Latest Odisha News

BREAKING NEWS

Browsing Category

ଫିଚର

ଭାରତରେ ଖେଳାଯିବ ଆଇପିଏଲ୍ ୨୦୨୧, ୬ଟି ସ୍ଥାନରେ ଏପ୍ରିଲ ୯ରୁ ଖେଳାଯିବ ମ୍ୟାଚ୍‌

ଭୁବନେଶ୍ୱର: କ୍ରିକେଟ ଫ୍ୟାନଙ୍କ ପାଇଁ ଖୁସି ଖବର । ଇଣ୍ଡିଆନ୍ ପ୍ରିମିୟର୍ ଲିଗ୍ (ଆଇପିଏଲ୍)ର ୧୪ତମ ସଂସ୍କରଣ ଚଳିତ ବର୍ଷ ଭାରତରେ ଖେଳାଯିବ । ଏହା ଆସନ୍ତା ଏପ୍ରିଲ ୯ ତାରିଖରୁ ଆରମ୍ଭ ହେବ ଏବଂ ମେ ୩୦ତାରିଖରେ ଶେଷ ହେବ । ଚଳିତ ଥର ଦେଶର ୬ଟି ସ୍ଥାନରେ ମ୍ୟାଚ୍ ଖେଳାଯିବ ବୋଲି ସ୍ଥିର ହୋଇଛି…

ରାଜଧାନୀରେ ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ହତ୍ୟା ଘଟଣା, ଜାଣ‌ନ୍ତୁ କାହିଁକି ହାଣିଲେ ଅଭିଯୁକ୍ତ ?

ଭୁବନେଶ୍ୱର: ସିଆରପି ଛକରେ ଯୁବକଙ୍କ ହତ୍ୟା ଘଟଣା ପଛର ସତ୍ୟ ପୋଲିସ ହାତରେ ଲାଗିଛି । ପିକଅପ୍ ଭ୍ୟାନରେ ଥିବା ମୃତ ଜଟିଆ ସହ ହତ୍ୟାକାଣ୍ଡ ଭିଆଇ ଥିବା ସୁଧୀର ଓ ସାଗର ମଧ୍ୟ ଥିଲେ । କୌଣସି କାରଣରୁ ସେମାନଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ସାଗର ଓ ସୁଧୀର ଜଟିଆକୁ…

ରାଜଧାନୀରେ ଚାଞ୍ଚଲ୍ୟ, ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ହତ୍ୟା

ଭୁବନେଶ୍ୱର: ସିଆରପି ଛକରେ ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ଦୁଇ ଜଣ ଦୁର୍ବୃତ ତାଙ୍କୁ ହାଣି ହତ୍ୟା କରିଛନ୍ତି । ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ସୁଦ୍ଧା ତାଙ୍କର ମୃତ୍ୟୁ ହୋଇଥିବା ଡିସିପି ସୂଚନା ଦେଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ମୃତ…

ଗାର୍ଲଫ୍ରେଣ୍ଡକୁ ଖୁସି କରିବା ପାଇଁ ଚକୋଲେଟ ଚୋରି କରି ଜେଲ ଗଲେ ଯୁବକ

ଚିତ୍ରକୂଟ: ରାଜସ୍ଥାନର ଚିତ୍ରକୂଟରେ ଗାର୍ଲଫ୍ରେଣ୍ଡ ପାଇଁ ଚକୋଲେଟ ଚୋରି କରି ଜଣେ ଅବିନାଶ ନାମକ ଜଣେ ଯୁବକ ଜେଲ ଯାଇଛନ୍ତି । ବିଳମ୍ବିତ ରାତିରେ ଗାର୍ଲଫ୍ରେଣ୍ଡ ଚକୋଲେଟ ଖାଇବା ପାଇଁ ଜିଦ୍ ଧରିଥିଲେ । ମାତ୍ର ରାତିରେ ଦୋକାନ ଖୋଲା ନ ଥିବାରୁ ଏହା ମିଳି ନ ଥିଲା । ଶେଷରେ ଗୋଟିଏ ଦୋକାନର…

ତାମିଲନାଡୁ ବିଧାନସଭା: ବିଜେପି ୨୦ ସିଟରେ ଲଢ଼ିବ

ଚେନ୍ନାଇ:ଆଗାମୀ ବିଧାନସଭା ନିର୍ବାଚନ ପାଇଁ ତାମିଲନାଡୁରେ ବିଜେପି-ଏଆଇଏଡିଏମକେ ମଧ୍ୟରେ ସିଟ ବୁଝାମଣା ଚୂଡାନ୍ତ ହୋଇଛି । ବିଜେପି ଏଠାରେ ମାତ୍ର ୨୦ଟି ଆସରେ ଲଢ଼ିବ । ସେହିପରି କନ୍ୟାକୁମାରୀ ଲୋକସଭା ଆସନ ପାଇଁ ହେବାକୁ ଥିବା ଉପ ନିର୍ବାଚନରେ ମଧ୍ୟ ବିଜେପିର ପ୍ରାର୍ଥୀ ଲଢ଼ିବେ । ଏପ୍ରିଲ ୬ରେ…

