Latest Odisha News

BREAKING NEWS

Browsing Category

ଫିଚର

ନିର୍ବାଚନ ପୂର୍ବରୁ ବଦଳିଲେ ପଶ୍ଚିମବଙ୍ଗ ପୋଲିସ ଡିଜି

କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ବଦଳିଲେ ପୋଲିସ ଡିଜି ବୀରେନ୍ଦ୍ର । ତାଙ୍କୁ ପଦରୁ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନ । ତାଙ୍କ ସ୍ଥାନରେ ୧୯୮୭ ବ୍ୟାଚ୍‌ ଆଇପିଏସ ଅଫିସର ପି. ନିରଞ୍ଜନାୟନଙ୍କୁ ବେଙ୍ଗଲ ପୋଲିସ ଡିଜି ଦାୟିତ୍ୱ ଦିଆଯାଇଛି । ନିର୍ବାଚନ ସହ…

ହସିବ ପଶ୍ଚିମ ଓଡ଼ିଶାର ଚାଷ ଜମି, ଆଜି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ  

ନୂଆପଡ଼ା: ଚାଷ ପାଇଁ ଆଉ ରହିବନି ଜଳ କଷ୍ଟ । ପଡ଼ିଆ ପଡ଼ିବନି ଏକର ଏକର ଚାଷ ଜମି । ପଶ୍ଚିମ ଓଡ଼ିଶାର ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାର ଚାଷ ଜମିକୁ ଜଳସେଚନ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିବେ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ । ୬୨୭ କୋଟି ଟଙ୍କା ବ୍ୟୟରେ ନିର୍ମିତ…

ଭଞ୍ଜସେନା ପକ୍ଷରୁ ୯ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ପାଳନ

ମୟୂରଭଂଜ: ଶିମିଳିପାଳ ଜାତୀୟ ଉଦ୍ୟାନରେ ନିଆଁ ଲିଭାଇବାରେ ବିଫଳତାକୁ ନେଇ ଆଜି ଭଂଜସେନା ପକ୍ଷରୁ ମୟୂରଭଂଜ ପାଳନ କରାଯାଉଛି । ସକାଳ ୬ଟାରୁ ବିଭିନ୍ନ ସ୍ଥାନରେ ରାସ୍ତାରୋକ ସହ ଦୋକାନ ବଜାର ବନ୍ଦ ରହିଛି । ଜରୁରୀ ସେବାକୁ ବାଦ ଦିଆଯାଇଛି । ଅପରାହ୍ନ ୩ଟା ଯାଏଁ ଏହି ବନ୍ଦ ପାଳନ କରାଯିବ ।…

ଆସନ୍ତାକାଲି ନାମାଙ୍କନ ଦାଖଲ କରିବେ ମମତା ବାନାର୍ଜୀ

ପଶ୍ଚିମବଙ୍ଗ : ଆସନ୍ତାକାଲି ନନ୍ଦିଗ୍ରାମ ଆସନରୁ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଏହା ପୂର୍ବରୁ ନନ୍ଦିଗ୍ରାମରେ ପହଞ୍ଚିଛନ୍ତି ଦିଦି । ଦଳୀୟ ନେତା ଓ କର୍ମୀଙ୍କୁ ନେଇ ନନ୍ଦିଗ୍ରାମରେ କରିଛନ୍ତି ପ୍ରିନୋମିନେସନ ରାଲି । ନିର୍ବାଚନ ପାଇଁ ନନ୍ଦିଗ୍ରାମରେ ଏକ ଘରା ଭଡା…

କୋହଲି, ଧୋନୀଙ୍କ ରେକର୍ଡ ଭାଙ୍ଗିଲେ ପୃଥ୍ୱୀ ଶ’

ନୂଆଦିଲ୍ଲୀ: ବିଜୟ ହଜାରେ ଟ୍ରଫିରେ ମଙ୍ଗଳବାର ମୁମ୍ବାଇ ଅଧିନାୟକ ପୃଥ୍ୱୀ ଶ’ଙ୍କ ବିସ୍ଫୋରକ ବ୍ୟାଟିଂ ଚାରିଆଡେ ଝଡ ସୃଷ୍ଟି କରିଛି । ରନ ଚେଜ୍ କରିବାରେ ସେ ସର୍ବାଧିକ ବ୍ୟକ୍ତିଗତ ରନ ସଂଗ୍ରହ କରିଛନ୍ତି । ତାଙ୍କର ୧୮୫ ରନର ଇନିଂସ ବଳରେ ମୁମ୍ବାଇ ୯ ଉଇକେଟରେ ସୌରାଷ୍ଟ୍ରକୁ ହରାଇ…

