Latest Odisha News

BREAKING NEWS

Browsing Category

ଫିଚର

ମମତାଙ୍କ ସମର୍ଥନରେ ବାହାରିଲା ଶିବସେନା

ମୁମ୍ବାଇ : ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ସରଗରମ ରାଜନୀତି । ବିଜେପି କ୍ଷମତାକୁ ଆସିବାକୁ ଜୋରଦାର ପ୍ରୟାସ ଚଳାଇଥିବା ବେଳେ, ଗଡ଼ ବଞ୍ଚାଇବାକୁ ଲାଗି ପଡିଛି ଟିଏମସି । ତେବେ ପଶ୍ଚିମବଙ୍ଗରେ ଟିଏମସି ହାତମୁଠାକୁ ଟାଣ କରିବାକୁ ଆଗକୁ ଆସିଛି ଶିବସେନା । ଦଳ ପଶ୍ଚିମବଙ୍ଗ…

ଫସିଲେ ଅନୁରାଗ, ତାପସୀ: ହେରଫେର କରିଛନ୍ତି କୋଟି କୋଟି ଟଙ୍କା

ନୂଆଦିଲ୍ଲୀ: ଅଭିନେତ୍ରୀ ତାପସୀ ପନ୍ନୁ ଓ ଫିଲ୍ମ ନିର୍ମାତା-ନିର୍ଦ୍ଦେଶକ ଅନୁରାଗ କାଶ୍ୟପ ଅସୁବିଧାରେ ପଡିପାରନ୍ତି । ଆୟକର ବିଭାଗ ଚଢ଼ାଉ ପରେ ବିଭିନ୍ନ ମହଲରେ ଏଥିନେଇ ରାଜନୀତି ଆରମ୍ଭ ହୋଇ ଯାଇଥିଲା । ତେବେ ଗୁରୁବାର ଆୟକର ବିଭାଗର ବୟାନ ସାମ୍ନାକୁ ଆସିଛି । ସିବିଡିଟି ପାଖାପାଖି ୩୫୦ କୋଟି…

ବିମାନ ବନ୍ଦରରେ ଯାତ୍ରୀଙ୍କର ଥର୍ମାଲ ସ୍କ୍ରିନିଂ ଓ ପଞ୍ଜିକରଣ ବାଧ୍ୟତାମୂଳକ

ଭୁବନେଶ୍ବର : ପଡ଼ୋଶୀ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ତତ୍ପର । ମୁକାବିଲା ପାଇଁ ଆଗୁଆ ନିଆଯାଇଛି ସତର୍କତା ମୂଳକ ପଦକ୍ଷେପ । ସଂକ୍ରମଣ ବୃଦ୍ଧି ପାଇବା ପରେ ଆଜିଠୁ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ଅବତରଣ କରିଥିବା ସମସ୍ତ ଯାତ୍ରୀଙ୍କର କରାଯାଇଛି…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୧ କରୋନା ଆକ୍ରାନ୍ତ

ଭୁବନେଶ୍ବର : ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୭୧ କରୋନା ଆକ୍ରାନ୍ତ । ସୁସ୍ଥ ହେବା ପରେ ଏମାନଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧୧ ଜଣ ସୁସ୍ଥ ହୋଇଥିବା ବେଳେ, ବରଗଡ଼ ଓ ସମ୍ବଲପୁରରୁ ୮ ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।…

କରୋନା ଟିକା ନେଇଥିବା ଲୋକଙ୍କୁ ହଜ୍‌ ଯାତ୍ରା ପାଇଁ ମିଳିବ ଅନୁମତି

ଥିରୁଭନନ୍ତପୁରମ : ହଜ୍‌ ଯାତ୍ରା କରିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଜାରି ହୋଇଛି ନିର୍ଦ୍ଦେଶନାମା । କରୋନା ଟିକା ନେଇଥିବା ବ୍ୟକ୍ତି କେବଳ ହଜ୍ ଯାତ୍ରା କରିପାରିବେ ବୋଲି କହିଛି ସାଉଦି ଆରବ । ଭାରତରୁ ହଜ୍‌ ଯାତ୍ରା କରିବାକୁ ଚାହୁଁଥିବା ଲୋକଙ୍କ ପାଇଁ ମଧ୍ୟ ଏହି ନିୟମ କାର୍ଯ୍ୟକାରୀ…

