Latest Odisha News

BREAKING NEWS

Browsing Category

ଫିଚର

ନୂଆ ରୂପ ପାଇବ କଳିଙ୍ଗ ଷ୍ଟୁଡିଓ: ପୁନଃନିର୍ମାଣ କାର୍ଯ୍ୟର ଆଜି ଭିତ୍ତିପ୍ରସ୍ତର ପକାଇବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କଳିଙ୍ଗ ଷ୍ଟୁଡିଓକୁ ବିଶ୍ୱସ୍ତରୀୟ କରିବା ପାଇଁ ଆରମ୍ଭ ହୋଇଛି ପ୍ରୟାସ । ନୂଆ ରୂପ ପାଇବ କଳିଙ୍ଗ ଷ୍ଟୁଡିଓ । ଏଥିପାଇଁ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକଳ୍ପ ହାତକୁ ନିଆଯାଉଛି । ଏହାକୁ ଏକ ପ୍ରମୁଖ କେନ୍ଦ୍ର ଭାବେ ଗଢି ତୋଳିବା…

ଦେଶରେ ବଢୁଛି କରୋନା ସଂକ୍ରମଣ; ୫୩ ହଜାର ନୂଆ ପଜିଟିଭ

ନୂଆଦିଲ୍ଲୀ: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଗୁରୁବାର ଦିନ ୫୩ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ସଂଖ୍ୟା ୧,୧୭,୮୭,୫୩୪କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି ।…

ଆଜିଠୁ ରାଜଧାନୀର ସବୁ ହଷ୍ଟେଲରେ କୋଭିଡ୍ ଟେଷ୍ଟିଂ

ଭୁବନେଶ୍ୱର: ରାଜଧାନୀର ବିଭିନ୍ନ ଶିକ୍ଷାନୁଷ୍ଠାନରେ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ଆଜିଠାରୁ ଭୁବନେଶ୍ୱରର ସବୁ ହଷ୍ଟେଲରେ ଛାତ୍ରଛାତ୍ରୀଙ୍କର ହେଉଛି କୋଭିଡ୍ ଟେଷ୍ଟ ।  ଜୋନ୍ ସ୍ତରରେ ବିଭିନ୍ନ ହଷ୍ଟେଲରେ କୋଭିଡ୍‌ ପରୀକ୍ଷା ହେବ। ଏଥିପାଇଁ ସବୁ ଜୋନ୍‌ରେ…

ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ-୧ରେ ଜଣେ ଛାତ୍ର କରୋନା ପଜିଟିଭ୍

ଭୁବନେଶ୍ୱର: ଶିକ୍ଷାନୁଷ୍ଠାନରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଭୁବନେଶ୍ୱର XIMB ପରେ କେନ୍ଦ୍ରୀୟ ବିଦ୍ୟାଳୟ-୧ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂପୃକ୍ତ ଛାତ୍ରଙ୍କ କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଛି । ସେ ଗତ ଶନିବାର ଦିନ ପରୀକ୍ଷା ଦେବାକୁ ଆସିଥିଲେ ।  ବର୍ତ୍ତମାନ…

JEE ମେନ୍ ରେଜଲ୍ଟ: ୧୩ ଛାତ୍ରଛାତ୍ରୀ ରଖିଛନ୍ତି ଶତ ପ୍ରତିଶତ ନମ୍ୱର, ଦେବାଶିଷ ପଣ୍ଡା ଓଡ଼ିଶା ଟପ୍ପର

ନୂଆଦିଲ୍ଲୀ: ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ପାଇଁ ମାର୍ଚ୍ଚରେ ହୋଇଥିବା ଜେଇଇ ମେନ୍ ରେଜଲ୍ଟ ପ୍ରକାଶ ପାଇଛି । ମାତ୍ର ୬ ଦିନରେ ପ୍ରକାଶ ପାଇଛି ପରୀକ୍ଷାଫଳ ପ୍ରକାଶ କରିଛି ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସୀ ବା ଏନଟିଏ । ୧୩ ଜଣ ଛାତ୍ରଛାତ୍ରୀ ରଖିଛନ୍ତି ଶତ ପ୍ରତିଶତ ନମ୍ୱର । ଦିଲ୍ଲାର…

