Latest Odisha News

BREAKING NEWS

Browsing Category

ଫିଚର

ନୌ-ସେନାରେ ସାମିଲ୍ ହେଲା ‘ସାଇଲେଣ୍ଟ କିଲର’ ବୁଡ଼ାଜାହାଜ INS କରଞ୍ଜ

ମୁମ୍ବାଇ: ଆହୁରି ସଶକ୍ତ ହେଲା ଭାରତୀୟ ନୌ-ସେନା । ଯୋଡ଼ି ହେଲା ଆଉ ଏକ ଶକ୍ତି । ସ୍କର୍ପିୟନ କ୍ଲାସର ବୁଡ଼ାଜାହାଜ ଆଇଏନଏସ କରଞ୍ଜ ବୁଧବାର ନୌ-ସେନାରେ ସାମିଲ୍ ହୋଇଛି । ମୁମ୍ବାଇରେ ଏକ କାର୍ଯ୍ୟକ୍ରମରେ ନୌସେନାରେ ଆଇଏନଏସ କରଞ୍ଜକୁ ସାମିଲ୍ କରାଯାଇଛି । ‘ସାଇଲେଣ୍ଟ କିଲର୍’ ଭାବେ ଜଣାଶୁଣା…

ଏପ୍ରିଲରୁ ରବିବାର ସ୍କୁଲ ବନ୍ଦ, ମାର୍ଚ୍ଚ ସୁଦ୍ଧା ସରିଯିବ କୋର୍ସ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: କୋଭିଡ୍ ଯୋଗୁ ଏବର୍ଷ ବିଳମ୍ବରେ ଆରମ୍ଭ ହୋଇଛି ଶିକ୍ଷାବର୍ଷ । କୋର୍ସ ସାରିବା ପାଇଁ ସପ୍ତାହରେ ସାତ ଦିନ କ୍ଲାସ କରାଯାଉଛି । ପାଖାପାଖି କୋର୍ସ ଶେଷ ହୋଇ ଆସିଲାଣି । ଏପ୍ରିଲରୁ ହେବ ରିଭିଜନ୍ କ୍ଲାସ । ରେଗୁଲାର କ୍ଲାସ ଆବଶ୍ୟକତା ନାହିଁ । ଏହି ସୂଚନା ଦେଇଛନ୍ତି ଗଣଶିକ୍ଷା…

ଦୁର୍ଘଟଣା ନେଲା ଦୁଇ ଶିଶୁଙ୍କ ଜୀବନ, ବାପା-ମାଆ ଗୁରୁତର

ରମ୍ଭା(ଗଞ୍ଜାମ): ଧକ୍କା ଦେବା ପରେ ବାଇକ ଉପରେ ଚଢ଼ିଗଲା ଟ୍ରକ । ଦୁଇ ଛୁଆଙ୍କର ମୃତ୍ୟୁ ହୋଇଥିବା ବେଳେ ବାପା-ମାଆ ଗୁରୁତର ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଶାବୁଳିଆ ଛକରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏତେ ଭୟଙ୍କର ଦୁର୍ଘଟଣା ଯେ, ଆଖିରେ ବି ଦେଖିହେବ ନାହିଁ ।…

ପୁରୀ ଆସିବ ଏନଏସଜି ଟିମ୍: ୧୮ ତାରିଖରେ ଶ୍ରୀମନ୍ଦିର ସୁରକ୍ଷାର କରିବେ ଯାଞ୍ଚ

ପୁରୀ: ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିବ ନ୍ୟାସନାଲ୍ ସିକ୍ୟୁରିଟି ଗାର୍ଡ ବା ଏନଏସଜି । ଆସନ୍ତା ୧୮ ତାରିଖରେ ପୁରୀ ଆସିବେ ଏନଏସଜିର ବରିଷ୍ଠ ଅଧିକାରୀ । ରାଜ୍ୟ ପୋଲିସ ଅଧିକାରୀଙ୍କ ସହ ୫ ଜଣିଆ NSG ଟିମ୍ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିବେ । ଟିମରେ ରହିବେ…

ଜାଗର ପୂର୍ବରୁ ଲିଙ୍ଗରାଜ ମନ୍ଦିରରେ ନୀତି ବନ୍ଦ

ଭୁବନେଶ୍ୱର: ଆସନ୍ତାକାଲି ମହାଶିବରାତ୍ରି । ଜାଗର ପୂର୍ବରୁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସେବାରେ ଅସହଯୋଗ କଲେ ସେବାୟତ । ଆଜି ରୋଷ, ହୋମ ପରେ ମହାପ୍ରଭୁଙ୍କ ନୀତିକାନ୍ତ ବନ୍ଦ ହୋଇଛି । ଏନେଇ ସୂଚନା ଦେଇଛନ୍ତି ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତି । ଅଭିଯୋଗ ହୋଇଛି, କପିଳନାଥ…

