Latest Odisha News

BREAKING NEWS

Browsing Category

ଫିଚର

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ତିରଥ ସିଂହ ରାଓ୍ୱତ

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ତ୍ରିବେନ୍ଦ୍ର ସିଂହ ରାୱତ ଇସ୍ତଫା ଦେବା ପରେ ଆଜି ନୂଆ ମୁଖମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ତିରଥ ସିଂହ ରାୱତ । ରାଜ୍ୟପାଳ ବେବିରାଣୀ ମୌର୍ଯ୍ୟା ତିରଥ ସିଂହ ରାଓ୍ବତଙ୍କୁ ଶପଥ ପାଠ କରାଇଛନ୍ତି । ବିଜେପି ବିଧାୟକ ଦଳର ବୈଠକରେ ତିରଥଙ୍କୁ…

ଚୂଡାନ୍ତ ହେଲା କେଉଁଠାରେ ଖେଳାଯିବ ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ

ଲଣ୍ଡନ: ଆଇସିସି ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ । ପୂର୍ବରୁ ଏହା ଲର୍ଡସରେ ଖେଳାଯିବ ବୋଲି ସ୍ଥିର ହୋଇଥିବା ବେଳେ ଆଇସିସି ଭେନ୍ୟୁ ପରିବର୍ତନ କରିଛି । ଏବେ ଏହା ସାଉଥାମ୍ପଟନର ହ୍ୟାମ୍ପଶାୟର ବାଓଲରେ ଖେଳାଯିବ । ଆଇସିସି ଏବଂ ଇସିବି ଫାଇନାଲ…

ସରିଲା ମହୁରତ, ଆରମ୍ଭ ହେବ ଫିଲ୍ମ “ପ୍ରେମୀ ଆୱାରା”ର ସୁଟିଂ

ଭୁବନେଶ୍ୱର: ଦର୍ଶକ ପୁଣି ଦେଖିବେ ଲୁବୁନ୍‌-ଟୁବୁନ୍‌ଙ୍କ ଜଲୱା । ହେଲେ ଏଥର ଅନ୍‌ସ୍କ୍ରିନ୍‌ରେ ନୁହେଁ ବରଂ କ୍ୟାମେରା ପଛରେ ଧମାଲ୍ ମଚାଇବେ ଦୁଇଭାଇ । କାହିଁକି ନା ଖୁବଶୀଘ୍ର ଲୁବୁନ୍‌-ଟୁବୁନ୍‌ଙ୍କ ନିର୍ଦ୍ଦେଶିତ ୫ମ ଫିଲ୍ମ ଦର୍ଶକଙ୍କ ସାମ୍ନାକୁ ଆସିବ । ନିର୍ମାଣ ହେବ ଓଡିଆ ଫିଲ୍ମ ପ୍ରେମୀ…

୨୦ ବର୍ଷ ପରେ ଜ୍ୟାକି ଭଗନାନୀ କରିବେ ରହେନା ହେ ତେରେ ଦିଲ ମେଁର ସିକ୍ୱେଲ

ମୁମ୍ବାଇ: ୨୦୦୧ରେ ରିଲିଜ ହୋଇଥିଲା ବାସୁ ଭାଗନାନୀଙ୍କ ରହେନା ହେ ତେରେ ଦିଲ ମେଁ । ସେ ସମୟରେ ସୈଫ ଅଲୀ ଖାଁ, ଦିୟା ମିର୍ଜା ଓ ଆର.ମାଧବନ ଅଭିନୀତ ଏହି ଫିଲ୍ମ ବକ୍ସ ଅଫିସରେ ବଡ ସଫଳତା ହାସଲ କରିପାରି ନ ଥିଲା । ପରେ ଟେଲିଭିନ ପ୍ରିମିୟରରେ ଦର୍ଶକ ଏହାକୁ ବେଶ୍ ପସନ୍ଦ କରିଥିଲେ । ଏବେ ବାସୁ…

ବନ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର: ଶିମିଳିପାଳ ଅଭୟାରଣ୍ୟ ନିଆଁ ଲାଗିବା ଘଟଣା ଏବେ ସମସ୍ତଙ୍କ ପାଇଁ ଚିନ୍ତାର କାରଣ ହୋଇଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଡିଭିଜନର ବନ ଅଧିକାରୀଙ୍କ ଛୁଟି ବାତିଲ । ଜଙ୍ଗଲ ନିଆଁ ସ୍ଥିତିକୁ ଦୃଷ୍ଟିରେ ରଖି ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ…