ନବରଙ୍ଗପୁରରେ ଆଜିଠୁ ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର: କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ଯୋଗୁଁ ମାଲକାନଗିରି ଜିଲ୍ଲା ପରେ ନବରଙ୍ଗପୁର ପ୍ରଶାସନ ମଧ୍ୟ ନାଇଟ୍ କର୍ଫ୍ୟୁ ଲାଗୁ କରିବାକୁ ନିଷ୍ପତ୍ତି ନେଇଛି। ଏନେଇ ଜିଲ୍ଲାପାଳ ଅଜିତ କୁମାର କହିଛନ୍ତି ଯେ ଗୁରୁବାର ରାତି ୮ ଟାରୁ ୬ଟା ମଧ୍ୟରେ ଲୋକଙ୍କ ଚଳପ୍ରଚଳ ଉପରେ କଡା କଟକଣା…

ରେଭେନ୍ସା କ୍ୟାମ୍ପସରୁ କରୋନା ପଜିଟିଭ୍ ଚିହ୍ନଟ ପରେ ପରୀକ୍ଷା ସ୍ଥଗିତ

କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରୁ କରୋନା ସଂକ୍ରମିତ ଚିହ୍ନଟ । ଦୁଇ ଦଇ କରୋନା ପଜିଟିଭ୍ ବାହାରିଛନ୍ତି । ଏହାପରେ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ୟୁଜି ଓ ପିଜି ରେଗୁଲାର୍, ବ୍ୟାକ ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ଯାଏ ସ୍ଥଗିତ ରଖାଯାଇଛି । ଏନେଇ ରେଭେନ୍ସା ବିଶ୍ୱବିଦ୍ୟାଳୟ…

ଭାଇରାଲ୍ ପୋଷ୍ଟମୋର୍ଟମ୍‌: କଂଗ୍ରେସକୁ ଟଙ୍କା ଦେଇଥିଲେ କି ନୀରବ ମୋଦି ?

ଭୁବନେଶ୍ୱର: ପଳାତକ ହୀରା ବ୍ୟବସ।।ୟୀ ନୀରବ ମୋଦି ବିଷୟରେ ସମସ୍ତେ ଜାଣନ୍ତି । ହେଲେ କଂଗ୍ରେସକୁ ଅନୁଦାନ ସ୍ୱରୂପ ଟଙ୍କା ଦେବା ନେଇ ନୀରବ ମୋଦିର ନାଁ ଏବେ ସାମ୍ନାକୁ ଆସିଛି । ସୋସିଆଲ ମିଡିଆରେ ଦାବି ତ ଅନେକ ହୋଇଛି । ହେଲେ ସେହି ଦାବି କେତେ ସତ, ଆସନ୍ତୁ ତର୍ଜମା କରିବା ।

ଅଗ୍ନିକାଣ୍ଡରେ ଜଳିଗଲା ୭ ବସ୍

ଦାମୋହ: ମଧ୍ୟପ୍ରଦେଶର ଦାମୋହର ଏକ ବସ୍ ଷ୍ଟାଣ୍ଡରେ ଗୁରୁବାର ସକାଳେ ଅଗ୍ନିକାଣ୍ଡ ଘଟି ୭ଟି ବସ୍ ଜଳି ଯାଇଛି। ମୁଖ୍ୟ ପୋଲିସ ଅଧୀକ୍ଷକ (ସିଏସପି) ଅଭିଷେକ ତିୱାରୀଙ୍କ କହିବାନୁସାରେ, ଏହି ଘଟଣାରେ ଏଯାବତ୍ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ। "ଅଗ୍ନିକାଣ୍ଡ ସମ୍ପର୍କରେ ସୂଚନା…

କଟକରେ ବିଭିନ୍ନ ସ୍ଥାନରେ ଯାଞ୍ଚ ଚଳାଇଛି ପୋଲିସ

କଟକ: ଦିନକୁ ଦିନ ବଢିବାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ତେଣୁ ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ କଡାକଡି ଯାଞ୍ଚ ଆରମ୍ଭ ହୋଇଛି । ପୋଲିସ ଜନଗହଳି ପୂର୍ଣ୍ଣ ଅଂଚଳରେ ପହଞ୍ଚି କୋଭିଡ୍ ନିୟମ ପାଳନ ହେଉଛି ନା ନାହିଁ ତାର ଯାଞ୍ଚ କରୁଛି । ଲୋକମାନଙ୍କୁ କୋଭିଡ୍ ଗାଇଡଲାଇନ୍ ପାଳନ…