କୂଅ ଭିତରେ ଭାସୁଛି ମାଆ ସହ ୪ ବର୍ଷର ଝିଅର ମୃତଦେହ

ମାଲକାନଗିରି: ମାଥିଲି ଥାନା ଅଞ୍ଚଳରେ ଏକ କୂଅରେ ମାଆ, ଝିଅଙ୍କ ମୃତଦେହ ଭାସୁଛି । ମାଥିଲି ଥାନା ଚେକେଡ଼ା ପଞ୍ଚାୟତ କାଉଡ଼ିଗୁଡ଼ା ଗାଁରେ ଏଭଳି ଦୁଃଖଦ ଘଟଣା ଘଟିଛି । ଗାଁ କୂଅରେ ମାଆ ସହ ୪ ବର୍ଷର ଝିଅର ମୃତଦେହ ଭାସୁଛି । ଗତରାତିରେ ମାଆ, ଝିଅ ଖାଇପିଇ ଶୋଇଥିଲେ । ସକାଳ ହେଲା ବେଳକୁ ଉଭୟ…

କାଲି ଘରୁ ଫେରିଥିଲେ, ଆଜି ନିଜକୁ ଗୁଳି କରିଦେଲେ ଯବାନ

ଲମତାପୁଟ: ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କରିଛନ୍ତି ଯବାନ । କୋରାପୁଟ ଜିଲ୍ଲା ଜଲାପୁଟରେ ଥିବା ବିଏସଏଫ୍ ୧୫ ବାଟାଲିୟନର ଯବାନ ଇନ୍ଦ୍ର ସିଂହ ଆତ୍ମହତ୍ୟା କରିଛନ୍ତି । ମିଳଥିବା ସୂଚନା ଅନୁସାରେ ଛୁଟିରେ ଘରକୁ ଯାଇ ରାଜସ୍ଥାନରୁ ଶୁକ୍ରବାର ଇନ୍ଦ୍ର ସିଂହ ଜଲାପୁଟ…

ଏପ୍ରିଲରୁ କାରର ଆଗ ଯାତ୍ରୀଙ୍କ ଲାଗି ଏୟାର୍ ବ୍ୟାଗ ବାଧ୍ୟତାମୂଳକ

ନୂଆଦିଲ୍ଲୀ: କାରର ଆଗ ଯାତ୍ରୀଙ୍କ ପାଇଁ ବାଧ୍ୟତାମୂଳକ ହେବ ଏୟାର ବ୍ୟାଗ । ଏପ୍ରିଲ ପହିଲାରୁ ମାର୍କେଟକୁ ଆସିବାକୁ ଥିବା ସମସ୍ତ କାର୍ ମଡେଲରେ ଆଗରେ ବସୁଥିବା ଯାତ୍ରୀଙ୍କ ଲାଗି ଏୟାର ବ୍ୟାଗ ବାଧ୍ୟତାମୂଳକ କରାଯାଇଛି । ସେହିଭଳି ପୁରୁଣା କାର ଅତିରିକ୍ତ ଭାବେ ଆଗ ଯାତ୍ରୀଙ୍କ ଲାଗି ଏୟାର…

କୋଭିଡ୍ ଟିକାର ଦ୍ୱିତୀୟ ଡୋଜ୍ ନେବା ପରେ ବି ହେଉଛି କରୋନା, ଡାକ୍ତର ପଜିଟିଭ୍

ରାଉରକେଲା: କୋଭିଡ୍ ଟିକାର ଦୁଇ ଦୁଇଟି ଡୋଜ୍ ନେବା ପରେ ବି ହେଉଛି କରୋନା । କୋଭିଡ୍ ସଂକ୍ରମିତ ହେଲେ କରୋନା ଟିକାର ୨ ଡୋଜ୍ ନେଇଥିବା ଡାକ୍ତର । ସୂଚନା ଅନୁସାରେ ରାଉରକେଲା ସରକାରୀ ହସ୍ପିଟାଲରେ କାର୍ଯ୍ୟରତ ଜୈନିକ ବରିଷ୍ଠ ଅସ୍ଥାୟୀ ଡାକ୍ତର କୋଭିଡ୍ ସଂକ୍ରମିତ ହୋଇଛନ୍ତି । ୭୧ ବର୍ଷୀୟ…

କାହିଁକି ନନ୍ଦିଗ୍ରାମ ଆସନ ବାଛିଲେ ମମତା ?

କୋଲକାତା: ଜୋରଦାର ହେଲାଣି ବେଙ୍ଗଲ ବ୍ୟାଟଲ ଗ୍ରାଉଣ୍ଡ । ଏକାଥରକେ ୨୯୧ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି ତୃଣମୂଳ କଂଗ୍ରେସ(ଟିଏମସି) ମୁଖ୍ୟ ମମତା ବାନାର୍ଜୀ । ସେ ଏଥର ନନ୍ଦିଗ୍ରାମ ଆସନରୁ ପ୍ରାର୍ଥୀ ହେବେ ବୋଲି ଘୋଷଣା କରିଛନ୍ତି ଦିଦି । ଆସନ୍ତା ୧୦ ତାରିଖରେ ପ୍ରାର୍ଥୀପତ୍ର ଦାଖଲ…