Latest Odisha News

BREAKING NEWS

Browsing Category

ଫିଚର

ମାଡୁଛି ମହାମାରୀ: ୨୪ ଘଣ୍ଟାରେ ୨୩ ହଜାର ପଜିଟିଭ୍, ମହାରାଷ୍ଟ୍ରରେ କେବଳ ୧୪ ହଜାର ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ କୋଭିଡ୍ ଟିକାକରଣ ଚାଲିଥିବା ବେଳେ ଦୈନିକ ସଂକ୍ରମଣ ବଢ଼ି ଚାଲିଛି । ଗତକାଲି ୨୨ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଏହି ସଂଖ୍ୟା ୨୩ ହଜାର ଟପିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୨୩ହଜାର ୨୮୫ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ କରୋନା…

ଆଜିଠୁ ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ: ଜଙ୍ଗଲ ନିଆଁ, ଧାନ କିଣା ପ୍ରସଙ୍ଗରେ ହୁଲସ୍ତୁଲ ହେବ ଗୃହ

ଭୁବନେଶ୍ୱର: ୧୨ ଦିନ ଅବକାଶ ପରେ ଆଜିଠୁ ଆରମ୍ଭ ହେଉଛି ବିଧାନସଭାରେ ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ । ଏହି ପର୍ଯ୍ୟାୟ ବି କମ୍ପିବ । ସରକାରଙ୍କୁ ଘେରିବା ପାଇଁ ବିରୋଧୀଙ୍କ ହାତରେ ଅନେକ ପ୍ରସଙ୍ଗ ରହିଛି । ବିଶେଷ କରି ଶିମିଳିପାଳ ଓ ରାଜ୍ୟର ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁ…

‘ସ୍ବାଧୀନତାର ଅମୃତ ମହୋତ୍ସବ’ କାର୍ଯ୍ୟକ୍ରମ ଶୁଭାରମ୍ଭ କରିବେ ମୋଦି

ନୂଆଦିଲ୍ଲୀ: ୨୦୨୨ ମସିହା ଅଗଷ୍ଟ ୧୫ ରେ ଭାରତ ସ୍ୱାଧୀନତାର ୭୫ ବର୍ଷ ପୂରଣ କରିବାକୁ ଯାଉଛି। ସ୍ୱାଧୀନତାର ୭୫ ବର୍ଷକୁ ସ୍ମରଣୀୟ କରିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ 'ଆଜାଦି କା ଅମୃତ ମହୋତ୍ସବ' କାର୍ଯ୍ୟକ୍ରମ ପାଳନ କରିବାକୁ ନିଷ୍ପତ୍ତି ନିଆଯାଇଛି। ୭୫ ସପ୍ତାହ ଧରି ଚାଲିବାକୁ ଥିବା…

ଭୋର୍ ୫ଟା ୨୦ରେ ଉଠିଲା ବାବା ଲୋକନାଥଙ୍କ ପୀଠରେ ମହାଦୀପ

ପୁରୀ: ଶାନ୍ତିଶୃଙ୍ଖଳାର ସହ ପୁରୀରେ ଶେଷ ହୋଇଛି ପବିତ୍ର ଜାଗର ଯାତ୍ରା । ବାବା ଲୋକନାଥ ପୀଠରେ ଭୋର ୫ଟା ୨୦ ମିନିଟରେ ମହାଦୀପ ଉଠିଥିଲା । ମହାଦୀପକୁ ଦର୍ଶନ କରିଛନ୍ତି ହଜାର ହଜାର ଭକ୍ତ । ସେତିକିବେଳେ ମନ୍ଦିର ପରିସରରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା । ହରିବୋଲ ଓ ହୁଳହୁଳିରେ…

ଭାଇରାଲ୍ ପୋଷ୍ଟମୋର୍ଟମ୍ : ବିବାଦୀୟ ବଦ୍‌ରୁଦ୍ଦିନ୍

ଭୁବନେଶ୍ୱର: ହିନ୍ଦୁ ଓ ଭାରତ ବିରୋଧୀ ଭାଷଣ ପାଇଁ ଚର୍ଚ୍ଚାରେ ଏଆଇଡିୟୁଏଫ୍ ମୁଖ୍ୟ ବଦ୍‌ରୁଦ୍ଦିନ୍ ଅଜମଲ । ମୋଗଲ ଶାସନ ଇତିହାସଠୁ ଆରମ୍ଭ କରି ଭାରତରେ ଇସଲାମିକ ଧର୍ମ ରାଜୁତି କରିବା ଭଳି ଦାବି ମଧ୍ୟ ସାମ୍ନାକୁ ଆସିଛି । ସାମ୍ବାଦିକଙ୍କଠାରୁ ଆରମ୍ଭ କରି ସ୍ତମ୍ଭକାର ଓ ଖବର ପ୍ରସାରଣ ସଂସ୍ଥା…

ନିର୍ଦ୍ଧାରିତ ସମୟ ପୂର୍ବରୁ ଉଠିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମହାଦୀପ

ଭୁବନେଶ୍ବର : ଓଁ ନମଃ ଶିବାୟ ଧ୍ବନୀରେ ପ୍ରକମ୍ପିତ ହେଲା ଏକାମ୍ର କ୍ଷେତ୍ର । ଶିବ ପଞ୍ଚାକ୍ଷରୀ ଧ୍ବନୀ ସହ ଭକ୍ତିମୟ ହେଲା ପରିବେଶ । ଲକ୍ଷ ଲକ୍ଷ ଭକ୍ତଙ୍କ ଅପେକ୍ଷାର ଅନ୍ତ ଘଟାଇ ଲିଙ୍ଗରାଜଙ୍କ ପୀଠରେ ନିର୍ଦ୍ଧାରିତ ସମୟ ପୂର୍ବରୁ ଉଠିଲା ମହାଦୀପ । ପାରମ୍ପରିକ ବେଢ଼ା ପରିକ୍ରମା ପରେ…

ଆସନ୍ତାକାଲିଠୁ ପଟିଆଲାରେ ନାଇଟ୍ କର୍ଫ୍ୟୁ

ନୂଆଦିଲ୍ଲୀ : ଦେଶର କିଛି ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ମହାରାଷ୍ଟ୍ର ପରେ ପଞ୍ଜାବରେ ମଧ୍ୟ ସଂକ୍ରମଣ ମାମଲା ଧିରେ ଧିରେ ବଢ଼ି ଚାଲିଛି । ଏହାକୁ ଦୃଷ୍ଟିରେ ରଖି ପଞ୍ଜାବର ଜଳନ୍ଧର, ଏସ୍‌ବିଏସ୍‌ ନଗର, ହୋସିଆରପୁର୍‌ ଏବଂ କପୁରଥାଲାରେ ନାଇଟ୍ କର୍ଫ୍ୟୁ ଘୋଷଣା…

ଗୋପାଳପୁର ସମୁଦ୍ରରେ ଓଲଟିଲା ବୋଟ୍, ୯ ପର୍ଯ୍ୟଟକ ଉଦ୍ଧାର

ଗୋପାଳପୁର : ଗୋପାଳପୁର ସମୁଦ୍ରରେ ଅଘଟଣ । ଗୋପାଳପୁର ସମୁଦ୍ର ଭିତରକୁ ବୁଲିବାକୁ ଯାଇ ଫେରୁଥିବା ବେଳେ ଓଲଟିଲା ବୋଟ୍ । ଫଳରେ ବୋଟ୍‌ରେ ଥିବା ୯ ଜଣ ପର୍ଯ୍ୟଟକ ସମୁଦ୍ରରେ ବୁଡି ଯାଇଥିଲେ । କିନ୍ତୁ ସଙ୍ଗେ ସଙ୍ଗେ ଉଦ୍ଧାରକାରୀ ବୋଟ୍‌ ପହଞ୍ଚି ପର୍ଯ୍ୟଟକଙ୍କ ଉଦ୍ଧାର କରିବାରେ ସଫଳ…

ଉଦଯାପିତ ହେଲା ୬୯ତମ ଜାତୀୟ ସିନିଅର ପୁରୁଷ ଓ ମହିଳା ଭଲିବଲ ପ୍ରତିଯୋଗିତା

ଭୁବନେଶ୍ବର : ଉଦଯାପିତ ହେଲା ୬୯ତମ ଜାତୀୟ ସିନିଅର ପୁରୁଷ ଓ ମହିଳା ଭଲି ବଲ ପ୍ରତିଯୋଗିତା । ମହିଳା ସିନିୟର ବିଭାଗରେ କେରଳ ଓ ପୁରୁଷ ବିଭାଗରେ ହରିୟାଣା ଚାମ୍ପିଅନସ ଟ୍ରଫି ସହ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି । ମହିଳା ବିଭାଗରେ ରେଲଓ୍ବେକୁ ୩-୦ରେ ହରାଇ ଚାମ୍ପଅନ୍ ହୋଇଛି କେରଳ ।…

ମହାଶିବରାତ୍ରୀରେ ସୋନୁ ଏମିତି କଣ କହିଲେ ଯେ, ଟ୍ରୋଲ ହେଲେ ସୋସିଆଲ ସାଇଟରେ

ମୁମ୍ବାଇ: ବଲିଉଡ ଅଭିନେତା ସୋନୁ ସୁଦଙ୍କ ଏକ ଟୁଇଟ କରି ନିଜକୁ ବିବାଦ ମଧ୍ୟକୁ ଟାଣି ଆଣିଛନ୍ତି । ମହାଶିବରାତ୍ରୀରେ ସୋନୁ ଟୁଇଟ କରିଥିଲେ, ଭଗବାନ ଶିବଙ୍କ ଫଟୋ ଫରୱାର୍ଡ ନ କରି ଅନ୍ୟ କାହାକୁ ସାହାଯ୍ୟ କରି ଏହାକୁ ଧୂମଧାମରେ ପାଳନ କରନ୍ତୁ । ଭଗବାନ ଶିବଙ୍କ ଫଟୋ ଶେୟାର କରିବାରେ ଅସୁବିଧା…