Latest Odisha News

BREAKING NEWS

Browsing Category

ଫିଚର

କଟକରେ କୋଚିଂ ସେଣ୍ଟର ସିଲ୍ କଲା ସିଏମସି

କଟକ : ରାଜ୍ୟରେ କାୟା ମେଲାଇଲାଣି ମହାମାରୀ କରୋନା । ଆକ୍ରାନ୍ତଙ୍କ ସଂଖ୍ୟା ଶହେ ରହିବା ପରେ ଆଜି ଓଡ଼ିଶାରେ ୨ ଶହ ଟପିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ସଂକ୍ରମଣ ବଢୁଥିବାରୁ ଏବେ ପ୍ରଶାସନ ସଜାଗ ହୋଇପଡିଛି । ସଂକ୍ରମଣକୁ ରୋକିବା ପାଇଁ ଆରମ୍ଭ ହୋଇଗଲାଣି ପଦକ୍ଷେପ । ଏହି କ୍ରମରେ…

ପରୀ ମାମଲାରେ ପୂର୍ଣ୍ଣଛେଦ ପକାଇଲେ ହାଇକୋର୍ଟ

କଟକ : ବହୁଚର୍ଚ୍ଚିତ ନୟାଗଡ଼ ଦୁଷ୍କର୍ମ ଓ ହତ୍ୟା ମାମଲାରେ ପୂର୍ଣ୍ଣଛେଦ ପକାଇଲେ ଓଡ଼ିଶା ହାଇକୋର୍ଟ । ମାମଲା ସୁପ୍ରିମକୋର୍ଟ ଯାଇ ସାରିଥିବାରୁ ଆଉ ଶୁଣାଣିର ଆବଶ୍ୟକତା ନଥିବା ଦର୍ଶାଇଛନ୍ତି ହାଇକୋର୍ଟ । ଅପରପକ୍ଷରେ ଏସଆଇଟି ପକ୍ଷରୁ ତଦନ୍ତର ବିସ୍ତୃତ ଷ୍ଟାଟର୍ସ ରିପୋର୍ଟ ସିଲ୍ କଭରରେ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୨ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ, ଆଜି ସୁସ୍ଥ ହୋଇଛନ୍ତି ଆଉ ୭୨ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇ ସ୍ବାସ୍ଥ୍ୟ ବିଭାଗ । ସୁନ୍ଦରଗଡ଼ରୁ ସର୍ବାଧିକ ୧୫ ଜଣ ସୁସ୍ଥ ହୋଇଥିବା ବେଳେ, ମୟୂରଭଞ୍ଜରୁ ୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।…

ଗୋଟିଏ ଫିଲ୍ମ ମାଧ୍ୟମରେ କ୍ୟାରିୟର ଆରମ୍ଭ କରିବେ ୩ ଷ୍ଟାର କିଡ୍ସ !

ମୁମ୍ବାଇ: ୩ ଷ୍ଟାର କିଡ୍ସ ଗୋଟିଏ ଫିଲ୍ମ ମାଧ୍ୟମରେ ସେମାନଙ୍କ କ୍ୟାରିୟର ଆରମ୍ଭ କରିବାକୁ ଯାଉଛନ୍ତି । ସେମାନେ ହେଲେ ସଲମାନ ଖାଁଙ୍କ ଭାଣିଜୀ ଅଲିଜେହ ଅଗ୍ନିହୋତ୍ରୀ, ସନୀ ଦେଓଲଙ୍କ ସାନ ପୁଅ ରାଜବୀର ଦେଓଲ ଓ ସୁରଜ ବଡଜାତ୍ୟାଙ୍କ ପୁତ୍ର ଅବନୀଶ । ରାଜବୀର ଓ ଅଲିଜେହ ଫିଲ୍ମର ହିରୋ ଏବଂ…

ଉଧାର କରି ପ୍ରାର୍ଥୀପତ୍ର ଦାଖଲ କିନ୍ତୁ ପ୍ରତିଶ୍ରୁତିରେ ୩ ମହଲା ଘର, କୋଟିଏ ଟଙ୍କା ଦେବେ

ଚେନ୍ନାଇ: ତାମିଲନାଡୁର ମଦୁରାଇ ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ଥୁଲମ ସରବରନ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ସେ ସାଙ୍ଗମାନଙ୍କଠାରୁ ଉଧାର କରି ନାମାଙ୍କନ ପତ୍ର ଦାଖଲ କରିଥିଲେ ମଧ୍ୟ ତାଙ୍କ ନିର୍ବାଚନ ପ୍ରତିଶ୍ରୁତି ଏବେ ସୋସିଆଲ ସାଇଟରେ ଝଡ ସୃଷ୍ଟି କରିଛି । ନିର୍ବାଚନ…

