Latest Odisha News

BREAKING NEWS

Browsing Category

ଫିଚର

କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ ମହିଳା ଫୁଟବଲ ଲିଗ୍ ୨୦୨୧

ଭୁବନେଶ୍ବର : ଆସନ୍ତା ୧୪ ତାରିଖରେ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ ମହିଳା ଫୁଟବଲ ଲିଗ୍ । ଏଥିପାଇଁ ଷ୍ଟାଡିୟମରେ ଅଭ୍ୟାସ ଚଳାଇଛନ୍ତି ମହିଳା ଖେଳାଳି । ୮ଟି ଦଳ ମଧ୍ୟରେ ଏହି ଲିଗ୍ ମ୍ୟାଚ୍ ଖେଳାଯିବ । ଅପରାହ୍ନ ୪ଟାରୁ ଏହି ମ୍ୟାଚ୍ ଆରମ୍ଭ ହୋଇ ରାତି ୯ଟାରେ ଶେଷ ହେବ । ଏହି ଫୁଟବଲ…

ବିଜୟ ହଜାରେ ଟ୍ରଫି: ମୁମ୍ବାଇ-ୟୁପି ଟାଇଟଲ ମୁକାବିଲା

ନୂଆଦିଲ୍ଲୀ: ବିଜୟ ହଜାରେ ଟ୍ରଫି କ୍ରିକେଟ ଫାଇନାଲରେ ପ୍ରବେଶ କରିଛନ୍ତି ମୁମ୍ବାଇ ଓ ଉତରପ୍ରଦେଶ । ୧୪ରେ ଦିଲ୍ଲୀରେ ଉଭୟ ଦଳ ମଧ୍ୟରେ ଫାଇନାଲ ମୁକାବିଲା ହେବ । ପ୍ରଥମ ସେମିଫାଇନାଲରେ ଉଭରପ୍ରଦେଶ ୫ ଉଇକେଟରେ ଗୁଜରାଟକୁ ପରାସ୍ତ କରିଥିଲା । ଗୁଜରାଟ ପ୍ରଥମେ ବ୍ୟାଟିଂ କରି ୪୮.୧ ଓଭରରେ ୧୮୪…

କେନ୍ଦ୍ର ସରକାର ଘୋଷଣା କଲେ କରୋନା ଟିକାର ନୂଆ ଦର

ନୂଆଦିଲ୍ଲୀ : କରୋନା ଟିକାର ନୂଆ ଦର ଘୋଷଣା କଲେ କେନ୍ଦ୍ର ସରକାର । ପୂର୍ବରୁ ଟିକାର ଦର ୨୫୦ ଟଙ୍କା ଥିବା ବେଳେ, ବର୍ତ୍ତମାନ ଟିକାର ଦାମ କମାଇ ୨୦୦ ଟଙ୍କା କରିଛନ୍ତି ସରକାର । କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ଏନେଇ ସୂଚନା ଦେଇଛନ୍ତି । ତେବେ ଘରୋଇ ହସ୍ପିଟାଲରେ ଏହି ଦର ୨୫୦…

ଶିମିଳିପାଳରେ ନିଆଁ ଲାଗିବା ଘଟଣା, ତଦନ୍ତ ପାଇଁ ପହଞ୍ଚିଲେ କେନ୍ଦ୍ରୀୟ ଟିମ୍

ଭୁବନେଶ୍ୱର: ଶିମିଳିପାଳ ଜଙ୍ଗଲରେ ଅଗ୍ନିକାଣ୍ଡର କାରଣ ଜାଣିବା ତଥା ନିଆଁକୁ ଆୟତ୍ତ କରିବାରେ ରାଜ୍ୟକୁ ସହାୟତା କରିବା ପାଇଁ ଦୁଇ ଜଣିଆ କେନ୍ଦ୍ରୀୟ ଟିମ୍ ଗୁରୁବାର ଦିନ ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଜାତୀୟ ଉଦ୍ୟାନ ଅଭିମୁଖେ ଯାଇଛନ୍ତି। ଇନ୍ସପେକ୍ଟର ଜେନେରାଲ୍ ଅଫ୍ ଜଙ୍ଗଲ, ନ୍ୟାସନାଲ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ୮୬ କରୋନା ଆକ୍ରାନ୍ତ

ଭୁବନେଶ୍ବର : ଆଜି ରାଜ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୮୬ କରୋନା ଆକ୍ରାନ୍ତ । ସୁସ୍ଥ ହେବା ପରେ ସମସ୍ତଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଛି । କଟକରୁ ସର୍ବାଧିକ ୧୬ ଜଣ ସୁସ୍ଥ ହୋଇଥିବା ବେଳେ, ସୁନ୍ଦରଗଡ଼ରୁ ୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ସମ୍ବଲପୁରରୁ…