କେଆରକେଙ୍କ ଭବିଷ୍ୟବାଣୀ ପଠାନ ଫ୍ଲପ ହେବ

ମୁମ୍ବାଇ: କମଲ ରସିଦ ଖାଁ (କେଆରକେ) ସର୍ବଦା ବିବାଦୀୟ ଟୁଇଟ ନେଇ ଚର୍ଚ୍ଚାରେ ରହିଥାନ୍ତି । ଶାହାରୁଖ ଖାଁଙ୍କ ଆଗାମୀ ଫିଲ୍ମ ଷ୍ଟୋରୀ ଲିକ୍ କରିବା ସହ ଏହା ଫ୍ଲପ ହେବ ବୋଲି ଆଗୁଆ ଘୋଷଣା କରିଛନ୍ତି । ନିଜକୁ ବଡ କ୍ରିଟିକ ଭାବେ ଚିତ୍ରିତ କରୁଥିବା କେଆରକେ କହିଛନ୍ତି ପଠାନରେ ଶାହାରୁଖ ର’…

ଶ୍ରୀମନ୍ଦିର ଲାଗି ପ୍ରସ୍ତୁତ ହେଲା ୨୦୨ କୋଟି ବଜେଟ୍

ଭୁବନେଶ୍ୱର: ଶ୍ରୀମନ୍ଦିର ଅର୍ଥ ସବ୍ କମିଟି ଶ୍ରୀମନ୍ଦିର ପାଇଁ ୨୦୨କୋଟି ଟଙ୍କାର ବଜେଟ୍ ପ୍ରସ୍ତୁତ କରିଛି । ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ଏହି ବଜେଟ୍ ପ୍ରସ୍ତୁତ ହୋଇଛି । ଏ ନେଇ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଏହି ସୂଚନା ଦେଇଛନ୍ତି ଶ୍ରୀ ମନ୍ଦିର ପ୍ରଶାସକ କ୍ରିଷନ କୁମାର ।…

ଆତ୍ମନିର୍ଭରଶୀଳ ବିଜୟ,୯୮ ନଟ୍ ଆଉଟ୍ !

ଭୁବନେଶ୍ୱର: ଘଟଣା ବେଶି ପୁରୁଣା ନୁହେଁ । ମାତ୍ର କେଇଦିନ ତଳର କଥା । ସୋସିଆଲ୍ ମିଡିଆରେ ଏକ ଭିଡିଓ ଭାଇରାଲ୍ ହୋଇଥିଲା । ଜଣେ ୯୮ ବର୍ଷୀୟ ବୃଦ୍ଧ ଦେଇଥିଲେ ଆତ୍ମନିର୍ଭରଶୀଳତାର ଜ୍ୱଳନ୍ତ ଉଦାହରଣ । ରାସ୍ତାକଡରେ ବିକୁଥିଲେ ସିଝା ଚଣା । ହେଲେ ତାଙ୍କ କାହାଣୀ ଜାଣିବା ପରେ ଉତ୍ତରପ୍ରଦେଶ…

ବିଜୁବାବୁଙ୍କ ସାନପୁଅ ଆଜି ସଶକ୍ତ ନୂଆପଡ଼ା, ଲୋୟର ଇନ୍ଦ୍ର ଡ୍ୟାମ ପାର୍ଶ୍ୱରେ ସାଇନ୍ସ ପାର୍କ ଓ ମ୍ୟୁଜିୟମ୍ ନିର୍ମାଣ…

ନୂଆପଡ଼ା: ବହୁ ପ୍ରତୀକ୍ଷିତ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକାଧିକ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି । ରାଜା ଏଟି ହାଇସ୍କୁଲ ପଡ଼ିଆରେ ଆୟୋଜିତ ଜନସଭାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବୋଧିତ କରିଛନ୍ତି । ନୂଆପଡ଼ା ଆସି ଖୁସିବ୍ୟକ୍ତି କରିଛନ୍ତି…

ନୂଆପଡ଼ା ଜିଲ୍ଲାକୁ ନବୀନଙ୍କ ଭେଟି, ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଲୋକାର୍ପିତ

ନୂଆପଡ଼ା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୂଆପଡ଼ା ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ତିଖାଲିରେ ନିର୍ମିତ ହେଲିପ୍ୟାଡରେ ପହଞ୍ଚିଥିଲା । ସେଠାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବହୁ…