Latest Odisha News

BREAKING NEWS

Browsing Category

ଫିଚର

ରବିବାର ଓ ଛୁଟି ଦିନ ବ୍ୟତୀତ ସବୁ ଦିନ ହେବ ଟୀକାକରଣ

ଭୁବନେଶ୍ୱର: ଏଣିକି ରବିବାର ଓ ପବ୍ଲିକ ଛୁଟି ଦିନ ବ୍ୟତୀତ ଅନ୍ୟ ସବୁ ଦିନ ଟୀକାକରଣ କରାଯିବ। ଏନେଇ ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ। ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀଙ୍କ କହିବା ଅନୁସାରେ ସ୍ୱାସ୍ଥ୍ୟକର୍ମୀ ଓ ସମ୍ମୁଖ…

ବିଧାନସଭା ଅଚଳାବସ୍ଥା ନେଇ ସାଂଘାତିକ ଅଭିଯୋଗ ଆଣିଲେ ତାରା ବାହିନୀପତି

ଭୁବନେଶ୍ୱର: ବିଧାନସଭାରେ ଅଚଳାବସ୍ଥା ନେଇ ବିଜେଡି ଓ ବିଜେପି ଉପରେ ବର୍ଷିଛନ୍ତି କଂଗ୍ରେସ ବିଧାୟକତ ତାରାପ୍ରସାଦ ବାହିନୀପତି । ବିଜେପି-ବିଜେଡି ଲିଙ୍କ କଥା କହିଛନ୍ତି । ତାରା କହିଛନ୍ତି, ବିଜେଡି ଓ ବିଜେପି ମିଳିତ ଭାବେ ଚାହୁଁଛନ୍ତି ବିଧାନସଭା ନଚାଲୁ । ଚାଷୀଙ୍କ ଧାନ ନଉଠୁ ବୋଲି ଉଭୟ…

ଭୟଙ୍କର ନିଆଁ: ଜଳିଗଲେ ଗୋଟିଏ ପରିବାରର ୫ ଜଣ

ପାଟନା: ଭୟଙ୍କର ଅଗ୍ନିକାଣ୍ଡ । ନିଆଁରେ ଜଳିଗଲେ ଗୋଟିଏ ପରିବାରର ପାଞ୍ଚ ଜଣ । ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ମୃତକଙ୍କ ଭିତରେ ଚାରି ଜଣ ଛୁଆ ଅଛନ୍ତି । ବିହାର କିଷାନଗଞ୍ଜ ଜିଲ୍ଲାରେ ଏଭଳି ହୃଦୟବିଦାରକ ଓ ଅଭାବନୀୟ ଘଟଣା ଘଟିଛି । ଆଜି ସକାଳେ ସଲାମ କଲୋନୀରେ ଏଲପିଜି ସିଲିଣ୍ଡର ବିସ୍ଫୋରଣ…

ଚାଲିପାରୁନି ବିଧାନସଭା, ଆଜି ପୁଣି ଶାସକ-ବିରୋଧୀ ମୁହାଁମୁହିଁ

ଭୁବନେଶ୍ୱର: ବିଧାନସଭାରେ ଅଚଳାବସ୍ଥା ଜାରି । ଚାଲି ପାରୁନି ଗୃହ କାର୍ଯ୍ୟ । ଆଜି ପୁଣି ମୁହାଁମୁହିଁ ହୋଇଛନ୍ତି ଶାସକ-ବିରୋଧୀ । ମଣ୍ଡି ସମସ୍ୟାକୁ ନେଇ କଂଗ୍ରେସ ଓ ବିଜେପିର ହଟ୍ଟଗୋଳ କରିଛନ୍ତି । ଅନ୍ୟପଟେ ଆତ୍ମହତ୍ୟା ଉଦ୍ୟମ ପ୍ରସଙ୍ଗରେ ବିଧାୟକ ସୁବାସ ପାଣିଗ୍ରାହୀଙ୍କ କ୍ଷମା ପ୍ରାର୍ଥନା…

କୋଭିଡ୍ ଟିକାକରଣରେ ବ୍ରିଟେନକୁ ପଛରେ ଛାଡ଼ିଲା ଭାରତ

ନୂଆଦିଲ୍ଲୀ: ମହାମାରୀ ବିରୋଧରେ ମହାସଂଗ୍ରାମ ଜାରି ରଖିଛି ଭାରତ । ବୃହତ ଟିକାକରଣ ଅଭିଯାନ ଚାଲିଛି । ଦୁଇ ମାସ ଭିତରେ ଅଧିକ ସଂଖ୍ୟକ ଲୋକଙ୍କୁ ଟିକାକରଣ କ୍ଷେତ୍ରରେ ସାରା ବିଶ୍ୱର ଦୁଇ ନମ୍ବର ଦେଶ ହୋଇଛି ଭାରତ । ବ୍ରିଟେନକୁ ଟପିଛି । ଆମେରିକା ପରେ ସର୍ବାଧିକ ଟିକାକରଣରେ ଦ୍ୱିତୀୟ ଦେଶ…