ନାଗପୁରରେ ମାର୍ଚ୍ଚ ୧୫ରୁ ୨୧ ତାରିଖ ଯାଏ ଲକଡାଉନ ଲାଗୁ

ନାଗପୁର : କରୋନା ସଂକ୍ରମଣ ପାଇଁ ମହାରାଷ୍ଟ୍ରରେ ବଢୁଛି ଚିନ୍ତା । ଦିନକୁ ଦିନ ଆକ୍ରାନ୍ତ ସଂଖ୍ୟା ବଢ଼ି ଚାଲିଥିବା ବେଳେ, ପଦକ୍ଷେପ ନେଇଛନ୍ତି ମହାରାଷ୍ଟ୍ର ସରକାର । ସଂକ୍ରମଣକୁ ଦୃଷ୍ଟିରେ ରଖି ନାଗପୁରରେ ସପ୍ତାହକ ପାଇଁ ଲାଗୁ ହୋଇଛି ଲକଡାଉନ । ଆସନ୍ତା ୧୫ରୁ ୨୧ ତାରିଖ ଯାଏ ନାଗପୁରରେ…

ନନ୍ଦନକାନନରେ ମହୁମାଛି ଆକ୍ରମଣରେ ୧୫ ଆହତ

ଭୁବନେଶ୍ୱର: ଆଜି ଅପରାହ୍ନରେ ନନ୍ଦନକାନନରେ ମହୁମାଛି ଆକ୍ରମଣରେ ୧୫ ଜଣ ପର୍ଯ୍ୟଟକ ଆହତ ହୋଇଛନ୍ତି । ଏମାନେ ପଶ୍ଚିମବଙ୍ଗର ବୋଲି ଜଣାପଡିଛି । ଗରିଲା ଯନ୍ତା ପାଖରେ ଥିବା ଏକ ଗଛରେ ମହୁଫେଣା କୌଣସି କାରଣରୁ ଭାଙ୍ଗି ଯିବାରୁ ହଠାତ୍ ମହୁମାଛିମାନେ ମାଡି ଆସିଥିଲେ । ପାଖରେ ଥିବା ପର୍ଯ୍ୟଟକ…

ରାଧେଶ୍ୟାମର ନୂତନ ପୋଷ୍ଟର ଜାରି, ଶୀତଳତାରେ ପ୍ରେମର ଉଷ୍ମତା

ମୁମ୍ବାଇ: ମହାଶିବରାତ୍ରୀ ଅବସରରେ ଲୋକପ୍ରିୟ ଅଭିନେତା ତଥା ବାହୁବଳୀ ଫେମ୍ ପ୍ରଭାସ ତାଙ୍କର ଆଗାମୀ ଫିଲ୍ମ ରାଧେଶ୍ୟାମର ଆଉ ଏକ ପୋଷ୍ଟର ଜାରି କରିଛନ୍ତି । ଏଥିରେ ପ୍ରଭାସ ଓ ପୂଜା ହେଗଡେଙ୍କ ରୋମାଂଟିକ ଲୁକ୍ ଦେଖିବାକୁ ମିଳିଛି । ବରଫ ଆଚ୍ଛାଦିତ ଭୂମିରେ ଉଭୟ ରୋମାଂଟିକ ଶୈଳୀରେ ଶୋଇ…

ପ୍ରଦୂଷଣର ମାତ୍ରା କମିବାରୁ ଇସ୍ପାତ ସହରରେ କୋହଳ ହେଲା କଟକଣା

ରାଉରକେଲା: ସହରରେ ପ୍ରଦୂଷଣ ମାତ୍ରା କମିବା ପରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସୁନ୍ଦରଗଡ ଜିଲ୍ଲା ପ୍ରଶାସନକୁ ରାଉରକେଲାରେ ଲଗାଯାଇଥିବା କଟକଣା କୋହଳ କରିଛି । ମାର୍ଚ୍ଚ ୮ତାରିଖରେ ବାୟୁ ଗୁଣବତ୍ତା ସୂଚକାଙ୍କ ୫୨୬ ଥିବା ବେଳେ ୨୪ ଘଣ୍ଟାରେ ଏହା ହ୍ରାସ ପାଇ ୩୪୨ରେ ପହଞ୍ଚିଛି ।…

ବିଜୟ ହଜାରେ ଟ୍ରଫିରେ ଆଉ ଏକ ରେକର୍ଡ କଲେ ପୃଥ୍ୱୀ ଶ’

ମୁମ୍ବାଇ: ଚଳିତ ବିଜୟ ହଜାରେ ଟ୍ରଫି କ୍ରିକେଟରେ ପୃଥ୍ୱୀ ଶ’ ଗୋଟିଏ ପରେ ଗୋଟିଏ ରେକର୍ଡ କରିବାରେ ଲାଗିଛନ୍ତି । ମୁମ୍ବାଇର ଏହି ବ୍ୟାଟ୍ସମ୍ୟାନ ଗୋଟିଏ ସିଜନରେ ସର୍ବାଧିକ ରନ ସଂଗ୍ରହ କରି ନୂତନ କୀର୍ତିମାନ ସ୍ଥାପନ କରିଛନ୍ତି । ୨୦୧୭-୧୮ରେ ମୟଙ୍କ ଅଗ୍ରୱାଲ ୭୨୩ ରନ କରିଥିବା ବେଳେ ପୃଥ୍ୱୀ…