କାଲି ଭାରତ ବନ୍ଦ ଡକରା ଦେଇଛି କୃଷକ ସଂଗଠନ: ଠପ୍ ହୋଇଯିବ ସାରା ଦେଶ

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଆନ୍ଦୋଳନ ଚଳାଇଥିବା କୃଷକ ସଂଗଠନ ଆସନ୍ତାକାଲି ଭାରତ ବନ୍ଦ ଡକରା ଦେଇଛି । ସଂଯୁକ୍ତ କିଷାନ ମୋର୍ଚ୍ଚା ଏହି ବନ୍ଦ ଡକରା ଦେଇଛି । କାଲି ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ବନ୍ଦ ପାଳନ କରିବେ ଚାଷୀ ସଂଗଠନ । ଦେଶବ୍ୟାପୀ ବନ୍ଦ ରହିବ…

ଓଡ଼ିଶାରୁ ଚିହ୍ନଟ ୩ଟି ୟୁକେ ଷ୍ଟ୍ରେନ୍ ଅଧିକ ସଂକ୍ରମକ ନୁହେଁ, ରି-ଇନ୍‌ଫେକ୍‌ସନ ସ୍ଥିତି ଆସିନାହିଁ

ଭୁବନେଶ୍ୱର: ଓଡ଼ିଶାରେ ୩ଜଣ ବ୍ରିଟେନ ଫେରନ୍ତାଙ୍କ ପାଖରେ ୟୁକେ ଷ୍ଟ୍ରେନ୍ ଦେଖାଦେଇଥିଲା । ଡିସେମ୍ବର ମାସରେ ଚିହ୍ନଟ ହୋଇଥିଲେ । ସେମାନେ ଏବେ ଆରୋଗ୍ୟ ହୋଇସାରିଛନ୍ତି । ଆଉ କାହାକୁ ସଂକ୍ରମିତ କରି ନାହାନ୍ତି । ଆଜି ଏହି ସୂଚନା ଦେଇଛନ୍ତି ଆଇଏଲଏସ୍ ନିର୍ଦ୍ଦେଶକ ଡାକ୍ତର ଅଜୟ ପରିଡ଼ା ।…

ଦୁଇ ମାସ ପରେ ରାଜ୍ୟରେ ଦୁଇ ଶହ ଟପିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ବଢୁଛି ଦୈନିକ କରୋନା ସଂକ୍ରମଣ । ଗତକାଲି ଦେଢ଼ ଶହ ଓ ଆଜି ସଂଖ୍ୟା ଦୁଇ ଶହ ପାର କରିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୧୪ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୨୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୮୮ଟି । ୨୪ ଜିଲ୍ଲାରୁ ନୂଆ ଆକ୍ରାନ୍ତ…

ସାବଧାନ: ହ୍ୟାଣ୍ଡ ସାନିଟାଇଜରରୁ ହେଉଛି କ୍ୟାନସର୍ ! ୪୪ଟି ସାନିଟାଇଟର୍ ମାରାତ୍ମକ

ନୂଆଦିଲ୍ଲୀ: କରୋନା ମହାମାରୀରୁ ବର୍ତ୍ତିବା ପାଇଁ ମାସ୍କ ପିନ୍ଧିବା, ସାନିଟାଇଜର୍ ବ୍ୟବହାର ଓ ସାମାଜିକ ଦୂରତା ରକ୍ଷାକୁ ଗୁରୁତ୍ୱ ଦିଆଯାଉଛି । ସମସ୍ତେ ହ୍ୟାଣ୍ଡ ସାନିଟାଇଜର ପାଖରେ ରଖୁଛନ୍ତି । ନିୟମିତ ବ୍ୟବଧାନରେ ହାତକୁ ସାନିଟାଇଜ୍ କରୁଛନ୍ତି । ଏଭଳି ସ୍ଥିତିରେ ଏକ ଉଦବେଗଜନକ ଓ…

ବାରହା ଶିକାର ପାଇଁ ଥିବା ବୋମା ଫୁଟି ମହିଳା ଗୁରୁତର

ଢେଙ୍କାନାଳ: ଗାତ ଖୋଲିବା ବେଳେ ଫୁଟିଲା ବୋମା । ବାରହା ଶିକାର ପାଇଁ ରଖାଯାଇଥିବା ବୋମା ଫୁଟିବାରୁ ଜଣେ ମହିଳା ଗୁରୁତର ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ ଥାନା ଅନ୍ତର୍ଗତ ତଳସାହିରେ ଏହି ଘଟଣା ଘଟିଛି । ଆହତ ମହିଳା ହେଲେ ଗାଁର ନିରୁପମା ବାରିକ । ତାଙ୍କୁ ଉଦ୍ଧାର କରି…