ଧାନ ବସ୍ତା ରଖି ରାସ୍ତା ଅବରୋଧ କଲେ ଚାଷୀ

କେନ୍ଦୁଝର: ମଣ୍ଡି ଅବ୍ୟବସ୍ଥାକୁ ନେଇ ଥମୁନି ଅସନ୍ତୋଷ । ବିଧାନସଭା ଭିତରେ ତାତି । ବାହାରେ ବି ଚାଷୀ ହୀନସ୍ତା ହେଉଛନ୍ତି । ମଣ୍ଡିରେ ଧାନ କିଣା ଯାଉ ନଥିବା ଅଭିଯୋଗରେ ତାତିଲେ କେନ୍ଦୁଝର ଜିଲ୍ଲା ତେଲକୋଇ ଅଞ୍ଚଳର ଚାଷୀ । ଧାନ ବସ୍ତା ରଖି ରାସ୍ତାରୋକ କରିଛନ୍ତି । ତେଲକୋଇ ଅନ୍ତର୍ଗତ…

ଟିପର-ବସ୍ ଧକ୍କାରେ ଜଣେ ମୃତ ଓ ୮ ଆହତ, ନବରଙ୍ଗପୁରରୁ ଭୁବନେଶ୍ୱର ଆସୁଥିଲା ବସ୍

ଭୁବନେଶ୍ୱର: ନବରଙ୍ଗପୁରରୁ ଭୁବନେଶ୍ୱର ଆସୁଥିବା ବସ୍ ଆନ୍ଧ୍ରପ୍ରଦେଶରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଟିପର ସହ ବସର ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ୮ ଜଣ ଆହତ ହୋଇଥିବା ସୂଚନା ମିଳିଛି । ମୃତକ ହେଲେ ବସ୍ ହେଲପର୍ । ତାଙ୍କର ପରିଚୟ ଜଣା ପଡିନି । ଆହତଙ୍କୁ ଉଦ୍ଧାର କରି…

ଓଡ଼ିଶାରେ କରୋନାକୁ ବର୍ଷେ: ଆଜିର ଦିନରେ ଚିହ୍ନଟ ହୋଇଥିଲେ ପ୍ରଥମ ପଜିଟିଭ୍

ଭୁବନେଶ୍ୱର: ଓଡ଼ିଶାରେ କରୋନାକୁ ବର୍ଷେ ପୂରିଛି । ଗତବର୍ଷ ଆଜିର ଦିନରେ ରାଜ୍ୟରୁ ବାହାରିଥିଲା ପ୍ରଥମ ପଜଟିଭ୍ । ଇଟାଲୀ ଫେରନ୍ତା ଯୁବକ ସଂକ୍ରମିତ ହୋଇଥିଲେ । ଭୁବନେଶ୍ୱର ବଡ଼ଗଡ଼ ଅଞ୍ଚଳର ଦେବାଶିଷ ଶ୍ରୀଚନ୍ଦନଙ୍କ କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଥିଲା । କ୍ୟାପିଟାଲ ହସ୍ପିଟାଲରେ ଚିହ୍ନଟ…

ଆଜିଠାରୁ ଦୁଇଦିନିଆ ବ୍ୟାଙ୍କ ଧର୍ମଘଟ

ଭୁବନେଶ୍ୱର: ବ୍ୟାଙ୍କ ଘରୋଇକରଣକୁ ବିରୋଧ କରି ୟୁନାଇଟେଡ୍ ଫøାରମ୍ ଅଫ୍ ବ୍ୟାଙ୍କ ୟୁନିଅନ(ୟୁବିଏଫ୍‌ୟୁ) ପକ୍ଷରୁ ଆଜି ଓ ଆସନ୍ତାକାଲି ଧର୍ମଘଟ ଡାକରା ଦିଆଯାଇଛି । ତେଣୁ ନଅଟି ବ୍ୟାଙ୍କ କର୍ମଚାରୀ ସଂଘ ଓ ଅଧିକାରୀ ସଂଘ ଆଜିର ଧର୍ମଘଟରେ ସାମିଲ ହୋଇଛନ୍ତି । ଦେଶବ୍ୟାପୀ ପ୍ରାୟ ୧୦ ଲକ୍ଷରୁ…

ମଣ୍ଡିରୁ ଉଠୁନି ଧାନ, ଧାରଣାରତ ଚାଷୀ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ଭଦ୍ରକ: ଧାନ ମଣ୍ଡି ସମସ୍ୟାକୁ ନେଇ ବିଧାନସଭା ହୁଲସ୍ତୁଲ୍ ହେଉଛି । ବିରୋଧୀ ସରକାରଙ୍କ ଧାନ କିଣା ନୀତିକୁ ନେଇ ପ୍ରଶ୍ନ ଉଠାଇ ଗୃହରେ ହୋହଲ୍ଲା କରୁଛନ୍ତି । ଅନ୍ୟପଟେ ବିରୋଧୀ ବିଜେପି ବିଧାୟକଙ୍କ କ୍ଷମା ପ୍ରାର୍ଥନା ଦାବିରେ ଅଡ଼ି ବସିଛି ଶାସକ ବିଜେଡି । ହେଲେ, ଚାଷୀଙ୍କ ଦୁଃଖ କେହି…