Latest Odisha News

BREAKING NEWS

Browsing Category

ଫିଚର

୧୮ ବର୍ଷ ନୁହେଁ ବରଂ ସ୍ନାତକ ଯାଏଁ ପୁଅର ଲାଳନପାଳନ କରିବାକୁ ପଡ଼ିବ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଏବେ ଜଣେ ବ୍ୟକ୍ତି ତାଙ୍କ ପୁଅକୁ ୧୮ ବର୍ଷ ନୁହେଁ, ବରଂ ସ୍ନାତକ ଯାଏଁ ଲାଳନପାଳନ କରିବାକୁ ପଡ଼ିବ ବୋଲି ରାୟ ଦେଇଛନ୍ତି ସୁପ୍ରିମକୋର୍ଟ। ଜଷ୍ଟିସ୍ ଡି.ଓ୍ବାଇ ଚନ୍ଦ୍ରଚୁଡ ଏବଂ ଜଷ୍ଟିସ୍ ଏମ.ଆର ଶାହାଙ୍କ ଏକ ଖଣ୍ଡପୀଠ ଗୁରୁବାର ଦିନ ଫାମିଲି କୋର୍ଟର ଏକ ଆଦେଶକୁ ବଦଳାଇଛନ୍ତି।…

ପ୍ରଥମେ କିଏ ପ୍ରପୋଜ୍ କରିଥିଲେ ? ସବ୍ୟ ନା ଅର୍ଚ୍ଚିତା…

ଭୁବନେଶ୍ୱର: ରିଅଲ୍ ହୋଇଛି ରିଲ୍ ଯୋଡ଼ି । ମାର୍ଚ୍ଚ ୧ ତାରିଖରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ସବ୍ୟସାଚୀ ଓ ଅର୍ଚ୍ଚିତା । ରାଜସ୍ଥାନରେ ରାଜକୀୟ ଢଙ୍ଗରେ ବିବାହ ସମ୍ପନ୍ନ ପରେ ସେଲିବ୍ରିଟି ନବ ଦମ୍ପତି ଶୁକ୍ରବାର ସନ୍ଧ୍ୟାରେ ଓଡ଼ିଶା ଫେରିଛନ୍ତି । ଭୁବନେଶ୍ୱର ବିମାନବନ୍ଦରରେ ନବ…

ବିବାହ ଉତ୍ସବରୁ ଫେରିଲା ବେଳେ ବୋମାମାଡ଼, ୬ ବିଜେପି କର୍ମୀ ଗୁରୁତର

କୋଲକାତା: ହିଂସ୍ର ହେବାରେ ଲାଗିଛି ପଶ୍ଚିମବଙ୍ଗ ରାଜନୀତି । ନେତାଙ୍କ ମଧ୍ୟରେ ରାଜନୀତିକ ବୟାନ ବାଜି ଲାଗି ରହିଥିବା ବେଳେ ନିର୍ବାଚନୀ ହିଂସା ଥମିବାର ନାଁ ନେଉନି । ଶୁକ୍ରବାର ବିଳମ୍ବିତ ରାତିରେ ପଶ୍ଚିମବଙ୍ଗ ୨୪ ପ୍ରଗଣା ଜିଲ୍ଲାର ରାମପୁର ଗାଁରେ ବୋମାମାଡ଼ ହୋଇଛି । ବୋମାମାଡ଼ରେ ୬ ଜଣ…

କେତେ ନିଷ୍ଠୁର ଏ ମୃତ୍ୟୁ: ବାପାଙ୍କ ଶେଷକୃତ୍ୟ ସାରି ଫେରିବା ବାଟରେ ଦୁର୍ଘଟଣା ନେଲା ପୁଅର ଜୀବନ

ବୌଦ୍ଧ: ବାପାଙ୍କ ଶେଷକୃତ୍ୟ ସାରି ପୁରୀରୁ ଫେରିବା ବେଳେ ଅଧାବାଟରେ ଚାହିଁ ରହିଥିଲା ମୃତ୍ୟୁ । ସଡ଼କ ଦୁର୍ଘଟଣାରେ ଆଖି ବୁଜିଲା ପୁଅ । ବୌଦ୍ଧ ଜିଲ୍ଲା ଦେଇ ଯାଇଥିବା ୫୭ନମ୍ୱର ଜାତୀୟ ରାଜପଥର କରଡ଼ାକୋଠା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ…

ଶିମିଳିପାଳ ସହ ନୀଳଗିରି ସ୍ଥିତ କୁଳଡିହା ସଂରକ୍ଷିତ ଅଭୟାରଣ୍ୟ ବି ଜଳୁଛି

ବାରିପଦା/ନୀଳଗିରି: ଜଳୁଛି ଜଙ୍ଗଲ, ଗୋଟିଏ ଜଙ୍ଗଲରୁ ଆଉ ଗୋଟିଏ ଜଙ୍ଗଲକୁ ବ୍ୟାପୁଛି ନିଆଁ । ପ୍ରାୟ ୧୦ ଦିନ ହେଲାଣି ଶିମିଳିପାଳ ଅଭୟାରଣ୍ୟ ଜଳୁଛି । ଗୋଟିଏ ସ୍ଥାନରେ ନିଆଁ ଆୟତ୍ତ ହେବା ବେଳକୁ ଅନ୍ୟ ସ୍ଥାନରେ ଲାଗି ଯାଉଛି । ଶିମିଳିପାଳର ଦୁଧିଆନି, ତାଳବନ୍ଧ, ଦୁଗୁଡ଼ିଆ, କେନ୍ଦୁମୁଦି ଓ…

ଶ୍ରୀକ୍ଷେତ୍ରରେ ‘ମୋ ଧାମ, ମୋ ଗର୍ବ’ କାର୍ଯ୍ୟକ୍ରମ, ପ୍ରତି ଶନିବାର ବଡଦାଣ୍ଡ ସେବା

ପୁରୀ: ଆଜିଠୁ ପୁରୀରେ ଆରମ୍ଭ ହୋଇଛି ବଡଦାଣ୍ତ ସେବା । ମୋ ଧାମ, ମୋ ଗର୍ବ ଅଭିଯାନରେ ବଡ଼ଦାଣ୍ଡ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛି ଜିଲ୍ଲା ପ୍ରଶାସନ । ପ୍ରତି ଶନିବାର ସକାଳ ସାଢ଼େ ୬ଟାରୁ ସାଢ଼ା ୮ଟା ଦୁଇ ଘଣ୍ଟା ବଡ଼ଦାଣ୍ଡ ସେବା କରାଯିବ । ଏହି ଅଭିଯାନରେ ସ୍ୱେଚ୍ଛାକୃତ ଭାବରେ…

ପୂଜା ଭୋଗ ଖାଇ ୫୦ରୁ ଅଧିକ ଅସୁସ୍ଥ

ବାଲେଶ୍ୱର: ଭୋଗ ଖାଇ ୫୦ରୁ ଅଧିକ ଅସୁସ୍ଥ । ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ ଅନ୍ତର୍ଗତ ଗିଲାଯୋଡି ଗାଁରେ ଏହି ଘଟଣା ଘଟିଛି । ଠାକୁରାଣୀଙ୍କ ପୂଜା ଭୋଗ ଖାଇବା ପରେ ଗାଁର କିଛି ପୁରୁଷ, ମହିଳା ଓ ଛୋଟ ଛୋଟ ଛୁଆ ଅସୁସ୍ଥ ହୋଇ ପଡ଼ିଥିଲେ । ସେମାନଙ୍କୁ ଚିକିତ୍ସା ପାଇଁ ବସ୍ତା ଓ ପାଉଁଶକୁଲି…

କିଟରେ ୬୯ତମ ବରିଷ୍ଠ ଜାତୀୟ ଭଲିବଲ୍ ଚାମ୍ପିୟନଶିପ ଉଦଘାଟିତ

ଭୁବନେଶ୍ୱର: କିଟର ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମରେ ୬୯ତମ ଜାତୀୟ ଭଲିବଲ୍ (ପୁରୁଷ ଓ ମହିଳା) ଚାମ୍ପିୟନଶିପ ୨୦୨୦-୨୧ ଶୁକ୍ରବାର ଉଦଘାଟିତ ହୋଇଯାଇଛି । ଭାରତୀୟ ଭଲିବଲ୍ ସଂଘ (ଭିଏଫଆଇ) ତତ୍ତ୍ୱାବଧାନରେ ୧୧ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଏହି ଚାମ୍ପିୟନଶିପର ଉଦଘାଟନୀ ଉତ୍ସବରେ ଓଡ଼ିଶା…

ରାଜ୍ୟରେ ଜେଲ୍ ଅନ୍ତେବାସୀଙ୍କୁ ଦିଆଯିବ କରୋନା ଟିକା

ଭୁବନେଶ୍ବର : କରୋନା ମହାମାରୀ ପାଇଁ ଏବେ ସାରା ଦେଶରେ ଜାରି ରହିଛି ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ । ଏହି ପର୍ଯ୍ୟାୟରେ ୬୦ ବର୍ଷରୁ ଅଧିକ ବୟସ୍କ ଓ ୪୫ ବର୍ଷରୁ ୫୯ ବର୍ଷର ଲୋକ, ଯେଉଁମାନେ ଗୁରୁତର ରୋଗରେ ପୀଡିତ ଥିବେ ସେମାନଙ୍କୁ ଟିକା ଦିଆଯାଉଛି । ଏସବୁ ଭିତରେ ଏବେ ରାଜ୍ୟରେ ଜେଲ୍…

ରାଜ୍ୟରେ ୩୦୦୦ରୁ ଅଧିକ ମୋ ସେବା କେନ୍ଦ୍ର ଓ ଓଡ଼ିଶା ଓ୍ବାନ୍ ପୋର୍ଟାଲ ଲୋକାର୍ପିତ

ଭୁବନେଶ୍ବର : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜୟନ୍ତୀ ଅବସରରେ ୩୦୦୦ରୁ ଅଧିକ ମୋ’ ସେବା କେନ୍ଦ୍ର ଏବଂ ଓଡ଼ିଶା ୱାନ୍ ପୋର୍ଟାଲ୍ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସେବା ଓ ସମ୍ମାନ ହେଉଛି…