Latest Odisha News

BREAKING NEWS

Browsing Category

ଫିଚର

ତିରଥ ସିଂହ ରାଓ୍ବତଙ୍କ ମନ୍ତ୍ରିମଣ୍ଡଳରେ ୧୧ ନୂଆ ଚେହେରା

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଆଜି ମୁଖ୍ୟମନ୍ତ୍ରୀ ତିରଥ ସିଂହ ରାଓ୍ବତ ନିଜର କ୍ୟାବିନେଟ୍‌ ବିସ୍ତାର କରିଛନ୍ତି । ନିଜ ମନ୍ତ୍ରିମଣ୍ଡଳରେ ୧୧ ଜଣ ନୂଆ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଏଥିରେ ବଂଶୀଧର ଭଗତ, ସତପାଲ ମହାରାଜ, ହରକ ସିଂହ…

କିଏ କହିଲେ ଚିନ୍ତା କରନ୍ତୁ ନାହିଁ, ମୁଁ ଜିତିବି

କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଜିତିବା ପାଇଁ ବିଜେପି ଏବଂ ଟିଏମସି ସମସ୍ତ ପ୍ରକାର ରଣନୀତି ଆପଣାଇବାରେ ଲାଗିଛନ୍ତି । ଟିଏମସିର ମୂଖ୍ୟ ମମତା ବାନାର୍ଜୀଙ୍କ ବିରୋଧରେ ନନ୍ଦିଗ୍ରାମ ଆସନରୁ ବିଜେପିର ଶୁଭେନ୍ଦୁ ଅଧିକାରୀ ନାମାଙ୍କନ ଭରିଛନ୍ତି । ହଳଦିଆରେ ପଦଯାତ୍ରା ବେଳେ…

ସଲମାନଙ୍କ ପୂର୍ବତନ ପ୍ରେମିକାଙ୍କ ଚାଂଚଲ୍ୟକର ବୟାନ: ୫ ଓ ୯ରେ ଯୌନ ଶୋଷଣ, ୧୪ରେ ଦୁଷ୍କର୍ମ କରାଯାଇଥିଲା

ମୁମ୍ବାଇ: ସଲମାନ ଖାଁଙ୍କ ପୂର୍ବତନ ପ୍ରେମିକା ସୋମି ଅଲୀ ଶୁକ୍ରବାର ଚାଂଚଲ୍ୟକର ବୟାନ ଦେଇଛନ୍ତି । ନୋ ମୋର ଟିୟର୍ସ ନାମକ ଏନଜିଓ ଚଳାଉଥିବା ସୋମି କହିଛନ୍ତି ପାକିସ୍ତାନରେ ଥିବା ବେଳେ ୫ ଓ ୯ ବର୍ଷ ବୟସରେ ମୋତେ ଯୌନ ନିର୍ଯ୍ୟାତନା ଦିଆଯାଇଥିଲା । ୧୪ ବର୍ଷ ବୟସରେ ମୋ ସହିତ ଦୁଷ୍କର୍ମ…

‘କୃଷି ଓଡିଶା’ରେ ଚଳିତ ବର୍ଷର ମାସ୍କଟ ଛତୁ

ଭୁବନେଶ୍ୱର: ମାର୍ଚ୍ଚ ୧୫ରୁ ରାଜ୍ୟସ୍ତରୀୟ କୃଷି ପ୍ରଦର୍ଶନୀ ‘କୃଷି ଓଡିଶା’ ଆରମ୍ଭ ହେବ । ଅପରାହ୍ନ ସାଢେ ୫ଟାରେ ବରମୁଣ୍ଡା ଖେଳ ପଡିଆରେ ଏହାର ଉଦଘାଟନ ହେବ । ତେବେ ଚଳିତ ବର୍ଷର ମାସ୍କଟ ରହିଛି ଛତୁ । ତେବେ ଚଳିତ ବର୍ଷ ଛତୁକୁ ମାସ୍କଟ ରଖାଯାଇଥିବା କୃଷି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି…

ବଜେଟରେ ନାହିଁ ଅର୍ଥ ବ୍ୟବସ୍ଥା, ବନ୍ଦ ହେଲା ବିଜୁ ଯୁବ ବାହିନୀ

ଭୁବନେଶ୍ୱର: ରାଜ୍ୟରେ ଏବେ ବିଜୁ ଯୁବ ବାହିନୀ କାର୍ଯ୍ୟକ୍ଷମ ନାହିଁ । ବିଧାୟକ ଭବାନୀ ଭୋଇଙ୍କ ପ୍ରଶ୍ନର ଉତ୍ତର ଦେଇ ଏଭଳି ସୂଚନା ଦେଇଛନ୍ତି କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା । ବିଧାନସଭାରେ ଉତ୍ତର ରଖି ବିଜୁ ଯୁବ ବାହିନୀ ବନ୍ଦ ହୋଇଥିବା ମନ୍ତ୍ରୀ କହିଛନ୍ତି ।…