ଆଜି ଦେଶରେ କରୋନା ଆକ୍ରାନ୍ତ କମ୍, ସୁସ୍ଥ ସଂଖ୍ୟା ଅଧିକ

ନୂଆଦିଲ୍ଲୀ: ଦେଶରେ ବଢ଼ିଛି ଦୈନିକ କରୋନା ସଂକ୍ରମଣ । ମୃତ୍ୟୁସଂଖ୍ୟା ବି ସାମାନ୍ୟ ବୃଦ୍ଧି ପାଇଛି । କିନ୍ତୁ ଗତ ୨୪ ଘଣ୍ଟାରେ ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଦିନକରେ ଚିହ୍ନଟ ହୋଇଛନ୍ତି ୧୭ହଜାର ୯୨୧ ନୂଆ ଆକ୍ରାନ୍ତ । ଏହି ସମୟରେ ସୁସ୍ଥ ହୋଇଛନ୍ତି…

ଲାଲ୍ କିଲ୍ଲା ହିଂସାରେ ବିଦେଶୀ ସମ୍ପୃକ୍ତ, ଡଚ୍ ନାଗରିକଙ୍କ ସହ ଅନ୍ୟ ଜଣେ ଗିରଫ

ନୂଆଦିଲ୍ଲୀ: ଜାନୁଆରୀ ୨୬ରେ ଲାଲ୍ କିଲ୍ଲାରେ ଘଟିଥିବା ହିଂସା ପାଇଁ ଦେଶ ନିନ୍ଦିତ ହୋଇଥିଲା । ଟ୍ରାକ୍ଟର ପରେଡ୍ ଆଳରେ କୃଷକ ଘଟାଇଥିବା ଲାଲ୍ କିଲ୍ଲା ହିଂସାରେ ବିଦେଶୀଙ୍କ ସମ୍ପୃକ୍ତି ଥିବା ପ୍ରମାଣ ମିଳିଛି । ଖାଲି ପ୍ରମାଣ ମିଳିଛି ତା’ନୁହେଁ ଟ୍ରାକ୍ଟର ପରେଡ୍ ଆନ୍ଦୋଳନ ଦିନ ବିଦେଶୀ…

ଦେଶରେ ସବୁଠୁ ବୟସ୍କ ମହିଳା ଭାବରେ ଟିକା ନେଲେ ୧୦୩ ବର୍ଷୀୟ ବୃଦ୍ଧା

ବେଙ୍ଗାଳୁରୁ: ଟିକା ନେଲେ ବେଙ୍ଗାଳୁରୁର ୧୦୩ ବର୍ଷୀୟ ବୃଦ୍ଧା । ଦେଶରେ ସବୁଠୁ ବୟସ୍କ ମହିଳା ଭାବରେ କୋଭିଡ୍ ଟିକା ନେଇଛନ୍ତି । ତାଙ୍କ ନାଁ ଜେ. କାମେଶ୍ୱରୀ । ବେଙ୍ଗାଳୁରୁ ବ୍ୟାନରଘଟ୍ଟା ସ୍ଥିତ ଆପୋଲୋ ହସ୍ପିଟାଲରେ ତାଙ୍କୁ ଦିଆଯାଇଛି ପ୍ରଥମ ଡୋଜ୍ । ବର୍ତ୍ତମାନ ସୁଦ୍ଧା ଦେଶରେ ସବୁଠୁ…

୩ ଛୁଆ ସହ ରେଳ ଧାରଣା ପାର୍ ହେଉଥିଲା ମାଆ ମହାବଳ ବାଘ, ଛୁଆକୁ ଚାପି ଦେଲା ଟ୍ରେନ୍

ମାଲକାନଗିରି: ଟ୍ରେନ୍ ଧକ୍କାରେ ହାତୀ ମୃତ୍ୟୁବରଣ କରୁଥିବା ଆପଣ ଶୁଣିଥିବେ । କେବେ ମହାବାଳ ବାଘ ଟ୍ରେନ୍ ଧକ୍କାରେ ମୃତ୍ୟୁବରଣ କରିଛି ଶୁଣିଛନ୍ତି ? ହଁ ମାଲକାନଗିରି ସୀମାନ୍ତ ଛତିଶଗଡ଼ର ରାଜନନ୍ଦଗାଓଁ ଜିଲ୍ଲା ସୀମାରେ ଟ୍ରେନ୍ ଧକ୍କାରେ ଏକ ମହାବଳ ବାଘ ଛୁଆର ମୃତ୍ୟୁ ହୋଇଛି । ମୃତ ବାଘ…

କୋଟିଏ ଟଙ୍କାର ବ୍ରାଉନସୁଗର ଜବତ, ଜଣେ ସ୍ମଗଲର ଗିରଫ

ବାଲେଶ୍ୱର: ବ୍ରାଉନସୁଗର କାରବାରର ଲିଙ୍କ ଲାଇନ୍ ପାଲଟିଛି ବାଲେଶ୍ୱର ଜିଲ୍ଲା । କୋଲକାତାରୁ ଚାଲାଣ ବେଳେ ବାଲେଶ୍ୱରରୁ ପୁଣି ଜବତ ହୋଇଛି କୋଟିଏରୁ ଅଧିକ ଟଙ୍କାର ଧଳା ଜହର । ବାଲେଶ୍ୱର ଲକ୍ଷ୍ମଣନାଥ ତନଖି ଫାଟକ ନିକଟରୁ ଜବତ ହୋଇଛି ଦେଢ଼ କେଜିର ବ୍ରାଉନସୁଗର । କ୍ରାଇମବ୍ରାଞ୍ଚ ଏସଟିଏଫ୍ ୧…