ଆସନ୍ତା ଏପ୍ରିଲ ମାସରୁ ଜେଲ ଭିତରେ ଜେଲ୍ ଅଦାଲତ ଖୋଲିବାକୁ ଯାଉଛନ୍ତି। ଝାଡଖଣ୍ଡ, ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନା ପରି କେତେକ ରାଜ୍ୟ ଅନ୍ତେବାସୀଙ୍କ ପାଇଁ ଏଭଳି ନ୍ୟାୟ ପ୍ରଦାନ କରୁଛନ୍ତି। ଜେଲ ଅଦାଲତର ଗଠନର ଉଦ୍ଦେଶ୍ୟ ହେଉଛି କୋର୍ଟ…

ରାଜ୍ୟର ଦୁଇଟି ସ୍ଥାନରେ ସଡ଼କ ଦୁର୍ଘଟଣାରେ ୧୮ ଆହତ

ବୌଦ୍ଧ/ସୁବର୍ଣ୍ଣପୁର: ରାଜ୍ୟର ଦୁଇଟି ସ୍ଥାନରେ ସଡ଼କ ଦୁର୍ଘଟଣାରେ ୧୮ ଜଣ ଆହତ ହୋଇଛନ୍ତି । ବୌଦ୍ଧ ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥ ଖଜୁରୀପଡ଼ା ନିକଟରେ ଯାତ୍ରୀବାହୀ ବସ୍‌ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ୧୦ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଗୁରୁତର…

ହସ୍ପିଟାଲରେ ନିଆଁ: ୧୦ ଜଣଙ୍କର ମୃତ୍ୟୁ, ୭୦ରୁ ଅଧିକ ଉଦ୍ଧାର

ମୁମ୍ବାଇ: ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ । ମୁମ୍ୱାଇର ଏକ ଘରୋଇ ହସ୍ପିଟାଲରେ ନିଆଁ ଲାଗି ୧୦ ଜଣ ପ୍ରାଣ ହରାଇଛନ୍ତି । କିଛି ରୋଗୀ ନିଆଁ ଓ ଧୂଆଁରେ ଅଣନିଶ୍ୱାସୀ ହୋଇଛନ୍ତି । ସେମାନଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ୭୦ରୁ ଅଧିକ ରୋଗୀଙ୍କୁ ଉଦ୍ଧାର କରି ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି ।…

ଭାରତ ବନ୍ଦ: ଦେଶବ୍ୟାପୀ ୧୨ ଘଣ୍ଟିଆ ବନ୍ଦ ପାଳନ କରୁଛନ୍ତି ଚାଷୀ

ନୂଆଦିଲ୍ଲୀ: ନୂଆ କୃଷି ଆଇନକୁ ବିରୋଧ କରି ଚାଷୀ ଚଳାଇଥିବା ଆନ୍ଦୋଳନକୁ ଆଜି ଚାରି ମାସ ପୂରିଛି । ଏଥିପାଇଁ ଆଜି ଦେଶବ୍ୟାପୀ ବନ୍ଦ ପାଳନ କରୁଛନ୍ତି କୃଷକ ସଂଗଠନ । ପ୍ରଭାବରେ ସକାଳ ୬ଟାରୁ ବିଭିନ୍ନ ସ୍ଥାନରେ ରାଜରାସ୍ତାକୁ ଓହ୍ଲାଇଛନ୍ତି ହଜାର ହଜାର ଚାଷୀ । ରାସ୍ତାରୋକ କରିବା ସହ ଟ୍ରେନ…

ଭୋଜି ଖାଇ ୨ଟି ପରିବାରର ୧୦ ଅସୁସ୍ଥ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଝୁମ୍ପୁରା ବ୍ଲକ କଙ୍କଡ଼ାଯୋଡିରେ ଅଭାବନୀୟ ଘଟଣା । ହାତୀଦାରୀ ଆଦିବାସୀ ବସ୍ତିରେ ପାରିବାରିକ ଭୋଜି ଖାଇ ୨ଟି ପରିବାରର ୧୦ ଜଣ ଅସୁସ୍ଥ ହୋଇଛନ୍ତି । ସମସ୍ତ ଅସୁସ୍ଥଙ୍କୁ ଝୁମ୍ପୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଅସୁସ୍ଥ ଥିବା ୧୦…