ମଣ୍ଡି ତାତିରେ ଗୃହ ଅଚଳ, ଯୋଗାଣ ମନ୍ତ୍ରୀ ବିବୃତି ରଖିବାକୁ ବାଚସ୍ପତିଙ୍କ ରୁଲିଂ

ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟ ଭଳି ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭରୁ ହଟ୍ଟଗୋଳ ଲାଗି ରହିଛି । ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ ଆରମ୍ଭର ପ୍ରଥମ ଦିନରୁ ଧାନ କିଣା ସମସ୍ୟାକୁ ନେଇ ସରକାରଙ୍କୁ ଘେରିଛନ୍ତି ବିରୋଧୀ । ବିଜେପି ଓ କଂଗ୍ରେସ ସଦସ୍ୟଙ୍କ ହୋହଲ୍ଲା ଯୋଗୁଁ ପ୍ରଶ୍ନକାଳ ଚାଲି…

ଏମିତି ପୁଅ କାହାକୁ ନମିଳୁ, ନିଜ ମାଆକୁ ଇଟାରେ ଛେଚି ମାରିଦେଲା

କେନ୍ଦୁଝର: ମାଆକୁ ମାରି ଦେଲା ପୁଅ । ଯେଉଁ ପୁଅ ବୃଦ୍ଧାବସ୍ଥାରେ ଆଶାର ବାଡ଼ି ହେବ ବୋଲି ଭାବିଥିଲା, ସେଇ ପୁଅ ସାଜିଲା ସୈତାନ । ନିଜ ମାଆକୁ ଇଟାରେ ଛେଚି ଅତି ନିର୍ମମ ଭାବରେ ହତ୍ୟା କରିଛି ପୁଅ । କେନ୍ଦୁଝର ଜିଲ୍ଲା ବଡ଼ବିଲ ପୌରାଞ୍ଚଳ ୨ ନମ୍ବର ୱାର୍ଡ଼ରେ ଏଭଳି ଅଭାବନୀୟ ଓ ଲୋମଟାଙ୍କୁରା…

୧୦ ହଜାର ରନ୍ କ୍ଲବରେ ମିତାଲି ରାଜ, ପ୍ରଥମ ଭାରତୀୟ ମହିଳା କ୍ରିକେଟର ଭାବରେ ରେକର୍ଡ

ନୂଆଦିଲ୍ଲୀ: ସିନିୟର ମହିଳା କ୍ରିକେଟର ମିତାଲି ରାଜଙ୍କୁ ଆଉ ଏକ ସଫଳତା । ଅନ୍ତର୍ଜାତୀୟ କ୍ରିକେଟରେ ୧୦ ହଜାର ରନ୍ କ୍ଲବରେ ନିଜ ନାଁ ଲେଖାଇଛନ୍ତି । କ୍ରିକେଟର ସବୁ ଫର୍ମାଟରେ ୧୦ହଜାର ରନ୍ ସଂଗ୍ରହ କରିବାରେ ମିତାଲି ହୋଇଛନ୍ତି ଦେଶର ପ୍ରଥମ ମହିଳା କ୍ରିକେଟର । ସେହିପରି ବିଶ୍ୱରେ ଦ୍ୱିତୀୟ…

ବାପାଙ୍କ ଜାଲ୍ ଦସ୍ତଖତ କରି ଆକାଉଣ୍ଟରୁ ଝିଅ ନେଇଗଲା ୪୦ ଲକ୍ଷ ଟଙ୍କା

ସୁନ୍ଦରଗଡ଼: ଜାଲ୍ ଦସ୍ତଖତରେ ୪୦ ଲକ୍ଷ ଚଳୁ । ବାପାଙ୍କ ଆକାଉଣ୍ଟରୁ ଟଙ୍କା ଚୋରି କରିନେଲା ଝିଅ । ଏମିତି ଅଭିଯୋଗ ଆସିଛି ସୁନ୍ଦରଗଡ଼ ଜିଲ୍ଲାରୁ । ଏନେଇ ବାପା ପୋଲିସରେ ଝିଅ ବିରୋଧରେ ଏତଲା ଦେଇଛନ୍ତି । ଏହାକୁ ନେଇ ସୁନ୍ଦରଗଡ଼ ଜିଲ୍ଲାରେ ଚର୍ଚ୍ଚା ଚାଲିଛି । ଥାନାରେ ହୋଇଥିବା ଅଭିଯୋଗ…

ଅପରାଧିଙ୍କୁ ଧରିବାରେ ପୋଲିସକୁ ସହୟତା କରିବ ‘ଅତିଥି’

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଅପରାଧ ଘଟାଇ ଅପରାଧିମାନେ ବିଭିନ୍ନ ହୋଟେଲରେ ଆତ୍ମଗୋପନ କରୁଛନ୍ତି । ଏଣିକ ଅପରାଧିଙ୍କୁ ଧରିବ ‘ଅତିଥି’ । ପୋଲିସର ନୂଆ ଆପ୍ ‘ଅତିଥି’ । ଏହି ଜରିଆରେ ହୋଟେଲର ତଥ୍ୟ ସଂଗ୍ରହ କରିବ ପୋଲିସ । ସରାଇ ଆକ୍ଟ ଅନୁସାରେ ହୋଟେଲ ମାଲିକ ସବୁ ତଥ୍ୟ ପୋଲିସକୁ…