ଅପରିବର୍ତ୍ତିତ ରହିଲା ଇପିଏଫ ସୁଧହାର

ନୂଆଦିଲ୍ଲୀ : ଦେଶର ୬ କୋଟି କର୍ମଚାରୀଙ୍କ ପାଇଁ ଖୁସି ଖବର । ଅପରିବର୍ତ୍ତିତ ରହିଲା ଇପିଏଫ ସୁଧହାର । ୨୦୨୦-୨୧ ଆର୍ଥିକ ବର୍ଷରେ ସୁଧହାର ପୂର୍ବଭଳି ୮.୫ ପ୍ରତିଶତ ରହିଛି । ଏନେଇ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ ବା ଇପିଏଫ୍ଓ ପକ୍ଷରୁ ଏକ ବୈଠକରେ ଘୋଷଣା କରାଯାଇଛି । ଶ୍ରୀନଗରରେ…

ବିବାହ କରିବେ ବୁମରାହ-ଅନୁପମା !

ଚେନ୍ନାଇ: ଏବେ ସୋସିଆଲ ମିଡିଆରେ ଭାରତୀୟ କ୍ରିକେଟ ଦଳର ପେସ ବୋଲର ଯଶପ୍ରୀତ ବୁମରାହଙ୍କ ବିବାହ ନେଇ ଚର୍ଚ୍ଚା ଜୋର ଧରିଛି । ବୁମରାହ ଦକ୍ଷିଣ ଭାରତର ଅଭିନେତ୍ରୀ ଅନୁପମା ପରମେଶ୍ୱରନଙ୍କୁ ବିବାହ କରିବାକୁ ଯାଉଛନ୍ତି ବୋଲି ଖବର ପ୍ରକାଶ ପାଇଛି । ତେବେ ଏହା ସତ୍ୟ କି ଗୁଜବ ତାହା ପ୍ରମାଣିତ…

ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋର ୨୦୫ ରନ ଜବାବରେ ଭାରତ ୨୪/୧

ମୋଟେରା: ଏଠାରେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ୪ର୍ଥ କ୍ରିକେଟ ଟେଷ୍ଟର ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ଭାରତ ଭଲ ସ୍ଥିତିରେ ରହିଛି । ଇଂଲଣ୍ଡ ପ୍ରଥମ ଇନିଂସ ସ୍କୋର ୨୦୫ ରନ ଜବାବରେ ଭାରତ ଗୋଟିଏ ଉଇକେଟ ହରାଇ ୨୪ ରନ କରି ଇଂଲଣ୍ଡ ସ୍କୋରଠାରୁ ୧୮୧ ରନ ପଛରେ ରହିଛି । ରୋହିତ ଶର୍ମା ୮ ଓ…

କେରଳ ବିଧାନସଭା ନିର୍ବାଚନ: ଇ ଶ୍ରୀଧରନ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ନୂଆଦିଲ୍ଲୀ:ଆଗାମୀ କେରଳ ବିଧାନସଭା ନିର୍ବାଚନ ପାଇଁ ବିଜେପି ନୂଆ ରଣନୀତି ପ୍ରସ୍ତୁତ କରିଛି । ମେଟ୍ରୋ ମ୍ୟାନ ଭାବେ ଖ୍ୟାତି ଲାଭ କରିଥିବା ଇ ଶ୍ରୀଧରନଙ୍କୁ ଦଳ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରିଛି । କେରଳରେ ଶ୍ରୀଧରନ ଜଣେ ସଚ୍ଚୋଟ ବ୍ୟକ୍ତି ଭାବେ ପରିଚିତ । ସେ ବିଜେପିରେ ସାମିଲ…

ସମ୍ବଲପୁର ହୁମା ବକ୍ର ମନ୍ଦିରରେ ହେବନି ଶିବରାତ୍ରି ମେଳା

ସମ୍ୱଲପୁର: କରୋନା ଯୋଗୁଁ ଏବର୍ଷ ସମ୍ୱଲପୁର ଜିଲ୍ଲାର ହୁମା ବକ୍ର ମନ୍ଦିରରେ ଶିବରାତ୍ରି ମେଳା ହେବ ନାହିଁ । ପ୍ରଶାସନ ଓ ଯାତ୍ରା କମିଟି ବୈଠକରେ ଏହି ନିଷ୍ପତ୍ତି ହୋଇଛି । ପୂର୍ବଭଳି ମନ୍ଦିରରେ ରୀତିନୀତି ଅନୁସାରେ କେବଳ ବାବା ବିମଳେଶ୍ୱରଙ୍କ ପୂଜାର୍ଚ୍ଚନା କରାଯିବ । ମନ୍ଦିରକୁ ପ୍ରବେଶ ଓ…