ସ୍ମୃତିଙ୍କ ବିଶ୍ୱରେକର୍ଡ, ପୁରୁଷ କ୍ରିକେଟରଙ୍କୁ ମଧ୍ୟ ପଛରେ ପକାଇଲେ

ଲକ୍ଷ୍ନୌ:ଭାରତୀୟ ମହିଳା କ୍ରିକେଟ ଦଳର ଖେଳାଳି ସ୍ମୃତି ମାନ୍ଧନା ମଙ୍ଗଳବାର କ୍ରମାଗତ ଅର୍ଦ୍ଧଶତକ ହାସଲରେ ବିଶ୍ୱରେକର୍ଡ ସ୍ଥାପନ କରିଛନ୍ତି । ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚରେସେ ୮୦ ରନର ଅପରାଜିତ ଇନିଂସ ଖେଳିବା ପରେ ନିଜ ନାମ ରେକର୍ଡ ବୁକରେ ଲିପିବଦ୍ଧ କରିଥିଲେ ।…

କେବେ ରିଲିଜ୍ ହେବ ଓଡିଆ ଫିଲ୍ମ “ତୁମେ ମୋ ଶଙ୍ଖା ତୁମେ ମୋ ସିନ୍ଦୂର” ?

ଭୁବନେଶ୍ୱର: ଅପେକ୍ଷାର ଅନ୍ତ କେବେ ହେବ ? କେବେ ସାମ୍ନାକୁ ଆସିବ ଅଭିଷେକ, ଅଙ୍କିତା ଓ ମହିମାଙ୍କ ଟ୍ରାଏଙ୍ଗଲ ଲଭ କେମିଷ୍ଟ୍ରୀ ? କେବେ ରିଲିଜ୍ ହେବ ଫିଲ୍ମ “ତୁମେ ମୋ ଶଙ୍ଖା ତୁମେ ମୋ ସିନ୍ଦୂର” ? କିଛି ଏପରି ପ୍ରଶ୍ନ ଓଡିଆ ଫିଲ୍ମପ୍ରେମୀଙ୍କ ମନରେ ଘୁରିବୁଲୁଥିଲା । ଶେଷରେ ଭୁବନେଶ୍ୱରରେ…

ଆସନ୍ତା ୧୫ ଓ ୧୬ ତାରିଖରେ ଦୁଇ ଦିନିଆ ବ୍ୟାଙ୍କ ବନ୍ଦ

ଭୁବନେଶ୍ବର : ବ୍ୟାଙ୍କ ଘରୋଇକରଣକୁ ବିରୋଧ କରି ଧର୍ମଘଟ ଡାକରା ଦେଲା ଅଲ୍ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ କନଫେଡେରେସନ । ଆସନ୍ତା ୧୫ ଓ ୧୬ ତାରିଖରେ ଦୁଇ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ ଡାକରା ଦେଇଛି ସଂଘ । ଏନେଇ ସୂଚନା ଦେଇଛନ୍ତି AIBOCର ଓଡ଼ିଶା ୟୁନିଟ୍ ସଭାପତି ଦାମୋଦର ନନ୍ଦ ।…

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲା ଅଲ ବଦ୍ର ମୂଖ୍ୟ ଗନୀ ଖ୍ୱାଜା

ଲେହ:ଜମ୍ମୁ-କଶ୍ମୀର ସୁରକ୍ଷାକର୍ମୀଙ୍କୁ ମଙ୍ଗଳବାର ବହୁତ ବଡ ସଫଳତା ମିଳିଛି । ଅଲ ବଦ୍ର ମୂଖ୍ୟ ଗନୀ ଖ୍ୱାଜା ପୋଲିସ ଏନକାଂଉଟରରେ ଟଳିଛି । ସନ୍ଧ୍ୟା ୭ଟାରୁ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଯାହା ଏବେ ବି ଜାରି ରହିଛି । ଜମ୍ମୁ-କଶ୍ମୀର ଆଇଜିପି ବିଜୟ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୨ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନାର ଦ୍ବିତୀୟ ଲହରକୁ ନେଇ ଦେଶରେ ଚିନ୍ତା ବଢ଼ି ଚାଲିଛି । ଏହାରି ଭିତରେ ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ୮୨ ଜଣ କରୋନା ଆକ୍ରାନ୍ତ । ସମ୍ବଲପୁରରୁ ସର୍ବାଧିକ ୧୬ ଜଣ ସୁସ୍ଥ ହୋଇଥିବା ବେଳେ, ମୟୂରଭଞ୍ଜରୁ ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ବାଲେଶ୍ବର…